ବିବାହିତ ମହେଶ ଭୂପତିଙ୍କୁ ଭଲପାଇ ବସିଥିଲେ ଏହି ବିଶ୍ୱ ସୁନ୍ଦରୀ, ପରେ ଘଟିଥିଲା…
ବମ୍ବେ: ବଲିଉଡ୍ ଅଭିନେତ୍ରୀ ଲାରା ଦତ୍ତାଙ୍କ ଆଜି ହାପି ବର୍ଥ ଡେ’। ୧୯୭୮ ମସିହା ଏପ୍ରିଲ ୧୬ରେ ଉତ୍ତରପ୍ରଦେଶର ଗାଜିଆବାଦରେ ଜନ୍ମ ଗ୍ରହଣ କରିଥିଲେ ଏହି ସୁନ୍ଦରୀ। ଲାରାଙ୍କ ବାପା ଏଲ୍କେ ଦତ୍ତା ଜଣେ ପଞ୍ଜାବୀ ହୋଇଥିବା ବେଳେ ମା’ ଜେନିଫର…
ବଡ଼ ଭାଇ ଚାଲିଗଲେ, ସାନ ଭାଇ ଏବେ ବେଡ୍ରେ: ହସ୍ପିଟାଲ ବାହାରର କରୁଣ ଦୃଶ୍ୟ
ଲକ୍ଷ୍ନୌ,୧୬।୪: ଦେଶରେ କରୋନା ଘାତକ ରୂପ ଧାରଣ କରିଛି। ଏହି ମହାମାରୀ କାହା ଜୀବନ ନେଇଯାଉଛି ତ ଆଉ କେହି ଚିକିତ୍ସା ପାଇଁ ହସ୍ପିଟାଲ ବାହାରେ ଦିନ ଦିନ ଅପେକ୍ଷା କରିବାକୁ ପଡୁଛି। ଏହି ସମୟରେ ଉତ୍ତର ପ୍ରଦେଶର ବିଭିନ୍ନ ହସ୍ପିଟାଲରେ…
ଆକ୍ସନ ମୁଡରେ କେନ୍ଦ୍ର ସରକାର: ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୬।୪: ମହାମାରୀ କରୋନାର ଦ୍ୱିତୀୟ ଲହର ଏବେ ଦେଶରେ ବେଲଗାମ ହେବାରେ ଲାଗିଛି। ଗତ ବର୍ଷ ତୁଳନାରେ ଏହି ବର୍ଷ ସମସ୍ତ ରେକର୍ଡ ଭାଙ୍ଗିଛି। ପ୍ରତିଦିନ କରୋନା ସଂକ୍ରମଣ ୨ଲକ୍ଷରୁ ଊର୍ଦ୍ଧ୍ୱ ରହିଥିବା ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି।…
କରୋନାର ଭୟଙ୍କର ରୂପ: ଅନ୍ତିମ ସଂସ୍କାର ପାଇଁ ଶ୍ମଶାନରେ ମିଳୁନାହିଁ ସ୍ଥାନ, ପ୍ଲାଟଫର୍ମରେ…
ଲକ୍ଷ୍ନୌ.୧୬।୪: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ କରୋନା ସଂକ୍ରମଣକୁ ନେଇ ପରିସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ସଂକ୍ରମିତ ଲୋକଙ୍କ ସହ ମୃତ୍ୟୁବରଣ କରୁଥିବା ଲୋକଙ୍କ ସଂଖ୍ୟା ଲଗାତାର ଭାବେ ବୃଦ୍ଧି ପାଉଛି। କିଛି ଦିନ ପୂର୍ବେ ବୈକୁଣ୍ଠ ନାଥ ଧାମ…
ଗୃହ ସଚିବ, ଡିଜିପି, ଏସ୍ପିଙ୍କୁ ଜବାବ ତଲବ
ଯାଜପୁର ଅଫିସ,୧୬।୪: ସୂଚନା କର୍ମୀ ତଥା ଭାଜପା ନେତା ସର୍ବେଶ୍ୱର ବେହୁରାଙ୍କ ଉପରକୁ ବୋମା ମାଡ଼ ହୋଇଥିଲା। ଏହି ଘଟଣାକୁ ନେଇ ଲୋକାୟୁକ୍ତରେ ଏକ ମାମଲା (ନଂ.୨୫୫/୨୦୨୧)ରୁଜୁ ହୋଇଛି। ଏହି କ୍ରମରେ ତା.୧୨ା୪ା୨୦୨୧ରେ ଲୋକାୟୁକ୍ତ ଅଧ୍ୟକ୍ଷ ଓ ସଭ୍ୟ ଏକ ଗୁରୁତ୍ୱପୂର୍ଣ୍ଣ…
ପୂର୍ବ ସ୍ଥାନକୁ ଫେରିଲେ ୨୮ ଇନ୍ଚାର୍ଜ ଡିଏସ୍ପି
ଭୁବନେଶ୍ୱର,୧୬।୪(ବ୍ୟୁରୋ): ଓଡିଶା ପୋଲିସ୍ର ୨୮ଜଣ ଇନ୍ଚାର୍ଜ ଡିଏସ୍ପିଙ୍କୁ ତାଙ୍କ ପୂର୍ବ ସ୍ଥାନକୁ ଫେରାଇ ଅଣାଯାଇଛି। ସେମାନେ ଇନ୍ସ୍ପେକ୍ଟର ପ୍ୟାହାରେ କାର୍ଯ୍ୟ କରିବେ। ଏନେଇ ପୋଲିସ ମୁଖ୍ୟାଳୟ ପକ୍ଷରୁ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଜାନୁୟାରୀରେ ଗୃହ ବିଭାଗ ପକ୍ଷରୁ…
ଶାହାରୁଖ୍ଙ୍କ ‘ପଠାନ’ ପାଇଁ ଟଙ୍କାଟିଏ ନେଲେନି ସଲମାନ୍: କହିଲେ ଭାଇ ପାଇଁ…
ବଲିଉଡ୍ର କିଙ୍ଗ୍ ଖାନ୍ ଶାହାରୁଖ୍ ଦୀର୍ଘଦିନ ପରେ ବଡ଼ ପରଦାକୁ ଫେରିବାକୁ ଯାଉଛନ୍ତି। ଫିଲ୍ମ ‘ପଠାନ’ ପାଇଁ ଏବେ ସେ ଚର୍ଚ୍ଚାରେ। ଏଥିରେ ଶାହାରୁଖ୍ଙ୍କ ସମେତ ସଲମାନ୍ ଖାନ୍ଙ୍କୁ ମଧ୍ୟ ଏକ ଛୋଟିଆ ଚରିତ୍ରରେ ଦେଖିବାକୁ ମିଳିବ। ଏହି ଦୁଇ କଳାକାରଙ୍କୁ…
ଘର କବାଟ ଖୋଲିବା ପରେ ହଠାତ୍ ଏମିତି ଦୃଶ୍ୟ ଦେଖିଲେ ମହିଳା, ଜାଣିଲେ…
ଥରେ ଭାବିଲେ ଆପଣ ହଠାତ୍ ଘର କବାଟ ଖୋଲୁ ଖୋଲୁ ବାହାରେ ଏକ ଅଜବ ଦୃଶ୍ୟ ଦେଖିବେ। ସେତେବେଳେ ଅବସ୍ଥା କ’ଣ ହେବ କହିଲେ। ଠିକ୍ ସେମିତି ପୋଲାଣ୍ଡର ଜଣେ ମହିଳାଙ୍କ କ୍ଷେତ୍ରରେ ଘଟିଛି। ମହିଳା ଜଣକ ଘରର କବାଟ ଖୋଲିବା…
ଟସ୍ ମୁଦ୍ରାକୁ ପକେଟ୍ରେ ରଖିଲେ ଏହି ଦଳର ଅଧିନାୟକ, ମାଗିଲେ ବି ଦେଲେ ନାହିଁ: ଜାଣନ୍ତୁ କାହିଁକି
ମୁମ୍ବାଇ,୧୬।୪: ଆଇପିଏଲର ଏହି ସିଜନରେ ରାଜସ୍ଥାନ ରୟାଲ୍ସର ନେତୃତ୍ୱ ନେଇଥିବା ସଞ୍ଜୁ ସାମସମ ତାଙ୍କ ଦଳକୁ ପ୍ରଥମ ବିଜୟ ପ୍ରଦାନ କରିଛି। ରାଜସ୍ଥାନ ନିଜ ଦ୍ୱିତୀୟ ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ନେତୃତ୍ୱରେ ଏହି…
ସ୍ନେହ, ଯତ୍ନ ଅପେକ୍ଷା ପ୍ରେମିକାଙ୍କଠାରେ ଏହି ଗୁଣକୁ ଅଧିକ ପସନ୍ଦ କରନ୍ତି ପୁଅ, ଜାଣନ୍ତୁ…
ଯେପରି ଝିଅମାନେ ଜୀବନସାଥୀଙ୍କୁ ନେଇ ସ୍ବପ୍ନ ଦେଖିଥାନ୍ତି, ସେ ଗୁଣର ହୁଅନ୍ତୁ ବୋଲି ଚାହାନ୍ତି ସେହିପରି ପୁଅମାନେ ମଧ୍ୟ ସେମାନଙ୍କ ଜୀବନସାଥୀ ଉପରେ ଆଶା ରଖିଥାନ୍ତି। ସେମାନେ ସମସ୍ତେ ଚାହାଁନ୍ତି ଯେ, ତାଙ୍କ ସାଥୀ ତାଙ୍କୁ ଭଲ ପାଆନ୍ତୁ, ତାଙ୍କର ଯତ୍ନ…
ରୋଟି ବ୍ୟାଙ୍କର ପ୍ରତିଷ୍ଠାତା କିଶୋରଙ୍କ କରୋନାରେ ମୃତ୍ୟୁ
ବାରାଣସୀ,୧୬।୪: ଦେଶରେ ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଉତ୍ତରପ୍ରଦେଶ ବାରାଣସୀରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ରୋଟି ବ୍ୟାଙ୍କର…
କଏଦୀଙ୍କ ପ୍ରେମରେ ପଡ଼ିଲେ ମହିଳା ଜେଲର, ହାତରେ କଲେ ଏମିତି ଟାଟୁ; ଆଉ ତା’ ପରେ…
ପ୍ରେମ କାହା ସହ କେତେବେଳେ କେଉଁ ପରିସ୍ଥିତିରେ ହେବ କହି ହେବ ନାହିଁ। ଠିକ୍ ଏମିତି ଘଟିଛି ବ୍ରିଟେନର ଜଣେ ମହିଳା ଜେଲରଙ୍କ କ୍ଷେତ୍ରରେ। ଏହି ମହିଳା ଜେଲର ଜଣକ କଏଦୀଙ୍କ ପ୍ରେମରେ ପଡ଼ିବା ପରେ ତାଙ୍କୁ ଜେଲ୍ ଦଣ୍ଡାଦେଶ ହୋଇଛି।…
Archives


