Home Left

ସ୍କୁଟିକୁ ପିଟିଲା ମାଲ ବୋଝେଇ କଣ୍ଟେନର: ରାସ୍ତା ମଝିରେ ଲାଗିଲା ନିଆଁ

ବାଲେଶ୍ୱର ଅଫିସ,୨୧ା୮: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ୬୦ ନଂ. ଜାତୀୟ ରାଜପଥ ମଧୁବନ ଢାବା ସମ୍ମୁଖରେ ଶୁକ୍ରବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କୁଟିକୁ ମାଲ ବୋଝେଇ କଣ୍ଟେନର ଧକ୍କା ଦେବାରୁ ଘଟଣାସ୍ଥଳରେ ସ୍କୁଟିଚାଳକଙ୍କ ମୃତ୍ୟୁ ଘଟିଛି।…

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଗେଷ୍ଟ ହାଉସ୍‌ରେ ଡିଏଫ୍‌ଓଙ୍କୁ କ୍ରାଇମବ୍ରାଞ୍ଚର ଜେରା

ପାରଳାଖେମୁଣ୍ଡି,୨୧ା୮: ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଶନିବାର ଗଜପତି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ପାରଳାଖେମୁଣ୍ଡି ପୋଲିସ ଗେଷ୍ଟ ହାଉସ୍‌ରେ ୪ ଜଣିଆ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ପଚରାଉଚରା ଜାରି ରଖିଛି। ତେବେ ଗୁରୁବାର ଡିଏଫ୍‌ଓଙ୍କ ଏକ…

୨୦୧୧ ବିଶ୍ୱକପ୍‌ ସମୟରେ ଧୋନୀଙ୍କ ଏହି ନିଷ୍ପତ୍ତି ପାଲଟିଥିଲା ମାଷ୍ଟରଷ୍ଟ୍ରୋକ୍‌; ଏବେ ମୁରଲୀଧରନ୍‌ କହିଲେ…

ନୂଆଦିଲ୍ଲୀ,୨୧।୮: ଶ୍ରୀଲଙ୍କାର ମହାନ ଅଫ୍‌ ସ୍ପିନର ମୁଥିୟା ମୁରଲୀଧରନ୍‌ ଭାରତୀୟ କ୍ରିକେଟର ଐତିହାସିକ ମୁହୂର୍ତ୍ତକୁ ମନେ ପକାଇଛନ୍ତି। ଇଏସ୍‌ପିଏନ୍‌କ୍ରିକ୍‌ଇନ୍‌ଫୋ ସହ ସାକ୍ଷାତକାରରେ ମୁରଲୀଧରନ୍‌ କହିଛନ୍ତି, ଯେତେବେଳେ ମୁଁ ଚେନ୍ନାଇରେ ମହେନ୍ଦ୍ର ସିଂହ ଧୋନୀଙ୍କୁ ବୋଲିଂ କରିଥିଲି, ତାଙ୍କୁ ଭଲ ଭାବେ ବୁଝିପାରିଥିଲି।…

ଏଟିଏମ୍‌ ଟଙ୍କା ଭର୍ତ୍ତି ଭ୍ୟାନ୍‌ରୁ ୨୪ ଲକ୍ଷ ଲୁଟ୍‌ ଘଟଣା: ମାଷ୍ଟରମାଇଣ୍ଡ ଅଟକ

ବ୍ରହ୍ମପୁର ଅଫିସ,୨୧ା୮: ବଡ଼ବଜାର ଥାନା ନିକଟ ଆକ୍ସିସ ବ୍ୟାଙ୍କ ନିକଟରୁ ଏଜିଏସ୍‌ କମ୍ପାନୀର ଏଟିଏମ୍‌ ଟଙ୍କା ଭର୍ତ୍ତି ଗାଡ଼ିରୁ ୨୪ ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହେବାକୁ ଯାଉଛି। ସେହି ଗାଡ଼ିର ଚାଳକ ଆଶିଷ ଦିଘାଲ ହିଁ ଏହି ବହୁ…

ବିମାନ ବନ୍ଦର ନିକଟରୁ ୧୫୦ ଲୋକଙ୍କୁ ଅପହରଣ, ଅଧିକାଂଶ ଭାରତୀୟ!

କାବୁଲ,୨୧ ।୮: ଆଫଗାନିସ୍ତାନକୁ ତାଲିବାନ କବଜା କରିବା ପରେ ସେଠାକାର ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । ତାଲିବାନ ଆସୁ ଆସୁ ତା’ର କ୍ରୁରତା ସବୁଠି ସ୍ପଷ୍ଟ ବାରି ହୋଇ ପଡିଲାଣି ବୋଲି କୁହାଯାଉଛି । ଏମାନେ ଗୋଟିଏ…

ମୋଦିଙ୍କ ନେତୃତ୍ୱରେ ଦେଶ ସୁରକ୍ଷିତ: ନଡ୍ଡା

ଡେରାଡୁନ,୨୧ ।୮: ଆସନ୍ତା ବର୍ଷ ଅର୍ଥାତ୍ ୨୦୨୨ରେ ହେବ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ । ହେଲେ ଏବେଠାରୁ ଭାରତୀୟ ଜନତା ପାର୍ଟି(ଭାଜପା)ତା’ର ଶଙ୍ଖନାଦ ଆରମ୍ଭ କଲାଣି । ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବେ ଦୁଇଦିନିଆ ଗସ୍ତରେ ଉତ୍ତରାଖଣ୍ଡ ଯାଇଛନ୍ତି…

୧୧ ଦିନ ପରେ କମିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୨୧ ।୮: ଦେଶରେ କରୋନା ସଂକ୍ରମଣ କେତେବେଳେ ବୃଦ୍ଧି ପାଉଛି ତ ପୁଣି କେତେବେଳେ କମ୍ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୪ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମୃତ୍ୟୁ ହାର କିନ୍ତୁ କମ୍ ହୋଇଯାଇଛି…

ରାଜ୍ୟରୁ ପୁଣି ୬୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ଶନିବାର କରୋନା ଆଉ ୬୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୨୮୯କୁ ବୃଦ୍ଧି ପାଇଛି। ୬୬ ମୃତକଙ୍କ ମଧ୍ୟରୁ…

ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ପ୍ରଶଂସାରେ ପୋତିଲେ ସଚିନ: କହିଲେ ‘ସେ ଲିଡର୍‌, ପରିସ୍ଥିତି ଯେମିତି ହେଉନା କାହିଁକି…’

ମୁମ୍ବାଇ,୨୧।୮: ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର ଭାରତୀୟ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମାଙ୍କ ପ୍ରଶଂସା କରିଛନ୍ତି। ହିତ ଏବେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଟେଷ୍ଟ ସିରିଜରେ ଓପନର୍‌ ଭାବେ ଭଲ ପ୍ରଦର୍ଶନ କରୁଛନ୍ତି। ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ଦୁଇଟି ଟେଷ୍ଟରେ…

ତାଲିବାନର ଆତଙ୍କବାଦୀମାନଙ୍କୁ ରାଖୀ ବାନ୍ଧିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ; ଟୁଇଟ୍‌ କରି ମୋଦିଙ୍କୁ କହିଲେ…

ବମ୍ବେ: ଆଫଗାନିସ୍ତାନକୁ ନିଜ ଦଖଲକୁ ନେଇଛି ତାଲିବାନ। ଏହାକୁ ନେଇ ଦେଶରେ ସୃଷ୍ଟି ହୋଇଛି ଭୟର ବାତାବରଣ। ଲୋକମାନେ ପ୍ରାଣ ବଞ୍ଚାଇବାକୁ ଦେଶ ଛାଡ଼ି ଚାଲିଯିବାକୁ ଚାହୁଁଥିବା ବେଳେ ସେଠାକାର ମହିଳାମାନେ ବିଶେଷଭାବେ ପ୍ରଭାବିତ ହୋଇଛନ୍ତି। କାରଣ ତାଙ୍କ ଉପରେ ଅତ୍ୟାଚାର…

ବାୟୁସେନାର ସି-୧୩୦ଜେ ବିମାନ ୮୫ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଭାରତ ଅଭିମୁଖେ, ୨୫୦ ନାଗରିକଙ୍କୁ ନେଇ ଉଡିବାକୁ ପ୍ରସ୍ତୁତ ସି-୧୭

ନୂଆଦିଲ୍ଲୀ,୨୧ ।୮: ଆଫଗାନିସ୍ତାନରେ ଏବେ ତାଲିବାନ ରାଜ୍ । ଏବେ ସେଠାକାର ପରିସ୍ଥିତି ଏମିତି ବିଗିଡି ଯାଇଛି ଯେ ତାଲିବାନ ଭୟରେ ପାୟ ସମସ୍ତେ ଦେଶ ଛାଡିବାକୁ ପ୍ରସ୍ତୁତ ହେଉଛନ୍ତି । ଏହି କ୍ରମରେ ସେଠାରେ ଥିବା ଭାରତୀୟଙ୍କୁ ଉଦ୍ଧାର କରିବା…

ଭିତରେ ଆମେରିକା ସୈନ୍ୟ, ବାହାରେ ତାଲିବାନୀ

କାବୁଲ, ୨୧।୮: ତାଲିବାନ କବଳରୁ ରକ୍ଷା ପାଇବାକୁ ହେଲେ ଦେଶ ଛାଡ଼ି ପଳାୟନ ଏକମାତ୍ର ମାଧ୍ୟମ। ସେହି ଲକ୍ଷ୍ୟରେ ନିଜ ଘରଦ୍ୱାର, ସମ୍ପତ୍ତି ଛାଡ଼ି ପ୍ରିୟଜନଙ୍କ ସହ ଗଣପଳାୟନ କରୁଛନ୍ତି ଆଫଗାନିସ୍ତାନ ବାସିନ୍ଦା। କାବୁଲସ୍ଥିତ ହମିଦ୍‌ କରଜାଇ ଅନ୍ତର୍ଜାତୀୟ ବିମାନବନ୍ଦର ଦୃଶ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?