Home Left

ପାକିସ୍ତାନ ମିଛର ପର୍ଦ୍ଦାଫାଶ କଲେ ମୋଦି: ଆଦମପୁର ଏୟାରବେସ୍‌ରେ ପହଞ୍ଚି ଦେଲେ ବଡ଼ ବାର୍ତ୍ତା

ନୂଆଦିଲ୍ଲୀ,୧୩।୫: ‘ଅପରେଶନ ସିନ୍ଦୂର’ ମାଧ୍ୟମରେ ପାକିସ୍ତାନକୁ କଡ଼ା ଜବାବ ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଞ୍ଜାବର ଆଦମପୁର ଏୟାରବେସରେ ପହଞ୍ଚିଛନ୍ତି। ଏଠାରେ ସେ ସେନା ସୈନିକମାନଙ୍କୁ ଭେଟିଛନ୍ତି। ସେ ବାୟୁସେନାର ସାହସୀ ସୈନିକମାନଙ୍କ ସହିତ ମଧ୍ୟ ଆଲୋଚନା...

ଯୁଦ୍ଧ ବିରତି ପରେ ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ ଜାରି

ଯୁଦ୍ଧ ବିରତି ପରେ ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ ଜାରି ଶ୍ରୀନଗର,୧୩।୪: ଜମ୍ମୁ ଓ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଅଞ୍ଚଳରେ ଆଉ ଜଣେ ଆତଙ୍କବାଦୀ ଉପସ୍ଥିତ...

ବିଷାକ୍ତ ମଦ ନେଲା ୧୪ ଜୀବନ: ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ

ଅମୃତସର,୧୩।୫: ପଞ୍ଜାବର ଅମୃତସର ଅନ୍ତର୍ଗତ ମାଜିଥା ଅଞ୍ଚଳରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଭାଙ୍ଗାଲି କାଲାନ, ମାର୍ଡି କାଲାନ...

ଜାତୀୟ ରାଜପଥରେ ମରଣାନ୍ତକ ଆକ୍ରମଣ କରି ଲୁଟ୍‌: ୨ ଗୁରୁତର

ଅତାବିରା, ୧୩।୫(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅଞ୍ଚଳରେ କିଛି ଦିନ ହେଲା ଅପରାଧ ବଢ଼ିବାରେ ଲାଗିଛି l ୨ ଦିନ ହେବ ସ୍ଥାନୀୟ ଥାନା ଅନ୍ତର୍ଗତ ସରଣ୍ଡା ମହାପାତ୍ର ପଡ଼ା ଗ୍ରାମବାସୀ ଅସାମାଜିକ କାର୍ଯ୍ୟ କଳାପ ବୃଦ୍ଧି...

ଦେଶସେବା ପାଇଁ ସ୍ତ୍ରୀଙ୍କୁ ହସ୍ପିଟାଲରେ ଛାଡ଼ି ପଳାଇଥିଲେ ଯବାନ ସ୍ବାମୀ: ଶେଷରେ ଆଖି ବୁଜିଲେ ଜଶ୍ମିନ

ସମ୍ବଲପୁର, ୧୩।୫(ପ୍ରମୋଦ ବହିଦାର): ଦେଶ ମାତୃକାରେ ସୁରକ୍ଷା ପାଇଁ ସୀମାରେ ନିୟୋଜିତ ଜଣେ ଯବାନଙ୍କ ସ୍ତ୍ରୀ ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ଦୀର୍ଘ ୧୫ ଦିନ ଧରି ଜୀବନ ସହ ସଂଗ୍ରାମରେ ହାରି ଯାଇ ଯବାନ ଦେବରାଜ...

ପ୍ରକାଶ ପାଇଲା CBSE ଦ୍ବାଦଶ ରେଜଲ୍ଟ

ଭୁବନେଶ୍ୱର,୧୩।୫: ମଙ୍ଗଳବାର ପ୍ରକାଶ ପାଇଛି CBSE ଦ୍ବାଦଶ ରେଜଲ୍ଟ । ଦ୍ବାଦଶରେ ୮୮.୩୯% ଛାତ୍ରୀଛାତ୍ର ପାସ କରିଛନ୍ତି। ଭୁବନେଶ୍ବରରେ ପାସହାର ରହିଛି ୮୩.୬୪%। ଦେଶରେ ଛାତ୍ରୀଙ୍କ ପାସହାର ୯୧.୬୪%, ଛାତ୍ରଙ୍କ ପାସହାର ୮୫.୭୦% ରହିଛି। JNV- ୯୯.୨୯%, KV-୯୯.୦୫%, STSS-୯୮.୯୬%...

ମାନିଲା ପାକିସ୍ତାନ! ଭାରତର ଆକ୍ରମଣରେ ନିହତ ହୋଇଛନ୍ତି ୧୧ ଯବାନ, ୭୮ ଆହତ

ଇସଲାମାବାଦ,୧୩।୫: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ୨୨ ଏପ୍ରିଲରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ୬-୭ ମେ’ ରାତିରେ ପାକିସ୍ତାନ ବିରୁଦ୍ଧରେ ପ୍ରତିଶୋଧ ନେଇଥିଲା। ଭାରତ ପାକିସ୍ତାନରେ ପ୍ରବେଶ କରି ୯ଟି ଆତଙ୍କବାଦୀ ଆଡ୍ଡାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଥିଲା,...

କେମିତି ବଢାଇବେ ପିଲାଙ୍କ ସୋସିଆଲ ସ୍କିଲ୍‌: ଆପଣାନ୍ତୁ ଏହି ଟିପ୍ସ

ପିଲାଙ୍କ ସମ୍ପୂର୍ଣ୍ଣ ବିକାଶ ନିମନ୍ତେ ସୋସିଆଲ ସ୍କିଲ୍‌ ମଧ୍ୟ ବଢ଼ାଇବାକୁ ହୋଇଥାଏ। ପିଲାମାନେ ଯଦି ଏହି କ୍ଷେତ୍ରରେ ଦୁର୍ବଳ ରହିଥାନ୍ତି ତେବେ ମାତାପିତା ଏଥିପ୍ରତି ଦୃଷ୍ଟିଦେବା ଜରୁରୀ। ପିଲାଙ୍କୁ ଶେୟାରିଂ ଗୁଣ ଶିଖାନ୍ତୁ। ଫଳରେ ପିଲାମାନେ ସମସ୍ତଙ୍କ ସହ ମିଳିମିଶି...

ପହଲଗାମ ଆକ୍ରମଣର ୩ ଆତଙ୍କବାଦୀଙ୍କ ପୋଷ୍ଟର ଜାରି, ୨୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା

ଜମ୍ମୁ,୧୩।୫: ଜମ୍ମୁ-କଶ୍ମୀରର ସୁରକ୍ଷା ବାହିନୀ ପହଲଗାମ ଆକ୍ରମଣରେ ସମ୍ପୃକ୍ତ ତିନି ଜଣ ଆତଙ୍କବାଦୀଙ୍କ ପୋଷ୍ଟର ଜାରି କରିଛନ୍ତି। ଏହି ଆତଙ୍କବାଦୀମାନଙ୍କ ଉପରେ ପୁରସ୍କାର ମଧ୍ୟ ରଖାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ୨୬ ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିଲେ, କିନ୍ତୁ...

CJI Sanjiv Khanna: ‘କଥା କମ, କାମ ଅଧିକ’, ଶେଷ ହେବ CJI ସଞ୍ଜିବ ଖାନ୍ନାଙ୍କ ଐତିହାସିକ କାର୍ଯ୍ୟକାଳ

ନୂଆଦିଲ୍ଲୀ,୧୩।୫: ‘କମ କଥା, ଅଧିକ କାମ’.. ଯଦି ଆମେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସଞ୍ଜିବ ଖାନ୍ନାଙ୍କ କାର୍ଯ୍ୟକାଳକୁ ଅଳ୍ପ ଶବ୍ଦରେ ବୁଝିବାକୁ ଚାହୁଁ, ତେବେ ହୁଏତ ଏହା କହିବା ସବୁଠାରୁ ଭଲ ହେବ। ବିଚାରପତିମାନଙ୍କ ବିଷୟରେ ଏକ ପୁରୁଣା କଥା...

ଆଜି ପ୍ରକାଶ ପାଇପାରେ ସିବିଏସ୍‌ଇ ଦଶମ, ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର,୧୩ା୫(ସୁଚିସ୍ମିତା ସାହୁ):ମଙ୍ଗଳବାର ପ୍ରକାଶ ପାଇପାରେ ସିବିଏସ୍‌ଇ ରେଜଲ୍ଟ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ମଙ୍ଗଳବାର ଘୋଷଣା ହେବା ଖବର ପ୍ରଚାରିତ ହେବା ପରେ ଛାତ୍ରୀଛାତ୍ର, ଅଭିଭାବକ ଓ ସ୍କୁଲ୍‌...

ନିର୍ମାଣ ହେଉନି ରେଳ ଅଣ୍ଡରବ୍ରିଜ କି ଓଭରବ୍ରିଜ:ଲେଭଲ କ୍ରସିଂରେ ଟ୍ରାଫିକ ଜାମ ସ୍ଥିତି

ଭବାନୀପାଟଣା, ୧୩ା୫ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ରେଳ ଲେଭଲ କ୍ରସିଂରେ ଅଣ୍ଡରବ୍ରିଜ କିମ୍ବା ଓଭରବ୍ରିଜ ନାହିଁ। ଫଳରେ ଲେଭଲ କ୍ରସିଂରେ ଟ୍ରାଫିକ ଜାମ ପରିସ୍ଥିତି ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri