Home Left

ଦୁଇ ବିଶ୍ୱବିଦ୍ୟାଳୟ କୁଳପତି ନିଯୁକ୍ତ: ଜାଣନ୍ତୁ କେଉଁଠି କିଏ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ ଦୁଇ ବିଶ୍ୱବିଦ୍ୟାଳୟର କୁଳପତି ସୋମବାର ନିଯୁକ୍ତ ହୋଇଛନ୍ତି। ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ କରାଯାଇଛି । ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପାଇଁ ପ୍ର. ଉମାବଲ୍ଲଭ ମହାପାତ୍ରଙ୍କୁ କୁଳପତି ଭାବେ ନିଯୁକ୍ତ କରାଯାଇଥିବା…

ମାତିଲେ ଚୋର: ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ନେଇଗଲେ ପ୍ରାୟ ୨ଲକ୍ଷ ଟଙ୍କା

ପୁରୁଷୋତ୍ତମପୁର, ୧୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜାମୁନି ଗ୍ରାମରେ ଥିବା ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବା କେନ୍ଦ୍ରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ପ୍ରାୟ ୨ ଲକ୍ଷ ଟଙ୍କା ଚୋରି କରି ନେଇଥିବା ଜଣାପଡ଼ିଛି। ପ୍ରକାଶ ଯେ,…

ପିପିଲି ଉପନିର୍ବାଚନ: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ମୁଖ୍ୟମନ୍ତ୍ରୀ ପଚାରି ବୁଝିଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଅଜିତ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଜାଣିବା…

ବାପାଙ୍କ ଏହି କଥା ଶୁଣି ବଲିଉଡ ଛାଡିବା ନିଷ୍ପତ୍ତି ବଦଳାଇଥିଲେ ଅଭିଷେକ

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ତାଙ୍କ କ୍ୟାରିୟରରେ କିଛି ସ୍ମରଣୀୟ ଭୂମିକାରେ ଅଭିନୟ କରିଛନ୍ତି। କିନ୍ତୁ ଏହା ପରେ ମଧ୍ୟ ତାଙ୍କୁ ଅନେକ ସମୟରେ ସୋସିଆଲ ମିଡିଆରେ ଟ୍ରୋଲ କରାଯାଇଥାଏ। ଅନେକ ଥର ତାଙ୍କୁ ବିଫଳତାର ମଧ୍ୟ ସାମ୍ନା କରିବାକୁ ପଡିଛି।…

ବଳାତ୍କାର ପରେ ବିବାହ ନ କରି କଲେ ଏପରି…

ବିଶକେକ୍‌,୧୨।୪: ବିବାହ ଏକ ସାମାଜିକ ଉତ୍ସବ। ଏହାଦ୍ୱାରା ଜଣେ ସ୍ତ୍ରୀ ଓ ପୁରୁଷଙ୍କୁ ନେଇ ଦାମ୍ପତ୍ୟ ଜୀବନ ଆରମ୍ଭ ହୋଇଥାଏ। ତେବେ ପୃଥିବୀର ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ ହୋଇଥାଏ। ଏଭଳି କେତେକ ପରମ୍ପରାକୁ ସାମ୍ପ୍ରତିକ ସମାଜରେ ଘୃଣ୍ୟ…

ଡାକ୍ତରଖାନା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ୍‌: ଜରୁରୀ ନ ଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟର ସମସ୍ତ ଡାକ୍ତରଖାନା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ ଜାରି କରାଯାଇଛି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ଗାଇଡ୍‌ଲାଇନ ଜାରି ହୋଇଛି । ଗାଇଡ୍‌ ଲାଇନ ଅନୁସାରେ ସେଣ୍ଟ୍ରାଲ ରେଜିଷ୍ଟ୍ରେଶନ ବଦଳରେ ମାନୁଆଲ ରେଜିଷ୍ଟ୍ରେଶନ ହେବ। ଆବଶ୍ୟକତା ନ…

ପୂଜାମଣ୍ଡପ ଉଚ୍ଛେଦ ପ୍ରତିବାଦ: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ନିଶ୍ଚିନ୍ତକୋଇଲି,୧୨।୪(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ତହସିଲ ଅଧୀନ ବନ୍ଧକଟିଆ ପଞ୍ଚାୟତ କେଶୁଲ ଗ୍ରାମ ହରିଜନ ସାହିରେ ଗୋଚର ଜମିରେ ଏକ ପୂଜା ମଣ୍ଡପ ରହିଛି । ଏହି ପୂଜାମଣ୍ଡପ ନିକଟରେ ରହୁଥିବା ଜଣେ ବ୍ୟକ୍ତି ଗୋଚର ଜମି ଜବର ଦଖଲ କରିବା…

ଅସରପା ଭୟରେ ୧୮ଥର ଘର ବଦଳାଇଲେଣି ଏହି ମହିଳା

ସାଧାରଣତଃ କୌଣସି ଘର କିମ୍ବା ଘରର ପାଖ ପରିବେଶ ଭଲ ନ ଥିଲେ ଲୋକମାନେ ଭଡା ଘର ବଦଳାଇ ଥା’ନ୍ତି। କିନ୍ତୁ ଆପଣ କେବେ ଶୁଣିଛନ୍ତି କି ଅସରପା ଭୟରେ କେହି ୧୮ଥର ବଦଳାଇ ଦେଇପାରିବେ। କିନ୍ତୁ ଏହା ସତ, ମଧ୍ୟପ୍ରଦେଶର…

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଭୁବନେଶ୍ୱରରେ ହେବ କ୍ୟାନ୍ସର ହସ୍ପିଟାଲ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନୁଷ୍ଠିତ ଏହି ବୈଠକରେ ୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ସେଗୁଡିକ ହେଉଛି- ଭୁବନେଶ୍ୱରରେ ହେବ ବାଗ୍‌ଚୀ ଶଙ୍କର…

ରୋଷେଇ କରୁଛନ୍ତି ଚେନ୍ନାଇ କ୍ରିକେଟର୍‌

ମୁମ୍ବାଇ,୧୨।୪: ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସର ଆଇପିଏଲ ୨୦୨୧ ଆରମ୍ଭ ବହୁତ ଭଲ ନ ଥିଲା। ଦଳ ପ୍ରଥମ ମ୍ୟାଚରେ ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସଠାରୁ ୭ ଉଇକେଟ୍‌ରେ ପରାସ୍ତ ହୋଇଛି। କିନ୍ତୁ, ଏହି ପରାଜୟକୁ…

ଦୃଷ୍ଟି ଶକ୍ତି ବଢ଼ାଇବ ଡିଭାଇସ

ଆମେ ଯଦି କୌଣସି ଦୃଷ୍ଟିଶକ୍ତିଜନିତ ସମସ୍ୟାର ସମ୍ମୁଖୀନ ହେଉ, ତେବେ ବିଳମ୍ବ ନ କରି ଡାକ୍ତରଙ୍କ ସହ ପରାମର୍ଶ କରିଥାଉ। ହେଲେ ଏପରି ସମସ୍ୟାର ସମାଧାନ କରିବା ଲାଗି ଏକ ନୂଆ ଉପାୟ ଉଦ୍ଭାବନ ହୋଇଛି। ଚାଇନାର ବୈଜ୍ଞାନିକମାନେ ଦୀର୍ଘ ତିନିବର୍ଷ…

ସଡ଼କରେ ଅନ୍ତିମ ସଂସ୍କାର…

ରାଞ୍ଚି,୧୨।୪: କରୋନା ସଂକ୍ରମଣ ଦେଶରେ ଲଗାତାର ବଢ଼ି ଚାଲିଛି। ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଝାଡ଼ଖଣ୍ଡରେ କରୋନା ଆକ୍ରାନ୍ତ ମୃତକଙ୍କ ସଂଖ୍ୟା ଅଧିକ ହେଉଥ୍‌ତ୍ବାରୁ ଶ୍ମଶାନରେ ଲମ୍ବା ଧାଡ଼ି ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri