ଟସ୍ ଜିତି ବୋଲିଂ କରିବ ରାଜସ୍ଥାନ
ମୁମ୍ବାଇ,୨୪ା୪: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଶନିବାର ୧୮ ତମ ମ୍ୟାଚରେ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାର ନିଷ୍ପତ୍ତି ନେଇଛନ୍ତି ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ। ଫଳରେ ନାଇଟ ରାଇଡର୍ସ ବ୍ୟାଟିଂ କରିବ। ସୂଚନା ଯୋଗ୍ୟ କୋଲକାତା ୪ଟି…
କେନ୍ଦ୍ରମନ୍ତ୍ରୀ ସୋମପ୍ରକାଶ ଆଇସିୟୁରେ ଭର୍ତ୍ତି
ଚଣ୍ଡୀଗଡ଼,୨୪।୪: କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ସୋମପ୍ରକାଶ କରୋନା ସଂକ୍ରମିତ ହୋଇଛନ୍ତି। ଏହି ସମ୍ପର୍କରେ ଟୁଇଟ୍ କରି ସେ ସୂଚନା ଦେଇଛନ୍ତି। ଶରୀରରେ ଅମ୍ଳଜାନ ଅଭାବ ଦେଖାଦେବାରୁ ତାଙ୍କୁ ମୋହାଲିର ଫୋର୍ଟିସ୍ ହସ୍ପିଟାଲର ଆଇସିୟୁରେ ଶନିବାର ଭର୍ତ୍ତି କରାଯାଇଛି। ତାଙ୍କର ଚିକିତ୍ସା…
ଶସ୍ତାରେ ମିଳିବ କରୋନା ଟିକା
ନୂଆଦିଲ୍ଲୀ,୨୪।୪: କୋଭିଡ୍ -୧୯ ଟିକା ଆମଦାନୀ ଉପରେ କଷ୍ଟମ୍ ଡ୍ୟୁଟି ଛାଡ଼ କଲେ କେନ୍ଦ୍ର ସରକାର। ଅକ୍ସିଜେନ ଉପରୁ ମଧ୍ୟ ସ୍ବାସ୍ଥ୍ୟ ସେସ୍ ଛାଡ଼ କରାଯାଇଥିବା ଶନିବାର କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ…
କୋଭିଡ୍ ହସ୍ପିଟାଲକୁ ଗଞ୍ଜାମ ଜିଲାପାଳଙ୍କ ଅଚାନକ ଗସ୍ତ: ପରିଦର୍ଶନ ପରେ କହିଲେ ‘ଏମ୍କେସିଜିରେ ଅକ୍ସିଜେନ ଅଭାବ ଖବର ମିଥ୍ୟା’
ଛତ୍ରପୁର,୨୪।୪(ଡି.ଏନ.ଏ.)-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ବ୍ରହ୍ମପୁର ଏମ୍କେସିଜି କୋଭିଡ୍ ହସ୍ପିଟାଲକୁ ଅଚାନକ ପରିଦର୍ଶନ କରିବାକୁ ଯାଇଥିଲେ। ପିପିଇ କିଟ୍ ପିନ୍ଧି ଜିଲାପାଳ ଉକ୍ତ କୋଭିଡ୍ ହସ୍ପିଟାଲ ମଧ୍ୟକୁ ପ୍ରବେଶ କରି ୱାର୍ଡକୁ ୱାର୍ଡ ବୁଲି ରୋଗୀଙ୍କ ବିଷୟରେ ପଚାରି…
କରୋନା ଯୋଗୁ ଶରୀରରେ ଅମ୍ଳଜାନସ୍ତର କମ୍ ହେଉଛି କି? ନ ଡ଼ରି ଏଭଳି କରନ୍ତୁ; ମିଳିବ ଲାଭ…
ନୂଆଦିଲ୍ଲୀ: ବର୍ତ୍ତମାନ କରୋନାର ଦ୍ୱିତୀୟ ଲହରର ସାମ୍ନା କରୁଛି ଭାରତ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଆବଶ୍ୟକୀୟ ଚିକିତ୍ସାକୁ ନେଇ ଅସୁବିଧା ପରିଲକ୍ଷିତ ହେଉଛି। ଦେଶର ବିଭିନ୍ନ ସହରରେ ଥିବା ଡାକ୍ତରଖାନାଗୁଡ଼ିକରେ ଅମ୍ଳଜାନ ସିଲିଣ୍ଡରର ଅଭାବ ଦେଖାଦେଇଛି। ଫଳରେ ନିଃଶ୍ୱାସପ୍ରଶ୍ୱାସ…
ଭାରତକୁ ସହାୟତାର ହାତ ବଢ଼ାଇଲା ପାକିସ୍ତାନ: ୫୦ ଆମ୍ବୁଲାନ୍ସ୍ ପଠାଇବାକୁ କହିଲା ଏହି ଟ୍ରଷ୍ଟ୍…
ଇସଲାମାବାଦ୍,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ପାକିସ୍ତାନର ଇଧି ଓ୍ବେଲଫେୟାର ଟ୍ରଷ୍ଟ୍ ଭାରତକୁ ସହାୟତାର ହାତ ବଢ଼ାଇଛି। ଭାରତରେ ମହାମାରୀର ମୁକାବିଲା ପାଇଁ ପାକିସ୍ତାନର…
ମା’ଙ୍କ ଅନ୍ତିମସଂସ୍କାର କରିବାକୁ ମନା କଲେ ସିଙ୍ଗାପୁରରେ ଥିବା ପୁଅ; କୋକେଇକୁ କାନ୍ଧ ଦେଲା ପୋଲିସ; ଆଉ…
ନୂଆଦିଲ୍ଲୀ,୨୪।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଦିନ କେଇଟାରେ ଦୈନିକ ସଂକ୍ରମଣ ରେକର୍ଡସ୍ତରରେ ପହଞ୍ଚୁଥିବା ଅନେକଙ୍କୁ ଚିନ୍ତାରେ ପକାଇଛି। ସେହିଭଳି ମୃତକଙ୍କ ସଂଖ୍ୟା ମଧ୍ୟ ଲଗାତାର ଭାବେ ବଢ଼ୁଛି। କେହି କେହି ନିଜ ପରିଜନଙ୍କୁ ହରାଇ ଭାବବିହ୍ବଳ ହେଉଥିବା…
ଭାବୁକ ହେଲେ ନଟରାଜନ୍; ସର୍ଜରୀକୁ ନେଇ କହିଲେ…
ଚେନ୍ନାଇ,୨୪।୪: ସନରାଇଜର୍ସ ହାଇଦ୍ରାବାର ଦ୍ରୁତ ବୋଲର ଟି ନଟରାଜନ ଆହତ ସମସ୍ୟା ନେଇ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରୁ ବାହାର ହୋଇଛନ୍ତି। ଆଣ୍ଠୁରେ ଆଘାତ ଲାଗିଥିବାରୁ ତାଙ୍କର ସର୍ଜରୀ କରାଯିବା ଜରୁରୀ ହୋଇପଡ଼ିଛି। ତେବେ ହାଇଦ୍ରାବାଦ ପକ୍ଷରୁ ଆଧିକାରୀକ ଟୁଇଟର ହ୍ୟାଣ୍ଡେଲରେ ନଟରାଜନ…
ବିନା ଅନୁମତିରେ ଓଡ଼ିଶା ସୀମାରେ ପଶ୍ଚିମବଙ୍ଗ ବସ୍ ପଶି ଅଡୁଆରେ ପଡ଼ିଲା
ପାଟଣା,୨୪।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ବଜାର ନିକଟରୁ ପଶ୍ଚିମବଙ୍ଗରୁ ବେଆଇନ ଭାବେ ପଶିଥିବା ଏକ ବସ୍କୁ ଶନିବାର ସକାଳୁ ପରିବହନ ବିଭାଗ ଟ୍ରାଫିକ ଇନ୍ସପେକ୍ଟର ଅଟକ ରଖି ତୁରୁମୁଙ୍ଗା…
ଅପହୃତ ଏଏସ୍ଆଇଙ୍କୁ ହତ୍ୟା କଲେ ମାଓବାଦୀ, ଅଟକାଇଲେ ଯାତ୍ରୀବାହୀ ଟ୍ରେନ୍; ଲଗାଇଲେ ପୋଷ୍ଟର
ମାଲକାନଗିରି,୨୪।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଜଣେ ପୋଲିସ ଏଏସ୍ଆଇଙ୍କୁ ଅପହରଣର ତିନିଦିନ ପରେ ମାଓବାଦୀମାନେ ଶୁକ୍ରବାର ପ୍ରଜାକୋର୍ଟରେ ହତ୍ୟା କରିଛନ୍ତି। ଡିଆରଜି ଯବାନ ଭାବେ କାର୍ଯ୍ୟ କରୁଥିବା ମୁରଲି ତାତି ଗତ ଛୁଟିରେ ନିଜ ଗଁା ବିଜାପୁର…
କରୋନା ରୋଗୀ-ଯୋଦ୍ଧାଙ୍କ ପାଇଁ ତିଆରି ହେଲା ସ୍ବତନ୍ତ୍ର ଚପଲ, ଏହା ଦେବ ଅକ୍ସିଜେନ
କରୋନା ମହାମାରୀର ଦ୍ୱିତୀୟ ଲହର ଏବେ ସମଗ୍ର ବିଶ୍ୱକୁ କବଳିତ କରିଛି। ଚାରିଆଡ଼େ ଖାଲି ମୃତ୍ୟୁ ହିଁ ମୃତ୍ୟୁ। ଏହି ସମୟରେ କିଛି କମ୍ପାନୀ କରୋନା ଆକ୍ରାନ୍ତ ଏବଂ କରୋନା ଯୋଦ୍ଧାଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି। ଜର୍ମାନୀର ଏକ…
୩ ପରାଜୟକୁ ନେଇ ନିରାଶ ‘ହିଟ୍ମ୍ୟାନ୍’: ବ୍ୟାଟ୍ସମ୍ୟାନଙ୍କ ଦୋଷ ଦେଇ କହିଲେ…
ଚେନ୍ନାଇ, ୨୪।୪: ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସ ଠାରୁ ୯ ଉଇକେଟରେ ପରାଜିତ ହୋଇଛି। କ୍ରମାଗତ ୩ଟି ପରାଜୟ ପରେ ବିଜୟପଥକୁ ଫେରିଥିବା ଯୋଗୁ ପଞ୍ଜାବ ଟିମ୍ ବେଶ ଉତ୍ସାହିତ ନଜର ଆସିଥିଲେ। ଅପରପକ୍ଷେ ରୋହିତ ପ୍ରତିକ୍ରିୟା ରଖି…
Archives


