କୋଚିଂ ସେଣ୍ଟରରୁ ଛାତ୍ରୀଙ୍କୁ ଅପହରଣ
ବୁଗୁଡା,୨୨ା୪: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ପୋଲିସ ଗୁରୁବାର ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ବୁଗୁଡ଼ା ଥାନାରେ ଏକ ମାମଲା ରୁଜୁ ହୋଇଛି। ଅନ୍ୟଜଣେ ଫେରାର ଥିବା ଜଣାପଡିଛି।…
ମା’ଙ୍କୁ ହତ୍ୟା ପରେ ଟିକଟିକ୍ କରି ଖାଇ ଦେଲା ପୁଅ
ମାଡ୍ରିଡ୍,୨୨।୪ : ସ୍ପେନର ଜଣେ ବ୍ୟକ୍ତି ମା’ଙ୍କୁ ହତ୍ୟା କରିବା ପରେ ଟିକଟିକ୍ କରି କାଟି ଦେଇଥିଲେ। କେବଳ ଏତିକି ନୁହେଁ, ମୃତଦେହର ଟିକ ଟିକ ଅଂଶକୁ ନିଜେ ଖାଇବା ସହ ପୋଷା କୁକରକୁ ଖୁଆଇ ଦେଲେ। ଏହି ଅଭିଯୋଗରେ ୨୮…
ରାଜଧାନୀରେ ସ୍ଥାନାନ୍ତର ହେବାକୁ ଯାଉଛି ହାଟ
ଭୁବନେଶ୍ୱର,୨୨।୪: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ବଢି ଚାଳିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଗୁରୁବାର ଏକ ବଡ ନିଷ୍ପତ୍ତି ନେଇଛି। ଭୁବନେଶ୍ୱରରେ ଥିବା ପ୍ରମୁଖ ହାଟଗୁଡିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ବିଏମ୍ସି କୁହାଯାଇଛି। ସ୍ଥାନାନ୍ତର ପ୍ରକ୍ରିୟା ସୋମବାର ଆରମ୍ଭ ହେବ।…
ନାବାଳକ ପୁଅ ଧକ୍କାରେ ଚାଳିଗଲା ବାପାଙ୍କ ଜୀବନ
କୁନ୍ଦୁରା,୨୨।୪: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଗୁଣ୍ଡାଳ ପଞ୍ଚାୟତ ଅଧୀନ ତଲିଆଗୁଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ବୁଧବାର ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁବାର ସକାଳେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ବାପାଙ୍କୁ ହତ୍ୟା କରିଥିବା ନେଇ…
ଆଇପିଏଲରୁ ବାଦ୍ ପଡ଼ିଲେ ଷ୍ଟାର ଖେଳାଳି
ନୂଆଦିଲ୍ଲୀ,୨୨।୪ : ସନରାଇଜର୍ସ ହାଇଦ୍ରାବାଦ୍ ପେସର ଟି. ନଟରାଜ ଚଳିତ ଆଇପିଏଲରୁ ବାଦ୍ ପଡ଼ିଛନ୍ତି। ତାଙ୍କ ଆଣ୍ଠୁରେ ପୁଣି ଥରେ ସମସ୍ୟା ଦେଖାଦେଇଛି। ଆହତ ସମସ୍ୟା ଯୋଗୁ ୩୦ ବର୍ଷୀୟ ପେସର ଚଳିତ ଆଇପିଏଲରେ କେବଳ ଦୁଇଟି ମ୍ୟାଚ୍ ଖେଳିଛନ୍ତି। ତାଙ୍କୁ…
ଦିଲ୍ଲୀ ପରେ ମହାରାଷ୍ଟ୍ରକୁ ଅକ୍ସିଜେନ ଯୋଗାଇଲା ଓଡ଼ିଶା
ଭୁବନେଶ୍ୱର,୨୨।୪: ମହାରାଷ୍ଟରେ କରୋନା ସ୍ଥିତି ଭୟାବହ ରହିଛି। ଏଭଳିସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହଯୋଗର ହାତ ବଢାଇଛନ୍ତି। ଦିଲ୍ଲୀ ପରେ ମହାରାଷ୍ଟ୍ରକୁ ଅକ୍ସିଜେନ ଯୋଗାଇଛି ଓଡ଼ିଶା ସରକାର। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକେର ବିପଦ ବେଳେ…
ହାତଗୋଡ଼ ବନ୍ଧା ଅବସ୍ଥାରେ ୨ଯୁବକ ଉଦ୍ଧାର
ସାରସକଣା,୨୨।୪: ମୟୂରଭଞ୍ଜ ଜିଲା ଝାରପୋଖରିଆରୁ ବହରାଗୋଡା ଦେଇ ଯାଇଥିବା ୪୯ନମ୍ବର ଜାତୀୟ ରାଜପଥର କାଳିମନ୍ଦିର ନିକଟରୁ ଗୁରୁବାର ୨ ଯୁବକଙ୍କୁ ମୁମୂର୍ଷୁ ଅବସ୍ଥାରେ ଝାରପୋଖରିଆ ପୋଲିସ ଉଦ୍ଧାର କରିଛି। ସେମାନଙ୍କ ହାତଗୋଡ ଏକ ରଶି ଦ୍ୱାରା ବନ୍ଧାଯାଇଥିବା ଦେଖିବାକୁ ମିଳିଛି। ଉକ୍ତ…
ମାଗଣା ବିଅର ପାଇଲେ କରୋନା କଥା ଚିନ୍ତା କରୁଛି କିଏ
ବାଙ୍ଗାଲୋର,୨୨।୪ : କରୋନାର ଦ୍ୱିତୀୟ ଲହର ଯୋଗୁ ଦେଶରେ ଦୈନିକ ସଂକ୍ରମଣ ପ୍ରତ୍ୟେକ ଦିନ ରେକର୍ଡ କରୁଛି। ଏହା ସତ୍ତ୍ୱେ ବଦଳି ନାହିଁ ଲୋକଙ୍କ ମାନସିକତା। ଏବେ ମଧ୍ୟ ଲୋକେ କରୋନାଠୁ ସୁରକ୍ଷିତ ରହିବା ବଦଳରେ ମାଗଣା ବିଅରକୁ ପ୍ରଧାନ୍ୟ ଦେଉଛନ୍ତି।…
ଅକ୍ସିଜେନ ନ ଥିବା ହସ୍ପିଟାଲର ତାଲିକା ପ୍ରକାଶ କଲେ ଦିଲ୍ଲୀ ସରକାର
ନୂଆଦିଲ୍ଲୀ୨୨।୪: ଦିଲ୍ଲୀରେ କରୋନା ସଂକ୍ରମଣ ଉଗ୍ରରୂପ ଧାରଣ କରିଛି। ଏଭଳି ସ୍ଥିତିରେ ଦିଲ୍ଲୀର ୬ଟି ଘରୋଇ ଡାକ୍ତରଖାନାରେ ଅମ୍ଳଜାନ ଷ୍ଟକ ନ ଥିବା ଦିଲ୍ଲୀ ସରକାରଙ୍କ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ସରକାରଙ୍କ ପକ୍ଷରୁ ଅମ୍ଳଜାନ ନ ଥିବା ୬ଟି ଘରୋଇ…
ଅକ୍ସିଜେନ ସମ୍ପର୍କରେ ପଚାରିବାରୁ କ୍ୟାମେରା ଆଗରେ ଧମକ ଦେଲେ କେନ୍ଦ୍ର ମନ୍ତ୍ରୀ
ନୂଆଦିଲ୍ଲୀ,୨୨।୪ : କୋଭିଡ୍ ଆକ୍ରାନ୍ତଙ୍କ ପରିବାରବର୍ଗ ଅକ୍ସିଜେନ ସମ୍ପର୍କରେ ପଚାରିବାରୁ କ୍ୟାମେରା ଆଗରେ ୨ ଚାପୁଡ଼ା ମାରିବାକୁ ଧମକ ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ପ୍ରହଲାଦ ପଟେଲ। ଆମେ ହତାଶ ହୋଇପଡ଼ିଲୁଣି। ଆମକୁ ଅକ୍ସିଜେନ ସିଲିଣ୍ଡର ମିଳି ନାହିଁ। ସେମାନେ ଯଦି ଅକ୍ସିଜେନ…
ଟସ୍ ଜିତି ବୋଲିଂ ବାଛିଲେ କୋହଲି
ମୁମ୍ବାଇ,୨୨।୪ : ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍ରେ ରୟାଲ୍ସ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି ଟସ୍ ଜିତି ବୋଲିଂ ବାଛିଛନ୍ତି। ଏଠାକାର ପିଚ୍ରେ ଟାର୍ଗେଟର ପିଛା କରିବା ସହଜ ଓ ମ୍ୟାଚ୍ର ପରବର୍ତ୍ତୀ ଭାଗରେ କାକର ପ୍ରଭାବ ଦେଖିବାକୁ…
କେହି ଶୁଣୁ ନାହାନ୍ତି, ଦିଲ୍ଲୀ ମେଡିକାଲ ବାହାରେ କାନ୍ଦୁଥିବା ଅସଲମଙ୍କ ଦୁଃଖ
ନୂଆଦିଲ୍ଲୀ,୨୨।୪: ମେଡିକାଲ ଅକ୍ସିଜେନ, ଭାକ୍ସିନ ଓ ବେଡ୍ ପାଇଁ ସରକାରଙ୍କ ଆଶ୍ୱାସନା ସତ୍ତ୍ୱେ କୋଭିଡ୍ ଆକ୍ରାନ୍ତ ଓ ସେମାନଙ୍କ ପରିବାରବର୍ଗଙ୍କ ଦୁଃଖ କମ୍ ହେଉନାହିଁ। ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି ଦିଲ୍ଲୀର ଲୋକ ନାୟକ ଜୟ ପ୍ରକାଶ (ଏଲ୍ଏନ୍ଜେପି)…
Archives


