Home Left

ମାଲକାନଗିରିରେ ଶଟ୍‌ଡାଉନ୍‌ର ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.): କରୋନା ମହାମାରୀର ଦ୍ୱିତୀୟ ଲହର ଆଜି ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିବା ସହ ଏହାକୁ କିପରି ରୋକାଯାଇପାରିବ ସେଥିପାଇଁ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିଛନ୍ତି। ସହର ଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ଜନସାଧାରଣଙ୍କୁ…

ମୃତଦେହ ବି ଖାଇଯିବେ ମଙ୍ଗଳ ମହାକାଶ ଯାତ୍ରୀ…

ଓ୍ବାଶିଂଟନ,୧୭।୪: ପୃଥିବୀ ବାହାରେ ବସତି ସ୍ଥାପନ ପାଇଁ ମହାକାଶ ବିଜ୍ଞାନୀମାନେ ଳଗାତାର ଉଦ୍ୟମ ଜାରି ରଖିଛନ୍ତି। ମଙ୍ଗଳ ଗ୍ରହରେ ବାସ କରିବା ଲାଗି ଏବେ ଯୋଜନା ଜୋର୍‌ସୋର୍‌ରେ ଆରମ୍ଭ ହୋଇଛି। ପୃଥିବୀଠାରୁ ମଙ୍ଗଳଗ୍ରହର ଦୂରତା ପ୍ରାୟ ୧୭ କୋଟି ମାଇଲ୍‌ ଅର୍ଥାତ୍‌…

ଭୟଙ୍କର ରୂପ ନେଉଛି କରୋନା: ଗଜପତି ଜିଲାପାଳ ଜାରିକଲେ କଟକଣା

ପାରଳାଖେମୁଣ୍ଡି,୧୭।୪(ଡି.ଏନ୍‌.ଏ.): ଭୟଙ୍କର ରୂପ ନେଉଛି କରୋନା। ଦେଶ ତଥା ରାଜ୍ୟରେ ସଂକ୍ରମଣ ମାମଲା ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ପୁଣି ଗଜପତି ଜିଲାରେ ୬୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ପଜିଟିଭ୍‌ ସଂଖ୍ୟା ମୋଟ ୪୨୭୨ରେ ପହଞ୍ଚିଛି। ମୁକାବିଲା…

କରୋନାରୁ ସୁସ୍ଥ ହେଲେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ର ଅନେକ କଳାକାର କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ବି ହୋଇସାରିଛନ୍ତି। କିଛି କଳାକାରଙ୍କ ଜୀବନ ବି ଯାଇଛି। କିଛି ଦିନ ତଳେ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ କରୋନାରେ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ସେ ସୁସ୍ଥ ହୋଇଥିବା ସୋସିଆଲ ମିଡିଆରେ…

ପ୍ରଥମ ବିଜୟ ପରେ ଚହରଙ୍କୁ ନେଇ ବଡ ବୟାନ ଦେଲେ ଚେନ୍ନାଇ ଅଧିନାୟକ, ୨୦୦ତମ ମ୍ୟାଚ୍‌ ଖେଳିବାକୁ ନେଇ…

ନୂଆଦିଲ୍ଲୀ,୧୭।୪: ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ବିଜେତା ହେବା ପରେ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ୍‌ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ଚଳିତ ସିଜିନର ପ୍ରଥମ ବିଜୟ ପରେ ଧୋନୀ ଯୁବ ଦ୍ରୁତ ବୋଲର ଦୀପକ…

ହାଇଦରଙ୍କୁ କରୋନା: ସୁସ୍ଥ ହେଲେ ପୁଣି ଯିବେ ରିମାଣ୍ଡରେ !

ଭୁବନେଶ୍ୱର, ୧୭।୪(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ହାଇଦର ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ସୁସ୍ଥ ହେବା ପରେ ତାଙ୍କୁ ରିମାଣ୍ଡରେ ନେବା ପାଇଁ ଆବେଦନ କରାଯିବ ବୋଲି କଟକ ଡିସିପି କହିଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ହାଇଦର ଚୌଦ୍ୱାର ଜେଲ ଆଇସୋଲେଶନ…

ପ୍ରବାସୀଙ୍କ ପାଇଁ ଭଗବାନ ସାଜିଥିବା ସୋନୁଙ୍କୁ କରୋନା

ମୁମ୍ବାଇ: ଦେଶରେ କରୋନାର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଲକ୍ଷାଧିକ ସଂଖ୍ୟାରେ କରୋନା ପଜିଟିଭ୍‌ ଚିହ୍ନଟ ହେଉଥିବା ବେଳେ ଏହା କବଳରୁ ଫିଲ୍ମ ଇଣ୍ଡଷ୍ଟ୍ରି ମଧ୍ୟ ବର୍ତ୍ତି ପାରିନାହିଁ। କରୋନା କାଳରେ ଗରିବ ଲୋକଙ୍କ ପାଇଁ ଭଗବାନ…

ଆଜି ରାତିରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା

ପୁରୀ ଅଫିସ,୧୭।୪: ଶନିବାରଠାରୁ ରାଜ୍ୟର ୨୦ ଜିଲାରେ ଆରମ୍ଭ ହେଉଛି ନାଇଟ୍‌ କର୍ଫ୍ୟୁ। ଏହାକୁ ଦୃଷ୍ଟିରେ ରଖି ଆଜି ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ଆଉ ଛଡ଼ା ଯିବ ନାହିଁ। ରାତି ୯ରୁ ନାଇଟ୍‌ କର୍ଫ୍ୟୁ ଲାଗୁ ହେଉଥିବାରୁ ପ୍ରଶାସନ…

ଏବେ କହିବାକୁ ବିଶେଷ କିଛି ନାହିଁ: ଚେନ୍ନାଇଠାରୁ ଲଜ୍ଜାଜନକ ପରାଜୟ ପରେ କିଛି ଏଭଳି ପ୍ରତିକ୍ରିୟା ରଖିଲେ…

ନୂଆଦିଲ୍ଲୀ,୧୭।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ମୁକାବିଲା ହୋଇଥିଲା। ଏଥିରେ ଚେନ୍ନାଇ ୬ ଉଇକେଟରେ ପଞ୍ଜାବକୁ ପରାସ୍ତ କରିଥିଲା। ପ୍ରତିଟି ବିଭାଗରେ ଧୋନୀଙ୍କ ନେତୃତ୍ୱାଧିନ ଚେନ୍ନାଇ ବିରୋଧୀ ଟିମ୍‌…

ସାଉଥ୍‌ ସୁପରଷ୍ଟାର ପବନ କଲ୍ୟାଣଙ୍କୁ କରୋନା

ମୁମ୍ବାଇ: ଦେଶରେ କରୋନାର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ସ୍ଥିତି ଏଭଳି ହୋଇଯାଇଛି ଯେ, ପ୍ରତିଦିନ ଲକ୍ଷାଧିକ ସଂଖ୍ୟାରେ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ଏହା କବଳରୁ ଫିଲ୍ମ ଇଣ୍ଡଷ୍ଟ୍ରି ମଧ୍ୟ ବର୍ତ୍ତି ପାରିନାହିଁ। ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ…

ବାଇକ୍‌ ଦୁର୍ଘଟଣା: ୨ ଶିଶୁ ଗୁରୁତର

ସୋରଡ଼ା,୧୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ବୁଲାଣି ଜଙ୍ଗଲ ରାସ୍ତା ପିପଳପଙ୍କ ନିକଟରେ ମଧ୍ୟାହ୍ନରେ ବାଇକ ଦୁର୍ଘଟଣା ଘଟଛି। ଏଥିରେ ଗୋଟିଏ ପରିବାରର ୨ ଶିଶୁ ଗୁରୁତର ହୋଇଥିବା ଜଣାପଡ଼ିଛି। ସେମାନେ ଗଜଲବାଡିର ରାଜୀବ ନାୟକ ସ୍ତ୍ରୀ ଓ ଦୁଇ ଶିଶୁ…

କରୋନା ସମୟରେ ଚାଲିଗଲା ମହିଳାଙ୍କ ଚାକିରି, ଖୋଲିଲେ ଢାବା; ଏଠାରେ ୩୦ ଟଙ୍କାରେ ମିଳୁଛି ନାନା ବ୍ୟଞ୍ଜନ

ଲକ୍ଷ୍ନୌ,୧୭।୪: କରୋନା ମହାମାରୀ ଯୋଗୁ ଦେଶରେ ବହୁ ଲୋକ ବେରୋଜଗାର ହୋଇଛନ୍ତି। ପରିବାର ପ୍ରତିପୋଷଣ କରିବା ଅନେକଙ୍କ କ୍ଷେତ୍ରରେ କଷ୍ଟକର ହୋଇପଡୁଛି। ଯେଉଁ ଲୋକମାନଙ୍କର ଚାକିରି ଚାଲିଯାଇଛି ସେମାନେ ଜୀବନ ଜୀବିକାକୁ ନେଇ ସଂଘର୍ଷ ଜାରି ରଖିଛନ୍ତି। ସୋସିଆଲ ମିଡିଆରେ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri