କାର୍ଯ୍ୟକ୍ଷମ ହେବ ନୀଳାଚଳ ଅକ୍ସିଜେନ ପ୍ଲାଣ୍ଟ
ଯାଜପୁର ଅଫିସ,୨୫ା୪: ଦେଶର ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ଅଭାବରୁ ଲୋକେ ମରୁଛନ୍ତି। ନାସିକ କୋଭିଡ୍ ହସ୍ପିଟାଲରେ ବୁଧବାର ଅକ୍ସିଜେନ ଅଭାବରୁ ୨୪ ଜଣ ଏବଂ ଗତ ୪୮ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୫୦ଜଣ କୋଭିଡ୍ ରୋଗୀଙ୍କ ମୃତ୍ୟୁ ଘଟିଛି। ଏଭଳି ସ୍ଥିତିରେ ଯାଜପୁର…
ଆଇପିଏଲ-୧୪: ହାଇଦ୍ରାବାଦ ବିପକ୍ଷରେ ଦିଲ୍ଲୀ ଫେଭରାଇଟ୍
ଚେନ୍ନାଇ,୨୫।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ରବିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍ରେ ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ଓ ଡେଭିଡ୍ ଓ୍ବାର୍ନରଙ୍କ ସନରାଇଜର୍ସ ହାଇଦ୍ରାବାଦ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍ରେ ପନ୍ତଙ୍କ ବ୍ୟାଟିଂ ପାଓ୍ବାର ଓ ରସିଦ ଖାଁଙ୍କ…
ଜଳ ଅମଳ ପ୍ରକଳ୍ପରେ ସାମିଲ ହେବେ ମିଶନ ଶକ୍ତି ଗୋଷ୍ଠୀ
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସହରାଞ୍ଚଳ ମଜୁରି ନିଯୁକ୍ତି (ୟୁଡବ୍ଲ୍ୟୁଇଆଇ) କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ସମସ୍ତ ୧୧୪ ପୌରାଞ୍ଚଳର ପ୍ରତ୍ୟେକ ୱାର୍ଡରେ ବର୍ଷାଜଳ ଅମଳ ପ୍ରକଳ୍ପ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିରେ ମିଶନ ଶକ୍ତି ସ୍ବୟଂସହାୟକ ଗୋଷ୍ଠୀଙ୍କୁ ସାମିଲ କରାଯିବ।…
ରାଜ୍ୟରୁ ୬୧୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ
ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୬,୧୧୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୭,୪୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
ରାଜ୍ୟରେ କରୋନା ନେଲା ଆଉ ୭ ମୁଣ୍ଡ: କେବଳ ଏହି ଜିଲାରୁ…
ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୮୮କୁ ବୃଦ୍ଧି ପାଇଛି। ଏହି ୭ ମୃତକଙ୍କ…
ଖାଲିଥିବା ଅକ୍ସିଜେନ୍ ସିଲିଣ୍ଡର ଭର୍ତ୍ତି କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୫।୪(ବ୍ୟୁରୋ): ଉତ୍ସର୍ଗୀକୃତ କୋଭିଡ୍ ସ୍ବାସ୍ଥ୍ୟ କେନ୍ଦ୍ର (ଡିସିଏଚ୍ସି), ଉତ୍ସର୍ଗୀକୃତ କୋଭିଡ୍ ହସ୍ପିଟାଲ (ଡିସିଏଚ୍) ଏବଂ କୋଭିଡ୍ କେୟାର ସେଣ୍ଟର(ସିସିସି)ଗୁଡ଼ିକରେ ଥିବା ଖାଲି ଅକ୍ସିଜେନ ସିଲିଣ୍ଡରକୁ ତୁରନ୍ତ ଭର୍ତ୍ତି କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏ ନେଇ ଶନିବାର ସ୍ବାସ୍ଥ୍ୟ…
ଆଇପିଏଲ୍-୧୪: ବାଙ୍ଗାଲୋର- ଚେନ୍ନାଇ ହାଇଭୋଲ୍ଟେଜ ଲଢ଼େଇ
ମୁମ୍ବାଇ,୨୫।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ରେ ଏକ ହାଇଭୋଲ୍ଟେଜ ଲଢେଇ ହେବାକୁ ଯାଉଛି। ରବିବାର ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ପ୍ରଥମ ମ୍ୟାଚ୍ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ…
ଜୁଏଲଙ୍କୁ କରୋନା
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଭାଜପାର ବରିଷ୍ଠ ନେତା ତଥା ସୁନ୍ଦରଗଡ଼ ଏମ୍ପି ଜୁଏଲ ଓରାମ କରୋନା ସଂକ୍ରମିତ ହୋଇଛନ୍ତି। ସେ ନିଜେ ଏ ନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି। ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ କରୋନା ଟେଷ୍ଟ କରାଇ ନେବାକୁ ସେ…
ପଶ୍ଚିମବଙ୍ଗରୁ ଫେରିଲେ ୧୪ ନୁହେଁ ୭ ଦିନ କ୍ୱାରାଣ୍ଟାଇନ
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ପଶ୍ଚିମବଙ୍ଗରୁ ବିଭିନ୍ନ ଯାନବାହନ, ରେଳ ଏବଂ ବିମାନ ଯୋଗେ ଓଡ଼ିଶା ଆସୁଥିବା ଲୋକମାନଙ୍କ ପାଇଁ ରାଜ୍ୟ ସରକାର ୧୪ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ଘୋଷଣା କରିଛନ୍ତି। ତେବେ ଏହାକୁ ୭ ଦିନକୁ ହ୍ରାସ କରାଯାଇଛି। ଏ ନେଇ ଶନିବାର ସ୍ବତନ୍ତ୍ର…
ଏକା ସାଙ୍ଗରେ ୩୫ ଗର୍ଲ ଫ୍ରେଣ୍ଡଙ୍କ ସହିତ ସମ୍ପର୍କ ରଖିଥିଲେ ଯୁବକ, ତାପରେ…
ଟୋକିଓ,୨୫।୪: ଏକାଧିକ ଗର୍ଲ ଫ୍ରେଣ୍ଡ୍ଙ୍କ ସହିତ ସମ୍ପର୍କ ରଖିଥିବା ଯୁବକଙ୍କୁ ଶେଷରେ ହଟହଟା ହେବାକୁ ପଡ଼ିଛି। ଏଭଳି ଅଭାବନୀୟ ଘଟଣା ଜାପାନରେ ଘଟିଛି। ଏଠାରେ ଜଣେ ଯୁବକ ଏକା ସାଙ୍ଗରେ ଜଣେ ଦୁଇ ଜଣ ନୁହେଁ ଏକା ସାଙ୍ଗରେ ୩୫ ଗର୍ଲ…
ସାନିଟାଇଜର ପିଇ ୭ ମୃତ
ୟବତମାଲ, ୨୫ା୪: ମହାରାଷ୍ଟ୍ରରେ କର୍ଫ୍ୟୁ ଯୋଗୁ ମଦ ଦୋକାନ ବନ୍ଦ ଥିବାବେଳେ ସାନିଟାଇଜର ପିଇ ୟବତମାଲ ଜିଲାର ୭ ଜଣଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସମସ୍ତଙ୍କ ବୟସ ୩୫ରୁ ୪୭ ବର୍ଷ ମଧ୍ୟରେ ହେବ। ରାତିରେ ପାର୍ଟି କରିବାକୁ ଏକାଠି ହୋଇଥିବାବେଳେ…
ଦେଶମୁଖଙ୍କ ନାଁରେ ମାମଲା ରୁଜୁକଲା ସିବିଆଇ
ନୂଆଦିଲ୍ଲୀ, ୨୫ା୪: ଉଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ମୁମ୍ବାଇସ୍ଥିତ ବାସଭବନ ଆଣ୍ଟିଲିଆ ନିକଟରେ ବିସ୍ଫୋରକ ଭର୍ତ୍ତି ଗାଡ଼ି ରଖାଯିବା ଘଟଣାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ଶନିବାର ମାମଲା ରୁଜୁ କରିଛି। ମାସିକ ବଟି…
Archives


