ବଲିଉଡ୍ ତାରକାଙ୍କ ଗୁରୁ ଦିବସ: କିଏ ମା’ଙ୍କୁ ତ କେହିକେହି ଶିକ୍ଷକଙ୍କ ପାଇଁ କହିଛନ୍ତି ଏମିତି
ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନରେ ଜଣେ ଜଣେ ଗୁରୁ ଅଛନ୍ତି । ସେ ମା’ ହୁଅନ୍ତୁ କିମ୍ବା ବିଦ୍ୟାଳୟର ଶିକ୍ଷକ, ଜୀବନରେ ଗୁରୁମାନେ ହିଁ ସଠିକ୍ ମାର୍ଗ ଦେଖାନ୍ତି। ଏଭଳି ପରିସ୍ଥିତିରେ, ସାଧାରଣ ଲୋକ ହେଉ କିମ୍ବା ଫିଲ୍ମ ତାରକା, ସେପ୍ଟେମ୍ବର ୫…
ଟି-୨୦ ବିଶ୍ୱକପ୍ରେ ସର୍ବାଧିକ ଥର ଶୂନରେ ଆଉଟ୍ ହୋଇଛନ୍ତି ଏମାନେ; ଶୀର୍ଷରେ ପାକିସ୍ତାନର…
ନୂଆଦିଲ୍ଲୀ,୫।୯: ଚଳିତ ବର୍ଷ ଅକ୍ଟୋବର ୧୭ରୁ ଆରମ୍ଭ ହେବାକୁ ଯାଉଛି ଆଇସିସି ଟି-୨୦ ବିଶ୍ୱକପ୍। ଏହାକୁ ନେଇ ସମସ୍ତ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ତେବେ କ୍ରିକେଟର ଏହି ରୋମାଞ୍ଚକର ଫର୍ମାଟରେ ବ୍ୟାଟ୍ସମ୍ୟାନଙ୍କ ପ୍ରାଧାନ୍ୟ ଦେଖିବାକୁ ମିଳିଥାଏ। ହେଲେ ଅନେକ…
ଟୋକିଓ ପାରାଲିମ୍ପିକ୍ସରେ ଭାରତର ଐତିହାସିକ ପ୍ରଦର୍ଶନ: ୫ ସ୍ବର୍ଣ୍ଣ ସହ ମୋଟ ୧୯ ପଦକ
ଟୋକିଓ,୫।୯:ଟୋକିଓ ପାରାଲିମ୍ପିକ୍ସରେ ଭାରତୀୟ ଖେଳାଳିମାନେ ଚମତ୍କାର ପ୍ରଦର୍ଶନ କରି ଇତିହାସ ରଚିଛନ୍ତି। ପାରାଲିମ୍ପିକ୍ସ ଇତିହାସରେ ଚଳିତବର୍ଷ ଭାରତୀୟ ଖେଳାଳିମାନେ ଜବରଦସ୍ତ ପ୍ରଦର୍ଶନ କରି ୫ ସ୍ବର୍ଣ୍ଣ, ୮ ରୌପ୍ୟ ଏବଂ ୬ ବ୍ରୋଞ୍ଚ ପଦକ ସହ ମୋଟ ୧୯ଟି ପଦକ ଜିତି…
ଏକାଧିକ ରେକର୍ଡ ନିଜ ନାମରେ କଲେ ହିଟ୍ମ୍ୟାନ୍; ପ୍ରଥମ ବ୍ୟାଟ୍ସମ୍ୟାନ୍ ଭାବେ ରଚିଲେ କୀର୍ତ୍ତିମାନ
ଓଭାଲ,୫।୯: ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମା ଶନିବାର ଓଭାଲ ଟେଷ୍ଟର ଦ୍ୱିତୀୟ ଇନିଂସରେ ଶତକ ହାସଲ କରି ଏକାଧିକ ରେକର୍ଡ କରିଛନ୍ତି। ରୋହିତଙ୍କ କ୍ୟାରିୟରର ଏହା ଅଷ୍ଟମ ଟେଷ୍ଟ ଶତକ। ଏହାପୂର୍ବର ୭ ଶତକ ସେ ଭାରତରେ ସ୍କୋର କରିଥିଲେ।…
ବାଡ଼ି ଧରି ଛପି ଛପି ଯାଉଥିଲେ ଯୁବକ, କୁକୁଡ଼ା କଲା ଏମିତି, ଭିଡିଓ ଦେଖିଲେ…
ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ମଜାଳିଆ ଭିଡିଓ ଭାଇରାଲ ହୋଇଥାଏ। ଏହା ଦେଖି ଲୋକେ ହସି ହସି ଗଡ଼ିଥାନ୍ତି। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ହସ ରୋକିପାରିବେ ନାହିଁ। ଜଣେ ଯୁବକ…
ମ୍ୟାଚ୍ ଚାଲିଥିବାବେଳେ ଭାରତୀୟ ଦଳକୁ ବଡ଼ ଝଟ୍କା
ଓଭାଲ,୫।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟ ଚତୁର୍ଥ ଟେଷ୍ଟ ଓଭାଲରେ ଖେଳାଯାଉଛି। ମ୍ୟାଚ୍ ଚାଲିଥିବାବେଳେ ଭାରତୀୟ ଦଳକୁ ଏକ ଝଟ୍କା ଲାଗିଛି । ଦଳର ମୁଖ୍ୟ କୋଚ ରବି ଶାସ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ସେ ଆଇସୋଲେସନ୍ରେ ଅଛନ୍ତି।…
ରାହୁଲଙ୍କୁ ଦଣ୍ଡ ଦେଲା ଆଇସିସି
ଲଣ୍ଡନ,୫।୯: ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିଥିବାରୁ ଭାରତୀୟ ଓପନର୍ କେ.ଏଲ ରାହୁଲଙ୍କୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦ୍ୱାରା ତାଙ୍କ ମ୍ୟାଚ ଶୁଳ୍କର ୧୫ ପ୍ରତିଶତ ଜରିମାନା କରାଯାଇଛି। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଇନିଂସର ୩୪…
ନା ଡାକ୍ତର ନା କ୍ରିକେଟର, ଏମିତି ଲାଇଫ୍ ପାର୍ଟନର ଚାହାନ୍ତି କିଆରା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କିଆରା ଆଡଭାନୀ ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ଡେଟ୍ କରୁଥିବା ଖବର ଚର୍ଚ୍ଚାରେ ରହିଛି। ଦୁହିଁଙ୍କୁ ଅଧିକାଂଶ ସମୟରେ ଏକାଠି ମଧ୍ୟ ଦେଖିବାକୁ ମିଳୁଛି। କିନ୍ତୁ ଏନେଇ କିଆରା କିମ୍ବା ସିଦ୍ଧାର୍ଥ କେବେ ମୁହଁ ଖୋଲିନାହାନ୍ତି। ସବୁବେଳେ ଦୁହେଁ ଭଲ…
ପିଟରସନ୍ଙ୍କ ଆଶ୍ଚର୍ଯ୍ୟ କଲା ଭଳି ଭବିଷ୍ୟବାଣୀ, ୨୦୨୬ ସୁଦ୍ଧା ଶେଷ ହୋଇଯିବ…
ଲଣ୍ଡନ,୫।୯: ଟି -୨୦ କ୍ରିକେଟ୍ ଆସିବା ପରେ ଟେଷ୍ଟ କ୍ରିକେଟର ଧୀରେ ରୋମାଞ୍ଚ କମିବାରେ ଲାଗିଛି। ବହୁ ପୂର୍ବତନ ଭେଟେରାନ ମଧ୍ୟ ଏଥିରେ ସହମତ ଅଛନ୍ତି। ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସେନ ମଧ୍ୟ ଏହି ତାଲିକାରେ ଯୋଗ ଦେଇଛନ୍ତି। ନିକଟରେ…
ଭାଜପା ଏମ୍ପି କୃଷକଙ୍କୁ କଲେ ସମର୍ଥନ…
ଲକ୍ଷ୍ନୌ,୫।୯: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାର ଜିଆଇସି ଗ୍ରାଉଣ୍ଡରେ କୃଷି ଆଇନ ବିରୋଧରେ କିଷାନ ମହାପଞ୍ଚାୟତ ସଭା ଆରମ୍ଭ ହୋଇଛି। ଏପରିସ୍ଥଳେ ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍ପି ବରୁଣ ଗାନ୍ଧୀଙ୍କ କୃଷକଙ୍କୁ ସମର୍ଥନ କରିଛନ୍ତି। କେନ୍ଦ୍ର ସରକାର ଏବଂ ଭାଜପା କୃଷି ଆଇନ…
୧୫ ଚୌକା, ୩ ଛକାରେ ବିସ୍ଫୋରକ ଶତକ ମାରି ଦଳର ୭୭ ପ୍ରତିଶତ ରନ୍ ନିଜେ କରିଦେଲେ ଏହି କ୍ରିକେଟର୍
ବାରବାଡୋସ୍,୫।୯: ସିପିଏଲ ୨୦୨୧ (ସିପିଏଲ)ର ୧୬ତମ ମ୍ୟାଚରେ ଗୁୟାନା ଆମାଜନ ୱାରିୟର୍ସ ବାରବାଡୋସ ରୟାଲ୍ସକୁ ୯ ଉଇକେଟରେ ପରାସ୍ତ କରିଛି। ଟସ ହାରି ପ୍ରଥମେ ବ୍ୟାଟିଂ କରିବାକୁ ଚୟନ କରି ବାରବାଡୋସ ନିର୍ଦ୍ଧାରିତ ୨୦ ଓଭରରେ ୧୩୦ ରନରେ ଅଲଆଉଟ୍ ହୋଇଥିଲା।…
ସିଦ୍ଧାର୍ଥଙ୍କ ମୃତ୍ୟୁ ପରେ କୋମାକୁ ଚାଲିଗଲେ ପ୍ରଶଂସକ
ମୁମ୍ବାଇ: ବିଗ୍ବସ୍-୧୩ ବିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କ ମୃତ୍ୟୁକୁ ଏବେ ବି ସହଜରେ ଗ୍ରହଣ କରିପାରୁନାହାନ୍ତି ତାଙ୍କ ପ୍ରଶଂସକ। ଜଣେ ବ୍ୟକ୍ତି ଜଣେ ଯୁବତୀଙ୍କ ଫଟୋ ଶେୟାର କରି ଲେଖିଛନ୍ତି, ‘ଶୀଘ୍ର ଭଲ ହୋଇଯାଅ’। ଡାକ୍ତର କହିଛନ୍ତି ସେ କୋମାକୁ ଚାଲିଯାଇଛନ୍ତି। ଅତ୍ୟଧିକ…

