Home Left

ରାଜ୍ୟରୁ ପୁଣି ୬୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୭ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୪୯୩କୁ ବୃଦ୍ଧି ପାଇଛି। ୬୭ ମୃତକଙ୍କ ମଧ୍ୟରୁ କଟକରୁ…

ଆଫଗାନିସ୍ତାନ ସଙ୍କଟ ଯୋଗୁ ପୁଣି ପୋଲିଓ ଆତଙ୍କ…

ଜେନେଭା,୨୪।୮: ସମ୍ପ୍ରତି ଆଫଗାନିସ୍ତାନରେ ସଙ୍କଟ ବଢ଼ିବାରେ ଲାଗିଛି। ଏହା ଯୋଗୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସମଗ୍ର ପୃଥିବୀରେ ପୋଲିଓ ଆତଙ୍କ ପୁଣି ବଢ଼ିପାରେ ବୋଲି ଆଶଙ୍କା ବ୍ୟକ୍ତ କରାଯାଇଛି। ଗୃହଯୁଦ୍ଧ ଯୋଗୁ ଆଫଗାନିସ୍ତାନରେ ଗତ ୩ ବର୍ଷ ଧରି ପୋଲିଓ…

ସ୍ପେଶାଲ ଟ୍ରେନ୍‌ରେ ଅଯୋଧ୍ୟା ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୪ ।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅଗଷ୍ଟ ୨୯ରେ ଅଯୋଧ୍ୟା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏକ ବିଶେଷ ଟ୍ରେନ୍ ଯୋଗେ ରାଷ୍ଟ୍ରପତି ଲକ୍ଷ୍ନୌରୁ ଅଯୋଧ୍ୟା ପର୍ଯ୍ୟନ୍ତ ଯାତ୍ରା କରିବେ । ଏହାହେବ ରାଷ୍ଟ୍ରପତିଙ୍କ ଦ୍ୱିତୀୟ ଥର ଟ୍ରେନ୍ ଯାତ୍ରା…

ପ୍ରଶଂସକଙ୍କ ପାଇଁ ସମସ୍ତଙ୍କ ଆଗରେ ଶାହରୁଖ ଖାାନ୍‌ଙ୍କୁ ଫୋନ କଲେ ଅକ୍ଷୟ କୁମାର; ଆଉ ତା’ପରେ

ଅନେକ ଥର ପ୍ରଶଂସକମାନେ ଅଭିନେତା/ଅଭିନେତ୍ରୀଙ୍କ ନିକଟରେ ଅଜବ ଦାବି କରନ୍ତି। ଏହା ଶୁଣି ଅଭିନେତା/ଅଭିନେତ୍ରୀମାନେ ମଧ୍ୟ ତାହା ପୂରଣ କରିବାକୁ ଚେଷ୍ଟା କରନ୍ତି। ବଲିଉଡର ଖିଲାଡି କୁମାର ଅକ୍ଷୟ କୁମାରଙ୍କ ସହ ସମାନ ଘଟଣା ଘଟିଛି। ନିକଟରେ ଅକ୍ଷୟ ‘ଦି କପିଲ…

ମୁଁ ନୁହେଁ ସାଧାରଣ ଲୋକ, ମତେ ବି ଜଣା ଅଛି ଉତ୍ତର…

ନାସିକ,୨୪।୮: ଜନ ଆଶୀର୍ବାଦ ଯାତ୍ରା ସମୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବାରୁ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କୁ ଗିରଫ କରିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ଏନେଇ ରାଣେ କହିଛନ୍ତି ଯେ, ମୁଁ ସାଧାରଣ ଲୋକ…

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୮୦ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୬୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ। ଆକ୍ରାନ୍ତଙ୍କ ମଧ୍ୟରୁ ୩୬୬…

ବିଏମ୍‌ସି ନିର୍ବାଚନ: ସୋନୁ ସୁଦ, ରିତେଶ ଦେଶମୁଖ ହୋଇପାରନ୍ତି ମେୟର ପ୍ରାର୍ଥୀ

ମୁମ୍ବାଇ,୨୪ ।୮: ବୃହାନମୁମ୍ବାଇ ନଗର ନିଗମ(ବିଏମ୍‌ସି) ନିର୍ବାଚନ ଲାଗି ଏବେଠାରୁ ଅଣ୍ଟା ଭିଡିଲାଣି କଂଗ୍ରେସ । ଏହା ପଛର କାରଣ ହେଲା ପୂର୍ବରୁ ଯାହା ଦଳ ହରାଇଛି ତାକୁ ପୁଣିଥରେ ହାସଲ କରିବା ଲକ୍ଷ୍ୟ । ଏଥିପାଇଁ ଦଳ ସ୍ୱତନ୍ତ୍ର ରଣନୀତି…

ସୋନୁ ସୁଦ୍‌ଙ୍କୁ ୧ କୋଟି ଟଙ୍କା ମାଗିଲେ ପ୍ରଶଂସକ; ଜବାବରେ ମିଳିଲା ଏମିତି

ଦେଶରେ କରୋନା ମହାମାରୀ ବ୍ୟାପିବା ଦିନରୁ ଅଭିନେତା ସୋନୁ ସୁଦ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ଆଜି ସମଗ୍ର ଦେଶ ତାଙ୍କୁ ପ୍ରକୃତ ହିରୋ ପରି ଦେଖୁଛି। ସେ ନିଃସ୍ବାର୍ଥପର ଭାବରେ ଲୋକଙ୍କୁ ସାହାଯ୍ୟ କରୁଛନ୍ତି। ସୋସିଆଲ ମିଡିଆ ମାଧ୍ୟମରେ ହଜାର ହଜାର…

କ’ଣ ହେବ ତାଲିବାନର ଭବିଷ୍ୟତ, ନିଷ୍ପତ୍ତି ନେବେ ବିଶ୍ୱର ପାୱାର ଫୁଲ୍ ଦେଶ

ନ୍ୟୁୟର୍କ,୨୪ ।୮: ଆଫଗାନିସ୍ତାନ ଉପରେ ତାଲିବାନ ରାଜୁତି କରିବା ଆରମ୍ଭ କରିଛି । ହେଲେ ଏହାର ଭବିଷ୍ୟତ କ’ଣ ହେବ ସେ ନେଇ ମଙ୍ଗଳବାର ବିଶ୍ୱର ପାୱାରଫୁଲ ଦେଶ ନିଷ୍ପତ୍ତି ନେବେ । ମଙ୍ଗଳବାର ହେବାକୁ ଯାଉଥି ଜି-୭ ଦେଶର ବୈଠକ…

ସୁପରଭାଇଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭଦ୍ରକ ଅଫିସ:୨୪।୮: ଭଦ୍ରକ ସିଡିପିଓଙ୍କ କାର୍ଯ୍ୟାଳୟର ସୁପରଭାଇଜର ମଲ୍ଲୀଲତା ଦାସଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ବେଳେ ସେ ବହୁ ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ଥିବା ନେଇ…

ବିରାଟବାହିନୀଙ୍କୁ ଡରିଗଲେ ଇଂଲଣ୍ଡ ଅଧିନାୟକ: କହିଲେ ଏମିତି କଥା

ଲଣ୍ଡନ,୨୪।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଅଗଷ୍ଟ ୨୫ ବୁଧବାର ଠାରୁ ଆରମ୍ଭ ହେଉଛି। ହେଡିଙ୍ଗଲିରେ ଆୟୋଜିତ ହେବାକୁ ଥିବା ଏହି ମ୍ୟାଚରେ ଉଭୟ ଦଳ ପୁଣି ଥରେ ମୁହାଁମୁହିଁ ହେବେ।…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଶରୀରକୁ ନେଇ ପ୍ରଶ୍ନ ଉଠାଇଲେ ପାକିସ୍ତାନ କ୍ରିକେଟର୍‌

ଇସଲମାବାଦ,୨୪।୮:ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦୀର୍ଘ ଦିନ ଧରି ପିଠି ଯନ୍ତ୍ରଣା ସହ ସଂଗ୍ରାମ କରିଆସୁଛନ୍ତି। ଯଦିଓ ସେ ଶ୍ରୀଲଙ୍କା ଗସ୍ତରେ କିଛି ଓଭର ବୋଲିଂ କରିଥିଲେ ମଧ୍ୟ ସେ ନିଜର ସ୍ପେଲ୍‌ ପୂରଣ କରିପାରି ନ ଥିଲେ। ଏଭଳି ପରିସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?