Home Left

ମାଡ଼ି ଆସୁଛି ନୂଆ ବିପଦ: ଦିଲ୍ଲୀ ପାଲଟିଛି ମଶା ରାଜଧାନୀ

ନୂଆଦିଲ୍ଲୀ,୭।୪: କରୋନା ସଂକ୍ରମଣ ନେଇ ଦିଲ୍ଲୀର ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏବେ କରୋନା ସହିତ ଦିଲ୍ଲୀରେ ନୂଆ ବିପଦ ମାଡ଼ି ଆସୁଛି। ରାଜଧାନୀ ଦିଲ୍ଲୀରେ ମଶା ସଂଖ୍ୟା ଏବେ ୬ ଗୁଣାବୃଦ୍ଧି ପାଇଛି। ଦିଲ୍ଲୀ ମଶା ରାଜଧାନୀ ପାଲଟିଥିବା ଏଏପି…

ମୁହଁତୋଡ ଜବାବ ଦେଲେ ଅନୁଷ୍କା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ମା’ ହେବା ପରେ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହୁଛନ୍ତି। ବିଭିନ୍ନ ପୋଷ୍ଟରେ ସେ ନିଜ ବିଷୟରେ ପ୍ରଶଂସକଙ୍କ ସହ ଶେୟାର କରନ୍ତି। ଅନୁଷ୍କା ତାଙ୍କ ସଦ୍ୟ ପୋଷ୍ଟରେ ସୋସିଆଲ ମିଡିଆରେ ନକାରାତ୍ମକତା ପ୍ରଚାର…

ମାଳଦ୍ୱୀପରେ ବୟଫ୍ରେଣ୍ଡଙ୍କ ସହ ଛୁଟି ମନାଉଛନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ଆଜିକାଲି ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌ ରହୁଛନ୍ତି। ସେ କିଛି ଫଟୋ ଏବେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯେଉଁଥିରେ ସେ ମାଳଦ୍ୱୀପରେ ଛୁଟି ମନାଉଥିବା ଦେଖିବାକୁ ମିଳିଛି। ଶ୍ରଦ୍ଧାଙ୍କ ସହ ତାଙ୍କ ବୟଫ୍ରେଣ୍ଡ…

ଧର୍ମେନ୍ଦ୍ରଙ୍କୁ ନୁହେଁ ବରଂ ଜିତେନ୍ଦ୍ରଙ୍କୁ ବିବାହ କରିଥାନ୍ତେ ବଲିଉଡ୍‌ର ଡ୍ରିମଗର୍ଲ; ପ୍ରସ୍ତୁତ ଥିଲା ମଣ୍ଡପ, ହେଲେ…

ବମ୍ବେ: ବିଗତ ଦିନର ସୁପରଷ୍ଟାର ଜିତେନ୍ଦ୍ରଙ୍କ ଆଜି ହାପି ବର୍ଥ ଡେ। ୧୯୬୪ରେ ଫିଲ୍ମ ‘ଗୀତ ଗାୟା ପତ୍ଥରୋ’ରୁ ବଲିଉଡ୍‌ରେ ଡେବ୍ୟୁ କରିଥିବା ଜିତେନ୍ଦ୍ର ଦୁଇଶହରୁ ଅଧିକ ଫିଲ୍ମରେ କାମ କରିଛନ୍ତି। କେବଳ ଯେ ଅଭିନୟ ତାହା ନୁହେଁ ବ୍ୟକ୍ତିଗତ ଜୀବନକୁ…

ମୁଲାୟମ୍‌ଙ୍କ ଝିଆରିଙ୍କୁ ବିଜେପି ଟିକଟ

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ୍‌ ସିଂହ ଯାଦବଙ୍କ ଝିଆରି ସନ୍ଧ୍ୟା ଯାଦବଙ୍କୁ ଭାଜପା ପକ୍ଷରୁ ଜିଲା ପଞ୍ଚାୟତ ପାଇଁ ଟିକଟ ମିଳିଛି। ଘିରୋରର ଓ୍ବାର୍ଡ ନଂ୧୮ରୁ ଜିଲା ପଞ୍ଚାୟତ ସଦସ୍ୟ ପଦ ପାଇଁ ତାଙ୍କୁ ପ୍ରାର୍ଥୀ କରାଯାଇଛି। ସନ୍ଧ୍ୟା ଯାଦବ…

୪୦ ଡାକ୍ତର କରୋନା ପଜିଟିଭ୍‌

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଥିବା କିଙ୍ଗ୍‌ ଜର୍ଜ ମେଡିକାଲ କଲେଜର ୪୦ ଜଣ ଡାକ୍ତରଙ୍କ ମନୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେମାନଙ୍କ ମଧ୍ୟରେ କୁଳପତି ଡ. ବିପିନ୍‌ ପୁରୀ ଏବଂ ଚିକିତ୍ସା ଅଧିକ୍ଷକ ଡ. ହିମାଂଶୁ ମଧ୍ୟ ରହିଛନ୍ତି। ଆକ୍ରାନ୍ତ…

ଆଉ ନାହାନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ

କନ୍ନଡ଼ ଫିଲ୍ମ ଇଣ୍ଡଷ୍ଟ୍ରିର ଭେଟେରାନ ଅଭିନେତ୍ରୀ ପ୍ରତୀମା ଦେବୀଙ୍କର ୮୮ ବର୍ଷରେ ପରଲୋକ ଘଟିଛି। ଅସୁସ୍ଥତା ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପ୍ରତୀମା ଅଭିନୟ କ୍ୟାରିୟର ମଧ୍ୟରେ ୬୦ରୁ ଊର୍ଦ୍ଧ୍ୱ ଫିଲ୍ମରେ ଅଭିନୟ କରିଥିଲେ। ତାଙ୍କର ଶେଷ ଫିଲ୍ମ ଥିଲା…

ଗୋଟିଏ ଜୁଇରେ ଜଳିଲେ ୮ ଲୋକ

ପୁଣେ,୭।୪: ମହାରାଷ୍ଟ୍ରର ବିଡ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ କରୋନାରେ ମୃତ୍ୟୁ ଘଟିଥିବା ୮ ଜଣ ଲୋକଙ୍କୁ ଗୋଟିଏ ସମାଧିସ୍ଥଳରେ ପୋଡି ଦିଆଯାଇଥିଲା। ବିଡ ଜିଲାର ଅମ୍ବାଜୋଗାଇ ତହସିଲରେ ଏହି ଘଟଣା ସାମ୍ନାକୁ ଆସିଛି। ପରେ ପ୍ରଶାସନ ପ୍ରତି…

ଚର୍ଚ୍ଚାରେ ବେବୋଙ୍କ ମାସ୍କ, ଫଟୋ ଶେୟାର କରି ଲେଖିଲେ…

ବଲିଉଡ୍‌ କଳାକାରମାନେ କ୍ରମାଗତ ଭାବେ କରୋନାରେ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ଖିଲାଡି ହିରୋ ଅକ୍ଷୟ କୁମାରଙ୍କ ପରେ ଭିକ୍କି କୌଶଲ ଏବଂ କ୍ୟାଟ୍ରିନା କୈଫ୍‌ଙ୍କ ରିପୋର୍ଟ ପଜିଟିଭ ଆସିଛି। ଏହାରି ମଧ୍ୟରେ କରୀନା କପୁରଙ୍କ ମାସ୍କ ଏବେ ଚର୍ଚ୍ଚାରେ ରହିଛି। ବେବୋ…

ହସ୍ପିଟାଲରେ କରୋନା ରୋଗୀଙ୍କ ପାଇଁ ଶଯ୍ୟା ଅଭାବ: ବିଶ୍ରାମାଗାରରେ ଅମ୍ଳଜାନ ଲାଗି ହେଉଛି ଚିକିତ୍ସା

ପୁଣେ,୭।୪: ମହାରାଷ୍ଟ୍ରରେ କରୋନା ସ୍ଥିତି ସଙ୍ଗିନ ହୋଇପଡିଛି। ରାଜ୍ୟର ଅଧିକାଂଶ ଜିଲାରେ ପରିସ୍ଥିତି ଅନିୟନ୍ତ୍ରିତ ହେବାରେ ଲାଗିଛି। ପୁଣେରେ ଏହାର ଦୃଶ୍ୟ ଦେଖିବାକୁ ମିଳିଛି। ବାସ୍ତବରେ ପୁଣେର ପିମ୍ପ୍‌ରି ଅଞ୍ଚଳରେ ଥିବା ଡାକ୍ତରଖାନା ଗୁଡ଼ିକରେ କୋଭିଡ ଶଯ୍ୟା ଅଭାବ ରହିଛି। ଏଠାରେ…

ନାଚୁ ନାଚୁ ହଠାତ୍‌ ବଦଳିଗଲା ଯୁବତୀଙ୍କ ଡ୍ରେସ୍‌, ଆଉ ତା’ ପରେ…

ସୋସିଆଲ ମିଡିଆରେ ଏବେ ଏକ ଡ୍ୟାନ୍ସର ଭିଡିଓ ଭାଇରାଲ ହେଉଛି। ଏଥିରେ ଦେଖିବାକୁ ମିଳିଛି, ଜଣେ ମହିଳା ଡ୍ୟାନ୍ସରଙ୍କ ଡ୍ରେସ୍‌ ହଠାତ୍‌ ବଦଳି ଯାଉଛି। ଏହା ଦେଖି ଉପସ୍ଥିତ ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଭିଡିଓ ଆରମ୍ଭରେ ଦେଖିବାକୁ ମିଳିଛି ଜଣେ ଯୁବତୀ…

ବିବାହକୁ ନେଇ ଏମିିତି ସର୍ତ୍ତ ରଖିଛନ୍ତି ଅଭିନେତ୍ରୀ ପ୍ରାଚୀ ଦେଶାଇ

ଅଭିନେତ୍ରୀ ପ୍ରାଚୀ ଦେଶାଇ ବଲିଉଡରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏହି ଅଭିନେତ୍ରୀ ମାତ୍ର ୧୭ ବର୍ଷ ବୟସରେ ଟେଲିଭିଜନ ଜଗତରେ ପାଦ ରଖିଥିଲେ। ସେ ଖୁବ କମ୍‌ ବୟସରେ ତାଙ୍କର ପ୍ରଥମ ବଲିଉଡ ଫିଲ୍ମ ‘ରକ୍‌ ଅନ୍‌’ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri