୩ ହଟ୍ସ୍ପଟ୍ ଜିଲାରେ ଟିକାକରଣ ବନ୍ଦ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ଟିକା ନ ଥିବାରୁ ସୀମାନ୍ତ ୩ ହଟ୍ସ୍ପଟ୍ ଜିଲା ଝାରସୁଗୁଡ଼ା, ନୂଆପଡ଼ା ଓ କୋରାପୁଟରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି ବୋଲି ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି,…
ରୋହିତ୍-ଅନିତାଙ୍କ ଚୁମ୍ବନ ଫଟୋ ଭାଇରାଲ…
ନୂଆଦିଲ୍ଲୀ,୧୮।୪: ଏବେ ନାଗିନ୍ ଫେମ୍ ଅନିତା ହାସନାନ୍ଦାନି ଏବଂ ସ୍ବାମୀ ରୋହିତ ରେଡ୍ଡିଙ୍କ ଚୁମ୍ବନ ଫଟୋ ସୋସିଆଲ ଭିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି ରୋମାଣ୍ଟିକ ଫଟୋକୁ ରୋହିତ ଇନଷ୍ଟାଗ୍ରାମ୍ରେ ଅପଲୋଡ୍ କରିଛନ୍ତି। ଫଟୋରେ ଉଭୟ ଅତି ଅନ୍ତରଙ୍ଗ ଭାବେ ପରସ୍ପରକୁ…
ଖଇରାରେ ପଜିଟିଭ୍, ମାର୍କୋଣାରେ ନେଗେଟିଭ୍
ଖଇରା,୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ କରୋନା ପରୀକ୍ଷାକୁ ନେଇ ଲୋକଙ୍କ ମନରେ ସଂଶୟ ଦେଖାଦେଇଛି ା ଗୋଟେ ପରୀକ୍ଷାରେ ପଜିଟିଭ ବାହାରୁଥିବା ବେଳେ ଅନ୍ୟ ସ୍ଥାନରେ କରାଯାଉଥିବା ପରୀକ୍ଷାରେ ନେଗେଟିଭ ବାହାରୁଥିବାରୁ ଲୋକେ ଦ୍ୱନ୍ଦ୍ୱରେ ରହୁଛନ୍ତି। ମାଖନପୁର ଗ୍ରାମରେ ଏଭଳି ଘଟଣା…
ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ୪ ହଜାର ମୁହାଁହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା, କେବଳ ଖୋର୍ଦ୍ଧାରୁ …
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ରବିବାର ରାଜ୍ୟରେ ୩,୬୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୫୩୭ ଜଣ ଲୋକାଲ କେସ୍ ଥିବା…
‘କୋଭିଡ୍ ପରିଚାଳନାରେ କେନ୍ଦ୍ର ବିଫଳ’
ନୂଆଦିଲ୍ଲୀ, ୧୮।୪(ପି.ଟି.): କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର କୋଭିଡ୍ ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ବର୍ଷକର ପ୍ରସ୍ତୁତି ସତ୍ତ୍ୱେ ଦେଶବାସୀ ଏବେ ଅସୁରକ୍ଷିତ। ଦ୍ରୁତ ବେଗରେ କାୟା ମେଲାଇ ଚାଲିଛି କରୋନା। ଟିକାକରଣର ସର୍ବନିମ୍ନ ବୟସ ୨୫ ବର୍ଷ ରଖିବା ସହ…
କେନ୍ଦୁଝରରେ ବିକ୍ରି ହେଉନି କେନ୍ଦୁ
କେନ୍ଦୁଝର, ୧୮ା୪(ସ୍ବ.ପ୍ର): ବଣପାହାଡ଼ ଘେରା କେନ୍ଦୁଝର ଜିଲାର ଅନ୍ୟତମ ମୁଖ୍ୟ ପାହାଡିଆ ଫଳ ମଧ୍ୟରେ କେନ୍ଦୁର ସ୍ଥାନ ନିଆରା। ଏହି ସୁସ୍ବାଦୁ ଫଳ କେନ୍ଦୁଝର ଜିଲାର ନାମକୁ ସାର୍ଥକ କରୁଛି। ଖରା ଦିନରେ ଜିଲାର ବିଭିନ୍ନ ଜଙ୍ଗଲ ପାହାଡ଼ିଆ ଅଞ୍ଚଳ ତଥା…
ନାରାୟଣନଙ୍କୁ ଫସାଇବା ପାଇଁ ଚାପ ପକାଯାଇଥିଲା
ଥିରୁଭାନନ୍ତପୁରମ୍, ୧୮।୪: ଇସ୍ରୋର ୨୭ ବର୍ଷର ପୁରୁଣା ଗୁପ୍ତଚର ବୃତ୍ତି ମାମଲାରେ ଷଡ଼ଯନ୍ତ୍ର ହୋଇଥିଲା କି ନାହିଁ ତାହାର ସାନି ତଦନ୍ତ ପାଇଁ ସୁପ୍ରିମକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଥିଲେ। ଏହାର ଦୁଇ ଦିନ ପରେ ମାଳଦ୍ୱୀପର ଜଣେ ମହିଳା ଗୁରୁତ୍ୱପୂର୍ଣ୍ଣ ସୂଚନା…
ଓଡ଼ିଶାକୁ ଜଳବାୟୁ ପରିବର୍ତ୍ତନ ବିପଦ
ନୂଆଦିଲ୍ଲୀ, ୧୮।୪: ଓଡ଼ିଶା ସମେତ ଦେଶର ୮ ରାଜ୍ୟ ପ୍ରତି ଜଳବାୟୁ ପରିବର୍ତ୍ତନ ଜନିତ ବିପଦ ସର୍ବାଧିକ ବୋଲି ଏକ ରିପୋର୍ଟରେ କୁହାଯାଇଛି। ଅନ୍ୟ ରାଜ୍ୟଗୁଡ଼ିକ ହେଲା ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ମିଜୋରାମ, ଛତିଶଗଡ଼, ଆସାମ, ବିହାର ଏବଂ ଅରୁଣାଚଳପ୍ରଦେଶ। ପୂର୍ବ ହିମାଳୟ…
ଜାମିନ ପରେ ଦୀପ ସିଦ୍ଧୁ ଗିରଫ
ନୂଆଦିଲ୍ଲୀ, ୧୮ା୪: ଜାନୁୟାରୀ ୨୬ ଲାଲକିଲ୍ଲା ହିଂସା ମାମଲାରେ ଗିରଫ ପଞ୍ଜାବ ଅଭିନେତା ଦୀପ ସିଦ୍ଧୁଙ୍କୁ ଶନିବାର ଦିଲ୍ଲୀର ଏକ କୋର୍ଟ ଜାମିନ୍ ପ୍ରଦାନ କରିବାର କିଛି ଘଣ୍ଟା ପରେ ଦିଲ୍ଲୀ କ୍ରାଇମବ୍ରାଞ୍ଚ ପୋଲିସ ତାଙ୍କୁ ପୁଣି ଗିରଫ କରିଛି। ଦୀପ…
ରେମ୍ଡେସିଭିର୍ ଦାମ୍ କମିଲା
ମୁମ୍ବାଇ, ୧୮।୪(ଆଇଏଏନ୍ଏସ୍): କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଜୀବନ ରକ୍ଷାକାରୀ ଔଷଧ ଭାବେ ବ୍ୟବହୃତ ହେଉଥିବା ରେମ୍ଡେସିଭିର୍ ଇଞ୍ଜେକ୍ଶନ ଦାମ୍ ସରକାର ପାଖାପାଖି ୫୦ ପ୍ରତିଶତ ହ୍ରାସ କରିଛନ୍ତି। ଏବେ ଏହି ଇଞ୍ଜେକ୍ଶନ ୨,୪୫୦ ଟଙ୍କାରେ ଉପଲବ୍ଧ ହେବ। ଫଳରେ ବହୁସଂଖ୍ୟାରେ…
ମମତାଙ୍କ ଅଡିଓ କ୍ଲିପ୍କୁ ନେଇ ବିବାଦ
କୋଲକାତା, ୧୮।୪: ପଶ୍ଚିମବଙ୍ଗ ବିଧାନସଭା ଲାଗି ଶନିବାର ପଞ୍ଚମ ପର୍ଯ୍ୟାୟ ମତଦାନ ଚାଲିଥିବାବେଳେ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍ସି) ଅଧ୍ୟକ୍ଷା ମମତା ବାନାର୍ଜୀଙ୍କ ଏକ ଅଡିଓ କ୍ଲିପ୍କୁ ଭାଜପାର ଆଇଟି ସେଲ୍ ଲିକ୍ କରିଦେଇଛି। ଏହାକୁ ନେଇ ଦୁଇ ଦଳ…
କାଷ୍ଟ୍ରୋ ଯୁଗର ଅବସାନ
ହାଭାନା, ୧୮।୪ : କ୍ୟୁବା କମ୍ୟୁନିଷ୍ଟ ପାର୍ଟି (ପିସିସି)ର ନେତା ପଦରୁ ଅବସର ଘୋଷଣା କରିଛନ୍ତି ରାଉଲ କାଷ୍ଟ୍ରୋ। ଏଥିସହିତ କ୍ୟୁବାରେ କାଷ୍ଟ୍ରୋ ଯୁଗର ଅବସାନ ଘଟିଛି। ଦୀର୍ଘ ୬୨ ବର୍ଷ ଧରି କାଷ୍ଟ୍ରୋ ଭ୍ରାତା କ୍ୟୁବାକୁ ଶାସନ କରିଆସୁଥିଲେ। କ୍ୟୁବା…
Archives


