ଦେଢ଼ କୋଟି ଟଙ୍କାର ଗଞ୍ଜେଇ ଜବତ
ଚିତ୍ରକୋଣ୍ଡା,୮।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ବଡ଼ପଦର ପଞ୍ଚାୟତ ପଳାସପଦର ଗ୍ରାମ ନିକଟରୁ ୧୭ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ଦେଢ଼ ଗୋଟି ଟଙ୍କା। ଏ ନେଇ ଥାନା ଅଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକ ସୂଚନା…
ଅପମିଶ୍ରିତ ମଦ ନେଲା ଜୀବନ
ବନ୍ତ,୮।୪: ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ହାସିନପୁର ଗ୍ରାମର ଅଭିମନ୍ୟୁ ରାଉତ ନାମକ ଜଣେ ବ୍ୟକ୍ତିଙ୍କ ମଦ ଜନିତ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ଗୁରବାର କେନାଲ ଛକଠାରେ ମହିଳାମାନେ ରାସ୍ତାରେ ମୃତଦେହ ରଖି ଭଦ୍ରକ-ଆନନ୍ଦପୁର…
ପଡ଼ିଆରୁ ୪ ମାସ ଦୂରେଇ ରହିବେ ଭାରତୀୟ କ୍ରିକେଟର
ନୂଆଦିଲ୍ଲୀ, ୮ା୪- ଭାରତୀୟ ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାରଙ୍କ କାନ୍ଧରେ ଗୁରୁବାର ସଫଳ ଅସ୍ତ୍ରୋପଚାର କରାଯାଇଛି। ଗତ ମାସରେ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ୍ର ପ୍ରଥମ ମ୍ୟାଚ୍ରେ ତାଙ୍କ ବାମ କାନ୍ଧରେ ଆଘାତ ଲାଗିଥିଲା। ଏହି କାରଣରୁ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ…
ଭୁବନେଶ୍ୱରରୁ ୧୦୮ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର, ୮।୪(ବ୍ୟୁରୋ): ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୮୭୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରୁ ୧୦୮ ଜଣ ରହିଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୦…
କରୋନା ଆକ୍ରାନ୍ତଙ୍କୁ ଜେଲ ମନା, ରିମାଣ୍ଡ ଅନୁମତି ଆଣି ବନ୍ଦୀକୁ ପଠାଯିବ କୋଭିଡ୍ ହସ୍ପିଟାଲ
ଭୁବନେଶ୍ୱର, ୮।(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ତତ୍ପର ହୋଇଛି ଜେଲ ବିଭାଗ। ତେଣୁ ପ୍ରସ୍ତୁତ କରିଛି ସ୍ବତନ୍ତ୍ର ଗାଇଡ୍ଲାଇନ। ପ୍ରସ୍ତୁତ ହୋଇଥିବା ଏହି ଗାଇଡ୍ଲାଇନ୍କୁ ସବୁ ଜେଲ୍ ଅଧୀକ୍ଷଙ୍କୁ ପଠାିଛନ୍ତି ଜେଲ୍ ଡିଜି। ଯଦି କେହି ଅନ୍ତେବାସୀ…
ଆଇପିଏଲ୍ ପୂର୍ବରୁ ଜୀବନର ଲକ୍ଷ୍ୟକୁ ନେଇ ଏଭଳି କହିଲେ ଏହି ଯୁବ ଭାରତୀୟ ବୋଲର୍; ସଫଳତାର ଶ୍ରେୟ ଦେଇ…
ନୂଆଦିଲ୍ଲୀ,୮।୪: ଭାରତର ଉଦୀୟମାନ କ୍ରିକେଟ ତାରକାଙ୍କ ମଧ୍ୟରୁ ଦ୍ରୁତ ବୋଲର ମହମ୍ମଦ ସିରାଜ ଅନ୍ୟତମ। ୨୭ ବର୍ଷୀୟ ଏହି କ୍ରିକେଟର ୨୦୧୭ ନଭେମ୍ବରରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଛୋଟ ଫର୍ମାଟରେ ଖେଳ ଆରମ୍ଭ କରିଥିଲେ। ଏଯାବତ ସେ ଭାରତ ପକ୍ଷରୁ ୫ ଟେଷ୍ଟ,…
ହସ୍ପିଟାଲରେ ଭର୍ତ୍ତି ହେଲେ ଏହି କ୍ରିକେଟର
ଆଉ ଗୋଟିଏ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୧। ଏଥିପାଇଁ ପ୍ରସ୍ତୁତି ଜୋର୍ସୋର୍ରେ ଆରମ୍ଭ ହୋଇସାରିଛି। ଅନ୍ୟପଟେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଶ୍ରେୟାସ ଆୟାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…
୨୦୨୧ ଆଇପିଏଲ୍ ସିଏସ୍କେର ଏହି ୪ ଧୁରନ୍ଧରଙ୍କ ପାଇଁ ହୋଇପାରେ ଶେଷ ସିଜିନ୍
ନୂଆଦିଲ୍ଲୀ,୮।୪: ଚଳିତ ବର୍ଷ ହେବାକୁ ଥିବା ଆଇପିଏଲ୍କୁ ଆଉ ମାତ୍ର କିଛି ଘଣ୍ଟା ବାକି ଅଛି। ଏହାକୁ ନେଇ ପ୍ରଶଂସକଙ୍କ ସହ ଖେଳାଳିଙ୍କ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଆଇପିଏଲ୍ରେ ଚେନ୍ନାଇ ସୁପରକିଙ୍ଗ୍ସ ଏକ ଶକ୍ତିଶାଳୀ ଦଳ ଭାବରେ ପରିଗଣିତ ହୋଇଛି। ମହେନ୍ଦ୍ର…
ବାହାର ରାଜ୍ୟରୁ ଆସିଲେ ଆର୍ଟିପିସିଆର୍ ବାଧ୍ୟତାମୂଳକ
ଭୁବନେଶ୍ୱର, ୮।୪(ବ୍ୟୁରୋ): ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଥିବା ଲୋକମାନଙ୍କ ପାଇଁ ଏଣିକି ଆର୍ଟିପିସିଆର୍ ଟେଷ୍ଟ ବାଧ୍ୟତାମୂଳକ। ଯେଉଁମାନେ ଟେଷ୍ଟ ନ କରିବେ ସେମାନଙ୍କୁ ୭ ଦିନ କ୍ୱାରାଣ୍ଟାଇନରେ ରଖାଯିବ। ରାଜ୍ୟରେ ଦୈନିକ ସଂକ୍ରମଣ ୯ଶହ ମୁହାଁ ହୋଇଥିବା ବେଳେ ଏହାକୁ ରୋକିବା…
ଓପିଜିସିର ୨ ୟୁନିଟ୍ ବନ୍ଦ: ବିଦ୍ୟୁତ ଉତ୍ପାଦନ ବାଧାପ୍ରାପ୍ତ
ଝାରସୁଗୁଡ଼ା ଅଫିସ,୮।୪: ଝାରସୁଗୁଡ଼ା ବୁଢ଼ିପଦର ଗ୍ରୀଡ୍ରୁ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ହେବା ପରେ ବନହରପାଲି ସ୍ଥିତି ଓ ବିଦ୍ୟୁତ୍ ଉତ୍ପାଦନ ନିଗମ(ଓପିଜିସି)ର ୨ଟି ୟୁନିଟ୍ ଗୁରୁବାର ଅପରାହ୍ନ ୨ଟା ବନ୍ଦ ହୋଇଯାଇଛି। ଏହି ୟୁନିଟ୍ ଦ୍ୱୟ ବନ୍ଦ ହେବା ଫଳରେ ୪୨୦…
୯ମ ରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ବାତିଲ
ମୁମ୍ବାଇ,୮।୪: ମହାରାଷ୍ଟ୍ରରେ କରୋନା ସ୍ଥିତି ସଙ୍ଗୀନ ହୋଇପଡିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୯ମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ବାତିଲ ଘୋଷଣା କରିଛନ୍ତି। ଫଳରେ ବିନା ପରୀକ୍ଷାରେ ଛାତ୍ରୀଛାତ୍ର ପରବର୍ତ୍ତୀ ଶ୍ରେୀକୁ ଉନ୍ନୀତ ହେବେ। ଏନେଇ ମହାରାଷ୍ଟ୍ର ଶିକ୍ଷା…
ମୋଦି ଡାକିଥିବା ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ ନାହିଁ ମମତା
କୋଲକତା,୮।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଗୁରୁବାର ଡକାଯାଇଥିବା ଏକ ଡିଜିଟାଲ ବୈଠକରେ ଯୋଗଦେବେ ନାହିଁ। ରାଜ୍ୟ ସରକାର ସୂତ୍ର ଗୁରୁବାର ଏହି ସୂଚନା ମିଳିଛି। ଏହି ସଭାରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଆଲାପାନ…
Archives


