ମେଶିନରେ ଏମ୍ଜିଏନ୍ଆର୍ଇଜିଏସ୍ କାମ: ତଦନ୍ତ ଆରମ୍ଭ କଲେ ଅଧିକାରୀ
ଭଦ୍ରକ ଅଫିସ,୧୭।୪-ଭଦ୍ରକ ଜିଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ ଜେସିବି ଦ୍ୱାରା କାମ କରାଯାଉଥିବା ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ଟୁଇଟର ମାଧ୍ୟମରେ ଅଭିଯୋଗ ପରେ ଏମ୍ଜିଏନ୍ଆର୍ଇଜିଏସ୍ ୱେବସାଇଟ୍ରୁ ଉକ୍ତ କାର୍ଯ୍ୟ ସମ୍ପର୍କିତ ତଥ୍ୟ ଡିଲିଟ୍…
୫-ଟିରେ ଅନୁଗୋଳର ୫୦ ହାଇସ୍କୁଲ
ଅନୁଗୋଳ ଅଫିସ,୧୭ା୪ ଅନୁଗୋଳ ଜିଲାରେ ବଦଳିବ ହାଇସ୍କୁଲ ଶିକ୍ଷାର ଭିତ୍ତିଭୂମି। ଶୈକ୍ଷିକ ବ୍ୟବସ୍ଥାରେ କରାଯିବ ବଡ଼ ପରିବର୍ତ୍ତନ। ନୂଆ ରୂପରେଖ ସହ ଗୁଣାତ୍ମକ ଶିକ୍ଷା ପାଇଁ ସମସ୍ତ ବାତାବରଣ ଏଠାରେ ପ୍ରସ୍ତୁତ ହେବ। ରାଜ୍ୟ ସରକାରଙ୍କ ୫-ଟି ବିଭାଗ ଅଧୀନରେ ଆରମ୍ଭ…
ଫ୍ଲଟିଂ କରିବାରେ ଓସ୍ତାଦ ଏହି ନାମଧାରୀ ମହିଳା
ଜ୍ୟୋତିଶ ଶାସ୍ତ୍ର ଅନୁସାରେ ନାମ ଯେପରି ଗୁରୁତ୍ୱପୂର୍ଣ୍ଣ ନାମର ପ୍ରଥମ ଅକ୍ଷର ମଧ୍ୟ ଠିକ୍ ସେହିପରି। ନାମର ପ୍ରଥମ ଅକ୍ଷର ଆମ ଜୀବନର ଅନେକ ରହସ୍ୟ ଖୋଲିଥାଏ। ଜାଣିବା ‘ପି’ ଅକ୍ଷରରୁ ଆରମ୍ଭ ନାମଧାରୀ ମହିଳାଙ୍କ ବିଷୟରେ। ସମସ୍ତ ସମ୍ପର୍କ ଭଲଭାବେ…
ପ୍ରେମିକଙ୍କୁ ଏହି ୪ ମିଛ କଥା କହିଥାନ୍ତି ପ୍ରେମିକା
ପ୍ରେକିକା ସବୁବେଳେ ନିଜ ପ୍ରେମିକଙ୍କୁ ୪ଟି ମିଛ କହିଛନ୍ତି। ଆମେ କହୁନାହୁଁ, ବରଂ ଏକ ଅନୁସନ୍ଧାନରୁ ଏହା ଜଣାପଡ଼ିଛି। ଜାଣିବା ସେହି ୪ ମିଛ ବିଷୟରେ… ପ୍ରଥମ ପ୍ରେମ: ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଅଧିକାଂଶ ଝିଅ ସେମାନଙ୍କର ବର୍ତ୍ତମାନ ପ୍ରେମିକଙ୍କୁ ନିଜର…
ଭୋଟିଂର ୭୨ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ
କୋଲକାତା,୧୬।୪: ମତଦାନର ୨୪ ଘଣ୍ଟା ପୂର୍ବରୁ ନୁହେଁ ଏବେଠୁ ୭୨ ଘଣ୍ଟା ପୂର୍ବରୁ ବନ୍ଦ ହେବ ପ୍ରଚାର କାର୍ଯ୍ୟ। ରାଜନୈତିକ ଦଳ ସନ୍ଧ୍ୟା ୭ଟାରୁ ସକାଳ ୧୦ଟା ମଧ୍ୟରେ କୌଣସି ପ୍ରକାରର ବୈଠକ କିମ୍ବା ରାଲି କରିପାରିବେ ନାହିଁ। କରୋନା ସଂକ୍ରମଣକୁ…
କୁମ୍ଭମେଳା: କରୋନାରେ ନିରଓ୍ବାଣି ଆଖଡ଼ା ମହାମଣ୍ଡଳେଶ୍ୱରଙ୍କ ପରଲୋକ
ହରିଦ୍ୱାରା,୧୬।୪: ହରିଦ୍ୱାରା କୁମ୍ଭମେଳାରେ ଯୋଗଦେଇଥିବା ମଧ୍ୟପ୍ରଦେଶ ନିରଓ୍ବାଣି ଆଖଡ଼ାର ମହାମଣ୍ଡଳେଶ୍ୱର କପିଳଦେବ ଦାସଙ୍କ କରୋନାରେ ମୃତ୍ୟୁ ଘଟିଛି। ତାଙ୍କୁ ୬୫ ବର୍ଷ ହୋଇଥିଲା। ଗୁରୁବାର ତାଙ୍କୁ ହରିଦ୍ୱାରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କପିଲଙ୍କ ସହ ୧୦ ହଜାରରୁ ଊର୍ଦ୍ଧ୍ୱ…
ସ୍ବରେଜ ଦୁର୍ଘଟଣା ପଛରେ ଇଞ୍ଜିନିୟରଙ୍କ ଅବହେଳା
ଭୁବନେଶ୍ୱର,୧୬ା୪(ବ୍ୟୁରୋ): କଟକ ସେକ୍ଟର-୧୦ ଅଞ୍ଚଳରେ ଗୁରୁବାର ସ୍ବେରେଜ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟଜଣେ ଗୁରୁତର ହୋଇଥିଲେ। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍ବେଗ ପ୍ରକାଶ କରିବା ସହ କାର୍ଯ୍ୟରେ ଅବହେଳା କରିଥିବା…
ଧୋନୀଙ୍କ ମାଇଲଷ୍ଟୋନ ମ୍ୟାଚ୍, ଜିତିଲା ସିଏସ୍କେ
ମୁମ୍ବାଇ,୧୬।୪: ମହେନ୍ଦ୍ର ସିଂ ଧୋନୀ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ପାଇଁ ପ୍ରଥମ ଖେଳାଳି ଭାବେ ୨୦୦ ତମ ମ୍ୟାଚ୍ ଖେଳିଛନ୍ତି। ଧୋନୀଙ୍କ ଏହି ମାଇଲଷ୍ଟୋନ ମ୍ୟାଚ୍ରେ ସିଏସ୍କେ ୨୨ ବଲ ବାକି ଥାଇ ୬ ଉଇକେଟରେ ପଞ୍ଜାବ କିଙ୍ଗ୍ସକୁ…
ନୀରବ ମୋଦିଙ୍କ ପ୍ରତ୍ୟର୍ପଣକୁ ମିଳିଲା ଅନୁମତି : ଏବେ ମଧ୍ୟ ଖସିବାର ବାଟ ଅଛି
ନୂଆଦିଲ୍ଲୀ,୧୬।୪: ଦୁର୍ନୀତି କରି ବ୍ରିଟେନ ପଳାଇଥିବା ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲାଗିଛି ଶକ୍ତ ଧକ୍କା। ମୋଦିଙ୍କ ପ୍ରତ୍ୟର୍ପଣ ନର୍ଦ୍ଦେଶରେ ମୋହର ମାରିଛନ୍ତି ବ୍ରିଟେନ ଗୃହ ସଚିବ ପ୍ରିତି ପଟେଲ। କିନ୍ତୁ ଏବେ ମଧ୍ୟ ବ୍ରିଟେନ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବାର…
ୟେଦୁରପ୍ପାଙ୍କୁ ପୁଣିଥରେ କରୋନା
ବେଙ୍ଗାଲୁରୁ,୧୬।୪: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା ଦ୍ୱିତୀୟ ଥର ପାଇଁ କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା ପରେ ଶୁକ୍ରବାର ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୭୮ ବର୍ଷୀୟ ଭାଜପା ନେତା ଗତବର୍ଷ ଅଗଷ୍ଟ ୨ରେ ପ୍ରଥମେ କରୋନା ସଂକ୍ରମିତ ହେବା ପରେ…
ବରଗଡ଼ କ୍ୟାନସର ହସ୍ପିିଟାଲ ନିର୍ମାଣ ପାଇଁ ମିଳିଲା ଅନୁମୋଦନ
ବରଗଡ଼ ଅଫିସ,୧୬।୪: ବରଗଡ଼ କ୍ୟାନସର ହସ୍ପିଟାଲ ନିର୍ମାଣ ପାଇଁ ଶୁକ୍ରବାର ପ୍ରଶାସନିକ ଅନୁମୋଦନ ମିଳିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପତ୍ରସଂଖ୍ୟା- ୧୧୬୮୮ ତା:୧୬।୪।୨୧ ରିଖରେ ଏହା ଉଲ୍ଲେଖ ରହିଛି। ପ୍ରଥମ ପର୍ଯ୍ୟାୟରେ ୧୦ କୋଟି ୪୯…
ବକେୟା ୨ ହଜାର ଟଙ୍କା ନ ଦେବାରୁ ଠିକାଦାରଙ୍କୁ ହତ୍ୟା
କବିସୂର୍ଯ୍ୟନଗର,୧୬ା୪: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଧୀନ ଏ. ବରିଡ଼ା ଗାଁ ଦାଣ୍ଡରେ ଶୁକ୍ରବାର ଜଣେ ଠିକାଦାରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଠିକାଦାର ବକେୟା ୨ ହଜାର ଟଙ୍କା ନ ଦେବାରୁ ଏ. ବରିଡ଼ାର ଜଣେ ଶ୍ରମିକ ତାଙ୍କୁ ଛୁରି…
Archives


