Home Left

ଦୁନିଆର ସବୁଠୁ ଭୟଙ୍କର ରେଳ ମାର୍ଗ

ଅଧିକାଂଶ ଲୋକ ଟ୍ରେନ୍‌ରେ ଯାତ୍ରା କରିବାକୁ ପସନ୍ଦ କରନ୍ତି। ଯେ କୌଣସି ସ୍ଥାନକୁ ଯିବା ପାଇଁ ଟ୍ରେନ୍‌ ଏକ ଆରାମଦାୟକ ଏବଂ ଶସ୍ତା ପରିବହନ ଅଟେ। ଟ୍ରେନରୁ ପର୍ବତ, ଜଙ୍ଗଲ ଏବଂ ନଦୀ ସମେତ ଅନେକ ପ୍ରାକୃତିକ ସୌନ୍ଦର୍ଯ୍ୟ ଦେଖିବାକୁ ମିଳେ।…

ଭାରତୀୟ ଶିକ୍ଷାନୁଷ୍ଠାନରେ ଚାଇନାର ଅନୁପ୍ରବେଶ

ନୂଆଦିଲ୍ଲୀ, ୧୦।୯(ଆଇଏଏନ୍‌ଏସ୍‌): ଚାଇନା ଗତ କିଛିବର୍ଷ ମଧ୍ୟରେ ଅନେକ ଭାରତୀୟ ସେକ୍ଟରରେ ନିଜର ପ୍ରଭାବ ବିସ୍ତାର କରିଥିବା ଜଣାପଡ଼ିଛି। କେବଳ ଆମୋଦପ୍ରମୋଦ କ୍ଷେତ୍ର ନୁହେଁ, ଶିକ୍ଷା କ୍ଷେତ୍ରଠାରୁ ଆରମ୍ଭ କରି ଭାରତୀୟ ଥିଙ୍କ୍‌ ଟ୍ୟାଙ୍କ ଏବଂ ସିଭିଲ୍‌ ସୋସାଇଟିକୁ ନିୟନ୍ତ୍ରଣ କରିବାକୁ…

ବନ୍ଧୁକକୁ ଡର ନାହିଁ

କାବୁଲ,୧୦।୯: ପୁରୁଷ ପ୍ରଧାନ, ରୂଢ଼ିବାଦୀ, କଠୋରପନ୍ଥୀ, ବର୍ବର। ଏମିତି ଯେତେ ନକାରାମତ୍କ ଉପମା ଦେଲେ ବି କମ୍‌ ହେବ ତାଲିବାନ୍‌ ପାଇଁ। କଥା କଥାକେ ସର୍ବସମ୍ମୁଖରେ ଟେକା ଫିଙ୍ଗି, ଗୁଳି କରି ଅଥବା ଖୁଣ୍ଟରେ ଝୁଲାଇ ହତ୍ୟା କରିବାର ହୃଦୟ ବିଦାରକ…

ରାତାରାତି ବ୍ୟବଚ୍ଛେଦକୁ ନେଇ ବିବାଦ

କଟକ ଅଫିସ, ୧୦ା୯:ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଚିକିତ୍ସାରେ ଅବହେଳା ଓ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଡାକ୍ତର ଚିକିତ୍ସା ନ କରାଇ ଘରକୁ ଫେରାଇ ଦେବା ଘଟଣାରେ ଅତିଷ୍ଠ ହୋଇ ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଅଞ୍ଚଳର ଦୁଷ୍ମନ୍ତ ଦାସ…

ଶେଷ ହେଲା ମୌସୁମୀ ଅଧିବେଶନ

ଭୁବନେଶ୍ୱର, ୧୦ା୯ (ବ୍ୟୁରୋ): ଷୋଡ଼ଶ ବିଧାନସଭାର ସପ୍ତମ ଅଧିବେଶନ ଗୁରୁବାର ଶେଷ ହୋଇଛି। ଏହି ଅଧିବେଶନ ସେପ୍ଟେମ୍ବର ୧ ତାରିଖରୁ ଆରମ୍ଭ ହୋଇଥିଲା। ଏଥିରେ ମୋଟ୍‌ ୮ଟି କାର୍ଯ୍ୟ ଦିବସ ମଧ୍ୟରୁ ୭ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ରହିଥିଲା।…

୧୩ ବିମାନ ବନ୍ଦର ଘରୋଇକରଣକୁ ମଞ୍ଜୁରୀ

ନୂଆଦିଲ୍ଲୀ, ୧୦ା୯: କେନ୍ଦ୍ର ସରକାରଙ୍କ ନ୍ୟାଶନାଲ ମନେଟାଇଜେଶନ ପାଇପଲାଇନ ପ୍ରସ୍ତାବ ମୁତାବକ ୧୩ ବିମାନ ବନ୍ଦର ଘରୋଇକରଣକୁ ଚୂଡାନ୍ତ ମଞ୍ଜୁରୀ ମିଳିଛି। ଏହା ମଧ୍ୟରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ଏବଂ ଝାରସୁଗୁଡା ବିମାନ ବନ୍ଦର ମଧ୍ୟ ସାମିଲ…

ଓବିସିଙ୍କୁ ହାତେଇବାକୁ କସରତ

ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କୁ ନେଇ ଜାତୀୟ ଓ ରାଜ୍ୟସ୍ତରରେ ରାଜନୀତି ସରଗରମ ହୋଇଛି। ଆସନ୍ତା ପୌର ଓ ପଞ୍ଚାୟତ ନିର୍ବାଚନରେ ଓବିସି ଭୋଟ ହାତେଇବାକୁ ବିଭିନ୍ନ ରାଜନୈତିକ ଦଳ କସରତ ଆରମ୍ଭ କରିଛନ୍ତି। ଜାତିଭିତ୍ତିକ ଜନଗଣନା ପାଇଁ ବିଭିନ୍ନ ରାଜ୍ୟ…

ଲକ୍ଷ ଲକ୍ଷ ଜୀବନ ବଞ୍ଚାଇବା ପାଇଁ ତାଲିବାନ ସହ କଥା ହେବା ଜରୁରୀ: ୟୁଏନ୍ ମହାସଚିବ

ନ୍ୟୁୟର୍କ,୧୦ ।୯: ଆଫଗାନିସ୍ତାନରେ ତାଲିବାନ ଏବେ ସରକାର ଗଠନ କରି ସାରିଛି । ଏବେ ସମସ୍ତଙ୍କ ନଜର କେଉଁ କେଉଁ ଦେଶ ତାଲିବାନକୁ ମାନ୍ୟତା ଦେଉଛନ୍ତି । ବିଶ୍ୱର ଅଧିକାଂଶ ଦେଶ ତାଲିବାନର ଆତଙ୍କବାଦକୁ ଦେଖି ଏହା ଉପରେ ଭରସା କରିପାରୁ…

ଜାମତରା ଲିଙ୍କ୍‌ରେ ଝାରସୁଗୁଡ଼ାର ସାଇବର୍‌ ଅପରାଧି

ଝାରସୁଗୁଡ଼ା ଅଫିସ,୧୦ା୯: ଝାରସୁଗୁଡ଼ା ପୋଲିସ ଆଉ ଏକ ଆନ୍ତଃ ରାଜ୍ୟ ସାଇବର୍‌ କ୍ରାଇମ୍‌ ରହସ୍ୟ ଉନ୍ମୋଚନ କରିଛି। ଏଥିରେ ସମ୍ପୃକ୍ତ ୨ଜଣଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଗିରଫଙ୍କ ମଧ୍ୟରେ ପଶ୍ଚିମବଙ୍ଗର ମୂଳବାସିନ୍ଦା ଝାରସୁଗୁଡ଼ା କାଳୀମନ୍ଦିର ରୋଡ୍‌ରେ…

ଅପେକ୍ଷାର ହେବ ଅନ୍ତ: ଦେଶକୁ ମିଳିବ ଗୋଟିଏ ଡୋଜ ବାଲା ଟିକା!

ନୂଆଦିଲ୍ଲୀ,୧୦ ।୯: କରୋନା ଭାଇରସଠାରୁ ଦୂରେଇ ରହିବାକୁ ଏବେ ସମସ୍ତେ ଗୋଟିଏ ଡୋଜ୍ ବାଲା ଭ୍ୟାକ୍ସିନକୁ ଅପେକ୍ଷା ରଖିଛନ୍ତି । ହେଲେ ଖୁବଶୀଘ୍ର ଏହାର ଅନ୍ତ ଘଟିବ ବୋଲି ଜଣାପଡିଛି । ଆସନ୍ତା ମାସରେ ଦେଶରେ ଏହା ଉପଲବ୍ଧ ହେବ ବୋଲି…

ଦୁଇଟି ବିବାହ କରିବାକୁ ଗଣେଶଙ୍କୁ ମିଳିଥିଲା ଅଭିଶାପ, ଜାଣନ୍ତୁ କାହିଁକି

ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳପକ୍ଷ ଚତୁର୍ଥୀ ତିଥିରେ ବିଘ୍ନରାଜଙ୍କୁ ପୂଜା କରାଯାଇଥାଏ। ଚଳିତବର୍ଷ ସେପ୍ଟେମ୍ବର ୧୦ରେ ପୂଜା ପାଇବେ ପ୍ରଭୁ ଗଜାନନ। ଗଣେଶଙ୍କୁ ଅଗ୍ରପୂଜ୍ୟ କୁହାଯାଏ। କାରଣ ସବୁ ପୂଜାରେ ଆଗେ ଗଣେଶଙ୍କୁ ପୂଜା କରାଯାଏ। ଏହିଦିନ ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନ…

ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ: ଜାଣନ୍ତୁ କେଉଁଠି, କେମିତି ଦେଖିପାରିବେ ମ୍ୟାଚ୍‌

ମାଞ୍ଚେଷ୍ଟର,୧୦।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ମ୍ୟାଚ ସେପ୍ଟେମ୍ବର ୧୦ଠାରୁ ମାଞ୍ଚେଷ୍ଟରରେ ଖେଳାଯିବ। ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୨-୧ରେ ଆଗୁଆ ଅଛି। ବର୍ଷା ହେତୁ ପ୍ରଥମ ମ୍ୟାଚ ଡ୍ର ହୋଇଥିଲା। ଏଭଳି ପରିସ୍ଥିତିରେ ସମସ୍ତଙ୍କ ନଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?