ବନ୍ୟଜନ୍ତୁ ଶିକାରୀ ସୁରେଶ ଶବର ହତ୍ୟା ଘଟଣା: ୧୦ ଦିନ ପରେ ବି ପୋଲିସର ହାତ ଖାଲି
ଦେବଗଡ଼,୧୧।୫(ଶଶାଙ୍କ ଶେଖର ଝାଙ୍କର): ଏପ୍ରିଲ ୩୦ରେ ରାତିରେ ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ମର୍ହା ଗ୍ରାମରେ ଘଟିଥିବା ବହୁ ଚର୍ଚ୍ଚିତ ବନ୍ୟଜନ୍ତୁ ଶିକାରୀ ସୁରେଶ ଶବର(୫୯) ହତ୍ୟା ଘଟଣାର ଇତିମଧ୍ୟରେ ୯ ଦିନ ବିତିଯାଇଛି । ମାତ୍ର ଏବେ...
ଆଉ କେବେ ଯିବିନି ପାକିସ୍ତାନ…ଏୟାରପୋର୍ଟରେ କାନ୍ଦିବାକୁ ଲାଗିଲେ ବାଂଲାଦେଶୀ କ୍ରିକେଟର
ଢାକା,୧୧।୫: ଭାରତ ଏବଂ ପାକିସ୍ତାନ ଉଭୟ ଯୁଦ୍ଧବିରତି (India Pakistan Ceasefire) ଉପରେ ସହମତ ହୋଇଛନ୍ତି। ପୂର୍ବରୁ ଉଭୟ ପାର୍ଶ୍ୱରୁ କ୍ଷେପଣାସ୍ତ୍ର ମାଡ କରାଯାଇଥିଲା ଏବଂ ପ୍ରବଳ ବୋମାମାଡ଼ ହୋଇଥିଲା, ଏହି ସମୟରେ ପାକିସ୍ତାନ କ୍ରିକେଟ ବୋର୍ଡ PSL 2025...
ମଣ୍ଡପରେ ବରଙ୍କୁ କନ୍ୟାଙ୍କ ସାଙ୍ଗ ପଚାରିଲେ ଏମିତି ଏକ ପ୍ରଶ୍ନ, ଉତ୍ତର ଶୁଣି ସିଧା ବାହାଘର ଭାଙ୍ଗିଦେଲେ କନ୍ୟା
ମଧ୍ୟପ୍ରଦେଶର ପ୍ରୟାଗରାଜରେ ଏକ ଅଜବ ଘଟଣା ଘଟିଛି। ବିବାହ ମଣ୍ଡପରେ ବରଯାତ୍ରୀଙ୍କ ସହ ପହଞ୍ଚିଥିଲେ ବର। କନ୍ୟାଙ୍କ ସହ ପରିବାର, ବନ୍ଧୁବାନ୍ଧବ ସମସ୍ତେ ବି ପହଞ୍ଚିଥିଲେ। ବିବାହ କାର୍ଯ୍ୟ ଆରମ୍ଭ ହୋଇଥିଲା। ଠିକ୍ ହସ୍ତଗଣ୍ଠି ପଡ଼ିବା ପୂର୍ବରୁ କନ୍ୟା ଏହି...
ରାତିରେ ଭାରତ କରିଛି କାଉଣ୍ଟର ଆଟାକ୍, ଏବେ ପାକିସ୍ତାନରେ କେମିତି ରହିଛି ସ୍ଥିତି? ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ, ୧୧।୫: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ନାଗରିକଙ୍କର ମୃତ୍ୟୁ ଘଟିଥିଲା, ତା’ ପରେ ଭାରତ ଓ ପାକିସ୍ଥାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା। ଏହାର ଜବାବରେ ଭାରତ...
ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିକୁ ନେଇ ୟୁନୁସ ସରକାରଙ୍କ ବଡ଼ ବୟାନ, କହିଲେ ମୋଦି…
ଢାକା,୧୧।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତିନାମା ଘୋଷଣା ହୋଇଛି। ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ସଚିବ ବିକ୍ରମ ମିଶ୍ରୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ଘୋଷଣା କରିଛନ୍ତି। ତେବେ ଏହାରି ଭିତରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ...
Imran Khan: ସତରେ ଜେଲ୍ରେ ମରିଯାଇଛନ୍ତି ଇମ୍ରାନ ଖାନ୍! ଶେହବାଜ ସରକାରଙ୍କ ବଡ଼ ଘୋଷଣା
ଇସଲାମବାଦ,୧୧।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପାକ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଇମ୍ରାନ ଖାନଙ୍କ ମୃତ୍ୟୁ ଖବର ସୋସିଆଲ ମିଡିଆରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୋସିଆଲ ମିଡିଆରେ ଏକ ପ୍ରେସ ରିଲିଜର ଏକ ଫଟୋ ଅଧିକ ଭାଇରାଲ ହେବାରେ...
ନବଜାତକଙ୍କ ନାମ ‘ସିନ୍ଦୂର’ ରଖୁଛନ୍ତି ରାଜସ୍ଥାନୀ ମା’
ଜୟପୁର, ୧୧।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନାପୂର୍ଣ୍ଣ ସ୍ଥିତିରେ ଲୋକମାନେ ନିଜ ନିଜ ଦେଶପ୍ରେମକୁ ବିଭିନ୍ନ ଉପାୟରେ ପ୍ରକାଶ କରିଛନ୍ତି। ଆତଙ୍କବାଦ ବିରୋଧରେ ଭାରତ ସରକାରଙ୍କ ‘ଅପରେଶନ ସିନ୍ଦୂର’ରେ ଅନୁପ୍ରାଣିତ ହୋଇ ରାଜସ୍ଥାନର ଅନେକ ମା’...
ବିଶ୍ୱରେ କେତେବଡ଼ ଯୁଦ୍ଧାସ୍ତ୍ର ବେପାର? ଜାଣିଲେ ତାଜୁବ ହେବେ
ସାମ୍ପ୍ରତିକ ସ୍ଥିତିରେ ବିଭିନ୍ନ ଦେଶ ବିଶେଷକରି ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ସୀମା ସଂଘର୍ଷ ଘଟି ଭୂରାଜନୈତିକ ତଥା ସାମରିକ ଉତ୍ତେଜନା ବଢ଼ିବାରେ ଲାଗିଛି। ୨୦୨୨ ଫେବୃଆରୀରୁ ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଲାଗିରହିଥିବାବେଳେ ୨୦୨୩ ଅକ୍ଟୋବରରୁ ଇସ୍ରାଏଲ-ଗାଜା ସଂଘର୍ଷ...
ଜମ୍ମୁରୁ ଫେରିଲେ ୧୧୪ ଓଡ଼ିଆ ଛାତ୍ରୀଛାତ୍ର
କଟକ,୧୧।୫(କାର୍ତ୍ତିକ ସାହୁ): ଜମ୍ମୁସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଓଡ଼ିଶାର ୧୧୪ଜଣ ଛାତ୍ରୀଛାତ୍ର ସୁରକ୍ଷିତ ଭାବେ ଓଡ଼ିଶା ଫେରିଛନ୍ତି। ସେମାନଙ୍କ ମଧ୍ୟରେ ୩୫ଜଣ ଛାତ୍ରୀ ଅଛନ୍ତି। ସରକାରୀ ବ୍ୟବସ୍ଥାରେ ଏକ ସ୍ବତନ୍ତ୍ର ଟ୍ରେନ୍ ଯୋଗେ ସେମାନେ ଜମ୍ମୁରୁ ଦିଲ୍ଲୀ ଓ...
ମା’ଙ୍କ ପାଇଁ ଦିନଟିଏ
ମା’ର ଅବଦାନ ପ୍ରତ୍ୟେକ ସନ୍ତାନର ଜୀବନରେ ଏକ ଅବର୍ଣ୍ଣନୀୟ କାହାଣୀ। ସେହି ମା’କୁ ସମ୍ମାନ ଦେବା ଲାଗି ପତିବର୍ଷ ପାଳନ କରାଯାଉଛି ବିଶ୍ୱ ମାତୃତ୍ୱ ଦିବସ। ମାତୃ ଦିବସ ହେଉଛି ଆମ ଜୀବନରେ ମା’ ଏବଂ ମା’ଙ୍କ ପରି ବ୍ୟକ୍ତିତ୍ୱଙ୍କ...
ପାକିସ୍ତାନର ଡ୍ରୋନ ଆକ୍ରମଣ: ଉଧମପୁର ଏୟାର ବେସର ଜଣେ ଯବାନ ଶହୀଦ
ଉଧମପୁର, ୧୧/୫: ଜମ୍ମୁ ଓ କଶ୍ମୀରର ଉଧମପୁର ଜିଲ୍ଲାରେ ଥିବା ଏକ ବାୟୁସେନା ଘାଟିରେ କାର୍ଯ୍ୟରତ ଜଣେ ଯବାନ ଶହୀଦ ହୋଇଛନ୍ତି। ଶନିବାର ରାତିରେ ପାକିସ୍ତାନ ପକ୍ଷରୁ ହୋଇଥିବା ଡ୍ରୋନ ଆକ୍ରମଣରେ ଯବାନଙ୍କ ମୃତ୍ୟୁ ହୋଇଛି ବୋଲି ପ୍ରତିରକ୍ଷା ବିଭାଗର...
ରାତି ଅଧରେ ଶେହବାଜ ସରିଫଙ୍କ ବଡ଼ ଘୋଷଣା, କହିଲେ ଭାରତକୁ ଦେବୁ କଡ଼ା ଜବାବ!
ଇସଲାମବାଦ,୧୧।୫: ମାତ୍ର ୪ ଘଣ୍ଟା ନପୁରୁଣୁ ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ । ପୁଣି ସୀମା ପଟୁ ଗୁଳି ବର୍ଷା ସହ ଡ୍ରୋନ ଆକ୍ରମଣ କରିଛି ପାକ୍ । ଜମ୍ମୁକଶ୍ମୀରର ବିଭିନ୍ନ ସେକ୍ଟରରେ ପାକିସ୍ତାନ ଗୁଳିମାଡ କରିଥିବା ସୂଚନା...
Archives


