Home Left

ନିର୍ବାଚନ ପ୍ରଚାର କରିପାରିବେ ନାହିଁ ମମତା

କୋଲକାତା, ୧୨ା୪- ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ନିର୍ବାଚନ ଆୟୋଗ (ଇସି)। ତୃଣମୂଳ କଂଗ୍ରେସ ସୁପ୍ରିମୋ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରଚାର କରିପାରିବେ ନାହିଁ। ମୁଖ୍ୟମନ୍ତ୍ରୀ ନିର୍ବାଚନ ରାଲି ମୁସଲମାନ ସମ୍ପ୍ରଦାୟର ଲୋକଙ୍କୁ ଭାଗ ଭାଗ…

ନିର୍ବାଚନ ପାଇଁ ୨ ସପ୍ତାହରେ ବଢ଼ିଛି ୩୦୦ ଗୁଣା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୨ା୪- ନିର୍ବାଚନର ସମ୍ମୁଖୀନ ହୋଇଥିବା ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ କୋଭିଡ୍‌-୧୯ ପଜିଟିଭଙ୍କ ସଂଖ୍ୟା ଦୁଇ ଗଣା ବଢ଼ିଯାଇଛି। ଆସାମ ଓ ପଶ୍ଚିମବଙ୍ଗରେ ନିର୍ବାଚନ ଆୟୋଗ (ଇସି) ତାରିଖ ଘୋଷଣା କରିବା ପୂର୍ବରୁ ଚାଲୁଥିଲା ପ୍ରଚାର…

ଆଶାରେ ରହିଗଲା ଇଞ୍ଜିନିୟର ହେବା

କେନ୍ଦୁଝର,୧୨ା୪: କେନ୍ଦୁଝର ଟାଉନ ଥାନା ଅଧୀନ ଜାମୁନାଳିଆଠାରେ ଥିବା ସରକାରୀ ଇଞ୍ଜିନିୟରିଂ କଲେଜ ପଛପଟ ଥିବା ପୋଖରୀରେ ବୁଡ଼ି ସୋମବାର ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଇଞ୍ଜିନିୟରିଂ କଲେଜର ମେକାନିକାଲ ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର…

ମାଡିଆସୁଛି ଘୂର୍ଣ୍ଣିଝଡ଼: ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୨।୪: କାଳବୈଶାଖୀ ଜନିତ ବର୍ଷାରେ ରାଜ୍ୟବାସୀ ଅସହ୍ୟ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ ଆଭ୍ୟନ୍ତର, ଦକ୍ଷିଣ ଓ ଉପକୂଳର ୨୧ଟି ଜିଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର…

ପ୍ରଥମେ ବ୍ୟାଟିଂ କରିବ ପଞ୍ଜାବ କିଙ୍ଗ୍ସ

ମୁମ୍ବାଇ, ୧୨ା୪- ଚଳିତ ଆଇପିଏଲର ଚତୁର୍ଥ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ। ଅଧିନାୟକ ଭାବେ ସଞ୍ଜୁଙ୍କ ଏହା କ୍ୟାରିୟରର ପ୍ରଥମ ଆଇପିଏଲ ମ୍ୟାଚ୍‌। ବ୍ୟାଟିଂ ଫ୍ରେଣ୍ଡଲି ପିଚ୍‌ ଓ…

ପୂରା ହୋଇଛି ଧୋନୀଙ୍କ ଉଇକେଟ ନେବାର ସ୍ବପ୍ନ

ନୂଆଦିଲ୍ଲୀ, ୧୨ା୪- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଉଇକେଟ ନେବା ମୋର ଦୀର୍ଘ ଦିନର ସ୍ବପ୍ନ ଥିଲା। ଏହା ମୁଁ ପୂରଣ କରିଛି ବୋଲି କହିଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସ ପେସର ଅଭେଶ ଖାନ। ସିଏସ୍‌କେ ବିପକ୍ଷ ମ୍ୟାଚ୍‌ରେ ୨୪…

ରାଜଧାନୀରୁ ୧୯୦ ପଜିଟିଭ ଚିହ୍ନଟ: ଚିନ୍ତା ବଢାଉଛି ଖଣ୍ଡଗିରି

ଭୁବନେଶ୍ବର,୧୨।୪: ରାଜଧାନୀ ଭୁବନେଶ୍ବରବାସୀଙ୍କ ପାଇଁ ପୁଣି ଥରେ ଆସିଯାଇଛି ସତର୍କ ହେବାର ସମୟ। ସୋମବାର ରାଜଧାନୀରେ ୧୯୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୮ଜଣ ଓ ସ୍ଥାନୀୟ ସଂକ୍ରମିତ ୧୫୨ ବୋଲି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି)ପକ୍ଷରୁ ସୂଚନା ଦିଆଯାଇଛି। ବିଏମ୍‌ସିର…

ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ଘାଟରେ ସରୁନି ଅପେକ୍ଷା

ରାୟପୁର,୧୨।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହାର ନୂଆ ଷ୍ଟ୍ରେନ୍‌ ଦ୍ରୁତି ଗତିରେ ବ୍ୟାପିବାରେ ଲାଗିଛି। ମହାରାଷ୍ଟ୍ର, ଦିଲ୍ଲୀ, ପଞ୍ଜାବ ଓ ମଧ୍ୟପ୍ରଦେଶ ସମେତ ୧୦ଟି ରାଜ୍ୟରେ କରୋନା ସ୍ଥିତି ଭୟାବହ ହେବାରେ ଲାଗିଛି। ସମସ୍ତ କଟକଣା…

ଜୀବିତ ବ୍ୟକ୍ତିଙ୍କ ଡେଥ୍‌ ସାର୍ଟିଫିକେଟ…

ପାଟନା,୧୨।୪: ଦେଶରେ କରୋନା ଆତଙ୍କ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଶ୍ମଶାନ ଘାଟରେ ମଧ୍ୟ ଏହାର ଲମ୍ବା ଲାଇନ୍‌ ଦେଖିବାକୁ ମିଳୁଛି। କରୋନାକୁ ନେଇ ଯେଉଁଠି ଲୋକମାନଙ୍କୁ ଅତ୍ୟଧିକ ସଜାଗ, ସଚେତନତା ରହିବା ଜରୁରୀ ହୋଇପଡ଼ିଛି ସେଠାରେ କେତେକ ହସ୍ପିଟାଲରୁ…

ଦିଦି ମଣିଷ ମାରିବାରେ ବିଶ୍ୱାସ କରନ୍ତି: ମୋଦି

ନୂଆଦିଲ୍ଲୀ,୧୨।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନରେ ଚତୁର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ସରିଛି। ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ଏପ୍ରିଲ ୧୭ରେ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ବର୍ଦ୍ଧମାନରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏଥିରେ ମୋଦି ମୁଖ୍ୟମନ୍ତ୍ରୀ…

ଏବେ ରୋଷେଇ କରିବେ ବେବୋ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାଁ ସବୁଠାରୁ ବ୍ୟସ୍ତ ଅଭିନେତ୍ରୀ ଭାବେ ବେଶ୍‌ ଜଣାଶୁଣା। ଅଭିନୟରେ ସବୁବେଳେ କିଛି ନୂଆ କରି ଦେଖାଇବାର ଇଛା ରଖିଥିବା ବେବୋ ଏବେ ଭିନ୍ନ ଅବତାରରେ ଦର୍ଶକଙ୍କ ସମ୍ମୁଖକୁ ଆସିବେ। ପ୍ରଥମ ଗର୍ଭାବସ୍ଥା ଭଳି…

ଚନ୍ଦନେଶ୍ୱର ଶୈବପୀଠରେ ମହାନୀଳ ପର୍ବ: ଶ୍ରଦ୍ଧାଳୁଙ୍କ ଲାଗିଛି ଭିଡ଼

ଭୋଗରାଇ,୧୨।୪(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହୁଗୁଳୀ ଗ୍ରାମର ଚନ୍ଦନେଶ୍ୱର ମହାଦେବଙ୍କ ସହିତ ଅନ୍ୟାନ୍ୟ ଶୈବ ପୀଠରେ ମହାନୀଳ ପର୍ବ ସୋମବାର ଅନୁଷ୍ଠିତ ହୋଇଛି। ଏହି ଉପଲକ୍ଷେ ଭୋରରୁ ଶ୍ରଧ୍ୟାଳୁଙ୍କ ଭିଡ ଜମିଛି। ଓଡ଼ିଶା ସମେତ ଦୂରଦୂରାନ୍ତରୁ ଆସିଥିବା ଶୈବ ଭକ୍ତମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri