Home Left

ଖାଦ୍ୟରୁଚିରୁ ଜାଣନ୍ତୁ ଝିଅଙ୍କ ପ୍ରେମ ସମ୍ପର୍କରେ

ଖାଦ୍ୟପେୟରେ ସମସ୍ତଙ୍କ ରୁଚି ଭିନ୍ନ ଭିନ୍ନ ହୋଇଥାଏ। କାହାକୁ ଖଟା ଖାଇବାକୁ ଭଲ ଲାଗୁ ଥିବାବେଳେ କାହାକୁ ମିଠା ଅଧିକ ପସନ୍ଦ ହୋଇଥାଏ। ତେବେ ଆପଣ ଜଣକର ଖାଦ୍ୟ ପସନ୍ଦ ଶୈଳୀରୁ ତାଙ୍କ ଲଭ୍‌ ଲାଇଫ୍‌ ସମ୍ପର୍କରେ ଜାଣିପାରିବେ। ତେବେ ଜାଣନ୍ତୁ…

ଚିଟ୍‌ଫଣ୍ଡ ଠକେଇ ମାମଲା: କମ୍ପାନୀ ଏମ୍‌ଡି, ମ୍ୟାନେଜରଙ୍କୁ ୭ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ବ୍ରହ୍ମପୁର ସ୍ବତନ୍ତ୍ର ଚିଟଫଣ୍ଡ୍‌ କୋର୍ଟ ଜଜ୍‌ ଏକ ଟଙ୍କା ଠକେଇ ମାମଲାର ଶୁଣାଣି କରି ରାମକ୍ରିଷ୍ଣା ଇଲେକ୍ଟ୍ରୋ କଣ୍ଟ୍ରୋଲ୍‌ ଲିମିଟେଡ୍‌ ନାମକ ଅର୍ଥଲଗାଣକାରୀ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ ଓ ମ୍ୟାନେଜରଙ୍କୁ ୭ବର୍ଷ ଲେଖାଏ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ…

ଓଇଆର୍‌ସି ଅଫିସ ଘେରିଲା କଂଗ୍ରେସ

ଭୁବନେଶ୍ୱର, ୭ା୪(ବ୍ୟୁରୋ): ଓଡିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି) କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ କଂଗ୍ରେସ କର୍ମୀମାନେ ଓଇଆର୍‌ସି କାର୍ଯ୍ୟାଳୟର ଗେଟ୍‌ ଖୋଲି ଜୋର ଜବରଦସ୍ତ…

ପରିବା ଢାଳି ରାସ୍ତା ଅବରୋଧ

ଝାରସୁଗୁଡ଼ା ଅଫିସ,୭ା୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ୩ ସପ୍ତାହ ପାଇଁ ଜିଲାର ୭୭ ସାପ୍ତାହିକ ବଜାର ବନ୍ଦ ଘୋଷଣା କରିଛନ୍ତି। ଏହାକୁ ନେଇ ବ୍ୟବସାୟୀ ଓ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଝାରସୁଗୁଡା ବଜାରରେ ଏହାର ପ୍ରତିଫଳନ…

ବାୟୋ ବବଲ୍‌ ଏକ ଚ୍ୟାଲେଞ୍ଜ, କିନ୍ତୁ ଭାରତୀୟ ଖେଳାଳି ଅଧିକ ସହନଶୀଳ: ଗାଙ୍ଗୁଲି

କୋଲକାତା, ୬।୪ (ପି.ଟି.) : ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ତଥା ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବାୟୋ ବବଲ୍‌ (ଖେଳାଳିଙ୍କ ପାଇଁ ଉଦ୍ଦିଷ୍ଟ କୋଭିଡ୍‌ ନିୟମ)କୁ ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ବାୟୋ ବବଲ୍‌ ଖେଳାଳିଙ୍କ…

ରାତି ୮ଟା ପରେ ଫୁଡ୍‌ ଡେଲିଭରି ବନ୍ଦ

ମୁମ୍ବାଇ, ୬ା୪- ମହାରାଷ୍ଟ୍ରରେ ବଢ଼ୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜାରି କରିଛନ୍ତି ନାଇଟ୍‌ କର୍ଫ୍ୟୁ। ଏହି କାରଣରୁ ରାତି ୮ଟା ପରେ ଜମାଟୋ ଓ ସ୍ବିଗି ଭଳି ଫୁଡ୍‌ ଡେଲିଭରି ଆପ୍ସ ଅର୍ଡର ନେବେ ନାହିଁି।…

ଓପନିଂ ମ୍ୟାଚ ଖେଳିବେନି ରାବାଡା, ନର୍ଟଜେ

ମୁମ୍ବାଇ, ୬ା୪- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳିବା ଲାଗି ଦିଲ୍ଲୀ କ୍ୟାପିଟାଲ୍ସ ପେସ୍‌ ବୋଲର କାଗିସୋ ରାବାଡା ଓ ଆନରିଚ୍‌ ନର୍ଟଜେ ମଙ୍ଗଳବାର ଏଠାରେ ପହଞ୍ଚତ୍ଛନ୍ତି। ସେମାନଙ୍କୁ ଏବେ ୭ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିବ। ଏଣୁ ଶନିବାର…

ଆସନ୍ତା ୪ ସପ୍ତାହ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଲୀ, ୬ା୪- ବିଭିନ୍ନ ରାଜ୍ୟରେ ମାଢ଼ି ଚାଲିଛି କରୋନା। ବର୍ତ୍ତମାନ ସ୍ଥିତି ଧିରେ ଧିରେ ଗମ୍ଭୀର ହେବାରେ ଲାଗିଛି। ଆସନ୍ତା ୪ ସପ୍ତାହ ଦେଶ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି କେନ୍ଦ୍ର ପକ୍ଷରୁ ମଙ୍ଗଳବାର କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ…

୧୦ଦିନରେ ମିଳିବ ଆବାସିକ, ଆୟ ପ୍ରମାଣପତ୍ର; ୧୫ଦିନ ମଧ୍ୟରେ ଜାତି ପ୍ରମାଣପତ୍ର

ଭୁବନେଶ୍ୱର, ୬।୪(ବ୍ୟୁରୋ)- ଜାତିଗତ, ଆବାସିକ, ଆୟ ଆଦି ବିଭିନ୍ନ ମିସ୍‌ଲାନିୟସ୍‌ ପ୍ରମାଣପତ୍ର ଯେପରି ଲୋକମାନଙ୍କୁ ଶୀଘ୍ର ମିଳିପାରିବ ସେନେଇ ରାଜ୍ୟ ସରକାର ମଙ୍ଗଳବାର ଏକ ପରିବର୍ତ୍ତିତ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜନକୈନ୍ଦ୍ରିକ ଏବଂ ପ୍ରଶାସନିକ ପ୍ରତିବଦ୍ଧତାକୁ ନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜସ୍ବ…

ଆମ୍ବୁଲାନ୍ସ ଯୋଗେ ମତଦାନ କେନ୍ଦ୍ରରେ ପହଞ୍ଚିଲେ ଏମ୍‌ପି

ଚେନ୍ନାଇ, ୬ା୪- ଭୋଟ ଦେବା ପାଇଁ ମତଦାନ କେନ୍ଦ୍ରରେ ଆମ୍ବୁଲାନ୍ସ ଯୋଗେ ପହଞ୍ଚିଛନ୍ତି ଡିଏମ୍‌କେ ଏମ୍‌ପି କାନିମୋଝି। ଡିଏମ୍‌କେ ଦଳର ପ୍ରତିଷ୍ଠାତା ଏମ୍‌. କରୁଣାନିଧିଙ୍କ ଝିଅ ବର୍ତ୍ତମାନ କରୋନାରେ ଆକ୍ରାନ୍ତ। ସେ ପିପିଇ (ବ୍ୟକ୍ତିଗତ ସୁରକ୍ଷା ଉପକରଣ) ସୁଟ୍‌ ପିନ୍ଧି ଦକ୍ଷିଣ…

ପଗଡ଼ି ଦ୍ୱାରା ଆହତ ସୈନ୍ୟଙ୍କ ଜୀବନ ବଞ୍ଚାଇଲେ ଶିଖ୍‌ ଯବାନ

ରାୟପୁର, ୬ା୪- ମାଓବାଦୀଙ୍କ ଆକ୍ରମଣରେ ଆହତ ହୋଇଥିବା ସୈନ୍ୟଙ୍କ ଜୀବନ ବଞ୍ଚାଇଛନ୍ତି ଶିଖ୍‌ ଯବାନ। ଆହତ ସୈନ୍ୟଙ୍କ ରକ୍ତ ରୋକିବା ପାଇଁ ଶିଖ ଯବାନ ପଗଡ଼ି ଖୋଲିଥିଲେ। ଏହାର କିଛି ସମୟ ପରେ ସାଥି ସୈନ୍ୟଙ୍କ ଜୀବନ ବଞ୍ଚାଇଥିତ୍ବା ଶିଖ ଯବାନଙ୍କୁ…

ରାଜଧାନୀରେ ମାଡିଲା କରୋନା: ଆଜି ଚିହ୍ନଟ ହେଲେ ୧୦୧ ଆକ୍ରାନ୍ତ; ଖଣ୍ଡଗିରିରୁ ସର୍ବାଧିକ

ଭୁବନେଶ୍ୱର,୬।୪(ବ୍ୟୁରୋ): ବେଳକୁ ବେଳ ଅସମ୍ଭାଳ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚିନ୍ତା ବଢ଼ିବାରେ ଲାଗିଛି। ଏହି କ୍ରମରେ ରାଜ୍ୟରେ ମୋଟ ସଂକ୍ରମଣରୁ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମଙ୍ଗଳବାର ରାଜଧାନୀରୁ ଚିହ୍ନଟ ହୋଇଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri