ଏହି ବଲିଉଡ୍ ଅଭିନେତା କୋଟିଏ ଟଙ୍କା ଦାନ କଲେ …
ମୁମ୍ବାଇ,୨୫।୪: କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ସ୍ଥିତି ସୃଷ୍ଟି କରିଛି। ସବୁବେଳେ ପୀଡ଼ିତଙ୍କ ପ୍ରତି ସହାନୁଭୁତି ପ୍ରକାଶ କରୁଥିବା ବଲିଉଡ୍ ଅଭିନେତା ଖିଲାଡ଼ି ବୟ ଅକ୍ଷୟ କୁମାର କରୋନା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ଆର୍ଥିକ ଅନୁଦାନ ଯୋଗାଇ ଦେବାକୁ ପୂର୍ବତନ…
କାଳିଆ ଘୋଡ଼ାରେ ଚଢ଼ିବି, ମଧୁବାବୁ ସଙ୍ଗେ ଲଢ଼ିବି
‘କାଳିଆ ଘୋଡ଼ାରେ ଚଢ଼ିବି, ମଧୁବାବୁ ସଙ୍ଗେ ଲଢ଼ିବି ।’ ଏହି ଲୋକକଥାଟି ମଧୁବାବୁଙ୍କ ଜୀବନାଦର୍ଶରେ ଅନୁପ୍ରାଣିତ ହେବାକୁ ପ୍ରତ୍ୟେକ ଓଡ଼ିଆଙ୍କ ମନଙ୍କୁ ଆହ୍ବାନ କରେ। ଭବିଷ୍ୟତ ଗଢ଼ିବାରେ ପ୍ରେରଣା ଦିଏ। ପୁଣି- ‘ତୁମପରି ଛୋଟ ପିଲାଟିଏ, ଗାଁ ଚାହାଳିର ଚାଟ ସିଏ…
କରୋନାରେ ଚାକିରି ଚାଲିଯିବାରୁ ଶ୍ମଶାନକୁ କଲେ ବାସସ୍ଥାନ; ଏହି ବ୍ୟକ୍ତି କରୁଛନ୍ତି ଶହଶହ କରୋନା ରୋଗୀଙ୍କ ଅନ୍ତିମ ସଂସ୍କାର
କରୋନା ମହାମାରୀ ସମୟରେ ଶ୍ମଶାନରେ ଅନ୍ତିମ ସଂସ୍କାର ପାଇଁ ଲମ୍ବା ଲାଇନ୍ ଲାଗୁଛି। ଯେଉଁ ଦୃଶ୍ୟ ବହୁତ ଭୟାନକ। ବନ୍ଧୁ ପରିଜନ କିଛି ସମୟ ପାଇଁ ଶ୍ମଶାନକୁ ଆସନ୍ତି, ପରେ ଚାଲିଯାନ୍ତି। ମାତ୍ର ଜଣେ ବ୍ୟକ୍ତି ପରିବାର ସହ ଶ୍ମଶାନରେ ସବୁବେଳେ…
ମ୍ୟାଲେରିଆର ଏବିସିଡି
ଶ୍ୱ ମ୍ୟାଲେରିଆ ଦିବସ। ଏପ୍ରିଲ ୨୫ରେ ପାଳିତ ହେଉଥିବା ଏହି ଦିବସ ଲାଗି ଚଳିତ ବର୍ଷର ବାର୍ତ୍ତା ରହିଛି ‘ଶୂନ୍ୟ ମ୍ୟାଲେରିଆ, ମୋଠାରୁ ଆରମ୍ଭ।’ ଅର୍ଥାତ୍ ଆସନ୍ତା ୨୦୩୦ ବେଳକୁ ସମଗ୍ର ବିଶ୍ୱରୁ ମ୍ୟାଲେରିଆକୁ ୯୫% ହ୍ରାସ କରିବା ବା ସମ୍ପୂର୍ଣ୍ଣ…
ରବିଧାନ ସଂଗ୍ରହ ପାଇଁ ମାର୍ଗଦର୍ଶିକା: ମେ’ ମାସ ପ୍ରଥମ ସପ୍ତାହରୁ ହେବ ସଂଗ୍ରହ
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟର ୧୭ଟି ଜିଲାରେ ମେ’ ମାସ ପ୍ରଥମ ସପ୍ତାହରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ଚଳିତ ରବିଧାନ ସଂଗ୍ରହ କାର୍ଯ୍ୟକୁ ସୁବ୍ୟବସ୍ଥିତ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ପ୍ରତ୍ୟେକ…
ଏହି ସୁନ୍ଦରୀଙ୍କ ଆଖିପତାରେ ୫ ଇଞ୍ଚର କେଶ…
ବେଜିଂ,୨୫।୪: ଆଖିପତାରେ ଥିବା କେଶ ସୁନ୍ଦରୀଙ୍କ ସୌନ୍ଦର୍ଯ୍ୟକୁ ବହୁଗୁଣା ବୃଦ୍ଧି କରି ଦେଇଥାଏ। ମସ୍କରା ଲଗାଇ ଏହାକୁ ଅଧିକ ଆକର୍ଷଣୀୟ କରାଯାଇଥାଏ। ସାଧାରଣତଃ ଆଖିପତାରେ ଥିବା କେଶ ଅଧ ସେଣ୍ଟିମିଟର ପର୍ଯ୍ୟନ୍ତ ଅବା ଏହାଠାରୁ କିଛି ଅଧିକ ଲମ୍ବ ହୋଇଥାଏ। ମାତ୍ର…
ଚାଇନାକୁ ଲମ୍ବିଛି ଭାଲୁ ର଼୍ୟାକେଟ
ଖୋର୍ଦ୍ଧା ଅଫିସ,୨୫ା୪: ଖୋର୍ଦ୍ଧାର ପିତାପଲ୍ଲୀ-ଗଙ୍ଗପଡ଼ା ରାସ୍ତା ପାର୍ଶ୍ୱସ୍ଥ ଭୁଆସୁୁଣୀ ମନ୍ଦିର ନିକଟରୁ ବନ୍ୟପ୍ରାଣୀ ବିଭାଗ କର୍ମଚାରୀମାନେ ଗତ ଗୁରୁବାର ୫ଟି ଭାଲୁଛୁଆକୁ ଉଦ୍ଧାର କରିଥିଲେ। ସେହିପରି ଉକ୍ତ ଦିନ ସନ୍ଧ୍ୟାରେ ଗଡ଼ଖୋର୍ଦ୍ଧାରୁ ୨ଟି ଭାଲୁଛୁଆକୁ ଉଦ୍ଧାର କରାଯାଇଥିଲା। ସମସ୍ତ ଭାଲୁଛୁଆକୁ ନନ୍ଦନକାନନକୁୁ…
ଏମ୍ସ ଏବେ ‘ଓଡିଏମ୍ ବିଜ୍ନେସ ସ୍କୁଲ’ ଭାବେ ନାମିତ
ଭୁବନେଶ୍ୱର,୨୫।୪: ରାଜ୍ୟର ଏକ ଅଗ୍ରଣୀ ଏମ୍ବିଏ କଲେଜ ଭାବେ ଜଣାଶୁଣା ଆଷ୍ଟ୍ରଲ ଇନ୍ଷ୍ଟିଚ୍ୟୁଟ ଅଫ୍ ମ୍ୟାନେଜମେଣ୍ଟ ଷ୍ଟଡିଜ(ଏମ୍ସ) ର ନାମ ପରିବର୍ତ୍ତନ (ରି ବ୍ରାଣ୍ଡ) କରାଯାଇଛି। ଏଇ ନିକଟରେ ଏକ ନିରାଡ଼ମ୍ବରପୂର୍ଣ୍ଣ ସଭାରେ ଓଡିଏମ୍ ଏଜୁକେଶନାଲ ଗ୍ରୁପ୍ ପକ୍ଷରୁ ଏ ସମ୍ପର୍କରେ…
୫ ଥର ଝିଅ ଦେଖିବା ପରେ ଯୁବକ କଲେ ନାପସନ୍ଦ, ନିର୍ଧୂମ ଖାଇଲେ ଛେଚା, ଭିଡିଓ ଭାଇରାଲ
ମୁମ୍ବାଇ,୨୫।୪: ଜଣେ ଯୁବକ ୫ ଥର ଝିଅ ଦେଖିବା ପରେ ନାପସନ୍ଦ କରିବାରୁ ଝିଅ ଘର ଲୋକେ ସଂପୃକ୍ତ ଯୁବକଙ୍କୁ ଏକ ବନ୍ଦ କୋଠରିରେ ପ୍ରବଳ ପିଟିଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓଟି ମହାରାଷ୍ଟ୍ରର ବୁଲଢାପା…
ନାଲ୍କୋ କଲୋନିରେ ଜବରଦଖଲ
ବଅଁରପାଳ,୨୫ା୪(ଡି.ଏନ.ଏ.): ନବରତ୍ନପ୍ରାପ୍ତ ଅନୁଗୋଳ ଜିଲା ନାଲ୍କୋ ପ୍ଲାଣ୍ଟର କାର୍ଯ୍ୟରତ କର୍ମଚାରୀମାନଙ୍କ ରହିବା ନିମନ୍ତେ ଟାଉନଶିପ୍ରେ ରହିଛି ନାଲ୍କୋ କଲୋନି। ଏଠାରେ ୫ ହଜାରରୁ ଅଧିକ କର୍ମଚାରୀ ରହୁଛନ୍ତି। ସେହିପରି ବହୁ ସରକାରୀ ଅଧିକାରୀଙ୍କୁ ନାଲ୍କୋ କ୍ୱାର୍ଟର୍ସ ଯୋଗାଇ ଦେଇଛି। କଲୋନିରେ ରହୁଥିବା କର୍ମଚାରୀଙ୍କଠାରୁ…
ସୀମାନ୍ତରେ ମୁହାଁମୁହିଁ ସ୍ଥିତି: ଓଡ଼ିଶା ପୋଲିସ ଉପରକୁ ବିଛୁଆତି ଫିଙ୍ଗିଲେ ପଶ୍ଚିମବଙ୍ଗବାସୀ
ଭୋଗରାଇ, ୨୫।୪(ଡି.ଏନ.ଏ.): ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ପ୍ରତି ବିପଦ ଦେଖାଦେଇଛି। ଏହି ମାରାମତ୍କ ଭୂତାଣୁ ଅଧିକ ଘାତକ ସାବ୍ୟସ୍ତ ହେଉଥିବାରୁ ଓଡ଼ିଶା ସରକାର ଆଗୁଆ ସତର୍କତା ସ୍ବରୂପ ବାଲେଶ୍ୱର ଏବଂ…
ହସ୍ତକଳା କରିଛି ସ୍ବାବଲମ୍ବୀ
ଚିତ୍ରଡ଼ା,୨୫।୪(ଡି.ଏନ.ଏ.)- ହାଣ୍ଡିଶାଳରୁ ମହାକାଶ। ଘର ଅଗଣାରୁ ସଂସଦ ଭବନ। ସବୁ କ୍ଷେତ୍ରରେ ନାରୀ ନିଜର ରାକାଷ୍ଠା ପ୍ରତିପାଦିତ କରିଆସୁଛନ୍ତି। ଅବଳା ଦୁର୍ବଳା ଶବ୍ଦ ଆଜିର ନାରୀ ଆଗରେ ହାର ମାନିଛି। ଏହାର ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା…
Archives


