Home Left

ନିଜଆଡୁ ମାମଲା ରୁଜୁ କଲେ ହାଇକୋର୍ଟ

କଟକ ଅଫିସ, ୧୯ା୪: କଟକ ଓ ଭୁବନେଶ୍ୱରରେ ସ୍ବେରେଜ ସଫେଇବେଳେ ଶ୍ୱାସରୁଦ୍ଧ ହୋଇ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସୋମବାର ହାଇକୋର୍ଟ ନିଜ ପକ୍ଷରୁ ଏକ ମାମଲା ରୁଜୁ କରିଛନ୍ତି। ମୃତକଙ୍କ ପରିବାରକୁ କ୍ଷତିପୂରଣ ବାବଦ ୧୦…

ମାତ୍ର ୨୧ ବଲ୍‌ରେ ବଦଳିଗଲା ସମ୍ପୂର୍ଣ୍ଣ ମ୍ୟାଚ୍‌: ବିଜୟୀ ମ୍ୟାଚ୍‌ ହାରିଲା ରାଜସ୍ଥାନ

ମୁମ୍ବାଇ, ୨୦।୪: ଆଇପିଏଲରେ ୨୦୨୧ରେ ପ୍ରଥମ ମ୍ୟାଚ୍‌ ହାରିବା ପରେ ଚେନ୍ନାଇ ସୁପର କିଙ୍ଗସ (ସିଏସ୍‌କେ) ପୁଣି ଟ୍ରାକ୍‌କୁ ଫେରିଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ପ୍ରଥମ ମ୍ୟାଚରେ ଦଳ ହାରିବା ପରେ ଦଳ କ୍ରମାଗତ ଦୁଇଟି ମ୍ୟାଚ ଜିତି ନିଜର ଶକ୍ତି…

ବାହାର କାଠରୁ ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ ଅଫିସ,୨୦।୪: ନୂତନ ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ସୋମବାର ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ଭିତରେ ଓ ବାହାରେ କଟକଣାକୁ କଡ଼ାକଡ଼ି କରାଯାଇଛି। ଭିତରକାଠ ଦର୍ଶନ ବନ୍ଦ ରହିଛି। ତେଣୁ ବାହାର କାଠ ନିକଟରୁ ଭକ୍ତମାନେ…

କୋଭାକ୍ସ କାର୍ଯ୍ୟକ୍ରମକୁ ଗ୍ରେଟାଙ୍କ ସହାୟତା

ଜେନେଭା, ୨୦।୪: ଗରିବ ଦେଶଗୁଡ଼ିକୁ କୋଭିଡ୍‌ ଟିକା ଯୋଗାଣରେ ପାତରଅନ୍ତରକୁ ନେଇ ସ୍ବିଡେନର ଜଳବାୟୁ କର୍ମୀ ଗ୍ରେଟା ଥନ୍‌ବର୍ଗ ସମାଲୋଚନା କରିଛନ୍ତି। ଗରିବ ଦେଶଗୁଡ଼ିକୁ କରୋନା ଟିକା ଯୋଗାଣ ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର କୋଭାକ୍ସ କାର୍ଯ୍ୟକ୍ରମକୁ ଗ୍ରେଟା ତାଙ୍କ…

ମିଗୁଏଲ୍‌ କ୍ୟୁବା କମ୍ୟୁନିଷ୍ଟ ପାର୍ଟିର ନୂଆ ନେତା

ହାଭାନା, ୨୦।୪: କ୍ୟୁବା କମ୍ୟୁନିଷ୍ଟ ପାର୍ଟି ନେତା ପଦରୁ ରାଉଲ କାଷ୍ଟ୍ରୋଙ୍କ ଅବସର ପରେ ସୋମବାର ଦଳ ମିଗୁଏଲ୍‌ ଡିଆଜ୍‌-କାନେଲଙ୍କୁ ନୂଆ ନେତା ବାଛିଛି। କମ୍ୟୁନିଷ୍ଟ ପାର୍ଟି କଂଗ୍ରେସର ଶେଷ ଦିନରେ ଏହି ନିଷ୍ପତ୍ତି ନିଆଯାଇଛି। ୬୧ ବର୍ଷୀୟ ମିଗୁଏଲ୍‌ ୨୦୧୯ରୁ…

ପିପିଲି ଉପନିର୍ବାଚନ: ରାଲି, ସଭାସମିତି କରିବନି ବିଜେଡି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ(ବିଜେଡି) ଆସନ୍ତା ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ଶୋଭାଯାତ୍ରା ଓ ସଭାସମିତି ନ କରିବାକୁ ନିଷ୍ପତ୍ତି ନେଇଛି। ସୋମବାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ…

୫୦% କର୍ମଚାରୀରେ ଚାଲିବ ସ୍କୁଲ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସୋମବାରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବାକୁ ଘୋଷଣା କରିଥିଲେ। ଏଥିସହ ପିଲାଙ୍କ ଶ୍ରେଣୀ ପାଠପଢ଼ା ବନ୍ଦ ହେବ ବୋଲି କହିଥିଲେ। ଶିକ୍ଷାନୁଷ୍ଠାନ ଖୋଲିବ କି ନାହିଁ ଓ…

ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଡକାଯାଉ: ସଞ୍ଜୟ ରାଉତ

ମୁମ୍ବାଇ, ୨୦।୪: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ବଢ଼ିଚାଲିଛି। କୋଭିଡ୍‌ ସ୍ଥିତି ଉପରେ ଆଲୋଚନା ଲାଗି କେନ୍ଦ୍ର ସରକାର ପାର୍ଲାମେଣ୍ଟର ଦୁଇଦିନିଆ ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଶିବସେନା ନେତା ସଞ୍ଜୟ ରାଉତ୍‌ ସୋମବାର ଦାବି କରିଛନ୍ତି। ଏନେଇ ସେ…

ଭୂତାଣୁ କବଳରେ ସ୍ବାସ୍ଥ୍ୟକର୍ମୀ

ଲକ୍ଷ୍ନୌ, ୨୦ା୪: କରୋନା ସହ ଲଢ଼େଇରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଯୋଦ୍ଧା ହୋଇଥିଲେ ହେଁ ସେମାନେ ମଧ୍ୟ ଭୂତାଣୁ କବଳରୁ ବାଦ୍‌ ପଡ଼ିନାହାନ୍ତି। ଆକ୍ରାନ୍ତଙ୍କୁ ଚିକିତ୍ସା ଯୋଗାଉଥିବା ଡାକ୍ତର, ହସ୍ପିଟାଲ ଷ୍ଟାଫ୍‌, ନର୍ସ, ଟେକ୍ନିସିଆନ, ଓ୍ବାର୍ଡ ବଏଙ୍କ ସମେତ ଅନେକ ସ୍ବାସ୍ଥ୍ୟକର୍ମୀ…

କରୋନାରେ ବିଚାରପତିଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୦ା୪: କରୋନାରେ ସଂକ୍ରମିତ ହୋଇଥିବା ଦିଲ୍ଲୀର ଜଣେ ଜିଲା ଜଜ୍‌ କୋବଇ ବେଣୁଗୋପାଳ(୪୭)ଙ୍କ ସୋମବାର ଏକ ସରକାର ହସ୍ପିଟାଲରେ ମୃତ୍ୟୁ ଘଟିଛି। ସପ୍ତାହେ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିବା ବେଣୁଗୋପାଳଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ହେବାରୁ ରବିବାର ତାଙ୍କୁ ଆଇସିୟୁରେ ଭର୍ତ୍ତି…

ଆଜି ବିନା ଭକ୍ତରେ ଗଡ଼ିବ ରୁକୁଣା ରଥ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଏବର୍ଷ ଅଶୋକାଷ୍ଟମୀରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ମାଉସୀ ମା’ ଘରକୁ ଗଡ଼ିବ। କୋଭିଡ୍‌ କଟକଣା ମଧ୍ୟରେ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ ନଜରରେ ରଖି ବିନା ଭକ୍ତରେ ମଙ୍ଗଳବାର ଅପରାହ୍ନ ସାଢ଼େ ୩ଟାରେ ରଥ ଟଣା ହେବ। ଏଥିପାଇଁ…

ମଙ୍ଗଳରେ ଉଡ଼ିଲା ହେଲିକପ୍ଟର

ପୃଥିବୀ ବାହାରେ କୌଣସି ଦ୍ୱିତୀୟ ଗ୍ରହରେ ହେଲିକପ୍ଟର ଉଡ଼ାଇବାରେ ସଫଳ ହୋଇଛି ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା। ସୋମବାର ମଙ୍ଗଳ ମାଟିରେ ଇନ୍‌ଜେନ୍ୟୁଟି ମାର୍ସ ହେଲିକପ୍ଟର ସଫଳତାର ସହ ଉଡ଼ାଣ ଭରିଛି। ଲୋହିତ ଗ୍ରହରେ ଜୀବସତ୍ତା ସନ୍ଧାନ ପାଇଁ ଫେବୃୟାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri