ଏହି ବ୍ରହ୍ମାସ୍ତ୍ର ଆଗରେ ହାର ମାନିବ କରୋନା…
ଜେନେଭା/ନୂଆଦିଲ୍ଲୀ,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ମାସ୍କ୍ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା କରୋନା ଲଢ଼େଇ ପାଇଁ…
ପର୍ତ୍ତୁଗାଲ, ଫ୍ରାନ୍ସ ଗସ୍ତ ବାତିଲ କରିପାରନ୍ତି ମୋଦି
ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ଆତଙ୍କ ଖେଳାଇଛି। ଭାରତ କରୋନାର ଦ୍ୱିତୀୟ ଲହରର ସମ୍ମୁଖୀନ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପର୍ତ୍ତୁଗାଲ ଏବଂ ଫ୍ରାନ୍ସ ଗସ୍ତ ବାତିଲ କରପାରନ୍ତି ବୋଲି ଜଣାପଡିଛି। ଆସନ୍ତା ୮ରେ ପର୍ତ୍ତୁଗାଲରେ ଆୟୋଜିତ ହେବାକୁ…
ସୁନ୍ଦର ତ୍ୱଚା ପାଇଁ ରସୁଣ
ରସୁଣରେ ଭରି ରହିଛି ଅନେକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଗୁଣ; ଯାହାକୁ ବ୍ୟବହାର କରି ଆପଣ ଖୁବ୍ କମ୍ ଖର୍ଚ୍ଚରେ ସୁନ୍ଦର ବେଦାଗ ତ୍ୱଚା ପାଇପାରିବେ। ଜାଣିରଖନ୍ତୁ ଏହାକୁ ବ୍ୟବହାର କରିବାର କେତୋଟି ଉପାୟ… ୩-୪ଟି ରସୁଣ କୋଲାକୁ ଛେଚି ଅଳ୍ପ ପାଣିରେ…
ସାଥୀ ଖେଳାଳିଙ୍କ ପାଇଁ ଉପବାସ ରଖୁଛନ୍ତି ଏହି ଦୁଇ ପ୍ରସିଦ୍ଧ କ୍ରିକେଟର୍
ଏପ୍ରିଲ ୧୪ରୁ ପବିତ୍ର ରମ୍ଜାନ ମାସ ଆରମ୍ଭ ହୋଇଛି। ଏହି ମାସରେ ମୁସଲିମ୍ ସମ୍ପ୍ରଦାୟର ଲୋକେ ଉପବାସ ରଖି ଆଲ୍ଲାଙ୍କୁ ସ୍ମରଣ କରନ୍ତି। କିଛି କ୍ରିକେଟର ଅଛନ୍ତି ଯେଉଁମାନେ ମ୍ୟାଚ୍ ଚାଲିଥିବା ସମୟରେ ମଧ୍ୟ ଉପବାସ ରଖୁଛନ୍ତି। ଏଥର ଆଇପିଏଲ୍ ୨୦୨୧ରେ…
ଟାଲ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ସରପଞ୍ଚ
ବରଗଡ଼ ଅଫିସ,୨୦।୪: ବରଗଡ଼ ଜିଲା ରାଜୋରାସମ୍ବର ବ୍ଲକ ଅନ୍ତର୍ଗତ ଟାଲ ଗ୍ରାମକୁ ମଙ୍ଗଳବାରରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସ୍ଥାନୀୟ ସରପଞ୍ଚ ସୌକିଲାଲ ସେଠ୍ ଏକ ବିଜ୍ଞପ୍ତିରେ ଏ ନେଇ ସୂଚନା ଦେଇଛନ୍ତି । ମଙ୍ଗଳବାର ପୂର୍ବାହ୍ନ ୯ଟାରୁ ଆସନ୍ତା ୨୧…
ମାସ୍କ୍ ପିନ୍ଧିବା ମନା: ଜାରି ହେଲା ନିର୍ଦ୍ଦେଶ…
ଜେରୁଜେଲମ୍,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି ଯେ, ମାସ୍କ୍ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା କରୋନା ଲଢ଼େଇ ପାଇଁ ଗୁରୁତ୍ୱପୂର୍ଣ୍ଣ। ତେବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର…
ଝିଅର ଲଭ୍ଷ୍ଟୋରୀକୁ ନେଇ ଏମିତି କହିଲେ ସୁନୀଲ ସେଟ୍ଟୀ
ନିକଟରେ ଭାରତୀୟ କ୍ରିକେଟ୍ ଦଳର ଷ୍ଟାର କ୍ରିକେଟର୍ ତଥା କିଙ୍ଗ୍ସ ଏକାଦଶ ପଞ୍ଜାବ ଅଧିନାୟକ କେ.ଏଲ ରାହୁଲ ଆଜି ୨୯ତମ ଜନ୍ମଦିନ ପାଳନ କରିଥିଲେ। ରାହୁଲଙ୍କ ଜନ୍ମଦିନରେ ସବୁଠୁ ଖାସ୍ ମେସଜ୍ ଦେଇଥିଲେ ତାଙ୍କ ଗର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ଆଥିୟା ସେଟ୍ଟୀ।…
ତାତିଲେ ୧୦ ଶ୍ରେଣୀ ଛାତ୍ରୀଛାତ୍ର: ନବୀନ ନିବାସ ଆଗରେ ପରୀକ୍ଷା ବାତିଲ ଦାବି
ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦଶମ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। ତେବେ ଏନେଇ ମଙ୍ଗଳବାର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ନବୀନ ନିବାସ ଆଗରେ ପ୍ରତିବାଦ କରିଛନ୍ତି।…
ଭକ୍ତଙ୍କୁ ଅପିଲ: ରାମନବମୀରେ ଅଯୋଧ୍ୟା ନ ଆସି ଘରେ କରନ୍ତୁ ପୂଜାପାଠ
ଅଯୋଧ୍ୟା,୨୦।୪: ପ୍ରଭୁ ରାମଙ୍କ ନଗରୀ ଅଯୋଧ୍ୟାରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଅଯୋଧ୍ୟା ସନ୍ଥ ସମାଜର ସଭାପତି, କହ୍ନେୟା ଦାସ ଏବଂ ରଙ୍ଗ ମହଲ ମନ୍ଦିର ମହନ୍ତ ରାମଶରଣ ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇ ଚିକିତ୍ସିତ ହେଉଛନ୍ତି। ଏହି କାରଣରୁ…
ଲୋକେ ନିଜେ ଜାରି କଲେ ୧୦ ଦିନିଆ ଲକ୍ଡାଉନ୍…
ଅହମଦାବାଦ,୨୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ କେତେକ ଅଞ୍ଚଳରେ ସ୍ଥାନୀୟ ଲୋକେ ସରକାର ଅବା ସ୍ଥାନୀୟ ପ୍ରଶାସନର ଅନୁମତି ବିନା ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍ଡାଉନ୍ ଘୋଷଣା କରୁଛନ୍ତି। ଗୁଜରାଟର ଭାଲସାଡ୍ ସହରରେ…
ରାଜ୍ୟରେ କରୋନା ନେଲା ୫ ମୁଣ୍ଡ, କେବଳ ଏହି ଜିଲାରୁ ଅଛନ୍ତି ୩ ଜଣ
ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୫୩କୁ ବୃଦ୍ଧି ପାଇଛି। ଏହି ୫ ମୃତକଙ୍କ…
କରୋନାରୁ କେବେ ମିଳିବ ଆଶ୍ୱସ୍ତି: ଏମ୍ସ ନିର୍ଦ୍ଦେଶକ ଦେଲେ ଏମିତି ଉତ୍ତର
ନୂଆଦିଲ୍ଲୀ,୨୦।୪: ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିଚାଲିଛି। ପ୍ରତିଦିନ ୨.୫ ଲକ୍ଷରୁ ଅଧିକ କରୋନା ରୋଗୀ ଚିହ୍ନଟ ହେଉଥିବାବେଳେ ୧୫୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟୁଛି। ଏବେ ଲୋକଙ୍କ ମନରେ ଗୋଟିଏ ପ୍ରଶ୍ନ ମହାମାରୀ କରୋନାରୁ ଆଶ୍ୱସ୍ତି ମିଳିବ କେବେ।…
Archives


