Home Left

କ୍ୟାନ୍‌ସରରେ ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ହଲିଉଡ୍‌ ଫିଲ୍ମ ‘ହ୍ୟାରି ପୋଟର’ ଫ୍ରାଞ୍ଚାଇଜ୍‌ରେ ଡ୍ରାକୋ ମେଲଫାୟଙ୍କ ମା’ ନାର୍ସିସା ମେଲଫାୟ ଚରିତ୍ରରେ ଅଭିନୟ କରୁଥିବା ଅଭିନେତ୍ରୀ ହେଲେନ ମ୍ୟାକକ୍ରୋରିଙ୍କର ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ସେ ୫୨ ବର୍ଷର ହୋଇଥିଲେ। କ୍ୟାନସର ରୋଗରେ ଆକ୍ରାନ୍ତ ହୋଇ ବିଗତ…

କଟକଣା ସତ୍ତ୍ୱେ ଭିନ୍ନକ୍ଷମ ଶିବିର ଆୟୋଜନ

ନିଶ୍ଚିନ୍ତକୋଇଲି, ୧୭।୪: ରାଜ୍ୟ ସରକାର ଶୁକ୍ରବାରଠାରୁ କୋଭିଡ୍‌ କଟକଣା କଡ଼ାକଡ଼ି କରିଛନ୍ତି। ଏହି ସମୟରେ ଜନ ସମାଗମକୁ ସ୍ବୀକୃତି ନ ଦେବା ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ମାତ୍ର ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନ ପକ୍ଷରୁ ନିଦ୍ଦେର୍ଶନାମାକୁ ଉଲ୍ଲଂଘନ କରାଯାଇଛି।…

୯ ଦିନରେ ୨.୭୦ କୋଟିରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

କଟକ ଅଫିସ, ୧୭।୪: କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଓଡ଼ିଶା ପୋଲିସ ପକ୍ଷରୁ ଶୁକ୍ରବାର ସ୍ପେଶାଲ ଡ୍ରାଇଭ୍‌ କରାଯାଇ ୯ ଦିନ ମଧ୍ୟରେ ୨.୭୦ କୋଟିରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ କରାଯାଇଛି। ମାତ୍ର ଏହି ଡ୍ରାଇଭ୍‌ର ନବମ ଦିନରେ ସାମାଜିକ ଦୂରତା…

୨ କୋଟିର ଫେରୋକ୍ରୋମ ଜବତ, ୬ ଗିରଫ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଓଡ଼ିଶାରୁ କୋଟି କୋଟି ଟଙ୍କାର ଫେରୋକ୍ରୋମ ଚୋରି କରାଯାଇ ବାହାର ରାଜ୍ୟକୁ ଚାଲାଣ ହେଉଛି। ଏଥିରେ ସମ୍ପୃକ୍ତ ଏକ ଆନ୍ତଃରାଜ୍ୟ ର଼୍ୟାକେଟକୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଧରିଛି। କଟକର ଟାଙ୍ଗୀ, ମଙ୍ଗୁଳି ସମେତ ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣର…

ଏଭଳି ହେଉଛି କି, ଶୀଘ୍ର ପିଲାଙ୍କୁ ନିଅନ୍ତୁ ହସ୍ପିଟାଲ…

ନୂଆଦିଲ୍ଲୀ,୧୭।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ନୂଆ ଷ୍ଟ୍ରେନ୍‌ର ନୂଆ ଲକ୍ଷଣ ଏବଂ ୩ ଗୁଣା ଅଧିକ ବେଗରେ ସଂକ୍ରମଣ ହେଉଥିବା ନେଇ ବିଶେଷଜ୍ଞ ବେଶ୍‌ ଚିନ୍ତାରେ ପଡ଼ିଛନ୍ତି। ନୂଆ ଷ୍ଟ୍ରେନ୍‌ ଟାର୍ଗେଟରେ ଏବେ…

୧୦ ଲକ୍ଷ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୪(ବ୍ୟୁରୋ): କଟକ ସେକ୍ଟର-୧୦ ଅଞ୍ଚଳରେ ଗତ ଗୁରୁବାର ସ୍ବେରେଜ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ ୨ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ଅନ୍ୟଜଣେ ଗୁରୁତର ହୋଇଥିଲେ। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ…

ରାଜସ୍ବ ଆଦାୟ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ରାଜ୍ୟରେ ରାଜସ୍ବ ସଂଗ୍ରହରେ ବୃଦ୍ଧି ଘଟିଛି। ୨୦୨୦-୨୧ ଆର୍ଥିକ ବର୍ଷରେ ୨୦୧୯-୨୦ ତୁଳନାରେ ୨୦ ପ୍ରତିଶତ ରାଜସ୍ବ ବୃଦ୍ଧି ପାଇଛି। ୨୦୨୦-୨୧ରେ ରାଜସ୍ବ ଆଦାୟ ୫୬,୩୬୩ କୋଟି ଟଙ୍କା ହୋଇଛି। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟ…

ସୂର୍ଯ୍ୟମନ୍ଦିର ବନ୍ଦ, ନିରାଶରେ ଫେରିଲେ ପର୍ଯ୍ୟଟକ

କୋଣାର୍କ,୧୭।୪(ଡି.ଏନ.ଏ): ମହାମାରୀ କରୋନାର ଦ୍ୱିତୀୟ ଲହର ରାଜ୍ୟରେ କାୟା ବିସ୍ତାର କରିିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ମେ ୧୫ ତାରିଖ ପର୍ଯ୍ୟନ୍ତ କୋଣାର୍କ ସୂର୍ଯ୍ୟମନ୍ଦିର ବନ୍ଦ ରଖିବା ଲାଗି କେନ୍ଦ୍ର ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଶୁକ୍ରବାର ସୂର୍ଯ୍ୟମନ୍ଦିର…

ଧାମରାରେ ଆରଓ-ପ୍ୟାକ୍ସ ଜେଟି ପ୍ରକଳ୍ପ

ଭୁବନେଶ୍ୱର,୧୭।୪: କେନ୍ଦ୍ର ସରକାରଙ୍କ ସାଗରମାଳା ଯୋଜନା ଅଧୀନରେ ଓଡ଼ିଶାର ଭଦ୍ରକ ଜିଲ୍ଲାର (ଧାମରା) କାଣୀନାଳିଠାରୁ କେନ୍ଦ୍ରାପଡ଼ା ଜିଲ୍ଲାର ତାଳଚୁଆକୁ ସଂଯୋଗ କରୁଥିବା ଆରଓ-ପ୍ୟାକ୍ସ (ରୋଲ-ଅନ୍‌ ଓ ରୋଲ୍‌ ଅଫ ଯାତ୍ରୀବାହୀ) ଜେଟି ପ୍ରକଳ୍ପ ସହ ଉକ୍ତ ଅଞ୍ଚଳର ଆନୁଷଙ୍ଗିକ ଭିତ୍ତିଭୂମି ନିର୍ମାଣ…

ବାହାହେବାକୁ ଜିଦ୍‌ ଧରିବା କାଳ ହେଲା: ଶୁଭଶ୍ରୀଙ୍କୁ ହତ୍ୟା କରିଥିଲେ ପ୍ରେମିକ

ଯାଜପୁର ଟାଉନ, ୧୭।୪(ଡି.ଏନ୍‌.ଏ.): ଯାଜପୁର ସଦର ଥାନା ଅନ୍ତର୍ଗତ କପିଳେଶ୍ୱର ଗ୍ରାମ ନିକଟ ପୋଖରୀରୁ ଗତ ୮ ତାରିଖରେ ମିଳିଥିଲା ନରକଙ୍କାଳ। ଓଢ଼ଣୀରୁ ଉକ୍ତ କଙ୍କାଳ ଖଣ୍ଡରା ଗ୍ରାମର ନିଖୋଜ ଯୁବତୀ ଶୁଭଶ୍ରୀ ରାଉତ(ବେଙ୍ଗୁଲୀ)ଙ୍କର ବୋଲି ଜଣାପଡ଼ିଥିଲା। ତଦନ୍ତ ପରେ ଶୁଭଶ୍ରୀଙ୍କୁ…

ଆଉ ରକ୍ଷା ନାହିଁ, ଏବେ ଏଭଳି ବ୍ୟାପୁଛି କରୋନା…

ଓ୍ବାଶିଂଟନ/ଲଣ୍ଡନ,୧୭।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିଲା। ପୂର୍ବରୁ କରୋନା ଭୁତାଣୁ ସଂକ୍ରମଣ ବାୟୁରେ ହୋଇ ନ ଥାଏ ବୋଲି ବିଶେଷଜ୍ଞମାନେ ସୂଚନା ଦେଇଥିଲେ। ତେବେ ଏବେ…

ନାଲ୍‌କୋକୁ ଉତ୍କଳ-ଇ କୋଇଲା ବ୍ଲକ ଲିଜ୍‌

ଭୁବନେଶ୍ୱର,୧୭।୪: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ (ନାଲ୍‌କୋ)କୁ ଓଡ଼ିଶା ସରକାର ଉତ୍କଳ-ଇ କୋଇଲା ଖଣି ପାଇଁ ଲିଜ୍‌ ମଞ୍ଜୁର କରିଛନ୍ତି। ଏ ସଂକ୍ରାନ୍ତରେ ଇସ୍ପାତ ଏବଂ ଖଣି ମନ୍ତ୍ରଣାଳୟ ପକ୍ଷରୁ ଏପ୍ରିଲ ୧୨ରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଉତ୍କଳ- ଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri