ବହୁ ବ୍ୟକ୍ତିଙ୍କୁ ବିଶିଷ୍ଟ କରାଇଛି ଉତ୍କଳ ବିଶ୍ୱବିଦ୍ୟାଳୟ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ବହୁ ବ୍ୟକ୍ତିଙ୍କୁ ବିଶିଷ୍ଟ କରାଇବାରେ ଉକତ୍ଳ ବିଶ୍ୱବିଦ୍ୟାଳୟର ପ୍ରମୁଖ ଭୂମିକା ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶୁକ୍ରବାର ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ଜରିଆରେ ଉକତ୍ଳ ବିଶ୍ୱବିଦ୍ୟାଳୟର ଆଲୁମିନି ସଂଘର ବାର୍ଷିକ ଉତ୍ସବରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି,…
ଟ୍ରେନ୍ରେ କଟି ରେଳ କର୍ମଚାରୀଙ୍କ ଜୀବନ ଗଲା
ବାଲେଶ୍ୱର ଅଫିସ,୨୮ା୮: ବାଲେଶ୍ୱର ଜିଲାର ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ଜଳେଶ୍ୱର ରେଳ ଷ୍ଟେଶନରେ କାର୍ଯ୍ୟ କରୁଥିବା ରେଳ କର୍ମଚାରୀ ବାବୁଲାଲ୍ ହେମ୍ରମଙ୍କର ଟ୍ରେନରେ କଟି ଜୀବନ ଯାଇଛି। ବାବୁଲାଲ ସିନିଅର ସେକ୍ସନ ଇଞ୍ଜିନିୟର ସିଗ୍ନାଲ ବିଭାଗ, ଜଳେଶ୍ୱର ଷ୍ଟେଶନରେ…
ଲୁହାପଥର ନିଲାମ ବିଫଳ
ଯାଜପୁର ଅଫିସ,୨୮।୮: ଶିଳ୍ପ ଆସିଲେ ବିକାଶର ଏକ ନୂତନ ଧାରା ସୃଷ୍ଟି ହେବ ବୋଲି ସରକାର ଯେଉଁ ଦୃଢ଼ୋକ୍ତି ପ୍ରକାଶ କରୁଥିଲେ ତାହା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଫସର ଫାଟିଛି। ଓଡ଼ିଶା ମାଇନିଂ କର୍ପୋରେଶନ(ଓଏମ୍ସି) ଉପରେ ନିର୍ଭରଶୀଳ ଶିଳ୍ପ କାରଖାନାଗୁଡିକ ଗୋଟିଏ ପରେ…
ପ୍ରଥମ ଆୟୁଷ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କଲେ ରାଷ୍ଟ୍ରପତି
ଗୋରଖପୁର,୨୮ ।୮: ଚାରି ବର୍ଷ ମଧ୍ୟରେ ଦ୍ୱିତୀୟଥର ପାଇଁ ଗୋରଖପୁର ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଶନିବାର ସେ ଭଟହଟର ପିପରିଠାରେ ରାଜ୍ୟର ପ୍ରଥମ ଆୟୁଷ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିଛନ୍ତି । ରାଷ୍ଟ୍ରପତି ସକାଳେ ବାୟୁସେନା ବିମାନ ଯୋଗେ ଗୋରଖପୁର…
୫ ଟପ୍ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି, ୨୮।୮(ଡି.ଏନ୍.ଏ.): ଶୁକ୍ରବାର ଛତିଶଗଡ଼ ଓ ତେଲଙ୍ଗାନା ରାଜ୍ୟରେ ୫ ଟପ୍ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ବୁଦୁରା ସୋଡି, ମନକି ଆଲାମୀ, ସୁନ୍ଦର ପାଦାମୀ, ମୋଟି ମାଣ୍ଡବୀ ଓ ସୀତାରାମ ରେଡ୍ଡି। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦନ୍ତଓ୍ବୋଡା…
୨୧କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ର ୨୭ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ୨୯ ଜିଲାର ମୋଟ ୨୧ କୋଟି ୯୬…
ବାହାରିଲାନାହିଁ ନିଷ୍କର୍ଷ
କେନ୍ଦ୍ରାପଡ଼ା ଅଫିସ/ପଟ୍ଟାମୁଣ୍ଡାଇ, ୨୮।୮(ସ୍ବ.ପ୍ର.): ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ ଦିନକୁ ଦିନ ଉଗ୍ର ହେବାରେ ଲାଗିଛି। ପ୍ରତିଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସୁଛି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚାପା ଉତ୍ତେଜନା ଲାଗି ରହିଛି। ଏପରିକି ଶାନ୍ତିପୂର୍ଣ୍ଣ…
ଥାନାରେ ହାଜର ହେଲେ ଅଭିନେତା ବବି ମିଶ୍ର
ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଓଲିଉଡ୍ ଅଭିନେତା ବବି ମିଶ୍ର ଏବେ ଅଡୁଆରେ ପଡ଼ିଛନ୍ତି। ଗୋଟିଏ ପରେ ଗୋଟିଏ ବିବାଦ ତାଙ୍କ ପଛକୁ ଯୋଡ଼ି ହୋଇଯାଉଛି। ଗାଡ଼ି ପାର୍କିଂକୁ ନେଇ ପଡ଼ୋଶୀଙ୍କ ସହିତ ଝଗଡ଼ା କରିଥିବା ତାଙ୍କ ନାମରେ ଅଭିଯୋଗ ହୋଇଥିବାରୁ ନୟାପଲ୍ଲୀ ଥାନା ପୋଲିସ…
ଓଡ଼ିଶା ନଦୀବାଲି ନୀତିକୁ ମଞ୍ଜୁରୀ
ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜ୍ୟରେ ନଦୀବାଲିର ସୁବିନିଯୋଗ ଓ ସୁପରିଚାଳନା ପାଇଁ ଓଡ଼ିଶା ନଦୀବାଲି ନୀତି-୨୦୨୧ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ବାଲି ଚାହିଦା ଯୋଗାଣ, ଅଟକଳ, ବାଲି ଉତ୍ସ ଚିହ୍ନଟ, ବାଲି ଉତ୍ସର ଡିଜିପିଏସ୍ ସର୍ଭେ, ନିଲାମ ଅଧିକାରୀ,…
ପ୍ରେମିକାଙ୍କ ସହ ପାର୍କକୁ ଯାଇଥିଲେ ଯୁବକ, କାଠଗଣ୍ଡି ଭାବି ବସିଲା ବେଳକୁ …
ସ୍କଟ୍ଲ୍ୟାଣ୍ଡର ଗ୍ଲାସ୍ଗୋରେ ଜଣେ ଯୁବକ ପାର୍କରେ ଏକ କାଠଗଣ୍ଡି ପଡ଼ିଥିବା ଭାବି ତା’ ନିକଟକୁ ଯିବା ପରେ ଏହା ଅଜଗର ବୋଲି ଜାଣି ଭୟରେ ଦୌଡ଼ିଲେ। ଯାହାକୁ ସେ କାଠ ଗଣ୍ଡି ଭାବିଥିଲେ ତାହା ୧୪ ଫୁଟ ଲମ୍ବର ଏକ ଅଜଗର…
ମାନବାଧିକାର ଉଲ୍ଲଂଘନକାରୀ ଏଠି ପଦବୀର ମାଲିକ : କଂଗ୍ରେସ
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଜନସାଧାରଣଙ୍କ ଅଧିକାରକୁ ସୁରକ୍ଷା ପ୍ରଦାନ ତଥା ପୋଲିସକୁ ଲୋକାଭିମୁଖୀ କରିବା ପାଇଁ ଦେଶରେ ବିଭିନ୍ନ ନ୍ୟାୟିକ ଓ ଅର୍ଦ୍ଧନ୍ୟାୟିକ ପ୍ରତିଷ୍ଠାନ କାର୍ଯ୍ୟକରୁଛି। କିନ୍ତୁ ରାଜ୍ୟ ସରକାରଙ୍କୁ ମାନବାଧିକାରର କୌଣସି ଖାତିର ନ ଥିବା କଂଗ୍ରେସ ଅଭିଯୋଗ ଆଣିଛି। ଶୁକ୍ରବାର…
ମାରି ଖାଇବାକୁ ଛକିଥିଲା; ସାପ-କୁକୁଡା ମଧ୍ୟରେ ହେଲା ଜୋରଦାର ଲଢ଼େଇ; ଶେଷରେ…
ମନୁଷ୍ୟମାନଙ୍କ ମଧ୍ୟରେ ଅନେକ ଲୋକକଥା ପ୍ରଚଳିତ ରହିଛି। ସେଥିରୁ କିଛି ପଶୁମାନଙ୍କ ଉପରେ ରହିଛି। ମୁଷା-ବିରାଡି ଖେଳ, ସାପ-ନେଉଳ ମଧ୍ୟରେ ଲଢ଼େଇ ବିଷୟରେ ଶୁଣିବାକୁ ମିଳିଥାଏ। ତେବେ ସାପ ଆଉ ନେଉଳ ମଧ୍ୟରେ ଲଢ଼େଇରେ ବାଜିମାତ କରିଥାଏ ନେଉଳ। ହେଲେ ଆଜି…

