Home Left

ନେରେଡ଼ି ବ୍ୟାରେଜ: ନବୀନଙ୍କ ସହଯୋଗ ଲୋଡ଼ିଲେ ଜଗନ

ଭୁବନେଶ୍ୱର, ୧୯ା୪(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ୍‌ମୋହନ ରେଡ୍ଡୀ ଶନିବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଓଡ଼ିଶାର ଗଜପତି ଏବଂ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍‌ ଜିଲା ମଧ୍ୟରେ ଥିବା ବଂଶଧାରା ନଦୀର ନେରେଡ଼ି ବ୍ୟାରେଜ ସଂକ୍ରାନ୍ତରେ ଚିଠି ଲେଖିଛନ୍ତି। ଜଗନ୍‌ମୋହନ ତାଙ୍କ ପତ୍ରରେ…

ସଂକ୍ରମଣର ଭୀଷଣ ରୂପ

ଭୁବନେଶ୍ୱର, ୧୯।୪(ବ୍ୟୁରୋ): ରାଜ୍ୟକୁ ମାଡ଼ି ଆସୁଛି କରୋନା ସଂକ୍ରମଣର ବଡ଼ ବିପଦ। ବର୍ତ୍ତମାନର ସଂକ୍ରମଣ ଓ ସ୍ବାସ୍ଥ୍ୟ ପରିଚାଳନା ସ୍ଥିତିକୁ ଦେଖିଲେ ଏଭଳି ଆଶଙ୍କା ଦୃଢ଼ୀଭୂତ ହେବାରେ ଲାଗିଛି। ପ୍ରଥମେ ପଡୋଶୀ ଛତିଶଗଡ଼ ପାଇଁ ଓଡ଼ିଶାରେ ସଂକ୍ରମଣ ବଢ଼ିଥିଲା। ଏବେ ଦେଶର…

‘ଖୁସି’ରେ ଖୁସି

ଭୁବନେଶ୍ୱର, ୧୯ା୪:ଟିକସଦାତାଙ୍କ ପଇସା ଲୁଟିବା ଘରୋଇ ସଂସ୍ଥାଙ୍କ ପାଇଁ ଓଡ଼ିଶା ଏକ ସହଜ ଲକ୍ଷ୍ୟସ୍ଥଳ ହୋଇଛି। କେତେଜଣ ସରକାରୀ ବାବୁଙ୍କୁ ହାତକରି ଘରୋଇ କମ୍ପାନୀ ରାଜକୋଷକୁ ଲୁଟି ଚାଲିଛନ୍ତି। ସେହି ଅର୍ଥରୁ ଅଧିକାଂଶ ଭାଗ ବାବୁମାନଙ୍କ ପକେଟକୁ ଚାଲିଯାଉଛି। ବାଳିକାମାନଙ୍କ ଉତ୍ତମ…

କର୍ଫ୍ୟୁ ଚେକିଂବେଳେ ପୋଲିସ କର୍ମୀଙ୍କ ସହ ଅଭଦ୍ରାମି କଲେ ଦମ୍ପତି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀରେ ସପ୍ତାହନ୍ତା ଲକ୍‌ଡାଉନ କୋଭିଡ୍‌ ନିୟମ ନ ମାନିବା ପାଇଁ ଏକ ଦମ୍ପତି ବିରୋଧରେ ମାମଲା ରୁଜୁ କରାଯାଇଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଦେଖିବାକୁ ମିଳୁଛି, କାର ଭିତରେ ମାସ୍କ ପିନ୍ଧି ନ ଥିବାରୁ ଦମ୍ପତିଙ୍କୁ ଅଟକାଇଥିଲେ…

ଜନ୍ମଦିନରେ ରାହୁଲଙ୍କୁ ନିରାଶ କଲେ ଧାଓ୍ବନ, ଖରାପ ବୋଲିଂ

ମୁମ୍ବାଇ,୧୮।୪: ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୯୬ ରନ୍‌ର ବଡ଼ ଟାର୍ଗେଟ୍‌ ଛିଡ଼ା କରିଥିଲା କିଙ୍ଗ୍ସ ପଞ୍ଜାବ। କିନ୍ତୁ ଶିଖର ଧାଓ୍ବନଙ୍କ ବିସ୍ଫୋରକ ୯୨ ରନ୍‌ର ଇନିଂସ ଓ ଖରାପ ବୋଲିଂ ପଞ୍ଜାବ ପାଇଁ ସାଜିଥିଲା କାଳ। ଫଳରେ ବାର୍ଥଡେ ବୟ ଲୋକେଶ…

ବିହାରରେ ମେ’ ୧୫ ଯାଏ ସ୍କୁଲ, ମଲ୍‌, ମନ୍ଦିର ବନ୍ଦ

ପାଟନା, ୧୮।୪: ବିହାରରେ କରୋନା ସଂକ୍ରମଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ଲାଗୁ କରିବା ସହ କେତେକ କଟକଣା ଘୋଷଣା କରିଛନ୍ତି। ସମସ୍ତ ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ସନ୍ଧ୍ୟା ୬ଟାରୁ ବନ୍ଦ ରହିବ। ଏପରି…

ଚାଲିବ ଅକ୍ସିଜେନ ଏକ୍ସପ୍ରେସ୍‌ ଟ୍ରେନ

ନୂଆଦିଲ୍ଲୀ,୧୮।୪: ପୂରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ବିଭିନ୍ନ ରାଜ୍ୟରେ ଦେଖାଦେଇଛି ହସ୍ପିଟାଲ ବେଡ୍‌ ଓ ଅକ୍ସିଜେନର ଅଭାବ। ବିଭିନ୍ନ ରାଜ୍ୟରେ ଅକ୍ସିଜେନ ପହଞ୍ଚାଇବା ଦାୟିତ୍ୱ ନେଇଛି ଭାରତୀୟ ରେଲ୍‌ଓ୍ବେ। ଏ ନେଇ କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ…

କୋଭିଡ୍‌ ଆକ୍ରାନ୍ତଙ୍କୁ ଗଣବଳାତ୍କାର

ପାକୁଡ଼,୧୮।୪: ଝାଡ଼ଖଣ୍ଡର ପାକୁଡ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ବାହାରକୁ ଶୌଚ ହେବାକୁ ଯାଇଥିବା ୩୫ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ୧୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ…

୪ ଏୟାର ଲାଇନ ଉପରେ ଦିଲ୍ଲୀ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୮।୪: ମହାରାଷ୍ଟ୍ରରୁ ଦିଲ୍ଲୀ ଆସୁଥିବା ସମସ୍ତ ଯାତ୍ରୀଙ୍କ କୋଭିଡ୍‌-୧୯ ଟେଷ୍ଟ ରିପୋର୍ଟକୁ ଯାଞ୍ଚ କରୁ ନାହାନ୍ତି ୪ ଏୟାର ଲାଇନ। ଏଥିଯୋଗୁ ଇଣ୍ଡିଗୋ, ବିସ୍ତାରା, ସ୍ପାଇସଜେଟ ଓ ଏୟାର ଏସିଆ ବିରୋଧରେ ମାମଲା ଦାୟର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅରବିନ୍ଦ କେଜରିଓ୍ବାଲଙ୍କ…

୫ ଦିନିଆ ଶଟ୍‌ଡାଉନ୍‌ ଘୋଷଣା

ଚନ୍ଦାହାଣ୍ଡି,୧୮ା୪: ଛତିଶଗଡ଼ ସୀମାନ୍ତ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକକୁ ୫ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ୧୦ ଦିନ ମଧ୍ୟରେ ବ୍ଲକରୁ ୧୮୦ରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।…

କୋଭିଡ୍‌ ହସ୍ପିଟାଲରେ ପଡ଼ିରହିଲା ମୃତଦେହ

ରାୟଗଡ଼ା ଅଫିସ,୧୮।୪: ରାୟଗଡ଼ା ଜିଲା ଜେକେପୁରସ୍ଥିତ କୋଭିଡ୍‌ ହସ୍ପିଟାଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ହସ୍ପିଟାଲରେ ଅସ୍ଥାୟୀଭାବେ ନିୟୋଜିତ ଚତୁର୍ଥ ଶ୍ରେଣୀ କର୍ମଚାରୀମାନଙ୍କୁ ସେମାନଙ୍କ ପ୍ରାପ୍ୟ ମିଳି ନ ଥିବାରୁ ସେମାନେ ରବିବାରଠାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ କରୋନାରେ…

କାର୍‌ରେ ରୋଗୀଙ୍କୁ ଦିଆଯାଉଛି ଅକ୍ସିଜେନ

ବଲାଙ୍ଗୀର ଅଫିସ, ୧୮ା୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଜରୁରିକାଳୀନ ଚିକିତ୍ସା ସେବା ବିଗିଡିବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ପ୍ରତିଦିନ ହସ୍ପିିଟାଲକୁ ଆସୁଥିବା ରୋଗୀଙ୍କ ଚିକିତ୍ସା ସେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri