Home Left

ପୁଅ ସହ କ୍ୟୁଟ୍‌ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଏମିତି ପ୍ରତିକ୍ରିୟା ଦେଲେ ଅନୁଷ୍କା

ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ତ୍ରୀ ତଥା ମଡେଲ ନତାଶା ଷ୍ଟାନକୋଭିକ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସବୁ ସମୟରେ ସେ ନିଜର ଫଟୋ ଏବଂ ଭିଡିଓ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଥାନ୍ତି। ଏବେ ପୁଅ ଅଗସ୍ତ୍ୟା ପାଣ୍ଡ୍ୟାଙ୍କର…

ନମ୍ବି ଇଫେକ୍ଟ: ପୋଲିସ ଭୂମିକାର ସିବିଆଇ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬ା୪: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ପୂର୍ବତନ ବୈଜ୍ଞାନିକ ଏସ୍‌. ନମ୍ବି ନାରାୟଣନ୍‌ଙ୍କ ବିରୋଧରେ ଗୁପ୍ତଚରଗିରି ମାମଲାରେ ପୋଲିସ ଭୂମିକାକୁ ନେଇ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ତଦନ୍ତ ହେବ। ଉଚ୍ଚସ୍ତରୀୟ ତଦନ୍ତ କମିଟି ପକ୍ଷରୁ ଦାଏର ପୋଲିସ ଭୂମିକା…

ଗ୍ରେଡ୍‌ ଏ’ରେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ, ୧୬ା୪(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବାର୍ଷିକ ଚୁକ୍ତି ତାଲିକା (ସେଣ୍ଟ୍ରାଲ କଣ୍ଟ୍ରାକ୍ଟ) ଗୁରୁବାର ପ୍ରକାଶ ପାଇଛି। ଏଥିରେ ୪ଟି କାଟେଗୋରିରେ ମୋଟ ୨୮ ଜଣ ଖେଳାଳି ସ୍ଥାନ ପାଇଛନ୍ତି। ଗ୍ରେଡ୍‌-ଏ’+ କାଟେଗୋରିରେ ଭାରତର ୩ ଷ୍ଟାର ଖେଳାଳି…

ଲକ୍‌ଡାଇନ୍‌ ଯୋଗୁ ଏମିତି ନିଷ୍ପତ୍ତି ନେଲେ ଦୀପିକା-ରଣବୀର

ମହାରାଷ୍ଟ୍ରରେ ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଙ୍ଗଳବାର ଅର୍ଥାତ୍‌ ୧୪ ଏପ୍ରିଲରୁ ୧ ମେ ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରିଛନ୍ତି। ସମ୍ପୂର୍ଣ୍ଣ ରାଜ୍ୟରେ ୧୪୪ ଧାରା ଜାରି…

ଜେଲରେ ଗଲା ମ୍ୟାଡ୍‌ଅଫ୍‌ଙ୍କ ଜୀବନ

ଓ୍ବାଶିଂଟନ୍‌, ୧୬ା୪: ହଜାର ହଜାର ନିବେଶକଙ୍କ ପାଇଁ ଭରସାର ଅନ୍ୟନାମ ପାଲଟିଥିଲେ ବର୍ନାଡ ମ୍ୟାଡ୍‌ଅଫ୍‌। ତାଙ୍କ ନିକଟରେ ନୋବେଲ ବିଜେତା ଏଲି ଓ୍ବିସେଲ, ଫିଲ୍ମ ନିର୍ମାତା ଷ୍ଟିଭେନ ସ୍ପାଇଲବର୍ଗ, ଅଭିନେତା କେଭିନ୍‌ ବେକନ, କାଏରା ସେଜଓ୍ବିକ୍‌ଙ୍କ ସମେତ ବହୁ ବ୍ୟାଙ୍କ, କଲେଜ,…

କିଆରାଙ୍କୁ ୧୦ ମିନିଟ ପାଇଁ ଭେଟିବାକୁ ଚାହୁଁଛନ୍ତି ଏହି ପ୍ରଶଂସକ: ଅଭିନେତ୍ରୀଙ୍କ ଉତ୍ତର ଏବେ ଚର୍ଚ୍ଚାରେ

ବଲିଉଡ୍‌ ଅଭିନେତ୍ରୀ କିଆରା ଆଡ୍‌ଭାନୀ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ପ୍ରଶଂସକଙ୍କ ପାଇଁ ସେ ସବୁବେଳେ ନୂୂଆ ନୂଆ ଫଟୋ ଶେୟାର କରୁଛନ୍ତି। ପ୍ରଶଂସକମାନେ ମଧ୍ୟ ତାଙ୍କ ଫଟୋ ଏବଂ ଭିଡିଓକୁ ଦେଖିବା ପାଇଁ ଚାହିଁ ବସିଥାନ୍ତି। ଏହାର ଏକ ଜ୍ୱଳନ୍ତ…

ଦିଲ୍ଲୀ ହାତରୁ ମ୍ୟାଚ୍‌ ଛଡ଼ାଇ ନେଲେ ମୋରିସ

ମୁମ୍ବାଇ,୧୫।୪ : ଚଳିତ ସପ୍ତାହରେ ଆଇପିଏଲରେ ଦେଖିବାକୁ ମିଳୁଛି ଗୋଟିଏ ପରେ ଗୋଟିଏ ରୋମାଞ୍ଚକ ମ୍ୟାଚ୍‌। ପୂର୍ବ ୩ ଦିନ ଭଳି ଗୁରୁବାର ପ୍ରଥମେ ବ୍ୟାଟିଂ କରିଥିବା ଦଳକୁ ମିଳି ନ ଥିଲା ଜିତିବା ସୁଖ। ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଧାର୍ଯ୍ୟ…

ବଳାତ୍କାର ପରେ ନାବାଳିକା ୬ ମାସର ଗର୍ଭବତୀ

ଝାରସୁଗୁଡ଼ା ଅଫିସ,୧୫।୪: ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଝାରସୁଗୁଡ଼ା ଜିଲା ବଡମାଲ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ବଡମାଲ ଥାନା ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସିଡିପିଓ ସୁପ୍ରଭା ମହାପାତ୍ରଙ୍କ ଅଭିଯୋଗ ମୁତାବକ…

କାର୍ଯ୍ୟ ବନ୍ଦ ଧମକ ଦେଲେ ବର୍ଷେ ହେଲା ଦରମା ପାଇ ନ ଥିବା ଶବଦାହ କର୍ମୀ

ବେଙ୍ଗାଲୁରୁ,୧୫।୪ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବର୍ତ୍ତମାନ କରୋନା ବିସ୍ଫୋରଣ ଭଳି ସ୍ଥିତି। ସାଧାରଣ ଠାରୁ ଢ଼େର ଅଧିକ ଲୋକଙ୍କ ମୃତ୍ୟୁ ହେଉଛି। ଫଳରେ ଶବଦାହ କେନ୍ଦ୍ରର କର୍ମୀଙ୍କ ଉପରେ ବଢ଼ି ଚାଲିଛି ଚାପ। କିନ୍ତୁ ସେମାନଙ୍କୁ ଦୀର୍ଘ ମାସ ହେଲା…

ଘୁଞ୍ଚିଲା ଏନ୍‌ଇଇଟି ପିଜି ପରୀକ୍ଷା

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏନ୍‌ଇଇଟି (ନ୍ୟାଶନାଲ ଏଲିଜିବଲ୍‌ କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ) ପିଜି ମେଡିକାଲ ପ୍ରବେଶିକା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏହି ପରୀକ୍ଷା ଆସନ୍ତା ରବିବାର ହେବାର ଥିଲା। ସଂକ୍ରମଣ ବଢ଼ୁଥିବାରୁ ପରୀକ୍ଷାକୁ ସ୍ଥଗିତ ରଖିବା ଲାଗି…

କୁମ୍ଭମେଳାରେ କରୋନା ବିସ୍ଫୋରଣ

ହରିଦ୍ୱାର,୧୫।୪: ହରିଦ୍ୱାର କୁମ୍ଭମେଳାରେ ୫ ଦିନରେ ୧୭୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବିଶ୍ୱର ସର୍ବବୃହତ୍‌ ଧର୍ମୀୟ ସମାବେଶ ସଂକ୍ରମଣକୁ ଆହୁରି ବଢ଼ାଇପାରେ ବୋଲି ଆଶଙ୍କା କରାଯାଉଛି। ମେଳା ଅଞ୍ଚଳରେ ଗତ ୫ ଦିନ ମଧ୍ୟରେ ୨,୩୬,୭୫୧ ନମୁନା ପରୀକ୍ଷା…

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ: ପରୀକ୍ଷା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟ ନିଲମ୍ବିତ

ଦେବଗଡ଼,୧୫।୪: ଦେବଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଓଟିଇଟି (ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ) ପରୀକ୍ଷା ବେଳେ ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ପୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର କେନ୍ଦ୍ର ଅଧୀକ୍ଷକ (ସୁପରିଣ୍ଟେଣ୍ଡେଣ୍ଟ) କୁମୁଦ ବନ୍ଧୁ ପୃଷ୍ଟିଙ୍କୁ ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri