ପାକିସ୍ତାନରେ ୮ ଅରବ ଡଲାର ନିବେଶ କରିବ ରୁଷିଆ: ଚିନ୍ତାରେ ଭାରତ
ଇସଲାମାବାଦ,୧୨।୪: ଦୀର୍ଘ ନଅ ବର୍ଷର ବ୍ୟବଧାନ ପରେ ନିକଟରେ ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭୋରଭ ପ୍ରଥମ ଥର ପାଇଁ ପାକିସ୍ତାନ ଗସ୍ତରେ ଆସିଥିଲେ। ସେଠାରେ ସେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପକ୍ଷରୁ ନାମରେ ପାକିସ୍ତାନୀ ନେତାମାନଙ୍କୁ ଏକ ବାର୍ତ୍ତା…
ପୋଲିସ ବାବୁ କରୋନା ଆକ୍ରାନ୍ତଙ୍କୁ ଗୋଇଠା ମାରି ଗୋଡ଼ାଇ ଗୋଡ଼ାଇ ନିସ୍ତୁକ ପିଟିଲେ…
ଖଣ୍ଡଓ୍ବା,୧୨।୪: ଦେଶରେ କରୋନା ସଂକ୍ରମଣ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏହାର ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ବଞ୍ଜାରି ଗାଁର ଜଣେ କରୋନା…
ଇମାମୀ ପେପର ମିଲ୍ରୁ ୧୦୧ କରୋନା ପଜିଟିଭ ଚିହ୍ନଟ
ବାଲେଶ୍ୱର ଅଫିସ,୧୨।୪: ବାଲେଶ୍ୱର ଜିଲା ରେମୁଣାସ୍ଥିତ ଇମାମୀ ପେପର ମିଲରୁ ୧୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରୁ ୧୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦୧ ଜଣ କେବଳ…
ହାଇଦର ସହଯୋଗୀ ୟାକୁବଙ୍କ ଆତ୍ମସମର୍ପଣ: ଯୋଗାଉଥିଲେ ବିରିୟାନୀ
ଭୁବନେଶ୍ୱର,୧୨।୪(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ହାଇଦରଙ୍କ ସହଯୋଗୀ ସଲୁ ଓରଫ ୟାକୁବ ସୋମବାର କଟକ ଚାଉଳିଆଗଞ୍ଜ ଥାନାରେ ଆତ୍ମସମର୍ପଣ କରିଛନ୍ତି। ଏସ୍ସିବିରେ ହାଇଦରଙ୍କୁ ବିରିୟାନୀ ଦେଇଥିଲେ ୟାକୁବ । ସେପଟେ ହାଇଦରକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ରେଡ୍ ଜାରି କରିଛି କମିଶନରେଟ୍ ପୋଲିସ।…
ଅର୍ଦ୍ଧଶତକ ହାସଲ ପରେ ସ୍ତ୍ରୀଙ୍କ ଉପହାରକୁ ଦେଖାଇଲେ ଏହି କ୍ରିକେଟର
ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ତୃତୀୟ ମ୍ୟାଚ୍ରେ ଇଅନ ମୋର୍ଗାନଙ୍କ ନେତୃତ୍ୱାଧୀନ କୋଲକାତା ନାଇଟ ରାଇଡର୍ସ ୧୦ ରନରେ ଡେଭିଡ ଓ୍ବାର୍ନରଙ୍କ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ବିଜୟରୁ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏହି…
ସୁଶୀଲ ଚନ୍ଦ୍ରା ହେବେ ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର
ନୂଆଦିଲ୍ଲୀ,୧୨।୪: ନିର୍ବାଚନ ଆୟୁକ୍ତ ସୁଶୀଲ ଚନ୍ଦ୍ରା ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ହେବେ ବୋଲି ଜଣାପଡିଛି। ଏଥିପାଇଁ ସରକାରଙ୍କୁ ରାଷ୍ଟ୍ରପତିଙ୍କଠାରୁ ଅନୁମୋଦନ ମିଳିଛି। ସୋମବାର ଏନେଇ ଅଧିସୂଚନା ଜାରି ହେବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ଏବେ ମୁଖ୍ୟ ନିର୍ବାଚନ କମିଶନର ଭାବେ…
ହୃଦ୍ଜନିତ ସମସ୍ୟା ଓ ଭିଟାମିନ୍ ‘ସି’
ହୃଦ୍ଘାତଠାରୁ ନିଜକୁ ଦୂରେଇ ରଖିବାର ଏକ ସରଳ ଉପାୟ ରହିଛି। ଏଥିପାଇଁ ଦୈନନ୍ଦିନ ଖାଦ୍ୟ ତାଲିକାରେ ଭିଟାମିନ୍ ‘ସି’କୁ ସାମିଲ କରିବାକୁ ୟୁନିଭର୍ସିଟି ଅଫ୍ ଲଣ୍ଡନର ହୃଦ୍ରୋଗ ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି। ସେମାନଙ୍କ ମତରେ ଭିଟାମିନ୍ ‘ସି’ ହେଉଛି ଏପରି ଏକ…
ବୟଫ୍ରେଣ୍ଡ୍ ଶ’ଙ୍କ ବ୍ୟାଟିଂ ଦେଖି ଗର୍ଲଫ୍ରେଣ୍ଡ ଦେଲେ ଏମିତି ପ୍ରତିକ୍ରିୟା
ଭାରତୀୟ ଦଳର ଯୁବ ବ୍ୟାଟ୍ସ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ଆଇପିଏଲ୍ ୨୦୨୧ର ପ୍ରଥମ ମ୍ୟାଚ୍ରେ ବିସ୍ଫୋରକ ବ୍ୟାଟିଂ କରି ଅର୍ଦ୍ଧଶତକ ହାସଲ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚ୍ରେ ସେ ମାତ୍ର ୩୮ଟି ବଲ୍ରୁ ୭୨ରନ୍ର ପାଳି ଖେଳି ଦଳକୁ…
ଉତ୍କଳ ବିଶ୍ୱବିଦ୍ୟାଳୟର ଆଉ ୪ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୨।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଆଉ ୪ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ସୋସିଓଲୋଜି ବିଭାଗର ଜଣେ ଛାତ୍ର କରୋନା ସଂକ୍ରମିତ ହେବାର ଗୋଟିଏ ଦିନ ପରେ ଆଉ ୪ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।…
କରୋନା ଟିକା ନାଚ ସୋସିଆଲ୍ ମିଡ଼ିଆରେ ଭାଇରାଲ…
ଥିରୁଭାନନ୍ତପୁରମ୍,୧୨।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ କାର୍ଯ୍ୟ ଜାରି ରହିଛି। ଏପରିସ୍ଥଳେ ଟିକା ନେବା ପାଇଁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି କେରଳ ପୋଲିସ ପକ୍ଷରୁ…
ଦିନରେ ପଢୁଥିଲେ, ରାତିରେ କରୁଥିଲେ ଜଗୁଆଳି କାମ; ଏବେ ମିଳିଲା ବଡ଼ ପଦବୀ
ଥିରୁଭାନନ୍ତପୁରମ୍,୧୨।୪: ଜଣେ ବ୍ୟକ୍ତି ଦିନରେ ପାଠ ପଢ଼ୁଥିବା ବେଳେ ରାତିରେ ଜଗୁଆଳି କାମ କରୁଥିଲେ। ସେ ସ୍ନାତକ ପର୍ଯ୍ୟନ୍ତ ପାଠ ପଢ଼ିଛନ୍ତି। ଏବେ ରାଞ୍ଚିର ଆଇଆଇଏମ୍ରେ ସହକାରୀ ପ୍ରଫେସର ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଏମିତି ଜଣେ ଅନନ୍ୟ ପ୍ରତିଭାର ଅଧିକାରୀ…
୧୫ ବର୍ଷ ତଳର ରହସ୍ୟ ଉନ୍ମୋଚନ କଲେ ସେହ୍ବାଗ, କହିଲେ…
ଭାରତୀୟ କ୍ରିକେଟ୍ର ଦ ଓ୍ବାଲ୍ ନାମରେ ପରିଚିତ ରାହୁଲ ଦ୍ରାବିଡ ଜଣେ ଭଦ୍ର ବ୍ୟକ୍ତି ଭାବେ ଜଣାଶୁଣା। ପଡିଆରେ ବେଶ୍ ଶାନ୍ତ ରହୁଥିବା ଦ୍ରାଭିଡ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ନିକଟରେ ଏକ ବିଜ୍ଞାପନରେ ଦ୍ରାବିଡଙ୍କ ଜଣେ ରାଗି…
Archives


