ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ ଘରୋଇ ଏଲପିଜି (LPG) ସିଲିଣ୍ଡର ମିଳିବାରେ ସମସ୍ୟା ଦେଖାଦେଉଛି। ଏଭଳି ସ୍ଥିତିରେ ଲୋକମାନେ…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ପଞ୍ଚାୟତ ଦେଇ ପରଜାବଦପଡ଼ା ଓ ହାତୀବାରି ଯାଉଥିବା ୨ ବସ୍ ରାସ୍ତାରେ ଅଟକି…
ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍ପି କହିଲେ ତଦନ୍ତ ଚାଲିଛି
ପୁରୀ,୩ା୪(ଅଜିତ୍ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି ଘଟଣା ପୁରୀର ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି। ଭାଇରାଲ ଭିଡିଓରେ…
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର କରାଯାଇଛି। ଫଳରେ ଏକ ଆସନ୍ନ ମୃତ୍ୟୁ ମୁଖରୁ ସମସ୍ତେ ବର୍ତ୍ତି ଯାଇଛନ୍ତି। ତେବେ…
ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି ଛେଳି ପଶି ଖାଇଦେଇଥିଲେ। ଖବରପାଇ ଦୁର୍ଯ୍ୟ ଏବଂ ତାଙ୍କ ସ୍ତ୍ରୀ ପାରମା ରେଡ୍ଡୀ…
ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ
କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ ଚଳିତ ମାସ ଗତ ଏପ୍ରିଲ ୧ରେ ଏକ ଖବର “ଧରିତ୍ରୀ” ଏବଂ “ଓଡିଶା…
ନମ୍ବର ସେଭ୍ ନ କରି କରିପାରିବେ WhatsAppରେ ଚାଟ୍, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍…
ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ ସମୟରେ ଆମକୁ କେବଳ କିଛି ସମୟ ପାଇଁ କାହା ସହ ଚାଟିଂ କରିବାକୁ…
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍ବେଷ୍ଟସ୍
କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା ୩୨୬ନମ୍ୱର ଜାତୀୟ ରାଜପଥ ବଙ୍ଗଳାଗୁଡା ନିକଟରେ ଏକ ବିରାଟକାୟ ଆମ୍ୱ ଗଛ ଉପୁଡି…
ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ ମାଛ ସହ ଏକ କୁମ୍ଭୀର ଛୁଆ ମିଳିଥିଲା। ଏ ନେଇ ଦିଗପହଣ୍ଡି ବନ…
ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ
ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ ତାଲିକାରେ ନାହିଁ। ପ୍ରାର୍ଥୀ ଚୟନକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଥିବା ବେଳେ ଭାଜପା…
ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍ ଲୋନ୍? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ
ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍’ ବା ଗୃହ ଋଣ ଏକ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। କିନ୍ତୁ ଅନେକ ସମୟରେ ଲୋକଙ୍କ ମନରେ ପ୍ରଶ୍ନ ଉଠେ…
କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…
ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ। ଗାଁର କେଶବ ମଳିକଙ୍କ ଦୁଇ ଗୋରୁ, ଭଗବାନ ମଳିକ ଗୋଟିଏ ଓ ଶୁଶାନ୍ତ…

