Home Left

ବିରାଟ କୋହଲିଙ୍କ ବାର୍ଷିକ ଦରମା ଯେତେ, ପାକିସ୍ତାନ ଦଳର ସମସ୍ତ ଖେଳାଳି ନିଅନ୍ତି ସେତେ

ବିଶ୍ୱ କ୍ରିକେଟର୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ପ୍ରତିଦିନ ରନ ସ୍କୋର କରିବା ଏବଂ ନୂଆ ରେକର୍ଡ ସୃଷ୍ଟି କରିବାରେ ଆଗରେ ଥିବାବେଳେ ରୋଜଗାର କ୍ଷେତ୍ରରେ ମଧ୍ୟ ସେ ଶୀର୍ଷରେ ଅଛନ୍ତି। ସର୍ବାଧିକ ଆୟ କରୁଥିବା କ୍ରିକେଟରଙ୍କ ମଧ୍ୟରେ କୋହଲିଙ୍କ ନାମ…

ଝିଅ ହେବା ପରେ ଏମିତି ବଦଳିଯାଇଛନ୍ତି ବିରୁଷ୍କା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମା ନିକଟରେ କନ୍ୟା ସନ୍ତାନର ମାତାପିତା ହୋଇଛନ୍ତି। କୋହଲି ଏବେ ଆଇପିଏଲ୍‌ ଖେଳୁଥିବାବେଳେ ଅନୁଷ୍କା ଏବଂ ଝିଅ ଭାମିକା ତାଙ୍କୁ ଚିୟର କରିବା ପାଇଁ ଦଳ ସହ ଅଛନ୍ତି।…

ପୋଖରୀରୁ ଯୁବତୀଙ୍କ କଙ୍କାଳ ମିଳିବା ଘଟଣା: ହାଇଦ୍ରାବାଦ୍‌ରୁ ହତ୍ୟା ଅଭିଯୁକ୍ତ ଗିରଫ

ଦଶରଥପୁର,୧୬।୪(ଡି.ଏନ.ଏ.): ଯାଜପୁର ସଦର ଥାନା କପିଳେଶ୍ୱର ଗ୍ରାମ ସୀମାରେ ଥିବା ପରିତ୍ୟକ୍ତ ପୋଖରୀରୁ ଗତ ୮ ତାରିଖରେ ମିଳିଥିବା କଙ୍କାଳ ଚିହ୍ନଟ ହେବା ପରେ ହତ୍ୟା ମାମଲା ରୁଜୁ ହୋଇଥିଲା। ମିଳିଥିବା କଙ୍କାଳ ଯାଜପୁର ଟାଉନ୍‌ ଥାନା ଅଧୀନ ଖଣ୍ଡରା ଗ୍ରାମର…

୨ଥର ୬ ବଲ୍‌ରୁ ୬ ଛକା ମାରିଛନ୍ତି ଏହି କ୍ରିକେଟର୍‌: ଏବେ ଦିଲ୍ଲୀ କ୍ୟାପିଟାଲ୍ସରେ ଦଳରେ ହେଲେ ସାମିଲ

ମୁମ୍ବାଇ,୧୬।୪: ଦିଲ୍ଲୀ ଅଲରାଉଣ୍ଡର ଲଲିତ ଯାଦବଙ୍କୁ ଭାରତୀୟ କ୍ରିକେଟର୍‌ ଉଜ୍ଜ୍ୱଳତମ ତାରକା ଭାବେ ବିବେଚନା କରାଯାଏ। ତାଙ୍କୁ ଆଇପିଏଲ୍‌ ନିଲାମରେ ୨୦ ଲକ୍ଷ ଟଙ୍କା ମୂଲ୍ୟରେ ନିଲାମରେ କିଣାଯାଇଥିଲା। ସେ ଉଭୟ ବ୍ୟାଟ ଏବଂ ବଲ ସହିତ ପ୍ରଦର୍ଶନ କରିବାର କ୍ଷମତା…

ଦିଗବିଜୟ ସିଂଙ୍କୁ କରୋନା

ଭୋପାଳ,୧୬।୪: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ କରୋନା ସଂକ୍ରମିତ ହୋଇଛନ୍ତି। ସେ ଟୁଇଟ ମାଧ୍ୟମରେ ଏ ବିଷୟରେ ସୂଚନା ଦେଇଛନ୍ତି। ଏବେ ସେ ତାଙ୍କ ଦିଲ୍ଲୀ ବାସଭବନରେ ରହିଛନ୍ତି। ସେ ଟୁଇଟ୍‌ ଯୋଗେ ଲେଖିଛନ୍ତି,…

କରୋନାରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକଙ୍କ ପରଲୋକ

ନୂଆଦିଲ୍ଲୀ,୧୬।୪: ପୂର୍ବତନ ସିବିଆଇ ନିର୍ଦ୍ଦେଶକ ରଣଜିତ୍‌ ସିହ୍ନାଙ୍କ କରୋନାରେ ପରଲୋକ ଘଟିଛି। ୬୮ ବର୍ଷୀୟ ସିହ୍ନା ଦିଲ୍ଲୀରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗୁରୁବାର ସେ ଏହି ମହାମାରୀର ଶିକାର ହୋଇଥିଲେ। ସେ ୧୯୭୪ ବିହାର କ୍ୟାଡରର ଜଣେ ଆଇପିଏସ ଅଧିକାରୀ…

ଗୋଟିଏ ପରିବାରରୁ ୮ ପଜିଟିଭ୍‌ ଚିହ୍ନଟ: ସ୍ଥାନୀୟ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ପାଟଣା,୧୬।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପାଟଣା ବ୍ଲକ ସ୍ବାମ ଶାସନରେ ଗୋଟିଏ ଦି ପରିବାରରୁ ୮ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଅତିରିକ୍ତ ଜିଲାପାଳ ଉକ୍ତ ପ୍ଲଟକୁ ମାଇକ୍ରୋ କଣ୍ଟେନମେଣ୍ଟ୍‌ ଜୋନ୍‌…

କରୋନାରୁ କେବେ ମିଳିବ ଆଶ୍ୱସ୍ତି: ବିଶେଷଜ୍ଞ ଦେଲେ ମତ

ନୂଆଦିଲ୍ଲୀ,୧୬।୪: କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢୁଥିବା ବେଳେ ପୁଣି ଏକ ଚକିତ କଲା ଭଳି ଖବର ଆସିଛି। କରୋନା ଉପରେ ନଜର ରଖିଥିବା ବିଶେଷଜ୍ଞମାନେ କହିଛନ୍ତି ଯେ, ଆସନ୍ତା କିଛି ଦିନ ମଧ୍ୟରେ କରୋନା ଶିଖରରେ ରହିବ। ନୀତି…

ଜିଲା ମୁଖ୍ୟାଳୟ ଛାଡ଼ି ବାହାରେ ରହୁଛନ୍ତି ସରକାରୀ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ,୧୬।୪: ଜଗତ୍‌ସିଂହପୁର ଜିଲାରେ ବିଶେଷକରି ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ସରକାରୀ କର୍ମଚାରୀମାନଙ୍କ ମଧ୍ୟରୁ ଅନେକେ କଟକ, ଭୁବନେଶ୍ୱରରେ ରହୁଛନ୍ତି। ଏଥିଯୋଗୁ ସ୍ଥାନୀୟ ଲୋକେ ବହୁ ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅଧିକାରୀ ଓ କର୍ମଚାରୀମାନେ ମୁଖ୍ୟାଳୟରେ ନ ରହି କୌଣସି…

ଆଜି ରାଜ୍ୟରେ ୩୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧା ସବୁଠୁ ଆଗରେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୩୧୦୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୬୧,୪୫୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ଆମ୍ବରେ ଜହର

କେନ୍ଦ୍ରାପଡ଼ା ଅଫିସ, ୧୬। ୪: ଖରାର ପ୍ରକୋପ ବଢ଼ିଲାଣି। ପାଚିଲା ଆମ୍ବ ବଜାରକୁ ଆସିଲାଣି। ଗାଁଠାରୁ ସହର ପର୍ଯ୍ୟନ୍ତ ସବୁଠି ଏବେ ଆମ୍ବର ପସରା। ବିଭିନ୍ନ ପ୍ରକାର ଆମ୍ବକୁ ଦୋକାନରେ ସଜାଇ ବ୍ୟବସାୟୀମାନେ ଗ୍ରାହକଙ୍କ ଆକୃଷ୍ଟ କରୁଛନ୍ତି। ଧୀରେ ଧୀରେ ବ୍ୟବସାୟ…

କୋହଲି-ରୋହିତଙ୍କ ଦରମା ବଢିଲା ନାହିଁ: ଜାଣନ୍ତୁ କେଉଁ କ୍ରିକେଟର୍‌ କେତେ ପାଇବେ ଦରମା

କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଭାରତୀୟ ଖେଳାଳିଙ୍କ ବାର୍ଷିକ ଚୁକ୍ତିନାମା ତାଲିକା ପ୍ରକାଶ କରିଛି। ଅକ୍ଟୋବର ୨୦୨୦ରୁ ସେପ୍ଟେମ୍ବର ୨୦୨୧ ପର୍ଯ୍ୟନ୍ତ ଚୁକ୍ତି ବୈଧ ହେବ। ନୂତନ ଚୁକ୍ତିନାମା ଅନୁଯାୟୀ ଅଧିନାୟକ ବିରାଟ କୋହଲି, ସୀମିତ ଓଭର ଉପ-ଅଧିନାୟକ ରୋହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri