ଓଟିଡିସି ନାଁରେ ଠିକାଦାରଙ୍କଠାରୁ ୩ କୋଟି ଠକେଇ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଓଡ଼ିଶା ଟୁରିଜମ୍ ଡେଭଲପ୍ମେଣ୍ଟ କର୍ପୋରେଶନ (ଓଟିଡିସି) ନାଁରେ ସ୍ପେଶାଲ କ୍ଲାସ କଣ୍ଟ୍ରାକ୍ଟର କଣ୍ଟ୍ରାକ୍ଟର ଧନୁର୍ଦ୍ଧର ଚମ୍ପତ୍ତିରାୟଙ୍କୁ ଜାଲ୍ ୱାର୍କ ଅର୍ଡର ଦେଇ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ରବିବାର ୨ଜଣଙ୍କୁ…
୩ ବର୍ଷରେ ଖର୍ଚ୍ଚ ହେବ ୧୮୦୦ କୋଟି
ଭୁବନେଶ୍ୱର,୨୩।୮(ବ୍ୟୁରୋ): ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗ୍ରାମାଞ୍ଚଳ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏବେ ‘ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା’ର ଗାଇଡ୍ଲାଇନରେ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅର୍ଥ ବିଭାଗର ଅନୁମତି ମିଳିବା ପରେ ଏହି ଯୋଜନାର ସଂଶୋଧିତ ଗାଇଡ୍ଲାଇନ ସହ…
ଗୁଜବକୁ ଖାତିର କରେନି: ଲିପି ମହାପାତ୍ର
ପାଠରେ ଶାଠରେ ପ୍ରେମରେ, ଝିଅ ମୁଁ ଏକ ନମ୍ବର…। ବାସ୍ତବରେ ପାଠରେ ଯେମିତି, ନୃତ୍ୟ ଏବଂ ଅଭିନୟରେ ମଧ୍ୟ ସେପରି ଦକ୍ଷତା ରଖୁଥିବା ବ୍ୟକ୍ତିତ୍ୱ ହେଉଛନ୍ତି ଅଭିନେତ୍ରୀ ଲିପି। ପୂରା ନାଁ ସୁଶ୍ରୀ ସଙ୍ଗୀତା ମହାପାତ୍ର, ମାତ୍ର ଦର୍ଶକଙ୍କ ପାଖରେ ସେ…
କ୍ରିକେଟ୍ ଇତିହାସରେ ଏମିତି ରେକର୍ଡ: ୮୪ ବର୍ଷ ପରେ ବି ଭାଙ୍ଗିନି
ଆଜି ଅର୍ଥାତ୍ ୨୩ ଅଗଷ୍ଟ ଟେଷ୍ଟ କ୍ରିକେଟ ଇତିହାସରେ ଏକ ବିଶେଷ ଦିନ। ୧୯୩୮ ମସିହାରେ ଏହି ଦିନ ଇଂଲଣ୍ଡ ପ୍ରଥମ ଥର ପାଇଁ ଏକ ଟେଷ୍ଟର ଗୋଟିଏ ଇନିଂସରେ ୯୦୦ ରନ କରିବାରେ ସଫଳତା ହାସଲ କରିଥିଲା। ଏହି ମ୍ୟାଚ…
ବାଇଡେନ୍ଙ୍କୁ ତାଲିବାନର ନାଲି ଆଖି…
କାବୁଲ,୨୩।୮: ତାଲିବାନ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କୁ ନାଲି ଆଖ ଦେଖାଇଛି। ଆତଙ୍କବାଦୀ ସଂଗଠନ ପକ୍ଷରୁ ସିଧାସଳଖ ଧମକ ଦେଇ କୁହାଯାଇଛି ଯେ, ଯେ ଯଦି ବାଇଡେନ୍ ସରକାର ଆଫଗାନିସ୍ତାନରୁ ନିଜର ସୈନ୍ୟ ଧାର୍ଯ୍ୟ ସମୟ ମଧ୍ୟରେ ପ୍ରତ୍ୟାହାର ନ କରନ୍ତି…
ଆଜି ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୪୨୬କୁ ବୃଦ୍ଧି
ଭୁବନେଶ୍ୱର,୨୩ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ଦୈନିକ ମୃତ୍ୟୁସଂଖ୍ୟା ୬୦ ତଳକୁ କମୁନି। ସୋମବାର ସର୍ବାଧିକ ୬୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…
ଆଜି ରାଜ୍ୟରୁ ୭୬୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ସୋମବାର ରାଜ୍ୟରୁ ୭୬୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୧,୬୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୪୩ ଜଣ ଚିହ୍ନଟ…
ରାଖୀ ପୂର୍ଣ୍ଣିମାରେ ଭଉଣୀକୁ କିଡ୍ନୀ ଦେଲେ ଭାଇ
ନୂଆଦିଲ୍ଲୀ, ୨୩ା୮: ରାଖୀ ପୂର୍ଣ୍ଣିମାରେ ଭଉଣୀକୁ ଉପହାରରେ ନୂଆ ଜୀବନ ଦେଇଛନ୍ତି ଭାଇ। କିଡ୍ନୀଜନିତ ରୋଗରେ ପୀଡ଼ିତ ଭଉଣୀକୁ ତାଙ୍କ ସାନଭାଇ ନିଜର ଏକ କିଡ୍ନୀ ଦାନ କରି ଜୀବନ ରକ୍ଷା କରିଛନ୍ତି। ସୂଚନା ମୁତାବକ, ହରିୟାଣା ରୋହତକ୍ର ଜଣେ ୩୧…
ଚାଷୀ ଗୀତ ଗାଇଲେ ବର୍ଷା ହୁଏ
ଜୟପୁର, ୨୩।୮: ରାଜସ୍ଥାନରେ ବର୍ଷାଭାବ ବେଳେ ଚାଷୀ ହାତରେ ଛତା ଧରି ବିଲକୁ ଯାଇ ରାଗ ମେଘ ମଲ୍ଲାର ଗୀତ ଗାଇଲେ ବର୍ଷା ହୋଇଥାଏ। ଏକଥା ବିଶ୍ୱାସ ନ ହେଲେ ମଧ୍ୟ ସତ୍ୟ। ଏପରିକି କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ଏହି ଘଟଣାରେ…
୨୦ ବର୍ଷ ଧରି ପ୍ରକୃତ ପିତାଙ୍କୁ ଖୋଜୁ ଖୋଜୁ ପୂରା ପରିବାର ପାଇଗଲେ ମହିଳା, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…
ଦୁନିଆ ଭିଡ଼ ଭିତରେ କେହି ହଜିଗଲେ ଖୋଜି ପାଇବା କଷ୍ଟକର। ମାତ୍ର ୨୦ ବର୍ଷ ଧରି ଜଣେ ମହିଳା ତାଙ୍କ ପିତାଙ୍କୁ ଖୋଜି ଚାଲିଥିଲେ। ଏବେ ତାଙ୍କୁ ପୂରା ପରିବାର ମିଳିଯାଇଛନ୍ତି। ଖୁସିରେ ତାଙ୍କ ଗୋଡ଼ ତଳେ ଲାଗୁନି। ଏକ ଟିଭି…
ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଲେ ରେଳମନ୍ତ୍ରୀ
ବଲାଙ୍ଗୀର ଅଫିସ, ୨୩ା୮: କେନ୍ଦ୍ର ରେଳ, ସଞ୍ଚାର ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜନ ଆଶୀର୍ବାଦ ଯାତ୍ରାରେ ରବିବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନ ପରିକ୍ରମା କରିଥିଲେ। ଟିଟିଲାଗଡରୁ କଣ୍ଟାବାଞ୍ଜି, ପାଟଣାଗଡ ଦେଇ ସେ ବଲାଙ୍ଗୀର ପହଞ୍ଚିଲେ। ସ୍ଥାନୀୟ…
ମା’ଙ୍କୁ ରାସ୍ତା ମଝିରେ ପିଟୁଥିଲା ପୁଅ, ରକ୍ଷା କରିବାକୁ ଧାଇଁ ଆସିଲା କୁକୁର; ଆଉ ତା’ପରେ
ଚେନ୍ନାଇ,୨୩।୮:କୁହାଯାଏ କୁକୁର ହେଉଛି ପଶୁମାନଙ୍କ ମଧ୍ୟରେ ସବୁଠାରୁ ବିଶ୍ୱସ୍ତ। ଚଳଚ୍ଚିତ୍ରର ଅନେକ ଦୃଶ୍ୟରେ, ଆପଣ ନିଶ୍ଚୟ ଦେଖିଥିବେ ଯେ କୁକୁର କିପରି ମାଲିକକୁ ବଞ୍ଚାଇବା ପାଇଁ ନିଜ ଜୀବନକୁ ବାଜି ଲଗାଏ। ତାମିଲନାଡୁର ନାମାକ୍କାଲ ସହରରୁ ମଧ୍ୟ ଏଭଳି ଏକ ଘଟଣା…

