Home Left

ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ କୁଳପତି କମଲ ଜିତ୍‌ ସିଂ

ଭୁବନେଶ୍ୱର,୯।୪(ବ୍ୟୁରୋ): ପ୍ରଫେସର କମଲ ଜିତ ସିଂଙ୍କୁ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ (ଏମ୍‌ଏଲ୍‌ୟୁ)ର କୁଳପତି ଭାବେ ନିଯୁକ୍ତ କରାଯାଇଛି। ଓଡ଼ିଶା ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ…

ଠେଲି ଠେଲି ନେଉଛନ୍ତି ଟିକା ଭର୍ତ୍ତି ଗାଡ଼ି

ପାଟନା, ୯ା୪- ଦେଶରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରନ୍ତଙ୍କ ସଂଖ୍ୟା ଓ ଟିକା ଅଭାବ ନେଇ କେନ୍ଦ୍ର ଏବଂ ବିଭିନ୍ନ ରାଜ୍ୟ ସରକାର ଏବେ ମୁହଁାମୁହିଁ ସ୍ଥିତିରେ। ଏଭଳି ପରିସ୍ଥିତିରେ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଦୃଶ୍ୟ। ବିହାର…

ନିଶା ଦେଇ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ

ବୁଗୁଡ଼ା,୯ା୪: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ପୋଲିସ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଶୁକ୍ରବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏ…

ଭୁବନେଶ୍ୱରେ ୧୫୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୯।୪(ବ୍ୟୁରୋ): ରାଜଧାନୀରେ ପୁଣିଥରେ କାୟା ମେଲାଉଛି କରୋନା। ଶୁକ୍ରବାର ଗୋଟିଏ ଦିନରେ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି ୧୫୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ବିଏମ୍‌ସିର ସୂଚନା ଅନୁଯାୟୀ, ଆକ୍ରାନ୍ତଙ୍କ ମଧ୍ୟରୁ…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଆରସିବି

ଚେନ୍ନାଇ, ୯ା୪- ଆରମ୍ଭ ହୋଇଯାଇଛି ଆଇପିଏଲର ୧୪ ତମ ସଂସ୍କରଣ। ପ୍ରଥମ ମ୍ୟାଚ୍‌ରେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତିି ରୟଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି । ଚେପକର ଧିମା ପିଚ୍‌କୁ ନଜରରେ ରଖି ଦୁଇ…

ରାହୁଲଙ୍କ ବଧୂ ପାଲଟିଲେ ଦିଶା! ବିବାହ ବେଳର ଫଟୋ ଭାଇରାଲ

ବମ୍ବେ: ଚର୍ଚ୍ଚାରେ ବିଗ୍‌ବସ୍‌ ଫେମ୍‌ ରାହୁଲ ବୈଦ୍ୟ। ପ୍ରେମିକା ଦିଶା ପରମାରଙ୍କ ସହ ତାଙ୍କର କିଛି ଫଟୋ ଏବେ ପ୍ରଶଂସକଙ୍କୁ ଚିନ୍ତାରେ ପକାଇଛି। କାରଣ ଫଟୋରେ ଉଭୟ ବିବାହ ପୋଷାକରେ ନଜର ଆସୁଛନ୍ତି। ଏହାକୁ ଦେଖି ପ୍ରଶଂସକମାନେ ସେମାନେ ବିବାହ କରିନେଇଥିବା…

ଆଗାମୀ ଆଦେଶ ଯାଏଁ ସମସ୍ତ ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୯।୪: ଦେଶରେ କରୋନା ସଂକ୍ରମଣ ଲଗାତର ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜଧାନୀ ଦିଲ୍ଲୀ ଧିରେ ଧିରେ କରୋନାର ହଟସ୍ପଟ ପାଲଟୁଥିବାରୁ ରାଜ୍ୟର ସମସ୍ତ…

ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ସ୍ବାମୀ ଫିଲିପ୍‌ଙ୍କ ପରଲୋକ

ଲଣ୍ଡନ, ୯ା୪- ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ସ୍ବାମୀ ପ୍ରିନ୍ସ ଫିଲିପ୍‌ଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ଶେଷ ନିଃଶ୍ୱାସ ତ୍ୟାଗ କଲା ବେଳକୁ ତାଙ୍କୁ ୯୯ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ ରୋଗ କାରଣରୁ ତାଙ୍କର ମୃତ୍ୟୁ ଘଟିଥିବା ବକିଂହାମ ପାଲେସ ପକ୍ଷରୁ ପ୍ରକାଶ…

ଦଶମ ବୋର୍ଡ ପରୀକ୍ଷା ସ୍ଥଗିତ

ରାୟପୁର,୯।୪: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଛତିଶଗଡ଼ ମାଧ୍ୟମିକ ଶିକ୍ଷା ବୋର୍ଡ(ସିଜିବିଏସ୍‌ଇ) ଶୁକ୍ରବାର ଦଶମ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖିଛି। ମାଧ୍ୟମିକ ପରୀକ୍ଷା ବୋର୍ଡ ପକ୍ଷରୁ ଦଶମ ପରୀକ୍ଷା ଏପ୍ରିଲ ୧୫ରୁ ମେ ୧ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାର ଥିଲା।…

ଆଇପିଏଲ୍‌କୁ ନେଇ ଆଫ୍ରିଦିଙ୍କ କଟାକ୍ଷ: ସିରିଜ ମଝିରୁ ଖେଳାଳିଙ୍କୁ ଛାଡ଼ିବା…

ଲାହୋର,୯।୪: ପାକିସ୍ତାନର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦି କ୍ରିକେଟ ଦକ୍ଷିଣ ଆଫ୍ରିକା(ସିଏଏ) ପକ୍ଷରୁ ଖେଳାଳିଙ୍କୁ ଅନ୍ତର୍ଜାତୀୟ ସିରିଜ ମଝିରୁ ଆଇପିଏଲ୍‌ ଖେଳିବା ପାଇଁ ପଠାଯିବା ଆଶ୍ଚର୍ଯ୍ୟଜନକ ବୋଲି କହିଛନ୍ତି। ପାକିସ୍ତାନ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌…

ସିଏସ୍‌କେ ଦଳରେ ନୂଆ ବିଦେଶୀ ଖେଳାଳି

ମୁମ୍ବାଇ, ୯ା୪- ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରେ ସାମିଲ ହୋଇଛନ୍ତି ଅଷ୍ଟ୍ରେଲିଆନ ପେସର ଜାସନ ବେହେରେଣ୍ଡର୍ଫ। ତାଙ୍କୁ ଜୋସ ହାଜେଲଉଡଙ୍କ ବଦଳ ଖେଳାଳି ଭାବେ ଦଳରେ ନେଇଛି ସିଏସ୍‌କେ। ତେବେ ବ୍ୟକ୍ତିଗତ କାରଣ ଦର୍ଶାଇ ଚଳିତ ଆଇପିଏଲରୁ ଓହରି ଯାଇଥିଲେ…

ବାଜା ବଜାଇ ଅଭିଯୁକ୍ତଙ୍କ ଘରେ ପହଞ୍ଚିଲା ପୋଲିସ…

ବୈଶାଳୀ,୯।୪: କେବେ କେଉଁଠି ଶୁଣିଛନ୍ତି କି ପୋଲିସ ବ୍ୟାଣ୍ଡବାଜା ବଜାଇ ଅଭିଯୁକ୍ତକୁ ଗିରଫ କରିବାକୁ ଯାଇଥିବା କଥା। କଥାଟି ଅଡ଼ୁଆ ଲାଗିଲେ ବି ସତ। ବିହାରର ବୈଶାଳୀ ଜିଲାରେ ଏଭଳି ଚକିତ କରିଦେବା ଭଳି ଏକ ଦୃଶ୍ୟ ସାମ୍ନାକୁ ଆସିଛି। ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri