ଏହାକୁ ଶୋଇବା ଘରେ ରଖିଲେ ସୁଖମୟ ହେବ ଦାମ୍ପତ୍ୟ ଜୀବନ
ସୂର୍ଯ୍ୟଙ୍କୁ ପ୍ରତ୍ୟକ୍ଷ ଦେବତା ଭାବରେ ବିବେଚନା କରାଯାଏ। ବାସ୍ତୁର କେତେକ ନିୟମ ସୂର୍ଯ୍ୟ କିରଣ ଉପରେ ଆଧାରିତ। ଯଦି କୌଣସି ସ୍ଥାନ ଶକ୍ତିହୀନ ଥାଏ, ତେବେ ଏହା ସୂର୍ଯ୍ୟଙ୍କ କିରଣ ଦ୍ୱାରା ଶକ୍ତିଶାଳୀ ହୋଇପାରିବ। ବାସ୍ତୁରେ କ୍ରିଷ୍ଟାଲ ବହୁତ ଗୁରୁତ୍ୱପୂର୍ଣ୍ଣ। ବାସ୍ତବ…
ମାଞ୍ଚେଷ୍ଟର ଟେଷ୍ଟ ଉପରୁ ହଟିଲା ପ୍ରଶ୍ନବାଚୀ
ମାଞ୍ଚେଷ୍ଟର,୧୦।୯: ସପୋର୍ଟ ଷ୍ଟାଫଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଟିମ୍ ଇଣ୍ଡିଆର ପ୍ରତ୍ୟେକ ଖେଳାଳିଙ୍କ ଟେଷ୍ଟ କରାଯାଇଥିଲା। ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିଛି। ଏଥି ଯୋଗୁ ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡଠାରେ ଶୁକ୍ରବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ୫ମ ତଥା ଅନ୍ତିମ…
ଆଖୁ ପାଇଁ ପଞ୍ଜାବ-ହରିୟାଣା ମୁହାଁମୁହିଁ
ଚଣ୍ଡିଗଡ଼,୧୦।୯: ଆଖୁ ମୂଲ୍ୟ ବୃଦ୍ଧିକୁ ନେଇ ମୁହାଁମୁହିଁ ହୋଇଛନ୍ତି ପଞ୍ଜାବ ଓ ହରିୟାଣା ସରକାର। ହରିୟାଣାରେ ୩ କୃଷି ଆଇନ ବିରୋଧରେ ଆନ୍ଦୋଳନ ତେଜୁଥିବା ବେଳେ ଭାଜପା ଓ ଜେଜେପି ସରକାର ବାଜି ମାରି ନେଇଛନ୍ତି। ପଞ୍ଜାବରେ ପୂର୍ବରୁ କୁଇଣ୍ଟାଲ ପିଛା…
ରାଜ୍ୟ ସାରା ବୁଲିିବୁଲି ଲୁଟୁଥିଲେ
ଝାରସୁଗୁଡ଼ା ଅଫିସ,୯ା୯: ଝାରସୁଗଡ଼ା ପୋଲିସ ୨ ଆନ୍ତଃ ଜିଲା ଲୁଟେରାଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଜଗତ୍ସିଂହପୁର ଜିଲା ଏରସମା ଥାନା ବତୀଗାଁର ବିକ୍ରମ ବିଶ୍ୱାଳ(୩୫) ଓ ଢେଙ୍କାନାଳ ଚାନ୍ଦମାରୀ ସାହିର ଅଜୟ ବେହେରା(୪୬)। ଏମାନଙ୍କ…
ରାସ୍ତାରେ ବୁଲିଲା ହାତୀ
ଚିତ୍ରଡା,୯।୯(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ରାସଗୋବିନ୍ଦପୁର ରେଞ୍ଜକୁ ପ୍ରବେଶ କରି ଆତଙ୍କ ଖେଳାଇଛି ଏକ ଝାଡ଼ଖଣ୍ଡୀ ହାତୀ। ରାତି ପ୍ରାୟ ୯ଟାରେ ହାତୀଟି ଚିତ୍ରଡା ଅଞ୍ଚଳର ଗାଁରେ ଏଣେତେଣେ ବୁଲିଥିଲା। ବନ କର୍ମଚାରୀ ଘଉଡାଇବାରେ ବିଫଳ ହେବାରୁ ଅଞ୍ଚଳବାସୀ…
ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ଫଳ
ଭୁବନେଶ୍ୱର,୯।୯: ଓଡ଼ିଶା ସିଭିଲି ସର୍ଭିସ-୨୦୧୯ ମେନ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇଛି। ଏନେଇ ଲୋକସେବା ଆୟୋଗ(ଓପିଏସସି)ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ୩୦୭ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀଙ୍କ ଆସନ୍ତା ୨୨ତାରିଖରୁ ଡକ୍ୟୁମେଣ୍ଟ ଯାଞ୍ଚ ଓ…
ମାଞ୍ଚେଷ୍ଟର ଟେଷ୍ଟ ହେବ ନା ନାହିଁ
ମାଞ୍ଚେଷ୍ଟର,୯।୯: ଭାରତୀୟ ଦଳର ସପୋର୍ଟ ଷ୍ଟାଫଙ୍କ ଆରଟିପିସଆର ରିପୋର୍ଟ ପଜିଟିଭ ଆସିବା ପରେ ସିରିଜ୍ର ୫ମ ତଥା ଅନ୍ତିମ ଟେଷ୍ଟ ଅନିଶ୍ଚିତତାରେ ଘେରି ହୋଇଯାଇଛି। ଏହା ଉପରେ ମତ ରଖିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ”ବର୍ତ୍ତମାନ ୫ମ ଟେଷ୍ଟ ଖେଳାଯିବ…
ଭାରତଠାରୁ ଓ୍ବାକ ଓଭର ଚାହୁଁଛି ଇଂଲଣ୍ଡ
ମାଞ୍ଚେଷ୍ଟର,୯।୯: ଭାରତ ଓ ଇଂଲଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଆରମ୍ଭ ହେବାକୁ ଯାଉଛି ୫ମ ତଥା ଅନ୍ତିମ ଟେଷ୍ଟ। କିନ୍ତୁ ଭାରତୀୟ ଦଳର ସପୋର୍ଟ ଷ୍ଟାଫ ଆରଟିପିସଆର ରିପୋର୍ଟ ପଜିଟିଭ ଆସିବା ପରେ ସିରିଜ୍ର ଅନ୍ତିମ ମ୍ୟାଚ୍ରେ…
ବଢୁଛି ସଂକ୍ରମଣ, ଚିନ୍ତାରେ ଅଭିଭାବକ
ଭୁବନେଶ୍ୱର,୯।୯(ବ୍ୟୁରୋ) ରାଜ୍ୟରେ ଦୈନିକ ସଂକ୍ରମଣ ଏବେ ହଜାରେ ତଳକୁ ରହୁଥିବା ବେଳେ, ପିଲାଙ୍କ ସଂକ୍ରମଣ ଚିନ୍ତା ବଢାଇବାରେ ଲାଗିଛି। ଦୈନିକ ଶହେରୁ ଊର୍ଦ୍ଧ୍ୱ ଶିଶୁ ଓ କିଶୋର ଚିହ୍ନଟ ହେଉଛନ୍ତି। ବୁଧବାର ରାଜ୍ୟରୁ ୧୮ବର୍ଷରୁ କମ୍ ୧୦୨ଜଣ ସଂକ୍ରମିତ ହୋଇଥିବାବେଳେ ଗତ…
ଋଣ ବୋଝ ନେଲା ଚାଷୀଙ୍କ ଜୀବନ
ବରୀ,୯ା୯(ଡି.ଏନ.ଏ.): ସରକାର ଚାଷୀଙ୍କ ବିକାଶ ପାଇଁ ଅନେକ ଯୋଜନା କରୁଛନ୍ତି। ଏ ସବୁ ସତ୍ତ୍ୱେ ଚାଷୀ ଅବହେଳାର ଶିକାର ହୋଇ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଉଛନ୍ତି। ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବୋଦୁଅ ପଞ୍ଚାୟତ କନ୍ତିଆ ଗ୍ରାମରେ ଗୁରୁବାର…
ଧୋନୀଙ୍କ ବିରୋଧରେ କନଫ୍ଲିକ୍ଟ ଅଫ୍ ଇଣ୍ଟରେଷ୍ଟ
ମୁମ୍ବାଇ,୯।୯: ଆଗକୁ ଆସୁଥିବା ଟି୨୦ ବିଶ୍ୱକପ୍ ଲାଗି ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଘୋଷିତ ଭାରତୀୟ ଦଳର ମେଣ୍ଟର ଭାବେ ନିଯୁକ୍ତ କରାଯାଇଛି। ଧୋନୀଙ୍କ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନର ଆଜୀବନ ସଦସ୍ୟ ସଞ୍ଜୀବ…
ଶେଷ ହେଲା ରକ୍ତପାତ, ଏବେ କାମକୁ ଫେର
କାବୁଲ,୯।୯: ଆଫଗାନିସ୍ତାନରେ ରକ୍ତପାତର ସମୟ ଶେଷ ହୋଇଛି। ଯୁଦ୍ଧ ପ୍ରଭାବିତ ଦେଶର ପୁନଃ ନିର୍ମାଣ ଗୁରୁଦାୟିତ୍ୱ ଆମକୁ ବହନ କରିବାକୁ ପଡ଼ିବ। ପୂର୍ବ ସରକାରର ଅଧିକାରୀମାନେ ନିଜ ନିଜ କର୍ମସ୍ଥଳକୁ ଫେରିଆସନ୍ତୁ। ସେମାନଙ୍କୁ ସମ୍ପୂର୍ଣ୍ଣ ସୁରକ୍ଷା ଦିଆଯିବ ବୋଲି ଗୁରୁବାର ତାଲିବାନ୍ର…

