Home Left

ଆଇପିଏଲ ଇତିହାସରେ ପ୍ରଥମ ଥର ଘଟିଲା ଏମିତି

ମୁମ୍ବାଇ,୨୧।୪: ଏଠାରେ ବୁଧବାର ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଏକ ଭିନ୍ନ ଘଟଣା ଦେଖିବାକୁ ମିଳିଛି, ଯାହା ଆଇପିଏଲ ଇତିହାସରେ କଦାପି ଘଟି ନ ଥିଲା। ସିଏସ୍‌କେ ଅଧିନାୟକ ମହେନ୍ଦ୍ର…

ସୋନୀ ସାଜିଲେ ଛତିଶଗଡ଼ ବୋହୂ

ଝାରସୁଗୁଡ଼ା ଅଫିସ,୨୧।୪:  ୫ବର୍ଷ ତଳେ ଛତିଶଗଡ଼ରୁ ମହାନଦୀ ବନ୍ୟାଜଳରେ ଭାସିଆସିଥିବା ଯୁବତୀ ସୋନୀ ଯାଦବଙ୍କ ବୁଧବାର ବାହାଘର ପରେ ବଧୂ ବେଶରେ ଓଡିଶାରୁ ଛତିଶଗଡ଼ ଫେରିଯାଇଛନ୍ତି। ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ ବାଦିମାଲ ପଞ୍ଚାୟତ କୁଶମେଲ୍‌ ଗ୍ରାମର ପାଳିତ ମା’ବାପା ଝିଅ…

ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର କରୋନା ପଜିଟିଭ

ବଲାଙ୍ଗୀର ଅଫିସ,୨୧।୪: ବରିଷ୍ଠ କଂଗ୍ରେସ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ବୁଧବାର କରୋନା ଆକ୍ରାନ୍ତ ହୋଇଛନ୍ତି। ବଲାଙ୍ଗୀର ସ୍ଥିତ ବାସଭବନରେ ବିଧାୟକ ମିଶ୍ର କରୋନା ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ ଆସିଥିଲା। କୌଣସି ଲକ୍ଷଣ ନ ଥିଲେ ମଧ୍ୟ…

କେକେଆର ବୋଲରଙ୍କ ଉପରେ ଭାରି ପଡ଼ିଲେ ସିଏସ୍‌କେ ଓପନର

ମୁମ୍ବାଇ,୨୧।୪: କୋଲକାତା ନାଇଟ୍‌ ରାଇଜଡର୍ସ (କେକେଆର)ର ବୋଲରଙ୍କ ଉପରେ ଭାରି ପଡ଼ିଲେ ସିଏସ୍‌କେର ବ୍ୟାଟ୍ସମ୍ୟାନ। ପ୍ରଥମେ ଚେନ୍ନାଇ ସୁପର କିଙ୍ଗ୍ସର ଓପନର ଛକା ଓ ଚୌକାର ବର୍ଷା କଲେ। ଏହାପରେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ, ମୋଇଲ ଅଲି ଓ ରବୀନ୍ଦ୍ର…

ଟିକା ନେବା ପରେ ପ୍ରତି ୧୦ ହଜାରରୁ ୨-୪ ଜଣ ଆକ୍ରାନ୍ତ ହେଉଛନ୍ତି

ନୂଆଦିଲ୍ଲୀ,୨୧।୪: ଟିକା ନେବା ପରେ କରୋନା ଖୁବ୍‌ କମ୍‌ ସଂଖ୍ୟାରେ ଲୋକେ କୋଭିଡ୍‌ ଆକ୍ରାନ୍ତ ହେଉଛନ୍ତି। ଆଉ ଏହା ଚିନ୍ତା ଜନକ ନୁହେଁ ବୋଲି ବୁଧବାର କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଟିକା ନେବା ପରେ ଆକ୍ରାନ୍ତ ହେବାକୁ ‘ବ୍ରେକଥ୍ରୁ ଇନ୍‌ଫେକଶନ’…

ରେସିଂ କାର ତିଆରି କଲେ ଓଡ଼ିଆ ଇଞ୍ଜିନିୟରିଂ ଛାତ୍ର

ଭବାନୀପାଟଣା,୨୧।୪: କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସରକାରୀ ଇଞ୍ଜିିନିୟରିଂ କଲେଜର ମେକାନିକାଲ ଓ ଇଲେକ୍ଟ୍ରିକାଲ ଛାତ୍ରମାନେ ନିଜ ପ୍ରଚେଷ୍ଟାରେ ଏକ ହାତ ତିଆରି ଦ୍ରୁତଗାମୀ କାର ନିର୍ମାଣ କରିଛନ୍ତି। ସେମାନେ ଉନ୍ନତମାନର ଯନ୍ତ୍ରପାତି ବ୍ୟବହାର କରି ଏହି କାରକୁ ଉଦ୍ଭାବନ କରିଛନ୍ତି। ବାହାରର…

ଶବଦାହ ପାଇଁ ଅସ୍ଥାୟୀ ଗ୍ରାଉଣ୍ଡ ଖୋଜୁଛନ୍ତି କର୍ନାଟକ ସରକାର

ବେଙ୍ଗାଲୁରୁ,୨୧।୪: କରୋନାର ଦ୍ୱିତୀୟ ଲହରରେ ପ୍ରଭାବିତ ହୋଇଥିବା ଅନ୍ୟ ରାଜ୍ୟ ଠାରୁ କର୍ନାଟକରେ ମୃତ୍ୟୁହାର କମ ରହିଛି। କିନ୍ତୁ ରାଜ୍ୟର ରାଜଧାନୀରେ ଗତ କିଛି ଦିନ ହେଲା ଦିନ ରାତି ଜଳୁଛି ଜୁଇ। ତଥାପି ଶବଦାହ କେନ୍ଦ୍ରରେ ଲାଗି ରହିଛି ମୃତଦେହର…

ଘରକୁ ଘର ବୁଲି ବର୍ଜ୍ୟବସ୍ତୁ ସଂଗ୍ରହ କରିବେ କିନ୍ନର

ବାରିପଦା ଅଫିସ,୨୧ା୪: ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବାରିପଦା ପୌରପାଳିକାକୁ ସ୍ବଚ୍ଛ ଓ ସୁନ୍ଦର ରଖିତ୍ବା ପାଇଁ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି। ପ୍ରଥମ ଥର ପାଇଁ କିନ୍ନର ଓ ମହିଳାମାନେ ବ୍ୟାଟେରି ଚାଳିତ ୩ ଚକିଆ…

ବିବାହ ପ୍ରତିଶ୍ରୁତି ଦେଇ ୫ ବର୍ଷ ଧରି ଯୁବତୀଙ୍କୁ ବଳାତ୍କାର

ବାରିପଦା ଅଫିସ,୨୧।୪: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ବଳାତ୍କାର କରିଥିବା ବାରିପଦା ଟାଉନ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୪୦୧/୨୧) ରୁଜୁ କରି ତଦନ୍ତ ଜାରି ରଖିଛି।…

ଉଦୟ ହେଲା ସନରାଇଜର୍ସର ସୂର୍ଯ୍ୟ

ଚେନ୍ନାଇ,୨୧।୪: କ୍ରମାଗତ ୩ ପରାଜୟ ପରେ ଉଦୟ ହୋଇଛି ସନରାଇଜର୍ସ ହାଇଦ୍ରାବାଦ୍‌ର ସୂର୍ଯ୍ୟ। ଦଳୀୟ ବୋଲର ଓ ବ୍ୟାଟ୍ସମ୍ୟାନଙ୍କ ଯୋଗୁ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ଦଳ ବୁଧବାର ପଏଣ୍ଟ ଖାତା ଖୋଲିବାକୁ ସକ୍ଷମ ହୋଇଛି। ଏଠାରେ ପଞ୍ଜାବ ବିପକ୍ଷ ମ୍ୟାଚ୍‌କୁ ୯…

ଦୁଇ ପୁଅଙ୍କ ଇଚ୍ଛା, ପୁଣି ଥରେ ବିବାହ କରନ୍ତୁ ଅଭିନେତ୍ରୀ ମା’

ନୂଆଦିଲ୍ଲୀ,୨୧।୪: ଅଭିନେତ୍ରୀ ଉର୍ବଶୀ ଢୋଲକିଆ ସିଙ୍ଗଲ ମଦର ଭାବେ ଜାଆଁଳା ପୁଅ ସାଗର ଓ କ୍ଷିତିଜଙ୍କୁ ସମ୍ଭାଳୁଛନ୍ତି। କିନ୍ତୁ ତାଙ୍କ ଦୁଇ ପୁଅ ଚାହଁାନ୍ତି ମା’ ଆଉ ଥରେ ବିବାହ କରନ୍ତୁ କିମ୍ବା ଡେଟ୍‌ରେ ଯାଆନ୍ତୁ। ଏକ ଇଂରାଜୀ ଖବର କାଗଜକୁ…

ହୋମ୍‌ ଆଇସୋଲେଶନରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୧।୪: କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ସୋମବାର କରୋନା ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ପୋଖରିୟାଲ ଟୁଇଟ କରି ମୋର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri