Home Left

ଘର ଗ୍ରିଲ୍‌ ଭାଙ୍ଗି ଲୁଟିନେଲେ ସାଢ଼େ ୩ ଲକ୍ଷ ଟଙ୍କା ସହ ସୁନାଗହଣା, ଡକାୟତଙ୍କ ଆକ୍ରମଣରେ ଦମ୍ପତି ଆହତ

ନୟାଗଡ,୨।୧୨(ଲୋକନାଥ ମିଶ୍ର): ଜଦୁପୁରରେ ଡକାୟତି । ନୟାଗଡ ସଦର ଥାନା ଯଦୁପୁର ଗାଁ ର କାଳିଆ ପାତ୍ରଙ୍କ ଘରେ ଲୁଟ୍‌ ହୋଇଛି। ଆଠଜଣ ଡକାୟତ ସୋମବାର ରାତିରେ ବାରିପଟ ଗ୍ରିଲ୍‌ ଭାଙ୍ଗି ୪ ମୋବାଇଲ ଫୋନ, ସାଢ଼େ ତିନି ଲକ୍ଷ ଟଙ୍କା,…

ପୁଟିନଙ୍କ ଭାରତ ଗସ୍ତରେ ଦେଶକୁ କ’ଣ ମିଳିବ ଲାଭ? ହୋଇପାରେ ଏହି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଡିସେମ୍ବର ୪ ଏବଂ ୫ ତାରିଖରେ ଦିଲ୍ଲୀରେ ପହଞ୍ଚିବେ, ଯେଉଁଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ଏହି ବୈଠକ ଦୁଇ ଦେଶର ବିଶେଷ ରଣନୈତିକ ସହଭାଗୀତାକୁ ଏକ…

କୋହଲିଙ୍କ ଶତକ ପରେ ଡ୍ରେସିଂ ରୁମରେ ଗମ୍ଭୀର କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ,୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଏକଦିବସୀୟ ମ୍ୟାଚରେ ବିରାଟ କୋହଲିଙ୍କ ଇନିଂସ କେବଳ ଟିମ ଇଣ୍ଡିଆକୁ ବିଜୟୀ କରାଇ ନଥିଲା ବରଂ କ୍ରିକେଟ ପ୍ରଶଂସକଙ୍କ ହୃଦୟ ମଧ୍ୟ ଜିତିଥିଲା। ରାଞ୍ଚିରେ ଏକ ଦମଦାର ୧୩୫ ରନ କରି…

ବେଙ୍ଗାଲୁରୁରୁ ଘରକୁ ଫେରୁଥିଲେ ଧର୍ମେନ୍ଦ୍ର, ବାଟରେ ଛକିଥିଲା ଯମ:ଆଉ ତା’ପରେ..

ଛତ୍ରପୁର, ୨।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ଜାତୀୟ ରାଜପଥ କଲେଜ ଛକ ନିକଟରେ ବାଇକ ଚାଳକ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଛି । ଏଥିରେ ଜଣଙ୍କ ମୃତ୍ୟୁ ହୋଇତତ୍ବାବେଳେ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ବାଲେଶ୍ୱର ଜିଲା ସିମୁଳିଆ ଥାନା…

ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ ଗୃହକୁ ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଛେଦ କରାଯାଇଛି। ଉଚ୍ଛେଦବେଳେ ତହସିଲଦାର ସୁଦେବ କୁମାର ପୃଷ୍ଟି, ଅତିରିକ୍ତ…

ଜଙ୍ଗଲରେ ଦନ୍ତାହାତୀର ମୃତଦେହ: ଦାନ୍ତ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ

ଅମରପାଲି,୧।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ବନଖଣ୍ଡ ଅଧିନସ୍ଥ ବୀରମହାରାଜପୁର ରେଞ୍ଜ ହାତିଲିମୁଣ୍ଡା ଫରେଷ୍ଟ ବିଟ୍‌ର ବରଘାଟ ଦାଦର ଓ ବ୍ରାହ୍ମଣୀପାଲି ମଝିରେ ଥିବା ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ସୂଚନା ଅନୁସାରେ, ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତର ବରଘାଟ…

ବୁରାଙ୍ଗିଆ-ଡାବରବାନ୍ଦା ରାସ୍ତା ନିମ୍ନମାନର ଅଭିଯୋଗ: ୫ ବର୍ଷ ପରେ ପୁଣି…

ଦାରିଙ୍ଗବାଡି, ୨।୧୨ (ଅରୁଣ ସାହୁ ): ଆଶା ଥିଲା ଗାଁକୁ ପକ୍କା ରାସ୍ତା ନିର୍ମାଣ ହେବ ଆଉ ଗାଁ ର ଅନେକ ସମସ୍ୟା ସମାଧାନ ହୋଇପାରିବ। କିନ୍ତୁ ଲୋକଙ୍କ ସ୍ବପ୍ନ ପୁରଣ ହେଲା ପକ୍କା ରାସ୍ତା ନିର୍ମାଣ ହେଲା କିନ୍ତୁ ତାହା…

ଏଇ ଭାରତରେ

ଅରୁଣାଚଳ ପ୍ରଦେଶ ପାକ୍କେ ବ୍ୟାଘ୍ର ସଂରକ୍ଷଣ ଜଙ୍ଗଲର ଅନ୍ୟ ଏକ ଆକର୍ଷଣ ହେଉଛି ବିଭିନ୍ନ ରଙ୍ଗ ତଥା ପ୍ରଜାତିର ହର୍ନବିଲ। ଏହି ଜାତୀୟ ପକ୍ଷୀର ମାଂସ ଓ ଥଣ୍ଟ ପାଇଁ ସ୍ଥାନୀୟ ଅଞ୍ଚଳର ଆଦିବାସୀ ଏମାନଙ୍କୁ ଶିକାର କରିଥାନ୍ତି। ବ୍ୟାପକ ଶିକାର…

ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟି ରହସ୍ୟ

ଯୁକ୍ତରାଷ୍ଟ୍ର ଆମେରିକା ବ୍ରୁକଲିନଠାରେ ଜନ୍ମିତ କାର୍ଲ ସାଗନ (୧୯୩୪-୯୬) ଜଣେ ଜ୍ୟୋତିର୍ବିଜ୍ଞାନୀ, ବିଶ୍ୱତତ୍ତ୍ୱବିତ୍‌, ନଭୋବିଦ୍ୟାବିଶାରଦ ତଥା ଜ୍ୟୋତିର୍ଜୀବତତ୍ତ୍ୱବିତ୍‌। ଷାଠିଏଟି ଦେଶର ୫୦୦ ନିୟୁତ ଦର୍ଶକ ଦେଖିଥିବା ‘କସ୍ମୋସ’ ଟେଲିଭିଜନ ଧାରାବାହିକର ସେ ପ୍ରଣେତା। ତାଙ୍କର ଉକ୍ତି ପ୍ରଣିଧାନଯୋଗ୍ୟ। ଆମେ କିଏ? ଏହି…

ଘର କିଣିବାକୁ ଯୋଜନା କରୁଛନ୍ତି କି? ଜାଣନ୍ତୁ କେଉଁ ବ୍ୟାଙ୍କ ପ୍ରଦାନ କରୁଛି ସବୁଠାରୁ ଶସ୍ତା ଗୃହ ଋଣ

ନୂଆଦିଲ୍ଲୀ,୨।୧୨: ଅନେକ ଲୋକଙ୍କ ପାଇଁ ଘର କିଣିବା ଜୀବନବ୍ୟାପୀ ସ୍ବପ୍ନ। ତଥାପି, ଆଜିକାଲି ଘର କିଣିବା କଷ୍ଟକର ହୋଇପଡୁଛି। ପ୍ରତିଦିନ ଘରର ମୂଲ୍ୟ ଆକାଶଛୁଆଁ ହେଉଛି। ଟାୟାର-୧ ଏବଂ ଟାୟାର-୨ ସହରଗୁଡ଼ିକରେ ଘରର ମୂଲ୍ୟ କୋଟି କୋଟି ଟଙ୍କାରେ ପହଞ୍ଚିଛି। ଏପରି…

ଭିଜିଲା ଧାନ: ୯୨ ମଣ୍ଡିରେ ପଡ଼ିଛି ୮୧୦୭ ପ୍ୟାକେଟ ଧାନ

ପଦ୍ମପୁର,୨।୧୨  (ପ୍ରଦୀପ୍ତ ଦାଶ) :ପଦ୍ମପୁର ଉପଖଣ୍ଡରେ ଗତ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ସୋମବାର ୪ ଦିନ ବିତି ଯାଇଛି। ସୋମବାର ଭୋରରୁ ବର୍ଷା ହୋଇଛି। ଫଳରେ ଅନେକ ସ୍ଥାନରେ କ୍ଷେତ, ଖଳାରେ…

ଆଜିଠାରୁ ରାଜ୍ୟରେ ଧାନ ସଂଗ୍ରହ

ଭୁବନେଶ୍ୱର,୨ା୧୨(ସୁଚିସ୍ମିତା ସାହୁ): ରାଜ୍ୟରେ ମଙ୍ଗଳବାରଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଲୋକସେବା ଭବନସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କାର୍ଯ୍ୟାଳୟରେ ରାଜ୍ୟ ଏବଂ ଜିଲା ରାଇସ ମିଲର୍ସ ଆସୋସିଏଶନର ଏକ ବୈଠକରେ ଧାନ ସଂଗ୍ରହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri