Home Left

ଇଣ୍ଟରନେଟ୍‌ ବନ୍ଦ କଲା ତାଲିବାନ୍‌

କାବୁଲ,୨୯ା୮: ପଞ୍ଜଶିରରେ ବିରୋଧୀଙ୍କ ଶକ୍ତି କମାଇବାକୁ ଏବଂ ଆଫଗାନିସ୍ତାନର ଗାଦିଚ୍ୟୁତ ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେହଙ୍କୁ ଟୁଇଟ୍‌ର ଠାରୁ ଦୂରେଇ ରଖିବା ଲାଗି ତାଲିବାନ୍‌ ପଞ୍ଜଶିର ଉପତ୍ୟକାରେ ଇଣ୍ଟରନେଟ ସେବା ବନ୍ଦ କରିଦେଇଛି। ବର୍ତ୍ତମାନ ସୁଦ୍ଧା ତାଲିବାନ୍‌ ଦଖଲ କରିପାରି ନ ଥିବା…

ଟିମ୍‌ ଇଣ୍ଡିଆରେ ହୋଇପାରେ ଅନେକ ପରିବର୍ତ୍ତନ

ନୂଆଦିଲ୍ଲୀ,୨୯।୮: ହେଡିଂଲେ ଟେଷ୍ଟରେ ଇଂଲଣ୍ଡ ଠାରୁ ଇନିଂସ ପରାଜୟ ବରଣ କରିବା ପରେ ଟିମ୍‌ ଇଣ୍ଡିଆରେ ଅନେକ ପରିବର୍ତ୍ତନ ହୋଇପାରେ। ଭାରତୀୟ ଦଳର ସବୁଠୁ ଅଭିଜ୍ଞ ପେସର ଇଶାନ୍ତ ଶର୍ମା ପରବର୍ତ୍ତୀ ଦୁଇଟି ଟେଷ୍ଟରୁ ବାଦ୍‌ ପଡ଼ିପାରନ୍ତି। କାରଣ ତୃତୀୟ ଟେଷ୍ଟରେ…

ଟଙ୍କା ଉଠାଣ ଉପରେ କଟକଣା ଲଗାଇଲା ତାଲିବାନ୍‌

କାବୁଲ, ୨୯ା୮: ଆଫଗାନିସ୍ତାନରେ ବ୍ୟାଙ୍କରୁ ଟଙ୍କା ଉଠାଣ ଉପରେ କଟକଣା ଲଗାଇଛି ତାଲିବାନ୍‌। ଲୋକେ ସପ୍ତାହକୁ ଅତିବେଶୀରେ ୨ ଶହ ଡଲାର (ପ୍ରାୟ ୧୪ ହଜାର ୭ଶହ ଟଙ୍କା) ଉଠାଇପାରିବେ । ଏନେଇ ଆଫଗାନିସ୍ତାନ ସେଣ୍ଟ୍ରାଲ ବ୍ୟାଙ୍କ ଦେ ଆଫଗାନିସ୍ତାନ ବ୍ୟାଙ୍କ(ଡିଏବି)…

ରାଣେଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଥିବା ମନ୍ତ୍ରୀଙ୍କୁ ଇଡିର ନୋଟିସ

ମୁମ୍ବାଇ,୨୯।୮: ଗତ ସପ୍ତାହରେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମହାରାଷ୍ଟ୍ରର ପରିବହନ ମନ୍ତ୍ରୀ ଅନୀଲ ପରବ। ଏହାର କିଛି ଦିନ ପରେ ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନୋଟିସ ଜାରି କରିଛି। ଟଙ୍କା ହେରଫେର ମାମଲାରେ…

ଜନ୍ମାଷ୍ଟମୀ ଲାଗି ଜଲେଶପଟାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଫୁଲବାଣୀ ଅଫିସ/ଚକାପାଦ/ତୁମୁଡିବନ୍ଧ,୨୯ା୮: କନ୍ଧମାଳ ଜିଲା ଚକାପାଦ ଏବଂ ତୁମୁଡିବନ୍ଧସ୍ଥିତ ଜଲେଶପଟା ଆଶ୍ରମରେ ସୋମବାର ଜନ୍ମାଷ୍ଟମୀ ଓ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୩ତମ ଶ୍ରାଦ୍ଧଦିବସ ପାଳନ କରାଯିବ। କୋଭିଡ୍‌ କଟକଣା ମଧ୍ୟରେ ଏହା ପାଳନ କରାଯିବ। ଏନେଇ ଆଶ୍ରମ ପରିସର ଚଳଚଞ୍ଚଳ ହୋଇଉଠିଛି।…

ସରକାରୀ ଅଧିକାରୀଙ୍କୁ ତାଲିବାନୀଙ୍କ ସହ ତୁଳନା କଲେ କୃଷକ ନେତା

ଚଣ୍ଡିଗଡ଼,୨୯।୮: କୃଷକଙ୍କ ମୁଣ୍ଡକୁ ମାରି ପଠାଇଦେବା ପାଇଁ ପୋଲିସକର୍ମୀଙ୍କୁ ଜଣେ ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ। ସେମାନେ ଆମକୁ ଖଲିସ୍ତାନୀ କହୁଛନ୍ତି। ଯଦି ତୁମେ ଆମକୁ ଖଲିସ୍ତାନୀ ଓ ପାକିସ୍ତାନୀ କହିବ, ତେବେ ଆମେ କହିବୁ ସରକାରୀ ତାଲିବାନୀ ପୂରା ଦେଶକୁ ମାଡ଼ି…

ଜେଲ ଗଲେ ବିଜେପୁର ବିଡିଓ

ସୋନପୁର/ବିଜେପୁର,୨୯।୮(ନି.ପ୍ର./ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ(ବିଡିଓ) ପଦ୍ମନାଭ ସାମନ୍ତରାୟଙ୍କୁ ଭିଜିଲାନ୍ସ ବିଭାଗ ରବିବାର ଗିରଫ କରିଛି। ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀରର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ବିଚାରପତି ଜାମିନ ନାମଞ୍ଜୁର କରିବାରୁ ତାଙ୍କୁ ବଲାଙ୍ଗୀର ଜେଲ ହାଜତକୁ…

ଖୋର୍ଦ୍ଧାରେ ଜାରି ରହିପାରେ ଶଟ୍‌ଡାଉନ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ଆଉ ଗୋଟିଏ ଦିନ ରାଜ୍ୟରେ ଅଗଷ୍ଟ ମାସର କରୋନା ଗାଇଡ଼ଲାଇନ ଶେଷ ହେବ। ସେପ୍ଟେମ୍ବର ମାସରେ ରାଜ୍ୟ ସରକାର କ’ଣ ପଦକ୍ଷେପ ନେବେ ତାହା ଏବେ ସମସ୍ତଙ୍କ ନଜର। ଯଦିଓ ଏବେ ସାଧାରଣ ଲୋକଙ୍କ ପାଇଁ ଯିବା ଆସିବା ଠାରୁ…

ଆତ୍ମଘାତୀ ବମ୍ବରଙ୍କୁ ରକେଟ୍‌ ମାଡ଼ କଲା ଆମେରିକା

ଓ୍ବାଶିଂଟନ,୨୯।୮: କାବୁଲ ବିମାନ ବନ୍ଦରରେ ପୁଣି ଥରେ ଆତ୍ମଘାତୀ ବିସ୍ଫୋରଣ ଘଟାଇବା ଚକ୍ରାନ୍ତରେ ଥିଲା ଇସ୍ଲାମିକ ଷ୍ଟେଟ୍‌- ଖାରସାନ (ଆଇଏସ୍‌-କେ)। ହେଲେ ଏହାକୁ ପଣ୍ଡ କରି ଦେଇଛି ଆମେରିକୀୟ ସେନା। କାବୁଲସ୍ଥିତ ଅନ୍ତର୍ଜାତୀୟ ବିମାନ ବନ୍ଦର ନିକଟରେ ସମ୍ଭବତଃ ଆତ୍ମଘାତୀ କାର…

ବର୍ଷେ ତିଷ୍ଟିଲାନି ପ୍ରେମ ବିବାହ: ଦଉଡି ଦେଲେ ମହିଳା କନଷ୍ଟେବଳ

ଗୋପାଳପୁର,୨୯ା୮(ଡି.ଏନ.ଏ.): ଗୋପାଳପୁର ଥାନା ଅଧୀନ ଆମ୍ବପୁଆ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ମହିଳା କନଷ୍ଟେବଳ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯାଜ୍ଞସିନୀ ବେହେରା(୨୭)। ବ୍ରହ୍ମପୁର ପୋଲିସ ଜିଲା ରିଜର୍ଭରେ ଯାଜ୍ଞସିନୀ ଏପିଆର କନଷ୍ଟେବଳ ଭାବେ କାର୍ଯ୍ୟ କରୁଥିଲେ । ଉକ୍ତ…

ମୁସଲିମ ବ୍ୟକ୍ତିଙ୍କୁ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଗଲା

ଭୋପାଳ,୨୯।୮: “ଜୟ ଶ୍ରୀରାମ କହିବାରେ କ’ଣ ଅଛି। ମୋ କଥା ଶୁଣ। ଜୟ ଶ୍ରୀରାମ କହିବାକୁ ପଡ଼ିବ”। ଏଭଳି କହି ଦୁଇ ଜଣ ବ୍ୟକ୍ତି ଜଣେ ମୁସଲିମ ବେପାରିଙ୍କୁ ଜୟ ଶ୍ରୀରାମ କହିବାକୁ ବାଧ୍ୟ କରିଥିଲେ। ଶେଷରେ ପୀଡ଼ିତ ଅଭିଯୁକ୍ତଙ୍କ ସାମ୍ନାରେ…

ଶାଶୁ ଘରେ ଛାଡିଦେବାକୁ କହି ମହିଳାଙ୍କୁ ଗଣବଳାତ୍କାର

ବନ୍ତ,୨୯।୮(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ବନ୍ତ ଥାନା ପୋଲିସ ଶନିବାର ଏକ ମାମଲା (ନଂ.୧୪୮/୨୧) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ପୋଲିସ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?