୧୭ ଓଏଏସ୍ ଅଫିସରଙ୍କୁ ୫ ଜିଲାର କୋଭିଡ୍ ଦାୟିତ୍ୱ
ଭୁବନେଶ୍ୱର,୨୬।୪(ବ୍ୟୁରୋ): କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ୧୭ ଓଏଏସ୍ ଅଧିକାରୀଙ୍କୁ ରାଜ୍ୟ ସରକାର ରବିବାର ପଶ୍ଚିମ ଓଡ଼ିଶାର ୫ଟି ଜିଲାର କୋଭିଡ ସ୍ଥିତି ରକ୍ଷା କରିବାର ଦାୟିତ୍ୱ ପ୍ରଦାନ କରିଛନ୍ତି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ଓଏଏସ୍ ଅଧିକାରୀମାନେ ସମ୍ପୃକ୍ତ ଜିଲା…
ଟ୍ରେନ୍ ଲାଇନ୍ ଉଡ଼ାଇଲେ ମାଓବାଦୀ
ରାଉରକେଲା ଅଫିସ,୨୬।୪: ବିସ୍ଫୋରଣ କରି ଟ୍ରେନ୍ ଲାଇନ ଉଡ଼ାଇ ଦେଇଛନ୍ତି ମାଓବାଦୀ। ରବିବାର ବିଳମ୍ବିତ ରାତିରେ ମାଓବାଦୀମାନେ ଝାଡ଼ଖଣ୍ଡ ସୀମା ଚକ୍ରଧରପୁର ଲୋଟା ପାହାଡ଼ ନିକଟରେ ବିସ୍ଫୋରଣ ଘଟାଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ୨ ମିଟର ପର୍ଯ୍ୟନ୍ତ ଟ୍ରେନ ଲାଇନ ନଷ୍ଟ…
କରୋନାରେ ଟିଏମ୍ସି ପ୍ରାର୍ଥୀ ମୃତ
କୋଲକାତା, ୨୬ା୪: ଉତ୍ତର ୨୪ ପ୍ରଗଣା ଜିଲା ଖର୍ଦାହ ନିର୍ବାଚନମଣ୍ଡଳୀର ଟିଏମ୍ସି ପ୍ରାର୍ଥୀ କାଜଲ ସିହ୍ନାଙ୍କ ରବିବାର ପରଲୋକ ଘଟିଛି। ତାଙ୍କୁ ୫୯ ବର୍ଷ ହୋଇଥିଲା। ଦୁଇ ଦିନ ପୂର୍ବେ ତାଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିବାବେଳେ କୋଲକାତାର ଏକ ହସ୍ପିଟାଲରେ…
ସୁପ୍ରିମକୋର୍ଟ ବିଚାରପତି ଶାନ୍ତାଗୌଡରଙ୍କ ପରଲୋକ
ନୂଆଦିଲ୍ଲୀ, ୨୬ା୪: ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍ ମୋହନ ଏମ୍ ଶାନ୍ତାଗୌଡରଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ତାଙ୍କୁ ୬୨ ବର୍ଷ ହୋଇଥିଲା। ଫୁସ୍ଫୁସ୍ରେ ସଂକ୍ରମଣ ଯୋଗୁ ସେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ତେବେ ସେ କୋଭିଡ୍…
ପ୍ରତି ମିନିଟରେ ୨୪୩ ସଂକ୍ରମିତ
ନୂଆଦିଲ୍ଲୀ, ୨୬।୪: ଭାରତରେ କରୋନା ସଙ୍କଟ ଦିନକୁ ଦିନ ଭୟଙ୍କର ରୂପ ନେବାରେ ଲାଗିଛି। କିଛିଦିନ ହେଲା ଦୈନିକ ସଂକ୍ରମଣ ୩ ଲକ୍ଷ ଉପରେ ରହିଥିବାବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ସୁନାମି ଭଳି ମାଡ଼ିଚାଲିଛି କରୋନା। ପ୍ରତି ମିନିଟରେ ୨୪୩ ଜଣ…
କହିଥିଲେ, ଦେଲେ ନାହିଁ
ନୂଆଦିଲ୍ଲୀ,୨୬ା୪: ଦେଶରେ କରୋନା ସଂକ୍ରମଣ ବଢ଼ୁଥିବା ଦେଖି ବିଭିନ୍ନ ରାଜ୍ୟର ଦାବି ପରେ ମେ’ ୧ ତାରିଖରୁ ୧୮-୪୪ ବର୍ଷୀୟଙ୍କୁ କୋଭିଡ୍-୧୯ ଟିକା ନେବା ପାଇଁ କେନ୍ଦ୍ର ସରକାର ଅନୁମତି ପ୍ରଦାନ କରିଛନ୍ତି। ତେବେ ଏହି ଆୟୁ ବର୍ଗର ନାଗରିକଙ୍କୁ ଭାକ୍ସିନ…
ଆଜି ରାଜ୍ୟରୁ ୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୯୭କୁ ବୃଦ୍ଧି
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ୯ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ରାଜ୍ୟରୁ ୬୫୯୯ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ
ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬,୫୯୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୧୪,୦୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
ସଙ୍କଟବେଳର ସଖା: କରୋନା ଆକ୍ରାନ୍ତଙ୍କୁ ଅକ୍ସିଜେନ ଯୋଗାଉଛନ୍ତି ସତ୍ବୀର୍
ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା ମହାମାରୀର ଭୟ ଓ ଆତଙ୍କ ଭିତରେ ବର୍ତ୍ତମାନ ଅକ୍ସିଜେନ ଅଭାବ ଦେଶରେ ବଡ଼ ସଂକଟ ସୃଷ୍ଟି କରିଛି। ଦିଲ୍ଲୀ, ମହାରାଷ୍ଟ୍ର ଆଦି ରାଜ୍ୟରେ ଅକ୍ସିଜେନ ଅଭାବରୁ ଶହଶହ ରୋଗୀ ଆଖିବୁଜିଛନ୍ତି। ଓଡ଼ିଶାରେ ପର୍ଯ୍ୟାପ୍ତ ଅକ୍ସିଜେନ୍ ମହଜୁଦ ଥିବା ସରକାର…
ରାଜ୍ୟର ଉତ୍ତପ୍ତ ସହର ଭୁବନେଶ୍ୱର
ଭୁବନେଶ୍ୱର,୨୬।୪(ବ୍ୟୁରୋ): ସାରା ରାଜ୍ୟ ପ୍ରବଳ ଖରାତାତିରେ ଆଉଟୁପାଉଟୁ ହେଉଛି। ଦୁଇଦିନ ହେବ ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ସକାଳ ୭ଟାରୁ ଟାଇଁଟାଇଁ ଖରାକୁ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଅପରାହ୍ନରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଛି।…
ରେଲଓ୍ବେର ୧୪୦ ଏମ୍ଟି ଅକ୍ସିଜେନ୍ ପରିବହନ
ନୂଆଦିଲ୍ଲୀ,୨୬।୪: କରୋନା ମହାମାରୀର ୨ୟ ଲହର ଯୋଗୁ ଦେଶରେ ସଂକ୍ରମଣ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ଫଳରେ ଅଚାନକ ରୋଗୀ ସଂଖ୍ୟା ବୃଦ୍ଧି ଯୋଗୁ ଦେଶରେ ଏକ ପ୍ରକାରର ମେଡିକାଲ ସ୍ତରରେ ଅସ୍ଥିରତା ଦେଖାଦେଇଛି। ଗୋଟିଏ ପଟରେ ରୋଗୀ ସଂଖ୍ୟା ବୃଦ୍ଧି…
ପାରା ଉପରେ ଉଡ଼ୁଛି ପାରା, ଭିଡିଓ ଦେଖିଲେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…
Archives


