Home Left

ସ୍ବାମୀଙ୍କ ସହ ଜଡିତ ଏହି ସବୁ କଥା କହୁଛନ୍ତି କି ଅନ୍ୟକୁ, ବେଳହୁଁ ସାବଧାନ

ମହିଳାଙ୍କ ମଧ୍ୟରେ ସବୁଠୁ ଗୁପ୍ତ କଥା ହେଲା ସେମାନଙ୍କ ସ୍ବାମୀଙ୍କ ବିଷୟରେ କଥାବାର୍ତ୍ତା। ତେବେ ଅନେକ ସମୟରେ ସେମାନେ ଅଧିକ ଭାବପ୍ରବଣ ହୋଇ ସ୍ବାମୀଙ୍କ ସମନ୍ଧିତ ଅନେକ କଥା କହି ଦେଇ ଥାନ୍ତି। ଯେଉଁ କଥାପାଇଁ ପଛରେ ପସ୍ଥାଇ ଥାନ୍ତି ତେବେ…

ଓ୍ବେବସାଇଟରେ ମିଛ ତଥ୍ୟ

ଭଦ୍ରକ ଅଫିସ,୧୯।୪:  ୨୦୨୨ ସୁଦ୍ଧା ସମସ୍ତଙ୍କୁ ପକ୍କାଘର ସ୍ଲୋଗାନ ଦେଇ ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ ନାମରେ ନୂଆ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଇନ୍‌ଫରମେଶନ ଟେକ୍ନାଲୋଜିର ସହାୟତା ନିଆଯାଇ ପୂର୍ଣ୍ଣ ସ୍ବଚ୍ଛତା ସହ ଯୋଜନାର କାର୍ଯ୍ୟକାରିତା ପାଇଁ ନୂଆ ମାର୍ଗଦର୍ଶିକା…

ଏସୀୟ ଭାରୋତ୍ତୋଳନ: ସ୍ବର୍ଣ୍ଣ ଜିତିଲେ ଓଡ଼ିଆ ଝିଅ ଝିଲ୍ଲୀ

ଭୁବନେଶ୍ୱର, ୧୯।୪(କ୍ରୀଡ଼ା ପ୍ରତିନିଧି)- ଏସୀୟ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରୁ ରବିବାର ଖୁସି ଖବର ଆଣିଛନ୍ତି ଓଡ଼ିଶାର ଝିଲ୍ଲୀ ଦଳବେହେରା। ଉଜବେକିସ୍ତାନର ତାସକେଣ୍ଟରେ ଚାଲିଥିବା ଏସୀୟ ଚାମ୍ପିୟନଶିପ୍‌ର ୪୫ କେଜି କାଟେଗୋରିରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଜୁନିୟର ବିଶ୍ୱ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ…

ସନରାଇଜର୍ସ ହାଇଦ୍ରାବାଦକୁ ବଡ଼ ଝଟ୍‌କା

ଶ୍ରୀଲଙ୍କା କ୍ରିକେଟର ଭେଟେରାଲ ଖେଳାଳି ତଥା ଆଇପିଏଲ୍‌ରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ର ବୋଲିଂ କୋଚ୍‌ ମୁଥିୟା ମୁରଲିଧରନ ଚେନ୍ନାଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେଠାରେ ସେ ଆଞ୍ଜିଓପ୍ଲାଷ୍ଟି କରିଛନ୍ତି। ନିକଟରେ ତାଙ୍କ ହାର୍ଟରେ ଏକ ବ୍ଲକେଜ୍‌ ହୋଇଥିବା ଜଣାପଡ଼ିଥିଲା।…

ନିଜକୁ କରୋନାମୁକ୍ତ ଘୋଷଣା କଲା ଏହି ଦେଶ

ଜେରୁଜେଲମ,୧୯।୪: ସମଗ୍ର ଦୁନିଆ କରୋନା କବଳରେ ଥିବା ସମୟରେ ଇସ୍ରାଏଲ ଗୋଟିଏ ଦେଶ ଯିଏ କି ନିଜକୁ କରୋନାମୁକ୍ତ ଘୋଷଣା କରିଛି। ଏହି ଦେଶ ସାମୁହିକ ଟିକାକରଣ ଅଭିଯାନ ପରେ ଏବଂ କରୋନା କଟକଣା ହ୍ରାସ ପାଇବା ପରେ ସମସ୍ତ ବିଦ୍ୟାଳୟ…

ମହାରାଷ୍ଟ୍ରରେ କରୋନା ସ୍ଥିତି ସଙ୍ଗିନ: ପ୍ରତି ୩ ମିନିଟ୍‌ରେ ଯାଉଛି ଜଣେ ବ୍ୟକ୍ତିଙ୍କ ଜୀବନ

ମୁମ୍ବାଇ,୧୯।୪ ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨.୭୩ ଲକ୍ଷ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଦେଶର ପ୍ରାୟ ସମସ୍ତ ରାଜ୍ୟ କରୋନା ଦ୍ୱାରା ପ୍ରଭାବିତ ହୋଇଥିଲେ ମଧ୍ୟ ମହାରାଷ୍ଟ୍ରରେ ସବୁଠାରୁ…

କାଳବୈଶାଖୀର ତାଣ୍ଡବ: ଭୁଷୁଡିଲା ୫ ବଖରା

ପାଟଣା,୧୯।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ିକାପୁଡି ପଞ୍ଚାୟତ ନେଉଳୀପଶି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଗ୍ରାମର ଲକ୍ଷ୍ମୀଧର ମହାନ୍ତଙ୍କ ୫ ବଖରା ଖପର ଘର ରବିବାର ବିଳମ୍ବିତ ରାତିରେ ଭୁଷୁଡି ପଡିଛି। ତେବେ ପରିବାର ଲୋକେ…

ବାପାଙ୍କ ଟଙ୍କା ବର୍ବାଦ କରୁଛନ୍ତି ସାରା ତେନ୍ଦୁଲକର: ସଚିନଙ୍କ ଝିଅଙ୍କୁ କାହିଁକି ଏମିତି କହିଲେ ଏହି ମହିଳା…

ଭାରତୀୟ କ୍ରିକେଟର କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜାକାଲି ଟ୍ରୋଲରଙ୍କ ଟାର୍ଗେଟରେ ରହିଛନ୍ତି। ସାରା ଇନ୍‌ଷ୍ଟାଗ୍ରାମ୍‌ରେ ଖୁବ୍‌ ସକ୍ରିୟ। ତାଙ୍କର ବହୁତ ଫ୍ୟାନ୍‌ ଫଲୋଇଙ୍ଗସ୍‌ ମଧ୍ୟ ଅଛନ୍ତି। ନିକଟରେ ସେ ଏକ ପୋଷ୍ଟ ଶେୟାର କରିଥିଲେ। ଯେଉଁଥିରେ ସାରା…

ସୁନୀଲ ଗାଭାସ୍କରଙ୍କ କଥା ଶୁଣି ମୁଣ୍ଡ ପିଟିଲେ ଏହି ପ୍ରସିଦ୍ଧ କ୍ରିକେଟର

ମୁମ୍ବାଇ, ୧୯।୪: ଇଂଲଣ୍ଡ ଅଲରାଉଣ୍ଡର ବେନ ଷ୍ଟୋକ୍ସ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନରୁ ଆହତ ହୋଇ ବାଦ୍‌ ପଡିଛନ୍ତି। ସେ ଏବେ ଘରକୁ ଫେରିଛନ୍ତି କିନ୍ତୁ କ୍ରମାଗତ ଭାବରେ ତାଙ୍କ ଆଇପିଏଲ ମ୍ୟାଚ ଦେଖୁଛନ୍ତି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବିବାହ ଗାଉନ୍‌ ପିନ୍ଧି ଟିକା କେନ୍ଦ୍ରକୁ ଗଲେ କନ୍ୟା, ଜାଣନ୍ତୁ କାହିଁକି

କରୋନା ଭାଇରସ ପୁଣି ଥରେ ସମଗ୍ର ବିଶ୍ୱରେ କାୟା ବିସ୍ତାର କଲାଣି। ସଂକ୍ରମଣରୁ ବର୍ତ୍ତିବା ପାଇଁ ସରକାର ଟିକାକରଣ ବ୍ୟବସ୍ଥା କରିଛନ୍ତି। ଲୋକଙ୍କୁ ମଧ୍ୟ ଟିକା ନେବାକୁ ଅନୁରୋଧ କରୁଛନ୍ତି। ଏହି ସମୟରେ ଆମେରିକାର ବାଲ୍ଟିମୋରର ସାରା ନାମକ ଜଣେ ମହିଳା…

ଅନ୍ତଃବସ୍ତ୍ରକୁ ପୋତା ଯାଉଛି ମାଟିରେ…

ଜୁରିଚ୍‌,୧୯।୪: ଅନ୍ତଃବସ୍ତ୍ରକୁ ପୋଷାକ ତଳେ ପିନ୍ଧା ଯାଏ। ତେବେ ଏହାକୁ ମାଟିରେ ପୋତିଯାଉଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏଭଳି କାର୍ଯ୍ୟ ସ୍ବିଜରଲାଣ୍ଡରେ କରାଯାଉଛି। ମାଟିର ଗୁଣବତ୍ତା ପରୀକ୍ଷା କରିବା ପାଇଁ ଷ୍ଟେଟ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ ଏଗ୍ରୋସ୍କୋପ୍‌ ପକ୍ଷରୁ…

ଗୁଗଲକୁ ପଚରା ଯାଉଛି ଶାରୀରିକ ସମ୍ପର୍କକୁ ନେଇ ଅଧିକ ପ୍ରଶ୍ନ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୯।୪: ଏବେ ସମସ୍ତଙ୍କ ହାତ ପାଆନ୍ତାରେ ଇଣ୍ଟରନେଟ୍‌। କୌଣସି ସମସ୍ୟାରେ ପଡ଼ିଲେ ଅବା ମନରେ କିଛି ପ୍ରଶ୍ନ ଆସିଲେ ତତ୍‌କ୍ଷଣାତ୍‌ ଗୁଗଲକୁ ପ୍ରଶ୍ନ ପଚରା ଯାଉଛି। ଏନେଇ ଟିଭି ବିଜ୍ଞାପନ ସହିତ ବିଭିନ୍ନ ସୋସିଆଲ ମିଡ଼ିଆରେ ଗୁଗଲକୁ ପ୍ରଶ୍ନ ପଚାରିବା ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri