Home Left

ଦିନେ ଲୋକଙ୍କ ଘରଘର ବୁଲି ଲିପ୍‌ଷ୍ଟିକ୍‌, ନେଲ୍‌ପଲିସ ବିକ୍ରି କରୁଥିଲେ ଏହି ଅଭିନେତା, ଏବେ ସୁପରଷ୍ଟାର

ବଲିଉଡ୍‌ ଅଭିନେତା ଅର୍ଶଦ ୱାର୍ସି ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମାତାପିତା ମାତ୍ର ୧୪ ବର୍ଷ ବୟସରେ ମୃତ୍ୟୁ ବରଣ କରିଥିଲେ। ପରେ ଅର୍ଶଦଙ୍କୁ ଅନେକ ଉତ୍ଥାନ-ପତନ ଦେଇ ଗତି କରିବାକୁ ପଡ଼ିଥିଲା। ଜୀବନ ବିତାଇବା ପାଇଁ, ଅର୍ଶଦ ଦଶମ ପରେ…

ମମତାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବଢୁଥିବା ବେଳେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଉପରେ ମଧ୍ୟ ଏହା ପ୍ରଭାବ ପକାଇବା ଆରମ୍ଭ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପରେ ଏବେ ଟିଏମସି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

ଫୋନ୍‌ରେ ଗପୁଥିବା ସମୟରେ ମାରିଲା ଘଡ଼ଘଡ଼ି, ଚାଲିଗଲା ଯୁବ ଇଞ୍ଜିନିୟରଙ୍କ ଜୀବନ

ମହାକାଳପଡ଼ା,୧୯।୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ରବିବାର ରାତିରେ କାଳ ବୈଶାଖୀ ତାଣ୍ଡବ ରଚିଥିଲା। ଫଳରେ ବଡ଼ ବଡ଼ ଗଛ, ବିଦ୍ୟୁତ ଖୁଣ୍ଟ ଉପୁଡ଼ିବା ସହ ଘରର ଆଜବେଷ୍ଟସ ଉଡ଼ିଯାଇଛି। ଏହି ସମୟରେ ଜମ୍ବୁ ମେରାଇନ ଥାନା ଅନ୍ତର୍ଗତ ବଉଳକଣି…

ମାତ୍ର କିଛି ଘଣ୍ଟା ମଧ୍ୟରେ ମାକ୍ସଓ୍ବେଲଙ୍କଠାରୁ ଅରେଞ୍ଜ୍‌ କ୍ୟାପ ଛଡାଇ ଆଣିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୯।୪: ଆଇପିଏଲ୍‌ର ୧୪ତମ ସିଜିନରେ ଦିଲ୍ଲୀ କ୍ୟାପିଟାଲ୍ସ ଓପନର ଶିଖର ଧାଓ୍ବନଙ୍କ ଚମତ୍କାର ଫର୍ମ ଜାରି ରହିଛି। ସେ ପଞ୍ଜାବ ଏକାଦଶ ପଞ୍ଜାବ ବିପକ୍ଷରେ ୯୨ ରନର୍‌ ପାଳି ଖେଳି ଦଳକୁ ଜିତାଇଥିଲେ। ଚଳିତ ଟୁର୍ନାମେଣ୍ଟରେ ଏହା ତାଙ୍କ ଦ୍ୱିତୀୟ ଅର୍ଦ୍ଧଶତକ।…

କ୍ୟାଟ୍ରିନା କୈଫ୍‌ଙ୍କ ବିବାହରେ ମନଭରି ସ୍ତ୍ରୀଙ୍କ ସହ ନୃତ୍ୟକଲେ ଅମିତାଭ ବଚ୍ଚନ

ମହାମାରୀ କରୋନା ଯୋଗୁ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସରକାର ମଧ୍ୟ ଲୋକଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ଦେଉଛନ୍ତି। ଏହାରି ମଧ୍ୟରେ ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କର ଏକ ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ…

ଜଙ୍ଗଲ, ଦ୍ୱୀପପୁଞ୍ଜ ମନ୍ତ୍ରଣାକକ୍ଷ

କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା,୧୯।୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାରେ ୪୮କି.ମି. ସମୁଦ୍ରତଟ। ସମୁଦ୍ରତଟରେ ୬୮୨ବର୍ଗକି.ମି. ଜାତୀୟ ଉଦ୍ୟାନ ଭିତରକନିକା। ତଟ ସୁରକ୍ଷା ବାହିନୀ ତଟାଞ୍ଚଳର ସୁରକ୍ଷା ଦାୟିତ୍ୱରେ ଥିବା ବେଳେ ଜିଲାରେ ଜମ୍ବୁ, ତାଳଚୁଆ, ତନ୍ତିଆପାଳ ସାମୁଦ୍ରିକ ଥାନା, ରାଜନଗର ଓ ମହାକାଳପଡା ଥାନା ରହିଛି।…

ଏବେ ଗର୍ଭଧାରଣ କରନାହିଁ

ବ୍ରାସିଲିଆ, ୧୯।୪: ବ୍ରାଜିଲରେ କରୋନା ସଂକ୍ରମଣ ଅତ୍ୟଧିକ ବୃଦ୍ଧି ପାଉଥିବାରୁ ସେଠାକାର ମହିଳାମାନଙ୍କୁ ଗର୍ଭଧାରଣ ଯୋଜନା ସ୍ଥଗିତ ରଖିବା ଲାଗି ସରକାର ପରାମର୍ଶ ଦେଇଛନ୍ତି। ବ୍ରାଜିଲରେ କରୋନା ଭୂତାଣୁର ନୂଆ ରୂପ ଗର୍ଭବତୀ ମହିଳାମାନଙ୍କୁ ଅଧିକ ସଂକ୍ରମିତ କରୁଥିବାରୁ ମହାମାରୀ ଜନିତ…

ଶିଳ୍ପକୁ ଅକ୍ସିଜେନ୍‌ ଯୋଗାଣ ମନା

ନୂଆଦିଲ୍ଲୀ, ୧୯।୪: କରୋନା ରୋଗୀଙ୍କ ପାଇଁ ହସ୍ପିଟାଲରେ ଅକ୍ସିଜେନ୍‌ ସଙ୍କଟ ଦେଖାଦେଇଥିବାରୁ ସରକାର ଶିଳ୍ପସଂସ୍ଥାଗୁଡ଼ିକର ବ୍ୟବହାର ନିମନ୍ତେ ଅକ୍ସିଜେନ୍‌ ଯୋଗାଣକୁ ବନ୍ଦ କରିଛନ୍ତି। ରବିବାର ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସି ଅଞ୍ଚଳର ମୁଖ୍ୟ ସଚିବମାନଙ୍କୁ ପତ୍ର…

କରୋନାରେ ଆଖିବୁଜିଲେ ବିଧାୟକ

ପାଟନା,୧୯।୪: ବିହାରରେ କରୋନା ମାମଲା କ୍ରମାଗତ ଭାବରେ ବଢିଚାଲିଛି। ସୋମବାର ବିହାରର ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ଜେଡିୟୁ ବିଧାୟକ ମଓ୍ବୋଲାଲ ଚୌଧୁରୀଙ୍କ ପରଲୋକ ଘଟିଛି। ସେ ସକାଳ ୪ଟାରେ ପାଟଣାର ପାରାସ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ…

‘କାର୍‌ଗିଲଠାରୁ କୋଭିଡ୍‌ ମୃତ୍ୟୁ ଅଧିକ’

ଦେଶରେ ଦୈନିକ କୋଭିଡ୍‌ ସଂକ୍ରମିତଙ୍କ ମୃତ୍ୟୁକୁ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ଭାରତର ପୂର୍ବତନ ସେନା ମୁଖ୍ୟ ବେଦ ପ୍ରକାଶ ମଲିକ। ୨ ମାସ ଧରି ଚାଲିଥିବା କାର୍‌ଗିଲ ଯୁଦ୍ଧ ଅପେକ୍ଷା କରୋନାରେ ଅଧିକ ଲୋକଙ୍କ ମୃତ୍ୟୁ ଘଟୁଛି ବୋଲି ସେ…

ଇଲିଆନାଙ୍କ ଟୁଇଟର ହ୍ୟାକ୍‌

ବଲିଉଡ୍‌ ବିୟୁଟି ଇଲିଆନା ଡି’କ୍ରୁଜ୍‌ଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ ହୋଇଛି। ଏ ସମ୍ପର୍କରେ ‘ଦି ବିଗ୍‌ ବୁଲ୍‌’ ଅଭିନେତ୍ରୀ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ସୂଚନା ଦେଇଛନ୍ତି। ତାଙ୍କ ଟୁଇଟର୍‌ ଆକାଉଣ୍ଟରୁ କୌଣସି ପୋଷ୍ଟ ଅପଲୋଡ୍‌ ହେଲେ କିମ୍ବା ମେସେଜ ପଠାଗଲେ ତାହାକୁ…

ମୌଳିକ ସୁବିଧାରୁ ବଞ୍ଚିତ ସାହାଡ଼ାକୋଳି ଗ୍ରାମବାସୀ

ରଗଡ଼ି,୧୯।୪(ଡି.ଏନ.ଏ.): ଯାଜପୁର ଜିଲାର ଗ୍ରାମାଞ୍ଚଳକୁ ପାନୀୟ ଜଳ ଯୋଗାଇବା ପାଇଁ ଗତ ୨ ବର୍ଷ ହେବ ୮୮ କୋଟି ୮୪ ଲକ୍ଷ ୫୮ ହଜାର ଟଙ୍କାର ୯୫ଟି ପ୍ରକଳ୍ପ ନିର୍ମାଣାଧୀନ ରହିଛି। ଶତାଧିକ ନଳକୂପ ଖନନ କରାଯାଉଛି। କିନ୍ତୁ ଆଜି ବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri