Home Left

କରୋନା ସମୟରେ ମିଳିଲାନି ଛୁଟି, ଥାନାରେ ହେଲା ମହିଳା କନଷ୍ଟେବଳଙ୍କ ହଳଦୀ ସେରିମନି

ଜୟପୁର,୨୫।୪: ପୋଲିସ ଯେତେ ସମସ୍ୟାରେ ଥିଲେ ବି ନିଜର ଡ୍ୟୁଟି ପାଳନ କରିବାକୁ ବାଧ୍ୟ ହୋଇଥାଏ। କର୍ତ୍ତବ୍ୟ ଆଗରେ ସବୁକିଛି ତୁଚ୍ଛ ହୋଇଥାଏ। ସେମିତି ଜଣେ ମହିଳା କନଷ୍ଟେବଳଙ୍କ କ୍ଷେତ୍ରରେ ଘଟିଛି। ୩୦ ଏପ୍ରିଲରେ ଏହି ମହିଳା କନଷ୍ଟେବଳଙ୍କ ବିବାହ ହେବ।…

କୋଲକାତାର କ୍ରମାଗତ ଚତୁର୍ଥ ପରାଜୟ

ମୁମ୍ବାଇ,୨୪।୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ପୂର୍ବତନ ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସ କ୍ରମାଗତ ଚତୁର୍ଥ ପରାଜୟ ବରଣ କରିଛି। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଲିଗ୍‌ର ୧୮ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୬ ଉଇକେଟରେ କୋଲକାତାକୁ ହରାଇଛି।…

୧୦ ଫୁଟର ଅହିରାଜ ଉଦ୍ଧାର

ବାଲିଗୁଡ଼ା,୨୪ା୪: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ସଗଡ଼ିଆ ସାହିରୁ ଶନିବାର ୧୦ଫୁଟର ଲମ୍ବର ଏକ ଅହିରାଜ ସାପ ବନ ବିଭାଗ ଉଦ୍ଧାର କରିଛି। କୋଟଗଡ଼ ବତାଗୁଡ଼ା ନିକଟ ସଗଡ଼ିଆ ସାହିର କିଛି ଲୋକ ବିଷଧର ଅହିରାଜକୁ ଦେଖି କୋଟଗଡ଼…

ସଙ୍ଘବଦ୍ଧ ଆକ୍ରମଣ: ମହିଳାଙ୍କ ସମେତ ୪ ଆହତ

ଛତ୍ରପୁର,୨୪ା୪: ଗଞ୍ଜାମ ଥାନା ଅନ୍ତର୍ଗତ ଛତ୍ରପୁର ବ୍ଲକ ଅଧୀନ ଅଗସ୍ତିନୂଆଗାଁରେ ଶନିବାର ରାତି ପ୍ରାୟ ସାଢେ ୮ଟାରେ ସଂଘବଦ୍ଧ ଆକ୍ରମଣରେ ମହିଳାଙ୍କ ସମେତ ୪ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଝୁନୁ ଗୌଡ଼, ବିନାୟକ ଗୌଡ଼, ନୀବାସୀ ଗୌଡ଼ ଓ…

ଗ୍ରାମାଞ୍ଚଳକୁ ସୁରକ୍ଷା ଦିଅ

ନୂଆଦିଲ୍ଲୀ, ୨୪।୪: କରୋନାର ଦ୍ୱିତୀୟ ଲହର ଯେପରି ଗ୍ରାମାଞ୍ଚଳକୁ ନ ବ୍ୟାପେ ସେଥିପାଇଁ ସବୁ ପ୍ରକାର ପଦକ୍ଷେପ ନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆହ୍ବାନ ଦେଇଛନ୍ତି। ଗତବର୍ଷ ତୁଳନାରେ ଏଥର ମହାମାରୀ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ତେଣୁ…

ଗଭର୍ନର ପ୍ରାର୍ଥୀ ହେବେ କିନ୍ନର

କାଲିଫର୍ନିଆ, ୧୪।୪: ଆମେରିକାର ହାଇପ୍ରୋଫାଇଲ କିନ୍ନର ଭାବେ ଜଣାଶୁଣା ତଥା ରିଅଲିଟି ଟିଭି ଷ୍ଟାର କାଟ୍‌ଲିନ୍‌ ଜେନ୍ନର ରିପବ୍ଲିକାନ ପାର୍ଟିରୁ କାଲିଫର୍ନିଆ ଗର୍ଭନର ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି। ଏଥିପାଇଁ ଆବଶ୍ୟକ କାଗଜପତ୍ର କାମ ସରିଥିବା ସେ କହିଛନ୍ତି। ଡେମୋକ୍ରାଟିକ୍‌…

ଭାରତକୁ ପାକିସ୍ତାର ସମବେଦନା

ଇସ୍‌ଲାମାବାଦ,୧୪।୪: ଭାରତରେ ଭୟଙ୍କର ଭାବେ କରୋନା ଭୂତାଣୁ ସଂକ୍ରମଣ ଓ ଏଥିଜନିତ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଥିବା ବେଳେ ମୃତକଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପଡ଼ୋଶୀ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ସମଗ୍ର ବିଶ୍ୱକୁ ସଙ୍କଟରେ ପକାଇଥିବା କେରୋନା ଭୂତାଣୁ ବିରୋଧରେ…

କଟକଣାକୁ ଫୁ: ଲୋକେ ଉତ୍ସାହିତ ହୋଇ ସ୍ବାଗତ କଲେ ବୋଲି କହିଲେ ବିଧାୟିକା

ବରଗଡ଼ ଅଫିସ,୨୪।୪: କରୋନା ମୁକାବିଲା ପାଇଁ କଟକଣାକୁ କଡାକଡି କରାଯାଇଛି। ହେଲେ ବରଗଡ଼ ଜିଲା ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ଏହାକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଅତାବିରା ନିର୍ବାଚନ ମଣ୍ଡଳୀ ଅଧୀନ ଭେଡ଼େନ ବ୍ଲକର ଥୁଆପାଲି ଏବଂ ଗୁରୁପାଲି ଗ୍ରାମରେ…

ସ୍ତ୍ରୀଙ୍କୁ କଇଁଚିରେ ଆକ୍ରମଣ କଲା ସ୍ବାମୀ

ଚୌଦ୍ୱାର,୨୪ା୪(ଡି.ଏନ୍‌.ଏ.)- ଚୌଦ୍ୱାର ଥାନା ଅଧୀନ ଖର୍ଦ୍ଧାସାହି ଅଞ୍ଚଳରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ମୁଣ୍ଡକୁ କଇଁଚିରେ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ଡାକ୍ତରଖାନା ପଠାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଖର୍ଦ୍ଧାସାହି ଅଞ୍ଚଳର ଫକୀର ସାହୁ ନାମକ ଜଣେ…

ଔଷଧ ଦୋକାନରେ ଗୁଟ୍‌ଖା, ସିଗାରେଟ୍‌ ବିକ୍ରି

ଭଦ୍ରକ ଅଫିସ, ୨୪।୪: ଔଷଧ ଦୋକାନରେ ବିକ୍ରି ହେଉଥିଲା ଗୁଟ୍‌ଖା ଓ ସିଗାରେଟ୍‌। ସ୍ଥାନୀୟ ପ୍ରଶାସନ ଓ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୩ ଜଣଙ୍କୁ ଅଟକ ରଖାଯାଇଥିବା ବେଳେ ଔଷଧ ଦୋକାନକୁ ୭ ଦିନ ପାଇଁ ସିଲ୍‌ କରାଯାଇଛି। ଭଦ୍ରକ…

ବିଧାୟକଙ୍କ ନାମରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗ

ଝାରସୁଗୁଡ଼ା ଅଫିସ,୨୪ା୪: ବ୍ରଜରାଜନଗର ବିଧାୟକ ତଥା ବିଜେଡି ଜିଲା ସଭାପତି କିଶୋର କୁମାର ମହାନ୍ତି ଏବଂ ବିଜେଡି କର୍ମୀ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଝାରସୁଗୁଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ସାଧାରଣ ସମ୍ପାଦକ ଜୀବନ ସାର୍ଥକ ଦାସ…

ରାଜସ୍ଥାନ ଆଗରେ ୧୩୪ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୨୪ା୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୧୪ ତମ ସଂସ୍କରଣର ୧୮ ତମ ମ୍ୟାଚରେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ। ପ୍ରଥମ ବ୍ୟାଟିଂ କରି ନାଇଟ ରାଇଡର୍ସ ୨୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri