କୋହଲି ଦଶକର ଶ୍ରେଷ୍ଠ ଦିନିକିଆ କ୍ରିକେଟର
ଲଣ୍ଡନ,୧୫।୪ : ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ବଡ଼ ଉପଲବ୍ଧି ହାସଲ କରିଛନ୍ତି। କ୍ରିକେଟର ବାଇବେଲ କୁହାଯାଉଥିବା ଓ୍ବିଜଡେନ ଅଲମାନକର ଦଶକର ଶ୍ରେଷ୍ଠ ଦିନିକିଆ କ୍ରିକେଟର ଭାବେ ସେ ବିବେଚିତ ହୋଇଛନ୍ତି। ଇଂଲଣ୍ଡ ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ କ୍ରମାଗତ…
ଦିଲ୍ଲୀ ଦଳରେ ଦୁଇ ନୂଆ ଖେଳାଳି
ମୁମ୍ବାଇ, ୧୫ା୪- ଦିଲ୍ଲୀ କ୍ୟାପିଟାଲ୍ସ ଗୁରୁବାର ମୁମ୍ବାଇର ବାମହାତୀ ଯୁବ ସ୍ପିନର ଶାମ୍ସ ମୁଲାନୀଙ୍କୁ ସାମୟିକ ଭାବେ ଦଳରେ ସାମିଲ କରିଛି। ତେବେ କରୋନାରେ ଆକ୍ରାନ୍ତ ଅକ୍ଷର ପଟେଲଙ୍କ ବଦଳ ଖେଳାଳି ଭାବେ ଦଳରେ ସ୍ଥାନ ପାଇଛନ୍ତି। ଜଣେ କରୋନା ଆକ୍ରାନ୍ତ…
ଘରୁ ମୟୁର ଜବତ କଲା ବନ ବିଭାଗ
ଭବାନୀପାଟଣା,୧୫।୪: କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ କର୍ମଚାରୀ ଗୁରୁବାର କଲମପୁର ଅଞ୍ଚଳର ସନ୍ତୋଷ ଅଗ୍ରୱାଲଙ୍କ ଘରେ ଚଢାଉ କରି ଏକ ମୟୁର ଉଦ୍ଧାର କରାଯାଇଛି। ସନ୍ତୋଷ ମୟରୁକୁ ଘରେ ରଖିଥିବା ନେଇ ବନବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ଫରେଷ୍ଟ ଆକ୍ଟ ଅନୁଯାୟୀ…
ବୋଲରଙ୍କ ଭରସାରେ ଦିଲ୍ଲୀ କ୍ୟାପିଟାଲ୍ସ
ମୁମ୍ବାଇ, ୧୫ା୪- ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ବର୍ତ୍ତମାନ ବୋଲରଙ୍କ ଭରସାରେ। ଆମନ୍ତ୍ରଣ ପାଇଁ ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ଶେଷ ପର୍ଯ୍ୟନ୍ତ ଖେଳି ୮ ଉଇକେଟ ହରାଇ ୧୪୭ ରନ୍ କରିଛି। ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନଙ୍କ…
ମହାରାଷ୍ଟ୍ରକୁ ଅକ୍ସିଜେନ ଯୋଗାଇଲେ ମୁକେଶ ଅମ୍ବାନୀ
ମୁମ୍ବାଇ, ୧୫ା୪- କରୋନା ସହ ଲଢ଼େଇରେ ମହାରାଷ୍ଟ୍ରକୁ ଅକ୍ସିଜେନ ଦରକାର ଥିବାବେଳେ ସାହାଯ୍ୟର ହାତ ବଢ଼ାଇଛନ୍ତି ମୁକେଶ ଅମ୍ବାନୀ। ରିଲାଏନ୍ସ ରିଫାଇନାରିରୁ ଉତ୍ପାଦିତ ଅକ୍ସଜେନକୁ ମହାରାଷ୍ଟ୍ରକୁ ଯୋଗାଇ ଦେଇଛନ୍ତି। ମହାରାଷ୍ଟ୍ରରେ ବିଶ୍ୱର ସବୁଠୁ ବଡ଼ ରିଫାଇନାରି କମ୍ପ୍ଲେକ୍ସ ଚଲାଉଥିବା ଅମ୍ବାନୀଙ୍କ ରିଲେଆନ୍ସ…
ସେବାୟତଙ୍କୁ କରୋନା: ୩ ଦିନ ସାଧାରଣ ଦର୍ଶନ ବନ୍ଦ
ଆରଡ଼ି,୧୫।୪: ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସକାଳ ୮ଟାରୁ ୩ ଦିନ ପାଇଁ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ଘୋଷଣା କରାଯାଇଛି। ସେବାୟତମାନେ ଯଥାରୀତି…
ଥରକେ ହୋଇପାରିବ ନାହିଁ ପଶ୍ଚିମବଙ୍ଗର ବଳକା ୪ ପର୍ଯ୍ୟାୟ ନିର୍ବାଚନ
ନୂଆଦିଲ୍ଲୀ, ୧୫ା୪- ପୂରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଥିବାବେଳେ ପଶ୍ଚିମବଙ୍ଗର ବଳକା ୪ ପର୍ଯ୍ୟାୟ ନିର୍ବାଚନ ଏକାଥରକେ କରାଯିବା ନେଇ ଆକଳନ କରାଯାଉଥିଲା। ଏପରି କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥି ନେଇ ନିର୍ବାଚନ…
ମାସ୍କ ଚେକିଂ ବେଳେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ
ଭଦ୍ରକ ଅଫିସ,୧୫।୪: ମାସ୍କ ଚେକିଂ ବେଳେ ଗୁରୁବାର ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ୩ ବ୍ରାଉନସୁଗାର ବେପାରୀ। ପୋଲିସ ଗିରଫ ବେପାରିଙ୍କଠାରୁ ୧୦ ଗ୍ରାମରୁ ଅଧିକ ବ୍ରାଉନସୁଗାର ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ୧୦ ଲକ୍ଷରୁ ଊର୍ଦ୍ଧ୍ୱ…
କାଳବୈଶାଖୀ ଭୟ: ୧୯ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୫।୪: କାଳବୈଶାଖୀର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ, ଦକ୍ଷିଣ ଓ ଉତ୍ତର ଉପକୂଳର ୧୯ଟି ଜିଲାରେ ବର୍ଷା ସାଙ୍ଗକୁ ଝଡତୋଫାନ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଏହି…
ବୈତରଣୀ ଉଜାଡ଼ି ଦେଲା ମା’ର କୋଳ
ଭଦ୍ରକ ଅଫିସ,୧୫।୪: ଗାଧୋଇବାକୁ ଯାଇ ନଦୀରେ ବୁଡ଼ି ଭଉଣୀଭାଇଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସୋହଡ଼ା ପଞ୍ଚାୟତ ଗୌରାଙ୍ଗପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଭଉଣୀଭାଇ ହେଲେ ସୋହଡ଼ା ଗ୍ରାମର ମନ୍ମଥ ଦାସଙ୍କ…
୨ ବର୍ଷ ହେଲା ନାବାଳିକା ଝିଅକୁ ବଳାତ୍କାର କରୁଥିଲେ ବାପା
ଜୟପୁର, ୧୫ା୪- ୧୫ ବର୍ଷୀୟା ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଜଣେ ବ୍ୟକ୍ତିକୁ ରାଜସ୍ଥାନର ଜୋଧପୁରରୁ ଗିରଫ କରାଯାଇଛି। କେବଳ ଏତିକି ନୁହେଁ, ଝିଅକୁ ବଳାତ୍କାର କରିବା ପରେ ଶାରୀରିକ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ବାରମ୍ବାର ବଳାତ୍କାର ପରେ…
ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ କ୍ୟାପିଟଲ୍ସ
ମୁମ୍ବାଇ, ୧୫ା୪- ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଖେଳାଯିବାକୁ ଥିବା ମ୍ୟାଚ୍ରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ। ପ୍ରଥମେ ବ୍ୟାଟିଂ କରିବାକୁ ଥିବା ଦିଲ୍ଲୀ ଦଳକୁ ଫେରିଛନ୍ତି କାଗିସୋ ରବାଡା।…
Archives


