Home Left

୩ ପ୍ରବାସୀ ଶ୍ରମିକ ମୃତ

ଗ୍ବାଲିଅର, ୨୧ା୪: ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍‌ ମଧ୍ୟପ୍ରଦେଶର ଗ୍ବାଲିଅର ଜିଲାରେ ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍‌ଟି ଦିଲ୍ଲୀରୁ…

ଯୁଦ୍ଧଭୂଇଁରେ ଜୀବନ ଗଲା

ଏଣ୍ଡଜାମେନା,୨୧ା୪: ତିନି ଦଶନ୍ଧି ଧରି କ୍ଷମତାରେ ରହିବା ପରେ ବିଦ୍ରୋହୀଙ୍କ ସହ ସଂଘର୍ଷରେ ଚାଦ୍‌ ରାଷ୍ଟ୍ରପତି ଇଦ୍ରିସ୍‌ ଡେବି ଇଟ୍‌ନୋଙ୍କ ଜୀବନ ଯାଇଛି। ୬୮ ବର୍ଷୀୟ ଇଦ୍ରିସ୍‌ କ୍ଷମତାରେ ଦୀର୍ଘ ସମୟ ଧରି ରହିଥିବା ଆଫ୍ରିକାର ଅନ୍ୟତମ ଶାସକ। ୧୯୯୦ ଦଶକରେ…

କୌଣସି ସମୟରେ ମୃତ୍ୟୁ ଆଶଙ୍କା

ମସ୍କୋ, ୨୧ା୪: ୩ ସପ୍ତାହ ଧରି ଜେଲରେ ଅନଶନ ଜାରି ରଖିଥିବା ରୁଷ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ବିରୋଧୀ ଦଳ ନେତା ଆଲେକ୍ସି ନଭଲନି(୪୪)ଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ଯେ କୌଣସି ମୁହୂର୍ତ୍ତରେ ତାଙ୍କର ମୃତ୍ୟୁ ଘଟିପାରେ ବୋଲି ନଭଲନିଙ୍କ ଓକିଲ…

ଲୋକଙ୍କୁ ଏମିତି ନିବେଦନ କଲେ କୋହଲି

ମୁମ୍ବାଇ,୨୧।୪: ଦେଶରେ କରୋନା ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି। ଗତ ତିନି ଦିନ ଧରି ଦେଶରେ ପ୍ରତିଦିନ ଅଢେଇ ଲକ୍ଷରୁ ଅଧିକ ରୋଗୀ ଚିହ୍ନଟ ହେଉଛନ୍ତି। କରୋନା ପ୍ରୋଟୋକଲ ଅନୁସରଣ କରିବାକୁ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର…

ରାଜସ୍ଥାନ ରୟାଲ୍ସକୁ ଲାଗିଲା ବଡ଼ ଝଟ୍‌କା: ଦଳରୁ ବାଦ୍‌ ପଡିଲେ ଏହି ଖେଳାଳି

ମୁମ୍ବାଇ, ୨୧।୪: ସଞ୍ଜୁ ସାମସନଙ୍କ ନେତୃତ୍ୱାଧୀନ ରାଜସ୍ଥାନ ରୟାଲ୍ସକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ବେନ ଷ୍ଟୋକ୍ସଙ୍କ ପରେ ଆଉ ଜଣେ ଖେଳାଳି ଦଳରୁ ବାଦ୍‌ ପଡିଛନ୍ତି। ଆହତ କାରଣରୁ ଇଂଲଣ୍ଡ ଅଲରାଉଣ୍ଡର ବେନ ଷ୍ଟୋକ୍ସ ଚଳିତ ସିଜନରେ ଆଇପିଏଲରୁ…

କମ୍‌ ବୟସରେ ହେୟାର ଷ୍ଟାଇଲିଷ୍ଟଙ୍କ ପ୍ରେମରେ ପଡିଥିଲେ ଏହି କ୍ରିକେଟର୍‌: ଏବେ କଲେ ଖୁଲାସା

ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର ବୋଲର୍‌ ରାହୁଲ ଚହର ନିଜ ବୋଲିଂକୁ ନେଇ ଚର୍ଚ୍ଚାରେ ଥାନ୍ତି। ଚଳିତ ଆଇପିଏଲ୍‌ରେ ସେ ନିଜ ହେୟାର ଷ୍ଟାଇଲକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କ ହେୟାର ଷ୍ଟାଇଲ୍‌ ବିଷୟରେ ଜାଣିବା ପାଇଁ ଚାହୁଁଥିଲେ। ନିଜ ପ୍ରଶଂସକଙ୍କୁ ଆଉ…

ସବୁ ବିଭାଗରେ ମୁମ୍ବାଇକୁ ହରାଇଲା ଦିଲ୍ଲୀ

ଚେନ୍ନାଇ,୨୦।୪ : ପ୍ରଥମେ ବୋଲିଂ ଓ ଫିଲ୍ଡିଂ ତା’ ପରେ ବ୍ୟାଟିଂ ବିଭାଗରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଛି ଦିଲ୍ଲୀ କ୍ୟାପିଟାଲ୍ସ। ଏଥବ ସହ ଗତବର୍ଷରୁ ମୁମ୍ବାଇ ବିପକ୍ଷରେ ଚାଲିଥିବା ପରାଜୟ ଧାରା ଦିଲ୍ଲୀ ଭଙ୍ଗ କରିଛି। ଗତ ସିଜନରେ ଫାଇନାଲ ସମେତ…

୨୧ ମାସ ପରେ ଡାଇଭ୍‌ ମାରିଲେ ଧୋନୀ

ନୂଆଦିଲ୍ଲୀ,୨୦।୪ : ରାଜସ୍ଥାନ ରୟାଲ୍ସ ବିପକ୍ଷ ଆଇପିଏଲ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ରନ୍‌ଆଉଟ୍‌ରୁ ବର୍ତ୍ତିବା ପାଇଁ ଫୁଲ୍‌ ଡାଇଭ୍‌ ମାରିଥିଲେ। ୩୯ ବର୍ଷ ବୟସରେ ଫିଟ୍‌ ଥିବାରୁ ଧୋନୀଙ୍କୁ ଅନେକ ପ୍ରଶଂସା କରିଛନ୍ତି।…

ଟ୍ରୋଲ ହେଉଛନ୍ତି ଆଲିଆ-ରଣବୀର

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ ଓ ତାଙ୍କ ବୟଫ୍ରେଣ୍ଡ ତଥା ଅଭିନେତା ରଣବୀର କପୁରଙ୍କୁ ସୋସିଆଲ ମିଡିଆରେ ପ୍ରବଳ ଟ୍ରୋଲ କରାଯାଉଛି। ଏହାର କାରଣ କ’ଣ ଜାଣିଛନ୍ତି। ଏହି ଲବ ବାଡର୍‌ସ ଛୁଟି ବିତାଇବା ପାଇଁ ସୋମବାର ପହଞ୍ଚିଛନ୍ତି ମାଳଦ୍ୱୀପରେ। ଦେଶରେ…

ରିଲିଜ ନ ହୋଇପାରେ ସୁଶାନ୍ତ ସିଂଙ୍କ ଫିଲ୍ମ : ନିର୍ମାତାଙ୍କୁ ହାଇକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ, ୨୦।୪ : ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଉପରେ ନିର୍ମିତ ଫିଲ୍ମ ଉପରେ ଦେଖାଦେଇଛି ସଙ୍କଟ। ଫିଲ୍ମ ଉପରେ ବ୍ୟାନ ଲଗାଇବା ପାଇଁ ସୁଶାନ୍ତଙ୍କ ବାପା ଦିଲ୍ଲୀ ହାଇ କୋର୍ଟରେ ଯାଚିକା ଦାଖଲ କରିଥିଲେ। ଏହାର ଶୁଣାଣି କରି ମଙ୍ଗଳବାର…

ରାଜଧାନୀର ପଟିଆ, ଖଣ୍ଡଗିରିରେ କରୋନା ବେଲଗାମ୍‌: ଲଗାତାର ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ…

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ରେକର୍ଡ ସଂଖ୍ୟା ଛୁଉଁଛି। ମଙ୍ଗଳବାର ବିଏମ୍‌ସି ଅଞ୍ଚଳରେ ୫୮୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୧୧ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪୭୦ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ…

କୋହଲିଙ୍କ ବିଶ୍ୱ ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ ବାବର ଆଜାମ

ହରାରେ, ୨୦।୪: ସ୍ଥାନୀୟ ହରାରେ ସ୍ପୋଟର୍‌ସ କ୍ଲବଠାରେ ବୁଧବାରଠାରୁ ପାକିସ୍ତାନ ଓ ଜିମ୍ବାଓ୍ବେ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌। ଏହି ସିରିଜ୍‌ରେ ପାକିସ୍ତାନ ଅଧିନାୟକ ବାବର ଆଜାମ ଭାରତୀୟ ରନ୍‌ମେସିନ ବିରାଟ କୋହଲିଙ୍କ ବିଶ୍ୱ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri