ପୋଲିସ ବାବୁଙ୍କ କଡ଼ା ପଦକ୍ଷେପ: ୫୦୦୦ ଅମାନିଆଙ୍କ ବିରୋଧରେ ମାମଲା ରୁଜୁ…
ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ପୁଣି କୋକୁଆ ଭୟ ସୃଷ୍ଟି ହୋଇଛି। କରୋନା ମାର୍ଗଦର୍ଶିକା ପାଳନ କରୁ ନ ଥିବା ଅମାନିଆଙ୍କ ପାଇଁ ଦିଲ୍ଲୀ ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ମାସ୍କ ପିନ୍ଧି ନ ଥିବା…
ପ୍ରପୋଜ୍ କରିବା ସମୟରେ ପ୍ରେମିକା ଅଭିନେତ୍ରୀ ବୋଲି ଜାଣି ନ ଥିଲେ ରୋହିତ
ଛୋଟ ପରଦା ଅଭିନେତ୍ରୀ ଅନିତା ହାସନନ୍ଦାନୀ ଆଜି ତାଙ୍କ ୪୦ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୧୪ ଏପ୍ରିଲ ୧୯୮୧ରେ ମୁମ୍ବାଇର ଏକ ସିନ୍ଧି ପରିବାରରେ ଜନ୍ମଗ୍ରହଣ କରିଥିଲେ। ଅନେକ ସିରିଏଲରେ ଅଭିନୟ କରି ସେ ଦର୍ଶକଙ୍କ ହୃଦୟ ଜିତି…
କରୋନାକୁ ହରାଇଲେ ଆଲିଆ
ମୁମ୍ବାଇ: କେତେକ ବଲିଉଡ୍ ସେଲିବ୍ରିଟି ଏବେ କରୋନା କବଳରେ ଆସିଯାଇଥିବା ବେଳେ ଧିରେ ଧିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି। ଏହି କ୍ରମରେ ବଲିଉଡ୍ ଅଭିନେତା ଅକ୍ଷୟ କୁମାରଙ୍କ ପରେ ଏବେ ଅଭିନେତ୍ରୀ ଆଲିଆ ଭଟ୍ଟ କରୋନାକୁ ହରାଇଥିବା ଜଣାପଡ଼ିଛି। ବୁଧବାର…
ଅର୍ଜୁନ କପୁରଙ୍କ ସହ ନିର୍ବନ୍ଧ ସରିଲା !
ବମ୍ବେ: ବଲିଉଡ୍ ଅଭିନେତ୍ରୀ ମଲାଇକା ଅରୋରା ଚର୍ଚ୍ଚାରେ। କାରଣଟି ହେଲା ତାଙ୍କର କିଛି ଫଟୋ। ସାମାଜିକ ଗଣମାଧ୍ୟମରେ ଯୋଗ କରୁଥିବା ବେଳର ଅନେକଗୁଡ଼ିଏ ଫଟୋ ସେ ଶେୟାର କରିଥାନ୍ତି। ହେଲେ ଏବେ ସେ ଏଭଳି ଦୁଇଟି ଫଟୋ ଛାଡ଼ିଛନ୍ତି, ଯାହାକୁ ଦେଖି…
ପୁଣି ଫେରିବ ରାମାୟଣ
ନୂଆଦିଲ୍ଲୀ,୧୪।୪: ରାମାନନ୍ଦ ସାଗରଙ୍କ ‘ରାମାୟଣ’ ପୁଣି ଥରେ ପରଦାକୁ ଫେରୁଛି। ପ୍ରତିଦିନ ସନ୍ଧ୍ୟା ୭ଟାରେ ଷ୍ଟାର ଭାରତରେ ଏହାକୁ ପ୍ରସାରିତ କରାଯିବ। ଏନେଇ ବୁଧବାର ଷ୍ଟାର ଭାରତ ଟୁଇଟ କରି ଶୋ’ ବିଷୟରେ ସୂଚନା ଦେଇଛି। ସୂଚନାଯୋଗ୍ୟ, ଗତବର୍ଷ ଲକ୍ଡାଉନ ସମୟରେ…
ଲଜ୍ଜାଜନକ ପରାଜୟ ପରେ କୋଲକାତାର ଏହି ଦୁଇ ଖେଳାଳିଙ୍କ ବ୍ୟାଟିଂ ଉପରେ ପ୍ରଶ୍ନ ଉଠାଇଲେ ସେହ୍ବାଗ, କହିଲେ…
ନୂଆଦିଲ୍ଲୀ,୧୪।୪: ପୂର୍ବତନ ଭାରତୀୟ ଓପନର ବିରେନ୍ଦ୍ର ସେହଓ୍ବାଗ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍)ର ଅନୁଭବୀ ବ୍ୟାଟ୍ସମ୍ୟାନ୍ ଆନ୍ଦ୍ରେ ରସେଲ ଏବଂ ଦିନେଶ କାର୍ତ୍ତିକଙ୍କ ବ୍ୟାଟିଂ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ଇୟୋନ ମାର୍ଗନ ପ୍ରଥମ ମ୍ୟାଚ୍ ଜିତିବା ପରେ ଏହି ପ୍ରକାର…
ବିନା ଭକ୍ତରେ ମେରୁ ଯାତ୍ରା
ସୋରଡ଼ା,୧୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ବିନା ଭକ୍ତରେ ବୁଧବାର ମେରୁ ଯାତ୍ରା ଅନୁଷ୍ଠିତ ହୋଇଛି। ସମସ୍ତ ମନ୍ଦିରରେ କଟକଣା ସହିତ ପୋଲିସ ମୁତୟନ କରାଯାଇଛି। ବିଧିମୁତାବକ ଦଣ୍ଡୁଆମାନଙ୍କୁ ନେଇ ରୀତିନୀତି ସମ୍ପର୍ଣ୍ଣ କରାଯାଇଛି। ମନ୍ଦିରସ୍ଥଳରେ ପୋଲିସ ପଇଁତରା ମାରୁଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷେ…
ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଆଜି ଖୋଲିବ ଆଦିତ୍ୟ ଅଶ୍ୱିନୀ କୋଭିଡ୍ ହସ୍ପିଟାଲ
ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉ ଥିବା ବେଳେ ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗୁରୁତର ରୋଗୀଙ୍କୁ ମେଡିକାଲ ସୁବିଧା ଯୋଗାଇବାକୁ ପୁଣିଥରେ ବୁଧବାର ଆଦିତ୍ୟ ଅଶ୍ୱିନୀ କୋଭିଡ ହସ୍ପିଟାଲ ଖୋଲିବ। ସଂକ୍ରମଣ ବଢ଼ୁଥିବାରୁ ବିଏମ୍ସି ପକ୍ଷରୁ ଏହି…
୩୦ ବଲ୍ରେ ଲୋଡା ଥିଲା ୩୧ ରନ୍: ଘଟିଲା କିଛି ଅପ୍ରତ୍ୟାଶିତ; ଚମକି ଯାଇଥିଲେ ପ୍ରଶଂସକ
ନୂଆଦିଲ୍ଲୀ,୧୪।୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୧ର ପଞ୍ଚମ ମୁକାବିଲା କୋଲକାତା ନାଇଟ୍ ରାଇଡର୍ସ(କେକେଆର୍) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍ଆଇ) ମଧ୍ୟରେ ଖେଳାଯାଇଛି। ଏଥିରେ କୋଲକାତା ଟିମ୍ ଟସ୍ ଜିତି ବୋଲିଂ କରିବା ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ସୂର୍ଯ୍ୟକୁମାର ଯାଦବ(୫୬) ଏବଂ…
କରୋନା ସ୍ଥିତି ସମୀକ୍ଷା: ଭୀମସାରରେ ଖୋଲିବ ଦ୍ୱିତୀୟ କୋଭିଡ୍ ହସ୍ପିଟାଲ
ସମ୍ବଲପୁର, ୧୪।୪(ବ୍ୟୁରୋ): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆର୍ୟୁବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ଭୀମସାର)ରେ ହେବ ଦ୍ୱିତୀୟ କୋଭିଡ ହସ୍ପିଟାଲ। ଭୀମସାରର ନବନିର୍ମିିତ ମେଡିସିନ ୱାର୍ଡରେ ଏହି ହସ୍ପିଟାଲ ଖୋଲାଯିବ ବୋଲି ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର…
ଅଭିନେତା ଆଶୁତୋଷ ରାଣା ହେଲେ କରୋନା ଆକ୍ରାନ୍ତ: ଗତ ସପ୍ତାହରେ ନେଇଥିଲେ ଟିକା
ବଲିଉଡ୍ର ଲୋକପ୍ରିୟ ଅଭିନେତା ଆଶୁତୋଷ ରାଣା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ଏକ ସପ୍ତାହ ପୂର୍ବରୁ ସେ କରୋନା ଟିକା ନେଇଥିଲେ। ଏ ନେଇ ନିଜେ ଆଶୁତୋଷ ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କୁ ଜଣାଇଛନ୍ତି। ନିଜର…
ଗୋପାଳବନ୍ଧ, ମେରୁ ପଡ଼ିଆ ଖାଁ ଖାଁ : କଟକଣାରେ ଶେଷ ହେଲା ଦଣ୍ଡ ଯାତ୍ରା
ପୁରୁଷୋତ୍ତମପୁର,୧୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ବୁଧବାର ଉଦ୍ଯାପିତ ହୋଇଛି। ଏହା ମହା ବିଷୁବ ସଂକ୍ରାନ୍ତି ଓ ମେରୁ ଯାତ୍ରାରେ କରୋନା କଟକଣା ମଧ୍ୟରେ ଉଦ୍ଯାପିତ ହୋଇଛି। ମାତ୍ର କରୋନା ଲାଗି…
Archives


