Home Left

ଅନ୍ୟ ରାଜ୍ୟକୁ ବସ୍‌ ସେବା ବନ୍ଦ: ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟବ୍ୟାପୀ ନାଇଟକର୍ଫ୍ୟୁ ଜାରି କରିଛନ୍ତି। ପଶ୍ଚିମଓଡ଼ିଶାର ୧୦ଟି ଜିଲାରେ ନାଇଟକର୍ଫ୍ୟୁ ସମେତ ସାପ୍ତାହାନ୍ତ ସଟ୍‌ଡାଉନ ଏବଂ ଅନ୍ୟ ୨୦ଟି…

ରାଜଧାନୀରେ କରୋନା ସଂକ୍ରମଣ ଉପରମୁହାଁ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଗ୍ରାଫ୍‌ ଦିନକୁ ଦିନ ବଢି ଚାଳିଛି। ଭୁବନେଶ୍ୱରରୁ ଗୋଟିଏ ଦିନରେ ୩୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୧୦୯ ଏବଂ ସ୍ଥାନୀୟ ଅଞ୍ଚଳରୁ ୨୭୦ ସଂକ୍ରମିତ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ…

ସ୍ବାମୀଙ୍କ ଆତ୍ମହତ୍ୟାର ଭିଡିଓ କଲେ ପତ୍ନୀ

କୋଲକାତା, ୧୫ା୪- ସ୍ବାମୀଙ୍କୁ ଆତ୍ମହତ୍ୟା କରିବାକୁ ପ୍ରବର୍ତ୍ତାଇବା ପାଇଁ ପଶ୍ଚିମବଙ୍ଗରେ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ମାତ୍ର ୪ ମାସ ତଳେ ୨୨ ବର୍ଷୀୟା ଅଭିଯୁକ୍ତ ମହିଳାଙ୍କ ବିବାହ ହୋଇଥିଲା। ସ୍ବାମୀ ଆତ୍ମହତ୍ୟା କରୁଥିବାବେଳେ ସେଠାରେ ଉପସ୍ଥିତ ରହି ଭିଡିଓ ଶୁଟ୍‌…

ଏହି କାରଣ ପାଇଁ ବାହା ହେବାକୁ ମନା କରିଥିଲେ ସଲମାନ

ମୁମ୍ବାଇ: ଦବଙ୍ଗ ଖାନ୍‌ ସଲମାନ୍‌ଙ୍କ ବିବାହକୁ ନେଇ ପ୍ରଶଂସକମାନେ ସବୁବେଳେ ଉତ୍ସାହିତ ଥାନ୍ତି। ରିଲ୍‌ରେ ଅନେକ ଥର ବିବାହ ବନ୍ଧନରେ ବାନ୍ଧି ହୋଇଥିବା ସଲମାନ୍‌ ରିୟଲ ଲାଇଫ୍‌ରେ କିନ୍ତୁ ଆଜି ପର୍ଯ୍ୟନ୍ତ ବ୍ୟାଚଲର୍‌ ଅଛନ୍ତି। ସଲମାନ୍‌ ବିବାହ ପାଇଁ ମନସ୍ଥ କରିଥିଲେ।…

ଝିଅକୁ ବଳାତ୍କାର କରିଥିବା ବ୍ୟକ୍ତିଙ୍କ ଏମିତି ପ୍ରତିଶୋଧ ନେଲେ ବାପା

ବିଶାଖାପାଟନମ,୧୫।୪: ଆନ୍ଧ୍ରପ୍ରଦେଶ ବିଶାଖାପାଟନମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସହର ଉପକଣ୍ଠରେ ଥିବା ପେଣ୍ଡୁରଥୀ ମଣ୍ଡଳର ଜାଟଟାଠାରେ ଗୋଟିଏ ପରିବାରର ୬ ଜଣଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଅଭିଯୁକ୍ତ ହେଉଛନ୍ତି ବି ଆପାରାଲାଜୁ। ପୋଲିସ ଅଭିଯୁକ୍ତକୁ…

ଏ ହେଉଛି ପ୍ରେମ; କ୍ୟାନ୍‌ସର ସହ ଲଢ଼ୁଥିବା ସ୍ତ୍ରୀଙ୍କୁ ବଞ୍ଚାଇବା ଲାଗି ୧୭ ବର୍ଷ ହେଲାଣି ଭାଓଲିନ୍‌ ବଜାଉଛନ୍ତି ଏହି ବ୍ୟକ୍ତି…

ତ୍ୟାଗର ଅନ୍ୟନାମ ପ୍ରେମ। କିଛି ଶବ୍ଦରେ ତାକୁ ରୂପ ଦେବା ଅସମ୍ଭବ। ହେଲେ ପଶ୍ଚିମବଙ୍ଗରେ ରହୁଥିବା ସ୍ବପନ ସେଟ ପ୍ରେମର ନୂତନ ପରିଭାଷା ସୃଷ୍ଟି କରିଛନ୍ତି। କୋଲକାତାର ବଳରାମ ଡେ ଷ୍ଟ୍ରିଟ୍‌ରେ ରୁହନ୍ତି ସ୍ବପନ। ତାଙ୍କ ସ୍ତ୍ରୀ ୨୦୦୨ରୁ କ୍ୟାନ୍‌ସରରେ ପୀଡ଼ିତ।…

ଦ୍ୱିତୀୟ ଥର କରୋନା ଆକ୍ରାନ୍ତ ହେଲେ ମନ୍ତ୍ରୀ

ଥିରୁଭାନନ୍ତପୁରମ୍‌,୧୫।୪: ଗୋଟିଏ ଦିନରେ ଦୁଇ ଲକ୍ଷରୁ ଅଧିକ କରୋନା ମାମଲା ରେକର୍ଡ ହେବା ପରେ ଭାରତରେ ମୋଟ ସଂକ୍ରମଣ ଏକ କୋଟି ୪୦ ଲକ୍ଷ ୭୪ ହଜାର ୫୬୪ରେ ପହଞ୍ଚିଛି। ଗତ ସାତ ମାସ ମଧ୍ୟରେ କେରଳର କୃଷି ମନ୍ତ୍ରୀ ଭି.ଏସ…

ସ୍ତ୍ରୀ କିରଣଙ୍କ ପାଇଁ ଅନୁପମ ଖେର ନେଲେ ବଡ଼ ନିଷ୍ପତ୍ତି

ବଲିଉଡ୍‌ ଅଭିନେତା ଅନୁପମ୍‌ ଖେର ତାଙ୍କ ସ୍ତ୍ରୀ ତଥା ଭାଜପା ଏମ୍‌ପି କିରଣ ଖେରଙ୍କର ସମ୍ପୂର୍ଣ୍ଣ ଯତ୍ନ ନେଉଛନ୍ତି। କିରଣ ଏବେ ରକ୍ତ କର୍କଟ ରୋଗରେ ପୀଡିତ ଅଛନ୍ତି। ସେ ମଲ୍ଟିପଲ ମିଲୋମା ନାମକ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ…

ଦଶନ୍ଧିର ସର୍ବଶ୍ରେଷ୍ଠ କ୍ରିକେଟର ହେଲେ କୋହଲି

ଲଣ୍ଡନ,୧୫।୪: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ୱିସଡେନ ଆଲମାନାକ ଦ୍ୱାରା ଦଶନ୍ଧିର ଶ୍ରେଷ୍ଠ ଏକଦିବସୀୟ କ୍ରିକେଟର ଭାବରେ ମନୋନୀତ ହୋଇଛନ୍ତି। ସେହିପରି କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ଇଂଲଣ୍ଡ ଅଲରାଉଣ୍ଡର ବେନ ଷ୍ଟୋକ୍ସ ‘ବର୍ଷର ଶ୍ରେଷ୍ଠ କ୍ରିକେଟର’ ଭାବରେ…

ଜାଣନ୍ତୁ କିଏ ସେହି ଶାହବାଜ ଅହମ୍ମଦ, ଯିଏ ଗୋଟିଏ ଓଭରରେ ବଦଳାଇଦେଲେ ବାଙ୍ଗାଲୋର-ହାଇଦ୍ରାବାଦ ମ୍ୟାଚ୍‌ର ମୋଡ଼

ନୂଆଦିଲ୍ଲୀ,୧୫।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ର ଷଷ୍ଠ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଛି। ଏହି ରୋମାଞ୍ଚକର ମ୍ୟାଚ୍‌ରେ ଆର୍‌ସିବି ବାଜିମାତ କରିଥିଲା। ମ୍ୟାଚ୍‌ ଶେଷରେ ‘ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌’ ଭାବେ ଅର୍ଦ୍ଧଶତକୀୟ ପାଳି…

ଚିନ୍ତା ବଢ଼ାଉଛି ସଂକ୍ରମଣ: ଶ୍ରୀମନ୍ଦିର ସେବାରେ ଜଡ଼ିତ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ

ପୁରୀ ଅଫିସ,୧୫।୪: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ପୁରୀରେ ମଧ୍ୟ ଏହି ସଂଖ୍ୟା ବଢ଼ି ଚାଲିଛି। ଶ୍ରୀମନ୍ଦିର ସହ ବିଭିନ୍ନ ସେବାରେ ଜଡ଼ିତ ଆଉ ୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେବାୟତ,…

ଓଲଟା ଯୋଗମୁଦ୍ରା ପୋଜ୍‌ରେ ଏହି ଅଭିନେତ୍ରୀ

ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁ ଏବେ ଲୋକଙ୍କୁ ଫିଟ୍‌ନେସ ମନ୍ତ୍ର ଦେଉଛନ୍ତି। ଯାହାକି ସମସ୍ତଙ୍କର ଆବଶ୍ୟକ। କିଛିଦିନ ପୂର୍ବରୁ ସେ ପ୍ଲାଣ୍ଟ ବେସ୍‌ଡ ଡାଇଟ୍‌ ଆପଣାଇଥିଲେ। ତାଙ୍କ କହିବା ଅନୁଯାୟୀ, ଯେକୌଣସି ପ୍ରକାର ଆହାର ଲୋକଙ୍କ ମାଂସପେଶୀ ସୁଦୃଢ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri