Home Left

ସ୍ତ୍ରୀଙ୍କ ଇନ୍‌ଷ୍ଟାଗ୍ରାମ ଚାଟ୍‌ ଦେଖି ଉଡିଗଲା ସ୍ବାମୀଙ୍କ ହୋସ୍‌; ବିବାହର ୯ ଦିନ ପରେ…

ଜୋଧପୁର: ରାଜସ୍ଥାନର ଜୋଧପୁରରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ନବବିବାହିତ ବ୍ୟକ୍ତି ବିବାହର ୯ ଦିନ ପରେ ସ୍ତ୍ରୀଙ୍କ ବିରୋଧରେ ପ୍ରତାରଣାର ଅଭିଯୋଗ ଆଣିଛନ୍ତି। ଗତ ବର୍ଷ ଜୁଲାଇ ୨୬ରେ ସୁମନଙ୍କ ହାତ ଧରିଥିଲେ ରାମେଶ୍ୱର ଜାଙ୍ଗଡ଼ା।…

ଜଣେ ମହିଳାଙ୍କୁ ୪ଥର ବିବାହ, ୩ ଥର ଛାଡପତ୍ର ଦେଲେଣି ଏହି ବ୍ୟକ୍ତି: କାରଣ ଜାଣିଲେ…

ପ୍ରାୟତଃ ଶୁଣିବାକୁ ମିଳେ, ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଛାଡପତ୍ର ଦେଇ ଆଉ ଜଣଙ୍କୁ ବିବାହ କରିଛନ୍ତି। ମାତ୍ର ବିବାହକୁ ନେଇ ତାଇପେଇରୁ ଏକ ଭିନ୍ନ ମାମଲା ଶୁଣିବାକୁ ମିଳୁଛି। ଜଣେ ବ୍ୟକ୍ତି ୪ଥର ବିବାହ କରିଛନ୍ତି ଏବଂ ୩ ଥର ଛାଡପତ୍ର…

ଅଶ୍ଳୀଳ ମେସେଜ୍‌ ପଠାଉଥିଲେ ବସ୍‌: ମହିଳା କର୍ମଚାରୀ କଲେ ଏପରି….

ବେଜିଂ,୧୫।୪: ଚାଇନାର ଏକ ସରକାରୀ ଅଫିସର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଜଣେ ମହିଳା କର୍ମଚାରୀ ଅଫିସରେ ଚେୟାରରେ ବସିଥିବା ବସ୍‌ଙ୍କୁ ଝାଡୁରେ ନିସ୍ତୁକ ପିଟୁଥିବାର ଦୃଶ୍ୟ ଭିଡ଼ିଓରେ ଦେଖିବାକୁ ମିଳୁଛି। ଦକ୍ଷିଣ ଚାଇନାର ଏକ ସରକାରୀ…

ସଡ଼କରେ ବୁଲୁଛନ୍ତି ଯମରାଜା-ଯମଦୂତ: କରୁଛନ୍ତି ବିକଟାଳ ଶବ୍ଦ….

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦିଲ୍ଲୀ ସମେତ କେତେକ ରାଜ୍ୟରେ ସରକାରଙ୍କ ପକ୍ଷରୁ କଡ଼ାକଟକଣା ଜାରି କରାଯାଇଛି। ତେବେ କରୋନା ମାର୍ଗଦର୍ଶିକା ପାଳନ ପାଇଁ ଲୋକଙ୍କୁ ସଚେତନ କରିବା ଲାଗି ରାଜଧାନୀ ଦିଲ୍ଲୀ ରାସ୍ତାରେ…

ଏମ୍‌ପି ବିନା ପୋଷାକରେ ପହଞ୍ଚିଲେ ଭିଡ଼ିଓ କନଫରେନ୍ସିଂ ବୈଠକରେ, ତାପରେ….

ଓଟଓ୍ବା,୧୫।୪: ଦେଶ ପାଇଁ ନିୟମ ପ୍ରସ୍ତୁତ କରୁଥିବା ନେତା ପାର୍ଲାମେଣ୍ଟ ବୈଠକରେ ବିନା ପୋଷାକରେ ପହଞ୍ଚିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ୍ୟ। ଏଭଳି ଏକ ଅଭାବନୀୟ ଘଟଣା କାନାଡ଼ାରେ ଘଟିଛି। ବୁଧବାର ସଂସଦର ବୈଠକ ଭିଡ଼ିଓ…

ଏହି ରାଜ୍ୟରେ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ

ଲକ୍ଷ୍ନୌ,୧୫।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହା ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। କରୋନା ଚେନ୍‌କୁ ଭାଙ୍ଗିବା ବିଭିନ୍ନ ରାଜ୍ୟର ସରକାର କଡ଼ା ପଦକ୍ଷେପ ଗ୍ରହଣ କରିବା ସହ ଅଧିକ ସଜାଗ ରହିଛନ୍ତି। ବର୍ଦ୍ଧିତ କରୋନା…

ଆଜି ମାଟ୍ରିକ ପରୀକ୍ଷା ନେଇ ମୁଖ୍ୟମନ୍ତ୍ରୀ କରିବେ ଗୁରୁତ୍ୱପୂର୍ଣ୍ଣ ଘୋଷଣା, କରୋନାକୁ ନେଇ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ସିବିଆଇ ଦଶମ ପରୀକ୍ଷା ବାତିଲ ହେବା ପରେ ଏବେ ମାଟ୍ରିକ ଉପରେ ନଜର ରହିଛି। ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ୁଥିବାରୁ ଏନେଇ ଆଶଙ୍କା ସୃଷ୍ଟି ହୋଇଛି। ତେବେ ଏହି ପରିପ୍ରେକ୍ଷୀରେ ଗୁରୁବାର ଅପରାହ୍ନରେ ମାଟ୍ରିକ ପରୀକ୍ଷା ନେଇ…

ବଳାତ୍କାରୀଙ୍କଠାରୁ ରକ୍ଷା ପାଇବା ପାଇଁ ୩୦ ଫୁଟ ଉଚ୍ଚରୁ ଡେଇଁଲେ ଯୁବତୀ, ଆଉ ତା’ ପରେ…

ସେଣ୍ଟପିଟର୍ସବର୍ଗ,୧୫।୪: ଋଷିଆରେ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀ ନିଜକୁ ବଞ୍ଚାଇବା ପାଇଁ ୩୦ ଫୁଟ ଉପରୁ ଡେଇଁ ପଡ଼ିଛନ୍ତି। ଏହି ଯୁବତୀଙ୍କ ବଞ୍ଚାଇବା ବହୁତ କଷ୍ଟକର ଥିଲା। ମାତ୍ର ତାଙ୍କର ଭାଗ୍ୟ ଜୋର୍‌ ଥିବାରୁ ତଳେ ଥିବା…

ଜୁନ୍‌ ୧୭ରୁ ଓଜେଇଇ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଚଳିତ ବର୍ଷ ଜୁନ ୧୭ରୁ ୨୪ ମଧ୍ୟରେ ଓଜେଇଇ ଅନୁଷ୍ଠିତ ହେବ। ତେବେ କମ୍ପ୍ୟୁଟର ବେସ୍ଡ ପରୀକ୍ଷା ନେଇ ଓଜେଇଇ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି। ଏଥିନିମନ୍ତେ ଆଗ୍ରହୀ ପରୀକ୍ଷାର୍ଥୀ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। www.ojee.nic.inରେ ଆବେଦନ କରିହେବ।

ପିପିଲି ପାଇଁ ପ୍ରକାଶ ପାଇବ ସାନି ବିଜ୍ଞପ୍ତି, ପ୍ରାର୍ଥୀ ଦେବା ପାଇଁ କଂଗ୍ରେସକୁ ମିଳିବ ୭ ଦିନ ସମୟ

ଭୁବନେଶ୍ୱର,୧୫।୪(ବ୍ୟୁରୋ): କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଏନେଇ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ପ୍ରେସମିଟ୍‌ କରି କହିଛନ୍ତି, କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ ଯୋଗୁ ନିର୍ବାଚନ ସ୍ଥଗିତ ରଖାଯାଇଛି। ରିଟର୍ଣ୍ଣି ଅଫିସର ନିର୍ବାଚନ ସ୍ଥଗିତ…

ନିମନ୍ତ୍ରଣ କାର୍ଡ ଉପରେ ଲାଲୁଙ୍କ ଫଟୋ ରଖିଲେ ଏହି ଯୁବକ, ଲେଖିଲେ ଏମିତି କିଛି…

ଲାଲୁ ପ୍ରସାଦ ଯାଦବ ସବୁବେଳେ କିଛି ନା କିଛି କଥାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କର ପ୍ରଶଂସକମାନେ ମଧ୍ୟ ତାଙ୍କ ଶୈଳୀରେ ଲାଲୁଙ୍କ ସହ ସମାନ। ଅର୍ଥାତ୍‌ ଲାଲୁଙ୍କ ପାଇଁ ବି କିଛି ଲୋକ ପାଗଳପ୍ରାୟ। ବିହାରର ହାଜିପୁର ସଦ୍ୟତମ ଘଟଣା…

ସାଙ୍ଗରେ ଅକ୍ସିଜେନ ସିଲିଣ୍ଡର ଧରି ହସ୍ପିଟାଲରୁ ହସ୍ପିଟାଲ ବୁଲିଲେ କରୋନା ଆକ୍ରାନ୍ତ: ମିଳିଲାନି ବେଡ୍‌

ଲକ୍ଷ୍ନୌ,୧୫।୪: କରୋନା ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। କରୋନାର ଏହି ନୂଆ ଷ୍ଟ୍ରେନ୍‌ ଏବେ ଭୟଙ୍କର ରୂପ ଧାରଣ କରିଛି। ଯେଉଁଠି କରୋନାକୁ ନେଇ ସରକାର ଅଧିକ ସଜାଗ ରହିଛନ୍ତି ବୋଲି କହୁଛନ୍ତି ସେଠାରେ ସ୍ବାସ୍ଥ୍ୟସେବାର ନଗ୍ନ ଉଦାହରଣ ଦେଖିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri