Home Left

ସିଦ୍ଧେଶ୍ୱର ମନ୍ଦିର ନିକଟରୁ ପୁଣି ଶିବଲିଙ୍ଗ ଉଦ୍ଧାର

ଯାଜପୁର ଟାଉନ,୧୮ା୪(ଡି.ଏନ.ଏ.): ଯାଜପୁର ଜିଲା ଅନ୍ତର୍ଗତ ବୈତରଣୀ ନଦୀ ଅବବାହିକାର ସିଦ୍ଧେଶ୍ୱର ଘାଟରୁ ଶନିବାର ପୁଣି ୫ଫୁଟ ଲମ୍ବର ଏକ ମୁଗୁନିପଥର ନିର୍ମିତ ଶିବଲିଙ୍ଗ ଉଦ୍ଧାର କରାଯାଇଛି। ଉଦ୍ଧାର ଶିବଲିଙ୍ଗଙ୍କୁ ସ୍ଥାନୀୟ ଲୋକେ ସିଦ୍ଧେଶ୍ୱର ମନ୍ଦିରରେ ରଖି ପୂଜାର୍ଚ୍ଚନା କରୁଛନ୍ତି। ବାଲି…

ଝାରପଡ଼ା ସ୍ବତନ୍ତ୍ର ଜେଲକୁ ଆଇଏସ୍‌ଓ ସାର୍ଟିଫିକେଟ୍‌

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ଝାରପଡା ସ୍ପେଶାଲ ଜେଲକୁ ଆଇଏସ୍‌ଓ (ଇଣ୍ଟରନ୍ୟାଶନାଲ ଅର୍ଗାନାଇଜେଶନ ଫର୍‌ ଷ୍ଟାଣ୍ଡାର୍ଡାଇଜେଶନ) ୯୦୦୧:୨୦୧୫ ସାର୍ଟିଫିକେଟ୍‌ ମିଳିଛି। ରାଜ୍ୟର ପ୍ରଥମ ଜେଲଭାବେ ବିକ୍ୟୁସି ଆସେସମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ବର୍ଷକ ପାଇଁ ଏହି ମାନ୍ୟତା ଦିଆଯାଇଛି। କ୍ୱାଲିଟି ମ୍ୟାନେଜମେଣ୍ଟ ସହ ଜେଲରେ…

ଇଣ୍ଟରଭ୍ୟୁ ଦେବେ କୁକୁର: ମିଳିବ ୧୫ ଲକ୍ଷ ଟଙ୍କାର ଅଫିସର ଚାକିରୀ…

ଓ୍ବାଶିଂଟନ,୧୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଲକ୍‌ଡାଉନ୍‌ ଏବଂ ଶର୍ଟଡାଉନ୍‌ ଘୋଷଣା ଦ୍ୱାରା ସାରା ପୃଥିବୀର ଅର୍ଥବ୍ୟବସ୍ଥା ଭାଙ୍ଗି ପଡ଼ିଛି। ବହୁ ଲୋକ ନିଯୁକ୍ତି ହରାଇ ବେକାର ବସିଛନ୍ତି। ଏପରିସ୍ଥଳେ ଆମେରିକାର ବୁଶ୍‌ ବିୟର କମ୍ପାନୀ…

କରୋନାରେ ନାଟ୍ୟକାର ବଟରାଜ ଦେବ ଗୋସ୍ବାମୀ ଓ ସ୍ତ୍ରୀଙ୍କ ଦେହାନ୍ତ

ପୁରୀ ଅଫିସ, ୧୮ା୪: ସୁପରିଚିତ ନାଟ୍ୟକାର, ଅଭିନେତା ତଥା ନିର୍ଦ୍ଦେଶକ ବଟରାଜ ଦେବ ଗୋସ୍ବାମୀ ଓ ତାଙ୍କ ସହଧର୍ମିଣୀ ରାଧାମଣି ଗୋସ୍ବାମୀଙ୍କର ଶନିବାର କରୋନାରେ ଜୀବନ ଯାଇଛି। ମୃତ୍ୟୁବେଳକୁ ବଟରାଜଙ୍କୁ ୭୩ବର୍ଷ ବୟସ ହୋଇଥିଲା। ଏହି ଦମ୍ପତି କରୋନାରେ ଆକ୍ରାନ୍ତ ହେବା…

ବଜ୍ରକାପ୍ତା ଚାଲାଣବେଳେ ଧରାପଡ଼ିଲା, ୩୫ ଲକ୍ଷ ଟଙ୍କାରେ ବିକ୍ରି ହୋଇଥାନ୍ତା

ଭୁବନେଶ୍ୱର (ବ୍ୟୁରୋ), ବଡ଼ମ୍ବା (ଡି.ଏନ୍‌.ଏ.), ୧୮ା୪: ରାଜ୍ୟରେ ବେଧଡ଼କ ଚାଲିଛି ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ। ଶୁକ୍ରବାର ଆଉଏକ ବଜ୍ରକାପ୍ତା ଚୋରା ଚାଲାଣ ର଼୍ୟାକେଟକୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଧରିଛି। ର଼୍ୟାକେଟରେ ସମ୍ପୃକ୍ତ ଜଣେ ଚାଲାଣକାରୀଙ୍କୁ ଗିରଫ…

ମାସ୍କ ନ ପିନ୍ଧି ଡ୍ୟୁଟି କରୁଥିଲେ ଖାକିଧାରୀ: ପଚାରିବାରୁ ନାଲିଆଖି, ମାଡ଼ ମାରି ଥାନାକୁ ଟେକିନେଲେ

ଭୁବନେଶ୍ୱର,୧୮।୪(ବ୍ୟୁରୋ): କରୋନା ନିୟମ ଉଲ୍ଲଂଘନ କରୁଥିବା ପୋଲିସ ବାବୁଙ୍କ ଫଟୋ ଉଠାଇବା ଦୁଇ ଛାତ୍ରଙ୍କ ପାଇଁ ମହଙ୍ଗା ପଡିଛି। ଖାକି ପାହାର ଖାଇବା ସହ ଥାନା ହାଜତରେ ସମୟ ବିତିଛି। ମଞ୍ଚେଶ୍ୱର ଥାନା ପୋଲିସର ଏପରି ବର୍ବରତା ଖାକି ପୋଷାକରେ କଳଙ୍କର…

ବର କାନ୍ଦି କାନ୍ଦି ଯାଏ ଶାଶୁଘର…

ଶିଲଂ: ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ଏବଂ ସଂସ୍କୃତି ପ୍ରଚଳିତ ରହିଥିବାର ଦେଖିବାକୁ ମିଳିଥାଏ। ବିବାହ ଭଳି ସାମାଜିକ ପରମ୍ପରାରେ ସାଧାରଣତଃ କନ୍ୟା ବିଦା ହୋଇଥାଏ। କନ୍ୟାଙ୍କୁ ବାପଘର ଛାଡି ଶାଶୁଘରକୁ ଆସିବାକୁ ପଡ଼ିଥାଏ। କନ୍ୟା ବିଦା ସମୟରେ…

ବେଆଇନ କଳାପଥର ଖନନର ତଦନ୍ତ କରିବ ଭିଜିଲାନ୍ସ

ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଛାଖଣ୍ଡି ପାହାଡ଼ରେ ଚାଲିଥିବା ବେଆଇନ କଳାପଥର ଖନନର ତଦନ୍ତ ପାଇଁ ଭିଜିଲାନ୍ସକୁ ଲୋକାୟୁକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି। ଲୋକାୟୁକ୍ତ ୧୨/୨୦୨୧ ନମ୍ବର ମାମଲା ଉପରେ ଗତ ୧୨ ତାରିଖରେ ଶୁଣାଣି କରି ଲୋକାୟୁକ୍ତ…

ରାଜ୍ୟରେ କରୋନା ନେଲା ୨ ମୁଣ୍ଡ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୪୪କୁ ବୃଦ୍ଧି ହୋଇଛି। ମୃତକ ଦ୍ୱୟ ବରଗଡ଼…

ରାଉରକେଲା ସ୍ମାର୍ଟ ସିଟିରେ କରୋନା ଆତଙ୍କ

ରାଉରକେଲା ଅଫିସ୍‌, ୧୮।୪: ରାଉରକେଲା ସ୍ମାର୍ଟ ସିଟିରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। କରୋନାର ଭୟାବହତାକୁ ଆଖି ଆଗରେ ରଖି ଶନିବାରଠାରୁ ସହରରେ ସପ୍ତାହାନ୍ତ ସଟ୍‌ଡାଉନ୍‌ କରାଯାଇଛି। ସଟ୍‌ଡାଉନ ଯୋଗୁ ସହରରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା। ରାଉରକେଲା ଏସ୍‌ପି…

ସ୍ତ୍ରୀଙ୍କ ପାଇଁ ଜହ୍ନରେ ଜାଗା କିଣିଲେ ସାଜନ୍‌

ଢେଙ୍କାନାଳ ଅଫିସ, ୧୯।୪: ସ୍ତ୍ରୀଙ୍କୁ ଜନ୍ମଦିନରେ ଉପହାର ସ୍ବରୂପ ମିଳିଛି ୫ ଏକର ଜାଗା। ତେବେ ପୃଥିବୀରେ ନୁହେଁ, ବରଂ ଜହ୍ନରେ କିଣାଯାଇଛି ଏହି ଜମି। ଏଭଳି ଏକ ନିଆରା ଉପହାର ଦେଇ ଉଦାହରଣ ସୃଷ୍ଟି କରିଛନ୍ତି ଢେଙ୍କାନାଳ ସହର କାରିଗରସାହି…

କୁମ୍ଭମେଳା ଫେରନ୍ତାଙ୍କ ପାଇଁ ଆର୍‌ଟି-ପିସିଆର୍‌ ବାଧ୍ୟତାମୂଳକ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶାରେ କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର କେତେକ କଡ଼ା ସତର୍କତା ଅବଲମ୍ବନ କରୁଛନ୍ତି। ଏହି କ୍ରମରେ ଉତ୍ତରାଖଣ୍ଡ ସରକାରଙ୍କ ଦ୍ୱାରା ପଞ୍ଜୀକୃତ ହୋଇଥିବା ତଥା କୁମ୍ଭମେଳାରୁ ଓଡ଼ିଶା ଫେରୁଥିବା ଲୋକଙ୍କୁ ଆର୍‌ଟି-ପିସିଆର ରିପୋର୍ଟ ଦେଖାଇବାକୁ ବାଧ୍ୟତାମୂଳକ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri