Home Left

ଭୁବନେଶ୍ୱରକୁ ଜୀବନ୍ତ ସହର ଭାବେ ବିକଶିତ କରିବାକୁ ଚାଲିଛି ପ୍ରୟାସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ୭୩ ବର୍ଷରେ ପାଦ ଦେଇଛି। ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ମନ୍ଦିରମାଳିନୀ ସହରରୁ, ଭୁବନେଶ୍ୱର ଏକ ବିଶ୍ୱସ୍ତରୀୟ ସହର, ସ୍ମାର୍ଟସିଟି ଏବଂ ସ୍ପୋର୍ଟସ କ୍ୟାପିଟାଲ ଅଫ ଇଣ୍ଡିଆରେ…

ମାଣ୍ଡିଆ ଦୋସା

ଆବଶ୍ୟକ ସାମଗ୍ରୀ ମାଣ୍ଡିଆ ଚୂନା- ୧ ଚାମଚ, କଟା ପିଆଜ- ୨ ବଡ଼ ଚାମଚ, ଧନିଆ ପତ୍ର- ଅଳ୍ପ (କଟା), ଭୁର୍ସଙ୍ଗପତ୍ର- ଅଳ୍ପ (କଟା), କଞ୍ଚା ଲଙ୍କା- ୩ଟି (କଟା), ଆବଶ୍ୟକ ଅନୁସାରେ ଲୁଣ ଓ ତେଲ। ପ୍ରସ୍ତୁତି ପ୍ରଣାଳୀ- ପ୍ରଥମେ…

ଏହି କ୍ରିକେଟର୍‌ଙ୍କ କାହାଣୀ ଶୁଣିଲେ ଆଖିଲେ ଆସିଯିବ ଲୁହ: ଆଇପିଏଲ୍‌ରେ କଲେ ଧମାକା

ମୁମ୍ବାଇ,୧୩।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ (ଆଇପିଏଲ)ରେ ସୋମବାର ରାଜସ୍ଥାନ ରୟାଲ୍ସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ ଟକ୍କର ହୋଇଥିଲା। ଏହି ମ୍ୟାଚରେ କିଙ୍ଗ୍ସ ଏକାଦଶ ପଞ୍ଜାମ ଶେଷ ବଲରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ବାମହାତୀ ଦ୍ରୁତ ବୋଲର ଚେତନ…

ଏହି ୪ ବର୍ଷର ରୋଗାଗ୍ରସ୍ତ ଶିଶୁର ସ୍ବପ୍ନ ପୂରଣ କଲା ପୋଲିସ

ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ୟୁଏଇ ରାଜଧାନୀ ଅବୁଧାବୀର ଏକ ୪ ବର୍ଷର ରୋଗାଗ୍ରସ୍ତ ଶିଶୁର ସ୍ବପ୍ନ ଥିଲା ଏକ କାର କିଣିବା। ଅବୁଧାବି ପୋଲିସ ଏହା ଜାଣିବା ପରେ ଉକ୍ତ ଶିଶୁକୁ ଏକ…

ଟପ୍‌ଲେସ୍‌ ହେଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ଗର୍ଲଫେଣ୍ଡ

ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ଭାବେ ପରିଚିତ ଏଲନ ମସ୍କଙ୍କ ଗର୍ଲଫ୍ରେଣ୍ଡ ଗ୍ରାଇମ୍ସ ଟପ୍‌ଲେସ୍‌ ହୋଇ ଚର୍ଚ୍ଚାକୁ ଆସିଛନ୍ତି। ଗ୍ରାଇମ୍ସ ଟପ୍‌ଲେସ୍‌ ହୋଇ ନିଜ ନୂଆ ଟାଟୁ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। କାନାଡାରେ ରହୁଥିବା ୩୩ ବର୍ଷୀୟା ଗାୟିକା…

ସ୍ତ୍ରୀ ସମେତ ୪ ଜଣଙ୍କୁ ହତ୍ୟା କରି ବକ୍ସଖଟରେ କଲେ ଭର୍ତ୍ତି: ଘର ତାଲା ପକାଇ ବୁଲେଟ ଧରି ଛୁ’

ଜାମସେଦପୁର,୧୩।୪: ଝାଡଖଣ୍ଡର ଜାମସେଦପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ସମେତ ୪ ଜଣଙ୍କୁ ହତ୍ୟା କରି ଖଟବକ୍ସରେ ଭର୍ତ୍ତି କରି ବୁଲେଟ୍‌ ଧରି ଫେରାର ହୋଇଯାଇଛନ୍ତି। ଏପର୍ଯ୍ୟନ୍ତ ଅଭିଯୁକ୍ତ ଦୀପକଙ୍କୁ ଗିରଫ କରାଯାଇନାହିଁ। କଦମା ତିସ୍ତା ରୋଡ କ୍ୱାର୍ଟର ନଂ…

ଆର୍ମି ପୋଷାକରେ ବର୍ଡରରେ ପହଞ୍ଚିଲେ ରାଷ୍ଟ୍ରପତି…

କୟିଭ୍‌,୧୩।୪: ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ରୁଷିଆ ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ ଏକ ଚ୍ୟାନେଲରେ ଯୁଦ୍ଧର ଧମକ ଦେଇଛନ୍ତି। ଏପରିସ୍ଥଳେ ୟୁକ୍ରେନ୍‌ ରାଷ୍ଟ୍ରପତି ବୋଲୋଦୟମୟର ଜେଲେନକ୍ସି ଆର୍ମି ପୋଷାକ ପିନ୍ଧି ବର୍ଡରରେ ପହଞ୍ଚିଛନ୍ତି। ସେ ସୈନ୍ୟ ବାହିନୀଙ୍କ…

ଗ୍ୟାଙ୍ଗଷ୍ଟର୍‌ ହାଇଦର ସହଯୋଗୀ ୟାକୁବ ଗିରଫ: ପୋଲିସର ଗେମ୍‌ ପ୍ଲାନ୍‌ ଆରମ୍ଭ

କଟକ ଅଫିସ, ୧୩।୪: କୁଖ୍ୟାତ ଗ୍ୟାଙ୍ଗଷ୍ଟର୍‌ ହାଇଦର କଟକ ଏସସିବି ମେଡିକାଲକୁ ଚିକିତ୍ସା ଲାଗି ଯାଇ ଗତ ଶନିବାରଠାରୁ ଫେରାର୍‌ ହୋଇଯାଇଥିଲେ। ତାଙ୍କୁ ଧରିବା ପାଇଁ ଓଡିଶା ପୁଲିସ ‘ଅପରେସନ ହାଇଦର’ ଜାରି କରି ବିଭିନ୍ନ ସ୍ଥାନରେ ଯାଞ୍ଚ କରୁଥିଲେ ମଧ୍ୟ…

ଆଖିତଳ ଦାଗ ଦୂର କରିବାର ଉପାୟ ଆଖି ତଳର

କଳାଦାଗ ଦୂର କରିବା ପାଇଁ ବିଭିନ୍ନ ପ୍ରକାରର କ୍ରିମ୍‌ ରହିଛି। ଏହା ସହିତ ବ୍ୟୁଟି ପାର୍ଲରରେ ବି ବିଭିନ୍ନ ପ୍ରକାରର ଉପଚାର କରିହୁଏ। ତେବେ ଏହି ସମସ୍ୟାରୁ ମୁକ୍ତି ପାଇଁ ଘରୋଇ ଉପାୟରେ ମାସ୍କ ତିଆରି କରି ଲଗାନ୍ତୁ… ଏକ ପାତ୍ରରେ…

ପିପିଇ କିଟ୍‌ ପିନ୍ଧି ଅଭିଯୁକ୍ତଙ୍କୁ ବାନ୍ଧି ନେଲେ ପୋଲିସ ବାବୁ…

ଜବଲପୁର,୧୩।୪: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। କରୋନା ପଜିଟିିଭ୍‌ ଏବଂ କରୋନା ନେଗେଟିଭ୍‌ ଦୁଇ ଅଭିଯୁକ୍ତଙ୍କୁ ଜଣେ ପୋଲିସ ବାବୁ ପିପିଇ କିଟ୍‌ ପିନ୍ଧି ବାନ୍ଧି ନେଉଥିବାର ଦୃଶ୍ୟ ଭିଡ଼ିଓରେ ରହିଛି। ସେମାନଙ୍କ ବିରୋଧରେ ଚୋରି…

ଏହି ଖେଳାଳିଙ୍କ ସହ ମସ୍ତିକଲେ ବଲିଉଡ୍‌ର ବାଜିରାଓ: ଫଟୋ ଶେୟାର କରି କହିଲେ…

ଗୋଟିଏ ପଟେ ଆଇପିଏଲ୍‌ ୨୦୨୧ କୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସୁକତା ଭରିରହିଥିବା ବେଳେ ଅନ୍ୟପଟେ ବଲିଉଡ୍‌ କଳାକାରମାନେ ନିଜର ଫିଲ୍ମ ମାଧ୍ୟମରେ ପ୍ରଶଂସକଙ୍କ ମନୋରଞ୍ଜନ କରୁଛନ୍ତି। ତେବେ ଯେତେବେଳେ ବଲିଉଡ୍‌ କଳାକାର ଏବଂ କ୍ରିକେଟର ଏକାସହ ମିଶିଯାଉଛନ୍ତି କମାଲ କରୁଛନ୍ତି…

ଯାତକ ମେଳ ନ ଖାଇବାରୁ ବିବାହ ଭାଙ୍ଗିଦେଲେ ପରିବାର ଲୋକେ, ଏମିତି ଚରମ ପଦକ୍ଷେପ ନେଲେ ପ୍ରେମୀଯୁଗଳ

ଝାରସୁଗୁଡା ଅଫିସ,୧୩।୪: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅନ୍ତର୍ଗତ ରେଙ୍ଗାଲି କିଷାନପଡ଼ା ଏକ ବନ୍ଦ କୋଠରୀ ଭିତରୁ ଝୁଲନ୍ତା ଅବସ୍ଥାରେ ପ୍ରେମୀ ଯୁଗଳଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବକଙ୍କ ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ବନହରପାଲି ଥାନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri