Home Left

ରାଜ୍ୟରୁ ଆଉ ୬୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ଆଜି ରାଜ୍ୟରୁ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ସୋମବାର ରାଜ୍ୟରୁ ୬୦୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୭,୧୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୪ ଜଣ ଚିହ୍ନଟ…

୧୦ ସପ୍ତାହ ମଧ୍ୟରେ ଏହି ବ୍ୟକ୍ତି ୫ ଥର ନେଇ ସାରିଲେଣି କରୋନା ଟିକା, କାରଣ ଜାଣିଲେ…

କରୋନା ଭାଇରସ୍‌କୁ ଏଡ଼ାଇବା ପାଇଁ ଲୋକମାନେ ଅନେକ ସତର୍କତା ଅବଲମ୍ବନ କରୁଛନ୍ତି। ସୁଯୋଗ ପାଇବା ମାତ୍ରେ ଲୋକେ ଟିକା ନେଉଛନ୍ତି। ବିଶ୍ୱର ପ୍ରାୟ ସମସ୍ତ ଦେଶର ଲୋକମାନେ କରୋନା ଟିକା ଗ୍ରହଣ କଲେଣି। ଟିକା ଆସିବା ପରଠାରୁ ଲୋକମାନେ କରୋନା ଟିକା…

କେବଳ ଏହି କାରଣ ପାଇଁ ଅମିରଙ୍କ ଉପରେ ଭୀଷଣ ରାଗିଥିଲେ ମାଧୁରୀ

୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ’ ଦର୍ଶକଙ୍କ ହୃଦୟ ଜିତିଥିଲା। ଏହି ଫିଲ୍ମରେ ଅମିର ଖାନ ଏବଂ ମାଧୁରୀ ଦୀକ୍ଷିତଙ୍କ କେମେଷ୍ଟ୍ରିକୁ ନେଇ ଚର୍ଚ୍ଚା ହୋଇଥିଲା। ତେବେ ଆଜି ଆମେ ଆପଣଙ୍କୁ ଏପରି ଏକ ଘଟଣା କହୁଛୁ ଯାହା ଫିଲ୍ମର…

ବୟାନ ନ ଦେଇ ସହର ଛାଡ଼ିଲେ ମହୀଶୂର ଗଣବଳାତ୍କାର ପୀଡ଼ିତା

ଲକ୍ଷ୍ନୌ, ୩୦।୮: କର୍ନାଟକର ମହୀଶୂର ଉପକଣ୍ଠ ଚାମୁଣ୍ଡି ପାହାଡ଼ରେ ଗଣବଳାତ୍କାରର ଶିକାର ହୋଇଥିବା ପୀଡ଼ିତା ପୋଲିସ ଆଗରେ ବୟାନ ନ ଦେଇ ପରିବାର ସହ ସହର ଛାଡ଼ି ଅନ୍ୟତ୍ର ଚାଲି ଯାଇଛନ୍ତି। ମହାରାଷ୍ଟ୍ରର ୨୩ ବର୍ଷୀୟା ଏମ୍‌ବିଏ ଛାତ୍ରୀଙ୍କ ଗଣବଳାତ୍କାର ମାମଲାରେ…

ଭାଜପା ଛାଡିଥିଲେ ୧୫, ଫେରିଲେ ୫ ଜିଲାପରିଷଦ

ବାରିପଦା ଅଫିସ,୩୦ା୮: ନିକଟରେ ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ମୟୂରଭଞ୍ଜ ଜିଲାର ୧୫ ଜିଲାପରିଷଦ ସଦସ୍ୟ। ସେମାନଙ୍କ ମଧ୍ୟରୁ ରବିବାର ୫ଜଣ ଦଳକୁ ଫେରିଛନ୍ତି। ଜିଲାପରିଷଦଙ୍କ ଘରବାହୁଡ଼ାକୁ ନେଇ ଜିଲାରେ ରାଜନୀତି ସରଗରମ ହୋଇଛି। ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ…

ଋଣ ଦେବା ଆଳରେ ଠକି ନେଇଥିଲେ ୨୦ ଲକ୍ଷ

ରାଇରଙ୍ଗପୁର,୩୦ା୮(ଡି.ଏନ.ଏ.): ଗ୍ରାହକମାନଙ୍କୁ ଋଣ ଦେବା ଆଳରେ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇ ଫେରାର ଥିବା ଏକ ଅର୍ଥ ଲଗାଣକାରୀ ସଂସ୍ଥାର ସିଏସ୍‌ଓଙ୍କୁ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ପୋଲିସ ରବିବାର ଗିରଫ କରିଛି। ସେ ହେଲେ ବାଲେଶ୍ୱର ଜିଲା…

୬୪ ବର୍ଷ ବୟସରେ ପରଦାରେ ଅନ୍ତରଙ୍ଗ ଦୃଶ୍ୟ କରିବାର ଅନୁଭବ ବଖାଣିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ ତାରକା ଜ୍ୟାକି ଶ୍ରଫ ହିନ୍ଦୀ ସିନେମାର ଏକ ଜଣାଶୁଣା ନାମ। ଜଗ୍ଗୁ ଦାଦା ବୋଲି ସେ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧ। ନିକଟରେ ଜ୍ୟାକି ଶ୍ରଫ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଦି ଇଣ୍ଟରଭ୍ୟୁ: ନାଇଟ ଅଫ ୨୬/୧୧’ ବିଷୟରେ ଖୁଲାସା କରିଛନ୍ତି ।…

୧୬ ବଲ୍‌ରେ ଶେଷ ହେଲା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍‌: ଖେଳାଳିଙ୍କ ସ୍କୋର ଜାଣିଲେ ହେବେ ଆଶ୍ଚର୍ଯ୍ୟ

କ୍ରିକେଟ ପଡ଼ିଆରେ ପ୍ରତିଦିନ କିଛି ରେକର୍ଡ ଭାଙ୍ଗେ କିଛି ରେକର୍ଡ ସୃଷ୍ଟି ହୁଏ। ଖେଳାଳିମାନେ ବଲ କିମ୍ବା ବ୍ୟାଟ ସହିତ କିଛି ଆଶ୍ଚର୍ଯ୍ୟ ପ୍ରଦର୍ଶନ କରନ୍ତି। କିନ୍ତୁ ବେଳେବେଳେ ଏପରି ଲଜ୍ଜାଜନକ ରେକର୍ଡ ମଧ୍ୟ କିଛି ଖେଳାଳି କିମ୍ବା ଦଳର ନାମରେ…

ପୁଅର ପର୍ନ କଲେକ୍ସଶନ୍‌ ଫୋପାଡ଼ିବାରୁ ବାପାଙ୍କୁ ଏଭଳି ଦଣ୍ଡାଦେଶ

ମିଚିଗାନ,୩୦।୮: ପୁଅର ପର୍ନ କଲେକ୍‌ଶନ(ସଂଗ୍ରହ) ଫୋପାଡ଼ିବା ବାପାଙ୍କୁ ମହଙ୍ଗା ପଡ଼ିଛି। ବାପାଙ୍କୁ କ୍ଷତିପୂରଣ ବାବଦକୁ ୨୨ ଲକ୍ଷ ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏଭଳି ଘଟଣା ଘଟିଛି ଆମେରିକାର ମିଚିଗାନ ସହରରେ। ମିଳିିଥିବା ସୂଚନା ମୁତାବକ, ଜିଲା କୋର୍ଟର ବିଚାରପତି…

ବିବାହକୁ ନେଇ ଚିନ୍ତିିତ କି: ଜାଣନ୍ତୁ କିପରି ହୋଇଥିବେ ପାର୍ଟନର

ସାଧାରଣତହଃ ବୈବାହିକ ଜୀବନକୁ ନେଇ ପ୍ରାୟ ସମସ୍ତେ ଚିନ୍ତିତ ଥାନ୍ତି। ବିବାହ ପୂର୍ବରୁ ସମସ୍ତେ ଏହି କଥା ଭାବିଥାନ୍ତି ଯେ ସେମାନଙ୍କ ପାର୍ଟନର କିପରି ହୋଇଥିବ। ତେବେ ମନରେ ଉଠୁଥବା ଏହି ଭଳି ପ୍ରଶ୍ନର ସରଳ ସମାଧାନ କରିବ ରାଷି ତେବେ…

ଟିମ୍‌ ଇଣ୍ଡିଆ ବିପକ୍ଷରେ ହାଫ୍‌ସେଞ୍ଚୁରି ମାରିଥିବା ଅନ୍ତର୍ଜାତୀୟ ଖେଳାଳି ଏବେ ଓଡ଼ିଶା ଦଳରେ

ଭୁବନେଶ୍ୱର,୨୯।୮: ହଂକଂର ପୂର୍ବତନ ଅଧିନାୟକ ଅଂଶୁମାନ ରଥ ଚଳିତ ଘରୋଇ ସିଜନରେ ଓଡ଼ିଶା ପାଇଁ ଖେଳିବେ। ଭାରତୀୟ ପାସପୋର୍ଟଧାରୀ ରଥ ଜଣେ ଓଡ଼ିଆ ଖେଳାଳି। ଗତ ଏକ ବର୍ଷ ହେଲା ସେ ହଂକଂ ପାଇଁ ଆଉ ଅନ୍ତର୍ଜାତୀୟ ସ୍ତରରେ ଖେଳୁ ନାହାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?