Home Left

ମହାରାଷ୍ଟ୍ର ରାସ୍ତାରେ ୟୁପି, ଛତିଶଗଡ଼

ମୁମ୍ବାଇ/ନୂଆଦିଲ୍ଲୀ,୧୫ା୪: କରୋନା ଭାଇରସ୍‌ ପୁଣି ଭାଙ୍ଗିଛି ନୂଆ ମାମଲାର ଦୈନିକ ରେକର୍ଡ। ଭାରତରେ ଦୈନିକ ସଂକ୍ରମଣ ୧,୮୪,୩୭୨ ଛୁଇଁଛି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୩୮,୭୩,୮୨୫ରେ ପହଞ୍ଚିଛି। ଏହାସହ ସକ୍ରିୟ ମାମଲା ୧୩ ଲକ୍ଷ ଟପିଛି। ବୁଧବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ…

୪୭ ଆମ୍ବୁଲାନ୍ସ ସେବା ଶୁଭାରମ୍ଭ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭର୍ଚୁଆଲ ମୋଡରେ ଗୁରୁତର ରୋଗୀଙ୍କ ପରିବହନ ପାଇଁ ୪୭ଟି ଲାଇଫ ସପୋର୍ଟ ଆମ୍ବୁଲାନ୍ସର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉନ୍ନତମାନର ଜୀବନ ସୁରକ୍ଷା…

କରୋନା ନେଲା ଆଉ ୨ ଜୀବନ: ରାଜ୍ୟରେ ୧୯୩୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏହି ମହାମାରୀ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୩୫ରେ…

କ୍ୟାନ୍‌ସର ହସ୍ପିଟାଲ ପାଇଁ ଏମ୍‌ଓୟୁ ସ୍ବାକ୍ଷରିତ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜ୍ୟ ସରକାର ଦୁଇଟି କର୍କଟ ରୋଗ ଚିକିତ୍ସା କେନ୍ଦ୍ର ପାଇଁ ବୁଝାମଣାପତ୍ର(ଏମ୍‌ଓୟୁ) ସ୍ବାକ୍ଷର କରିଛନ୍ତି। ପ୍ରଥମ ଏମ୍‌ଓୟୁ ବାଗ୍‌ଚୀ ଶ୍ରୀ ଶଙ୍କର କ୍ୟାନ୍‌ସର ହସ୍ପିଟାଲ ଓ ଗବେଷଣା ପ୍ରତିଷ୍ଠାନ ପାଇଁ ରାଜ୍ୟ ସରକାର, ସୁସ୍ମିତା ବାଗ୍‌ଚୀ ଏବଂ ଶଙ୍କର କ୍ୟାନ୍‌ସର…

ହାଇଦର ଖସିଲେ, ଅଯୋଗ୍ୟ ବସିଛନ୍ତି ମୁଣ୍ଡରେ

ଭୁବନେଶ୍ୱର,୧୫ା୪: ମହାରାଷ୍ଟ୍ର, ତାମିଲ୍‌ନାଡ଼ୁ, ବିହାର ଭଳି ଓଡ଼ିଶାରେ ବହୁ କୁଖ୍ୟାତ ଅପରାଧୀ ନାହାନ୍ତି। ଆମ ରାଜ୍ୟରେ ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ମାତ୍ର ହାତଗଣତି ୮ରୁ ୧୦ଜଣ କୁଖ୍ୟାତ ଅପରାଧୀ ଅଛନ୍ତି। ସେମାନଙ୍କ ଆପରାଧିକ କାର୍ଯ୍ୟକଳାପ ରୋକିବାକୁ ରାଜ୍ୟରେ ୨୦୧୨ରେ ସ୍ବତନ୍ତ୍ର ଟାସ୍କ…

ପ୍ରଥମ ଫିଲ୍ମରେ ଏହି ଅଭିନେତାଙ୍କ ସହ ରୋମାନ୍ସ କରିବେ ଶିଳ୍ପା

ରିଆଲିଟି ଶୋ’ ‘ବିଗ୍‌ ବସ୍‌’-୧୧ ର ବିଜେତା ଶିଳ୍ପା ଶିନ୍ଦେ ଅନେକ ଦିନ ହେବ ଛୋଟ ପରଦାରୁ ଦୂରେଇ ଯାଇଛନ୍ତି। କିଛି ଦିନ ପୂର୍ବେ ତାଙ୍କୁ କମେଡି ଶୋ’ ‘ଗ୍ୟାଙ୍ଗସ୍‌ ଅଫ୍‌ ଫିଲ୍ମସ୍ତାନ’ରେ ଦେଖିବାକୁ ମିଳିଥିଲା। କେତୋଟି ଏପିିସୋଡ୍‌ରେ କାମ କରିବା…

ଘରେ ସୁଖ, ଶାନ୍ତି ଚାହୁଁଛନ୍ତି କି? ଏସବୁ କରିବାକୁ ଭୁଲନ୍ତୁ ନାହିଁ..

ହିନ୍ଦୁଧର୍ମ ଅନୁସାରେ ଏପରି କିଛି ବିଶ୍ୱାସ ରହିଛି ଯାହାକୁ ଏଯାଏଁ ମଧ୍ୟ ଲୋକ ମାନି ଆସୁଛନ୍ତି। ଘରେ କିଛି ଜିନିଷ ରଖିବା ଦ୍ୱାରା ସୁଖ, ଶାନ୍ତି, ଧନ ଓ ସମୃଦ୍ଧି ବୃଦ୍ଧି ହୋଇଥାଏ ବୋଲି ଲୋକଙ୍କ ମନରେ ବିଶ୍ୱାସ ରହିଛି। ଆପଣ…

ମୁମ୍ବାଇ ଷ୍ଟାଇଲରେ ଜିତିଲା ଆରସିବି

ମୁମ୍ବାଇ, ୧୪ା୪ – ଚେନ୍ନାଇ ପିଚ୍‌ରେ ୧୫୦ ରନ୍‌ର ପିଛା କରିବା ସହଜ ନୁହେଁ। ମଙ୍ଗଳବାର ଭଳି ବୁଧବାର ମଧ୍ୟ ସହଜ ଦେଖାଯାଉଥିବା ଟାର୍ଗେଟ ହାସଲ କରିପାରିଲା ନାହିଁ ଦ୍ୱିତୀୟ ବ୍ୟାଟିଂ କରୁଥିବା ଦଳ। ୧୩ ଓଭର ସୁଦ୍ଧା ଏକ ଉଇକେଟ…

କରୋନା ଆକ୍ରାନ୍ତଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ଚାହୁଁଥିଲେ ସ୍ବାସ୍ଥ୍ୟ କର୍ମୀ

ମୁମ୍ବାଇ, ୧୪ା୪ – ଅନ୍ଧେରୀ ସ୍ଥିତ ଏକ ହୋଟେଲରେ କ୍ୱାରେଣ୍ଟିନରେ ଥିବା ଜଣେ କୋଭିଡ୍‌ ୧୯ ଆକ୍ରାନ୍ତଙ୍କୁ ଅସଦାଚରଣ କରି ଗିରଫ ହୋଇଛନ୍ତି ଜଣେ ସ୍ବାସ୍ଥ୍ୟ କର୍ମୀ। ଏ ନେଇ ବୁଧବାର ପୋଲିସ ପକ୍ଷରୁ କୁହାଯାଇଛି। ପୀଡ଼ିତା ସୋମବାର ପୋଲିସ କଣ୍ଟ୍ରୋଲ…

ରାଉରକେଲାରେ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା ଅଫିସ,୧୪।୪: ବିସ୍କୁଟ ଆଣିବା ପାଇଁ ଦୋକାନକୁ ଯାଇଥିବା ବେଳେ ଷ୍ଟିଲ ସିଟି ରାଉରକେଲା ବନ୍ଧମୁଣ୍ଡା ଥାନା ଅଞ୍ଚଳର ଜଣେ ନାବାଳିକା(୧୨ବର୍ଷ)ଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ…

ଲକ୍ଷ୍ନୌରେ କରୋନା ମୃତ୍ୟୁ ସଂଖ୍ୟା ଲୁଚାଯାଉଛି

ଲକ୍ଷ୍ନୌ, ୧୪ା୪- ଉତ୍ତର ପ୍ରଦେଶ ସରକାର ବର୍ତ୍ତମାନ ରାଜଧାନୀ ଲକ୍ଷ୍ନୌର କରୋନା ସ୍ଥିତି ଲୁଚାଇବାକୁ ଚେଷ୍ଟା କରୁଛନ୍ତି। ଲକ୍ଷ୍ନୌରେ କୋଭିଡ୍‌ ୧୯ କାରଣରୁ ସରକାରୀ ସ୍ତରରେ ଦର୍ଶାଯାଇଥିବା ମୃତ୍ୟୁ ସଂଖ୍ୟାଠାରୁ ଢ଼େର ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। କାରଣ ସରକାରୀ ସ୍ତରରେ…

ପାତରଅନ୍ତର କରୁଛନ୍ତି ନିର୍ବାଚନ କମିଶନ

କୋଲକାତା, ୧୪।୪: ନିର୍ବାଚନ କମିଶନ (ଇସି) ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବା ଏବଂ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିରୋଧରେ ଏହାର କାର୍ଯ୍ୟାନୁଷ୍ଠାନ ବେଆଇନ ବୋଲି ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ବୁଧବାର ଟିଏମ୍‌ସି ନିର୍ବାଚନ କମିଶନଙ୍କୁ ପତ୍ର ଲେଖି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri