Home Left

ନିଖୋଜ କମାଣ୍ଡୋଙ୍କ ଫଟୋ ଛାଡିଲେ ମାଓବାଦୀ

ବିଜାପୁର,୭।୪: ଛତିଶଗଡର ବସ୍ତର ଅଞ୍ଚଳରେ ଶନିବାର ଏନ୍‌କାଉଣ୍ଟର ବେବେଳ ନିଖୋଜ ହୋଇଥିବା କୋବ୍ରା କମାଣ୍ଡୋ ରାକେଶ୍ୱର ସିଂ ମନ୍‌ହାସ ମାଓବାଦୀମାନଙ୍କ କବ୍‌ଜାରେ ରହିଛନ୍ତି। ବୁଧବାର ମାଓବାଦୀ ସୋସିଆଲ ମିଡିଆ ମାଧ୍ୟମରେ ରାକେଶ୍ୱର ସିଂଙ୍କ ଫଟୋ ଶେୟାର କରିଛନ୍ତି। ଫଟୋ ରାକେଶ୍ୱର ବସି…

ପଞ୍ଜାବରେ ୮ ଘଣ୍ଟିଆ ନାଇଟ୍‌ କର୍ଫ୍ୟୁ

ଚଣ୍ଡିଗଡ଼,୭।୪: ଦିଲ୍ଲୀ ପରେ ଏବେ ପଞ୍ଜାବରେ ନାଇଟ୍‌ କର୍ଫ୍ୟୁ ଜାରି ହୋଇଛି। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ପଞ୍ଜାବ ସରକାରଙ୍କ ପକ୍ଷରୁ ରାଜ୍ୟରେ ୮ ଘଣ୍ଟିଆ ନାଇଟ୍‌ କର୍ଫ୍ୟୁ ଘୋଷଣା କରାଯାଇଛି। ନାଇଟ୍‌ କର୍ଫ୍ୟୁ ରାତ୍ର ୯ରୁ ଭୋର୍‌ ୫ଟା ପର୍ଯ୍ୟନ୍ତ…

ଆଇପିଏଲ୍‌ ଇତିହାସର ଲଜ୍ଜାଜନକ ରେକର୍ଡ: ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଭାରତର…

ନୂଆଦିଲ୍ଲୀ,୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଇତିହାସରେ ଖେଳାଳିମାନେ ନିଜ ନାମରେ ରେକର୍ଡ କରି ବାହାବା ସାଉଁଟିଛନ୍ତି। ହେଲେ ଏଭଳି କିଛି ଲଜ୍ଜାଜନକ ରେକର୍ଡ ରହିଛି ଯାହା ନ ଚାହିଁ ବି କ୍ରିକେଟରଙ୍କ ସହ ଯୋଡ଼ି ହୋଇଛି। ସେଥିରୁ ଗୋଟିଏ ହେଲା ସବୁଠାରୁ…

ରାଜ୍ୟରେ ଆହୁରି କଡ଼ାକଡ଼ି ହେବ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ଆହୁରି କଡ଼ାକଡ଼ି ହେବ। ବର୍ତ୍ତମାନ ୧୦ଟି ଜିଲାରେ ରାତି ୧୦ରୁ ସକାଳ ୫ଟା ଯାଏ ନାଇଟ୍‌ କର୍ଫ୍ୟୁ କରାଯାଉଛି। ଏନେଇ ଜିଲାପାଳ ଏବଂ ପ୍ରଶାସନକୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବୁଧବାର ସ୍ବାସ୍ଥ୍ୟମନ୍ତ୍ରୀ…

ତାମିଲ ଇଣ୍ଡଷ୍ଟ୍ରିର ସବୁଠୁ ମହଙ୍ଗା ଅଭିନେତ୍ରୀ ହେଲେ ଉର୍ବଶୀ: ଗୋଟିଏ ଫିଲ୍ମ ପାଇଁ ନେବେ…

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ତାଙ୍କର ଷ୍ଟାଇଲ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସୁନ୍ଦର ଅଭିନୟ ଯୋଗୁ ଏବେ ତାଙ୍କ ହାତରେ ଅନେକ ବଡ଼ ବଡ଼ ପ୍ରୋଜେକ୍ଟ ରହିଛି। ତେବେ ଖାସ୍‌ କଥା ହେଲା ଉର୍ବଶୀ ଚଳିତବର୍ଷ ତାମିଲ ଇଣ୍ଡଷ୍ଟ୍ରିରେ ଡେବ୍ୟୁ…

୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜଧାନୀରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଭୁବନେଶ୍ୱରର ଘାଟିକିଆ ଅଞ୍ଚଳରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଛି। ଏମାନଙ୍କ ମଧ୍ୟରେ…

ବ୍ୟାଙ୍କ ସମ୍ମୁଖରୁ ଦେଢ଼ ଲକ୍ଷରୁ ଅଧିକ ଟଙ୍କା ଝାମ୍ପିନେଲେ

ଟିଟିଲାଗଡ଼,୭।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ବ୍ୟାଙ୍କ ସମ୍ମୁଖରୁ ବୁଧବାର ପୂର୍ବାହ୍ନରେ ୧,୫୯,୫୦୦ ଟଙ୍କା ଝାମ୍ପି ନେଇଛନ୍ତି ଲୁଟେରା। ଟିଟିଲାଗଡ଼ ବାସିନ୍ଦା ପ୍ରଦୀପ୍ତ ଜେନା ଟଙ୍କା ବ୍ୟାଗ୍‌ ଧରି ସ୍ବି ବଜାର ବ୍ରାଞ୍ଚକୁ ଜମା କରିବାକୁ ଯାଉଥିବା ସମୟରେ ଜଣେ ଯୁବକ ବ୍ୟାଗ୍‌…

ମହାରାଷ୍ଟ୍ରରେ କରୋନା ଟିକା ଅଭାବ

ମୁମ୍ବାଇ,୭।୪: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ସ୍ଥିତି ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟରେ କରୋନା ଟିକାର ଅଭାବ ରହିଥିବା ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ସୂଚନା ଦେଇଛନ୍ତି। ଆବଶ୍ୟକ ଟିକା ଯୋଗାଇ ଦେବାକୁ ସେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଟିକା…

ବିପ୍ଲବ କୁମାର ଦେବ କରୋନା ପଜିଟିଭ୍‌

ଅଗରତାଲା,୭।୪: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। ଏସମ୍ପର୍କରେ ବିପ୍ଲବ ନିଜ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଘରେ ରହିଛନ୍ତି…

ପୁଣି ରାଜ୍ୟରେ ବନ୍ଦ ହେଲା ସ୍କୁଲ

ରାଞ୍ଚି,୭।୪: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ଝାଡ଼ଖଣ୍ଡରେ ପୁଣି ଥରେ ସ୍କୁଲ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏପ୍ରିଲ ୭ ତଥା ବୁଧବାର ଠାରୁ ରାଜ୍ୟରେ ସମସ୍ତ…

ପାରାକୁ ପାଣି ଟିକେ ଦେବା ପାଇଁ ପିଲାଟି କରୁଛି ଏପରି, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ: ୧୯୨୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ବୁଧବାର ୭୯୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri