Home Left

ଭାଜପା ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର, ୬।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ପ୍ରଚାର ଚାଲିଥିବା ବେଳେ ସୋମବାର ପୋଲିସ ଦୁଇ ଜଣ ଯୁବକଙ୍କ ପାଖରୁ ୫୦ ଲକ୍ଷ ଟଙ୍କା ଜବତ କରିଛି। ଏନେଇ ବିଜେଡି ପକ୍ଷରୁ ଭାଜପା ବିରୋଧରେ ଅଭିଯୋଗ କରାଯାଇଛି। ବିଜେଡିର ଗୋଟିଏ ଟିମ୍‌ ଏନେଇ…

ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୬।୪: ରାଜ୍ୟରେ ବିଦ୍ୟୁତ୍‌ ଦର ବୃଦ୍ଧିର ପ୍ରତିବାଦ କରି ସୋମବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଏଥିରେ ରାଜ୍ୟ ସରକାର, ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି)ଙ୍କ ସମେତ ୧୧ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି। ସୁରେନ୍ଦ୍ର କୁମାର ପାଣିଗ୍ରାହୀ ଏହି…

ପିପିଲି ଉପନିର୍ବାଚନ: ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଜମୁଛି ପ୍ରଚାର। ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ସେମାନଙ୍କ ପ୍ରଚାରକୁ ଜୋରଦାର କରିଛନ୍ତି। ତେବେ ପ୍ରଚାର ଲାଗି ପିପିଲି ମଇଦାନ୍‌କୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀଙ୍କ ପାଇଁ ଦଳର…

କରିନାଙ୍କ ଦ୍ୱିତୀୟ ପୁତ୍ରଙ୍କ ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୬।୪: କରିନା କପୁର ଖାଁ ଏବଂ ଶୈଫ୍‌ ଅଲ୍ଲୀ ଖାଁଙ୍କ ଦ୍ୱିତୀୟ ପୁତ୍ର ଫେବୃୟାରୀ ୨୧ରେ ଜନ୍ମ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାଙ୍କ କୌଣସି ଫଟୋକୁ ସୋସିଆଲ୍‌ ମିଡ଼ିଆରେ ଅପ୍‌ଲୋଡ୍‌ କରାଯାଇ ନାହିଁ। ତେବେ ଜେଜେ ବାପା ରଣଧୀର କପୁର ଭୁଲରେ…

ସୈନ୍ୟବାହିନୀରେ ଚାକିରି ପାଇଁ ଜାଲିଆତି, ୭ ଗିରଫ

ଗୋପାଳପୁର,୬।୪: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଗୋଳାବନ୍ଧସ୍ଥିତ ଆର୍ମି ଏଡି କଲେଜରେ ସୈନ୍ୟବାହିନୀରେ ଚାକିରି ପାଇଁ ଜାଲିଆତି କରିବା ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ସୋମବାର ୭ ଯୁବକଙ୍କୁ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ନରେନ୍ଦ୍ରପୁରର କେ.ଭିମରାଜୁ ରେଡ୍ଡୀ, ହୁମୁରିର…

ଆଇପିଏଲ୍‌ରେ ପ୍ରଥମ ଭାରତୀୟ ଭାବେ ଏହି ଖାସ୍‌ ରେକର୍ଡ କରିପାରନ୍ତି ବିରାଟ କୋହଲି

ବିରାଟ କୋହଲି ତାଙ୍କ ନାମରେ ଅନେକ ରେକର୍ଡ କରିଛନ୍ତି। ଆଇପିଏଲ ୨୦୨୧ରେ ସେ ଏକ ସ୍ବତନ୍ତ୍ର ରେକର୍ଡ ସ୍ଥାପନ କରିପାରିବାର ସୁଯୋଗ ରହିଛି। ଏପର୍ଯ୍ୟନ୍ତ କୌଣସି ଭାରତୀୟ ଏହା କରିନାହାଁନ୍ତି। ଟି -୨୦ ଲିଗ ଏପ୍ରିଲ ୯ରୁ ଆରମ୍ଭ ହେବ। ପ୍ରଥମ…

ଦୁର୍ନୀତିରେ ବୁଡ଼ିରହିଛି ପାକ୍ସ

ଯାଜପୁର ଅଫିସ,୬।୪: ରାଜ୍ୟରେ ୨,୭୧୦ ପ୍ରାଥମିକ କୃଷି ସମବାୟ ସମିତି ବା ପ୍ରାଇମେରୀ ଏଗ୍ରିକଲଚରାଲ କ୍ରେଡିଟ୍‌ ସୋସାଇଟି (ପାକ୍ସ) କାର୍ଯ୍ୟ କରୁଛି। ଏଥିରୁ ୧୫୬ ପାକ୍ସର ୧୬୦ ସମ୍ପାଦକ, ଭାରପ୍ରାପ୍ତ ସମ୍ପାଦକ, ପରିଚାଳନା ନିର୍ଦ୍ଦେଶକଙ୍କୁ ଆର୍ଥିକ ଅନିୟମିତତା, ଅର୍ଥ ତୋସରପାତ, ଧାନ…

ଦୈନିକ ଦୁଇଟି କ୍ଲାସ୍‌ ନେବେ ପ୍ରଧାନ ଶିକ୍ଷକ

ଭୁବନେଶ୍ୱର,୬।୪(ବ୍ୟୁରୋ):  ଏଣିକି ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନେ ଦୈନିକ ଦୁଇଟି ଲେଖା କ୍ଲାସ ନେଇ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢାଇବେ। ଏହା ଏଥର ବାଧ୍ୟତାମୂଳକ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାର ସବୁ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ଜଣାଇ ଦିଆଯାଇଛି।…

ତାଳଚେରରେ ଖୁବ୍‌ଶୀଘ୍ର ଏନ୍‌ଟିପିସିର ନୂଆ ୟୁନିଟ୍‌

ଭୁବନେଶ୍ୱର, ୬।୪(ବ୍ୟୁରୋ): ତାଳଚେର ତାପଜ ବିଦ୍ୟୁତ୍‌ କେନ୍ଦ୍ର(ଟିଟିପିଏସ୍‌)କୁ ଚାଲୁ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏକ ପତ୍ର ଲେଖିଥିଲେ। ସେହି ଅନୁଯାୟୀ ସୋମବାର ରାଜ୍ୟ ସରକାର ଏବଂ ନ୍ୟାଶନାଲ ଧର୍ମାଲ୍‌ ପାଓ୍ବାର କର୍ପୋରେଶନ(ଏନ୍‌ଟିପିସି) ମଧ୍ୟରେ ଏକ ଉଚ୍ଚସ୍ତରୀୟ…

ଝିଅ ଯୋଗାଇବାକୁ ବାଧ୍ୟ କରୁଥିଲେ ଆର୍ମଡ ଡିସିପି

ଭୁବନେଶ୍ୱର,୬।୪(ବ୍ୟୁରୋ): ଝିଅ ଯୋଗାଇବାକୁ ମୋ ସ୍ବାମୀଙ୍କୁ ବାଧ୍ୟ କରୁଥିଲେ ଓଏସ୍‌ଏପି ଡିସିପି ବିଜୟ କୁମାର ସାହୁ। ଏଥିପାଇଁ ତାଙ୍କୁ ମାନସିକ ଚାପ ମଧ୍ୟ ପକାଉଥିଲେ। ଝିଅ ନ ଯୋଗାଇଲେ ଅନ୍ୟତ୍ର ବଦଳି ସହ ଚାକିରିରୁ ବାହାର କରିଦେବାକୁ ଧମକ ଦେଉଥିଲେ। ଶେଷରେ…

ଋଷିଙ୍କ ସ୍ଥାନ ନେଲେ ଅମିତାଭ

ହଲିଉଡ୍‌ ମୁଭି ‘ଦ ଇନ୍‌ଟର୍ନ’ର ହିନ୍ଦୀ ଭର୍ସନରେ ବଲିଉଡ୍‌ ଅଭିନେତା ସ୍ବର୍ଗତ ଋଷି କପୁରଙ୍କ ସ୍ଥାନ ନେଇଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନ। ଆନେ ହାଥଓ୍ବେ ଓ ରବର୍ଟ ଡି ନିରୋଙ୍କ ଅଭିନୀତ ୨୦୧୫ର ଏହି ଚଳଚ୍ଚିତ୍ରରେ ପୂର୍ବରୁ ଅଭିନେତ୍ରୀ ଦୀପିକା…

ପୁନଃ ନିଯୁକ୍ତି ଦାବିରେ ଚୁକ୍ତିିଭିତ୍ତିକ ନର୍ସିଂ, ଫାର୍ମାସିଷ୍ଟଙ୍କ ଧାରଣା

କଟକ ଅଫିସ, ୬।୪: ପୁନଃ ନିଯୁକ୍ତି ଦାବିରେ ଏସ୍‌ସିବିର ଚୁକ୍ତି ଭିତ୍ତିକ ନର୍ସ ଓ ଫାର୍ମାସିଷ୍ଟମାନେ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ସୋମବାର ଧାରଣାରେ ବସିଥିଲେ। ସେମାନଙ୍କ ଅଭିଯୋଗ ଅନୁଯାୟୀ, ୨୦୧୯ ମାର୍ଚ୍ଚ ୨୪ରୁ ସେମାନଙ୍କୁ ଚୁକ୍ତି ଭିତ୍ତିରେ କରୋନା ରୋଗୀଙ୍କ ଚିକିତ୍ସା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri