୨୬ ବର୍ଷ ବୟସ୍କା ମହିଳାଙ୍କର ୨ଟି ଗୁପ୍ତାଙ୍ଗ-୨ଟି ଗର୍ଭାଶୟ: ଥିଲେ ବିରଳ ରୋଗରେ ପୀଡ଼ିତ…
ଓ୍ବାଶିଂଟନ,୧୧।୪: ଆମେରିକାରେ ଜଣେ ୨୬ ବର୍ଷ ବୟସ୍କା ମହିଳା ବିରଳ ରୋଗରେ ପୀଡିତ ଥିବା ଜଣାପଡ଼ିଛି। ମହିଳା ଜଣକ ଗର୍ଭବତୀ ଥିଲେ। ଗର୍ଭଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ୩୦ ଘଣ୍ଟାର ଗର୍ଭଯନ୍ତ୍ରଣା ପରେ ବ୍ରିଟନି ଜ୍ୟାକବ୍ସ ନାମକ…
ଝାରପଡ଼ା ଜେଲରେ ନିର୍ଯାତନା ଅଭିଯୋଗ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ଝାରପଡ଼ା ଜେଲରେ କଏଦୀଙ୍କୁ ଦିଆଯାଉଛି ଅକଥନୀୟ ନିର୍ଯାତନା। ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ ସହ ଓ୍ବାର୍ଡରମାନେ ସଂଘବଦ୍ଧ ଭାବେ ମାଡ଼ ମାରୁଛନ୍ତି। ଏନେଇ ଜେଲରେ ଥିବା ଜଣେ ବିଚାରାଧୀନ କଏଦୀ ରାକେଶ ବେହେରା ଛାତ୍ରନେତା ମହେଶ ପ୍ରସାଦଙ୍କ ଜରିଆରେ ହାଇକୋର୍ଟ ମୁଖ୍ୟ…
କେବଳ ଏହି କାରଣ ପାଇଁ ବ୍ୟକ୍ତି କିଣିଲେ ଆଇଲ୍ୟାଣ୍ଡ, ଗାଡ଼ିକୁ କଲେ ଘର
ପ୍ରତ୍ୟେକ ବ୍ୟକ୍ତି ଜୀବନ ଜିଇଁବା ପାଇଁ ଭିନ୍ନ ଭିନ୍ନ ତରିକା ଆପଣାଇଥାନ୍ତି। କିଛି ଲୋକ ନିଜ ଜୀବନକୁ ଅତି ସୀମିତରେ ବିତାଇଥାନ୍ତି। ସରଳ ଭାବରେ କହିବାକୁ ଗଲେ ଜଣେ ବ୍ୟକ୍ତି ନିଜ ଜୀବନ ବଞ୍ଚାଇବାକୁ ଏକ ମାପକାଠି ସ୍ଥିର କରିଥାନ୍ତି। ଏବେ…
ସ୍ବାମୀ ଶୋଇଥିବା ସମୟରେ ଲୁହା ପାଇପ୍ରେ ମୁଣ୍ଡକୁ ପିଟି ହତ୍ୟା କଲେ ସ୍ତ୍ରୀ, କାନ୍ଦିକାନ୍ଦି ଥାନାରେ…
ବାଲିଶଙ୍କରା,୧୧।୪(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଶୁଖାମହାଦେବ ପଡ଼ାର ଡୁଙ୍ଗୁରୀ ପଡ଼ାରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳା ସ୍ବାମୀଙ୍କୁ ଲୁହା ପାଇପ୍ରେ ପିଟି ହତ୍ୟା କରିବା ପରେ ଆତ୍ମସମର୍ପଣ କରିଛନ୍ତି। ମୃତକ ହେଲେ ପ୍ରକାଶ କୁଜୁରୁ (୪୫)। ସ୍ତ୍ରୀ…
ମହିଳା ହୋମଗାର୍ଡଙ୍କ ଅନ୍ତଃବସ୍ତ୍ରରେ ମୋବାଇଲ୍: ୫ ମିନିଟ୍ କଲିଂ ପାଇଁ ୧୦୦ ଟଙ୍କା ଦେଉଥିଲେ କଏଦୀ
ଗ୍ରେଟର ନୋଏଡା,୧୧।୪: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାଠାରେ ଥିବା ଲୁକସାର ଜେଲ୍ରେ ଜଣେ ହୋମଗାର୍ଡଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆସିଛି। ଜେଲ୍ର ମହିଳା ବାରାକ୍ରେ ମୁତୟନ ଥିବା ମହିଳା ହୋମଗାର୍ଡ ସାଧନା ନିଜ ଅନ୍ତଃବସ୍ତ୍ରରେ ମୋବାଇଲ ଫୋନ୍ ଲୁଚାଇ ରଖିଥିଲେ। ସେ କଏଦୀଙ୍କୁ…
ଅମାନିଆଙ୍କୁ ଧରିବ ସିସି କ୍ୟାମେରା
ଭୁବନେଶ୍ୱର, ୧୧।୪(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନ୍ ତଣ୍ଟି ଚିପିଲାଣି। ତଥାପି ଚେତୁନାହାନ୍ତି ରାଜଧାନୀର ଅମାନିଆ। କମିଶନରେଟ ପୋଲିସର ଘନ ଘନ ଚଢ଼ାଉ, ମୋଟା ଅଙ୍କର ଜରିମାନା ସହ ସିଲ୍ ଅଭିଯାନ ଜାରି ରହିଥିଲେ ମଧ୍ୟ ଖାତିର କରୁନାହାନ୍ତି ସେମାନେ। ଏପଟେ ମାସ୍କ…
ଇଡ୍କୋ ଅପାରଗତା ଶିଳ୍ପାୟନରେ ବାଧକ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଶିଳ୍ପାୟନକୁ ଆଗକୁ ନେବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବାବେଳେ ଜମି ଅଧିଗ୍ରହଣ ଏ ଦିଗରେ ବଡ଼ ସମସ୍ୟା ହୋଇ ଛିଡ଼ାହୋଇଛି। ଜମି ଅଧିଗ୍ରହଣ ସମସ୍ୟା ଦୂର କରିବାକୁ ସରକାର ଲ୍ୟାଣ୍ଡ ବ୍ୟାଙ୍କ ଗଠନ ଲାଗି ନିଷ୍ପତ୍ତି ନେଇଛନ୍ତି।…
ଭିକାରିଙ୍କ ହାତରେ କ୍ୟୁଆର୍ କୋଡ୍…
ବେଜିଂ,୧୧।୪: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାରେ ଭିକାରିମାନେ ଏବେ ଡିଜିଟାଲ ପେମେଣ୍ଟ୍ ବ୍ୟବହାର କରୁଛନ୍ତି। ଏହାଦ୍ୱାରା ସଂକ୍ରମଣର ଭୟ ରହିବ ନାହିଁ ବୋଲି ଭିକାରିମାନେ କହିଛନ୍ତି। ଚାଇନାରେ ସୂଚନା ପ୍ରଯୁକ୍ତି…
ପୋଲିସ ମାନୁନି କଟକଣା, ଜନସାଧାରଣଙ୍କୁ ଜରିମାନା
ସମ୍ବଲପୁର, ୧୧।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଦେଖାଦେଇଛି। ଏହାକୁ ମୁକାବିଲା ପାଇଁ ସରକାର ନୂଆ ଗାଇଡ୍ଲାଇନ କରିଛନ୍ତି। ୧୪ ଦିନିଆ ମାସ୍କ ପିନ୍ଧା ଅଭିଯାନ ଭଳି କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ…
ଟିକା ନେବା ସତ୍ତ୍ୱେ ଯୁବ ଡାକ୍ତରଙ୍କ ଜୀବନ ଗଲା
ଭୁବନେଶ୍ୱର, ୧୧ା୪ (ବ୍ୟୁରୋ): ରାଜ୍ୟର ବହୁ ଡାକ୍ତର ଏବେ ସଂକ୍ରମିତ। କେତେଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରବିବାର ଆଉଜଣଙ୍କ ଜୀବନ ନେଇଛି କରୋନା। ଭୁବନେଶ୍ୱରର ଏକ ଘରୋଇ ମେଡିକାଲର ଜଣେ ଯୁବ ଡାକ୍ତରଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ଡାକ୍ତରଙ୍କ…
୧୫ ଯାଏ ଝଡ଼ବର୍ଷା
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ଜାରି ରହିବ। ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।…
୧୪ ଭକ୍ତଙ୍କୁ ନେଇ ଚଡ଼କମେଳା
ଭୋଗରାଇ, ୧୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳାର ଶନିବାର ଥିଲା ୪ର୍ଥ ଅର୍ଘ୍ୟ। ଏହି ଅବସରରେ ମହାଦେବଙ୍କଠାରେ ଶ୍ରେଷ୍ଠ ଭକ୍ତ ଉପବୀତଧାରୀ ପାଟଭକ୍ତ, ଦେଉଳିଆ ଓ…
Archives


